Home Left

ଭଦ୍ରକରୁ ଗଡ଼ିଲା ବସ୍‌

ଭଦ୍ରକ ଅଫିସ,୨୮।୫: ରାଜ୍ୟରେ ବେସରକାରୀ ବସ୍‌ ସେବା ଗୁରୁବାରଠାରୁ ଆରମ୍ଭ ହୋବାକୁ ପୂର୍ବରୁ ଘୋଷଣା ହୋଇଥିଲା। ଏହି ପରିପ୍ରେକ୍ଷୀରେ ଭଦ୍ରକ ସହରରେ ମଧ୍ୟ ଗୁରୁବାରଠୁ ବସ୍‌ ସେବା ଆରମ୍ଭ ହୋଇଛି। ଭଦ୍ରକ ବନ୍ତ ଛକ ସ୍ଥିତ ଷ୍ଟାଣ୍ଡରେ ବସ୍‌କୁ ସମ୍ପୂର୍ଣ୍ଣ ସାନିଟାଇଜିଂ…

CORONAVIRUS UPDATE: ୬୭ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୮।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଗୁରୁବାର ସକାଳେ ରାଜ୍ୟରେ ଆଉ ୬୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର। ଗଞ୍ଜାମରେ ସର୍ବାଧିକ…

କରୋନାକୁ ହରାଇବା ପାଇଁ ସମସ୍ତେ ମାସ୍କ ପିନ୍ଧିବାକୁ ଆହ୍ବାନ ଦେଲେ ଡିଜିପି

କଟକ ଅଫିସ,୨୮ା୫: କରୋନାକୁ ହରାଇବା ପାଇଁ ସମସ୍ତେ ମାସ୍କ ପିନ୍ଧନ୍ତୁ ବୋଲି ଗୁରୁବାର ରାଜ୍ୟବାସୀଙ୍କୁ ଆହ୍ବାନ ଦେଇଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ। ଟୁଇଟ୍‌ରେ ସେ ପ୍ରକାଶ କରିଛନ୍ତି ଯେ, ସର୍ବସାଧାରଣ ସ୍ଥାନରେ ମାସ୍କ ପିନ୍ଧିବା ପାଇଁ ଓଡ଼ିଶା ପୋଲିସ ରାଜ୍ୟବ୍ୟାପୀ…

୨୦୨୦ ଶେଷ ସୁଦ୍ଧା ଆର୍ଥିକ ସମସ୍ୟା ଯୋଗୁ ୮ କୋଟି ୬୦ ଲକ୍ଷ ଶିଶୁଙ୍କୁ ମିଳିବନି ଖାଦ୍ୟ

ଜେନେଭା,୨୮।୫: କରୋନା ମହାମାରୀ ଯୋଗୁ ପୃଥିବୀରେ ଆଗାମୀ ଦିନରେ ଖାଦ୍ୟ ସଙ୍କଟ ଦେଖାଯିବ। ଫଳରେ ୮ କୋଟି ୬୦ ଲକ୍ଷ ଶିଶୁ ଆର୍ଥିକ ସମସ୍ୟା ଯୋଗୁ ସାଧାରଣ ସୁବିଧା ସୁଯୋଗ ସହିତ ଖାଇବାକୁ ମଧ୍ୟ ପାଇବେନି ବୋଲି ୟୁନିସେଫ୍‌ ଏବଂ ସେଭ୍‌…

ମକା ଖାଇ କ୍ରିକେଟରଙ୍କ ଦୁଇ ଆଗଦାନ୍ତ ଭାଙ୍ଗିଲା

ଅଷ୍ଟ୍ରେଲିଆ କ୍ରିକେଟର ଡେଭିଡ୍‌ ଓ୍ବାର୍ଣ୍ଣର ଏବେ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ ଅଛନ୍ତି। ପ୍ରତିଦିନ ସେ ଟିକ୍‌ଟକ୍‌ରେ ଭିଡିଓ ପୋଷ୍ଟ କରୁଛନ୍ତି। କେତେବେ ନିଜ ୩ ଝିଅଙ୍କ ସହ ତ ଆଉ କେତେବେଳେ ନିଜ ସ୍ତ୍ରୀଙ୍କ ସହ ଭିଡିଓ କରି ପୋଷ୍ଟ…

ଦେବଦମ୍ପତିଙ୍କ ବିବାହ ଉତ୍ସବ ସମ୍ପନ୍ନ

ପାଟଣା,୨୮।୫(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ସ୍ଥିତ ଗିରିଜା ଶଙ୍କର ଶିବ ମନ୍ଦିରରେ ବୁଧବାର ରାତିରେ ଦେବଦମ୍ପତିଙ୍କ ଦେବୀ ପାର୍ବତୀ ଓ ଦେବଦେବ ମହାଦେବଙ୍କ ବିବାହ କାର୍ଯ୍ୟ ଆଡ଼ମ୍ବରରେ ସମ୍ପନ୍ନ ହୋଇଛ। ଦେବଦମ୍ପତିଙ୍କ ବିବାହ ଉତ୍ସବ ସକାଶେ ମନ୍ଦିର…

୧୨ଶହ କିଲୋମିଟର ସାଇକେଲ ଚଳାଇ ଅସୁସ୍ଥ ପିତାଙ୍କୁ ଘରେ ପହଞ୍ଚାଇଥିବା ଜ୍ୟୋତିଙ୍କ ଉପରେ ନିର୍ମାଣ କରାଯିବ ଫିଲ୍ମ !

ପାଟନା,୨୮।୫: କରୋନା ମହାମାରୀକୁ ନେଇ ଦେଶରେ ଲକ୍‌ଡାଉନ ଚାଲିଥିବା ବେଳେ ନିଜ ଅସୁସ୍ଥ ପିତାଙ୍କୁ ହରିୟାଣାର ଗୁରୁଗ୍ରାମରୁ ଦୀର୍ଘ ୧୨୦୦ କିଲୋମିଟର ସାଇକେଲରେ ବସାଇ ବିହାରର ଦରଭଙ୍ଗାରେ ପହଞ୍ଚିଥିଲେ ୧୫ ବର୍ଷର ବାଳିକା ଜ୍ୟୋତି। ଏବେ ଜ୍ୟୋତିଙ୍କ କାହାଣୀକୁ ନେଇ ବଲିଉଡ୍‌ରେ…

ଫେଲ୍‌ ମାରିଲା ପୁଲଓ୍ବାମା ଭଳି ଆତଙ୍କବାଦୀ ଆକ୍ରମଣ

ଜମ୍ମୁ,୨୮।୫: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ ସଫଳତା। ପୁଲଓ୍ବାମା ଭଳି ଏକ ବଡ ଧରଣର ଆତଙ୍କବାଦୀ ଆକ୍ରମଣକୁ ପଣ୍ଡ କରି ଦିଆଯାଇଛି। ପୁଲଓ୍ବାମା ଜିଲା ଅବିଗୁଣ୍ଡ ରାଜପୋରା ଅଞ୍ଚଳରେ ଗୁରୁବାର ପୁଲଓ୍ବାମା ପୋଲିସ, ସିଆର୍‌ପିଏଫ୍‌ ଓ ସେନାର ମିଳିତ ଉଦ୍ୟମରେ ଇମ୍ପ୍ରୋଭାଇଜଡ୍‌…

କରୋନା ପାଇଁ ନରବଳି ଦେଲେ ପୂଜକ, କଟୁରି ଜବତ

ନରସିଂହପୁର,୨୮ା୫(ଡି.ଏନ୍‌.ଏ.): କଟକ ଜିଲା ନରସିଂହପୁର ଥାନା ଅନ୍ତର୍ଗତ ବନ୍ଧହୁଡ଼ା ମା’ ବ୍ରାହ୍ମଣୀ ମନ୍ଦିରରେ ଜଣେ ପୂଜକ କରୋନା ପାଇଁ ନରବଳି ଦେଇଥିବା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ମନ୍ଦିରର ୭୦ ବର୍ଷୀୟ ପୂଜକ ସଂସାରୀ ଓଝା ପୋଲିସକୁ ଦେଇଥିବା ବୟାନ…

ପ୍ରବାସୀ ମହିଳା ପୁଅର ନାମ ରଖିଲେ ସୋନୁ ସୁଦ

କରୋନା ମୁକାବିଲାରେ ବଲିଉଡ୍‌ ତାରକାମାନେ ସହାୟତାର ହାତ ବଢାଇଛନ୍ତି। ଏବେ ଏଥିରେ ନିଜକୁ ସାମିଲ କରିଛନ୍ତି ବଲିଉଡ ଅଭିନେତା ସୋନୁ ସୁଦ। ସେ ମୁମ୍ବାଇରେ ଫଶି ରହିଥିବା ପ୍ରବାସୀ ଶ୍ରମିକମାନଙ୍କ ପାଇଁ ଯାନବାହନର ବନ୍ଦୋବସ୍ତ କରି ଏବେ ଚାରିଆଡେ ଚର୍ଚ୍ଚା ପାଲଟିଛନ୍ତି।…

ରାସ୍ତାକଡ଼ରେ ଛିଡା ହୋଇଥିବା ଗାଡିକୁ ଧକ୍କା ଦେଲା ୧୦୮ ଆମ୍ବୁଲାନ୍ସ

ଛେଣ୍ଡିପଦା,୨୮।୫(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ତିପଦା ଥାନା କୋଶଳା ଦେଇ ଯାଇଥିବା ୬୩ନଂ ରାଜ୍ୟ ରାଜପଥର କୋଶଳା ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ୨ ପିକଅପ୍‌ ଭ୍ୟାନକୁ ଧକ୍କା ଦେଲା ୧୦୮ ଆମ୍ବୁଲାନ୍ସ। ଏହି ଦୁର୍ଘଟଣାରେ ୩ ଜଣ ଆମ୍ବୁଲାନ୍ସ କର୍ମଚାରୀ ଅଳ୍ପକେ ବର୍ତ୍ତି…

ପଙ୍ଗପାଳ ଘଉଡ଼େଇବା ପାଇଁ ବାଜୁଛି ଡିଜେ

ଭୋପାଳ,୨୮।୫: ଭାରତ ଉପରେ ଗୋଟିଏ ପରେ ଗୋଟିଏ ବିପଦ ମାଡ଼ି ଆସୁଛି। ଏବେ ଉତ୍ତରପୂର୍ବ ଭାରତର ୫ ରାଜ୍ୟର ଚାଷ ଜମିରେ ପାକିସ୍ତାନୀ ପଙ୍ଗପାଳ ଆତଙ୍କ ସୃଷ୍ଟି କରିଛନ୍ତି । ପଙ୍ଗପାଳ ଫସଲ ନଷ୍ଟ କରି ଚାଲିଛନ୍ତି। ରାଜସ୍ଥାନ, ମଧ୍ୟପ୍ରଦେଶ, ଗୁଜରାଟ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri