Home Left

ନିଷିଦ୍ଧାଞ୍ଚଳରେ ଜରୁରୀ ଔଷଧର ହୋମ୍‌ ଡେଲିଭରି ସମ୍ଭବ

ନୂଆଦିଲ୍ଲୀ,୨୮ା୫(ପି.ଟି.): କରୋନା ସଂକ୍ରମଣ ରୋକିବା ଲାଗି ନିଷିଦ୍ଧାଞ୍ଚଳ ଘୋଷିତ ସ୍ଥାନଗୁଡ଼ିକରେ ମାଆ ଓ ଶିଶୁମାନଙ୍କ ସ୍ବାସ୍ଥ୍ୟ ଯେପରି ପ୍ରଭାବିତ ନ ହୁଏ, ସେଥିପାଇଁ କ୍ୟାଲସିୟମ, ଆଇରନ/ଫୋଲିକ୍‌ ଏସିଡ, ଜିଙ୍କ୍‌ ଟାବଲେଟ ସମେତ କଣ୍ଟ୍ରାସେପ୍ଟିଭ୍‌ ଭଳି ଜରୁରୀ ଔଷଧର ହୋମ ଡେଲିଭରି ବ୍ୟବସ୍ଥା…

ପାଣିଘେରରେ ୩ ଲକ୍ଷ ଲୋକ

ଗୁଆହାଟୀ,୨୮ା୫: ଆସାମରେ ବର୍ଷର ପ୍ରଥମ ବନ୍ୟା ଦେଖିବାକୁ ମିଳିଥିବା ବେଳେ ରାଜ୍ୟର ୧୧ ଜିଲା ଜଳମଗ୍ନ ହୋଇପଡ଼ିଛି। ପ୍ରାୟ ୩ ଲକ୍ଷ ଲୋକ ଏହାଦ୍ୱାରା ପ୍ରଭାବିତ ହୋଇଛନ୍ତି। ଗୋଆଲପାରା ଜିଲାରେ ଜଣେ ବ୍ୟକ୍ତି ପ୍ରାଣ ହରାଇଥିବା ବେଳେ ୨୧ ରାଜସ୍ବ ଗ୍ରାମର…

ଟୁଇଟର ଉପରେ ଟ୍ରମ୍ପ୍‌ କ୍ଷୁବ୍ଧ

ଓ୍ବାଶିଂଟନ,୨୮ା୫(ପି.ଟି.): ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଦୁଇଟି ପୋଷ୍ଟ ଉପରେ ଟୁଇଟର ପ୍ରଥମ ଥର ଲାଗି ଫ୍ୟାକ୍ଟ ଚେକ୍‌ ଅଭିଯୋଗ ଲଗାଇଛି। ଉକ୍ତ ପୋଷ୍ଟର ତଥ୍ୟ ଯାଞ୍ଚ ପାଇଁ ଟୁଇଟର କହିବା ପରେ ଟ୍ରମ୍ପ୍‌ କ୍ଷୁବ୍ଧ ହୋଇଛନ୍ତି। ନଭେମ୍ବର ମାସରେ ଥିବା…

ଆମ୍ବ କିଲୋ ୩ ଲକ୍ଷ ଟଙ୍କା

ଟୋକିଓ: କୁହାଯାଏ, ଆମ୍ବ ଫଳ ମଧ୍ୟରେ ରାଜା। ଏହା ଭାରତର ଜାତୀୟ ଫଳ। ବିଶେଷକରି ବିଶ୍ୱର ସବୁଠୁ ଅଧିକ ଆମ୍ବ ଭାରତୀୟମାନେ ଖାଇଥାନ୍ତି। କିନ୍ତୁ ଏମିତି ଆମ୍ବ ଅଛି ଯାହାର ଦାମ୍‌ ଶୁଣିଲେ ଆଶ୍ଚର୍ଯ୍ୟ ଲାଗେ। ତାଇୟୋ ନୋ ତାମାଗେ(ଏଗ୍‌ ଅଫ୍‌…

୨୦୨୧ ଯାଏ ରହିବ କରୋନା

ନୂଆଦିଲ୍ଲୀ,୨୮ା୫(ପି.ଟି.): ଭାରତରେ କରୋନା ସଂକ୍ରମଣ ୨୦୨୧ ପର୍ଯ୍ୟନ୍ତ ରହିବ। ଏହାର ସଂକ୍ରମଣକୁ କମାଇବାକୁ ହେଲେ କୋଭିଡ୍‌ ପରୀକ୍ଷାକୁ ଅତ୍ୟଧିକ ବଢ଼ାଇବାକୁ ପଡ଼ିବ ବୋଲି ବୁଧବାର ସ୍ବାସ୍ଥ୍ୟ ବିଶେଷଜ୍ଞ ମତ ଦେଇଛନ୍ତି। କରୋନା ପ୍ରତିଷେଧକ ଟିକା ଉପଲବ୍ଧ ହେବାକୁ ବର୍ଷେ ସମୟ ଲାଗିଯିବ…

ଦୁର୍ଦ୍ଦିନରେ ସୁନ୍ଦରବନର ‘ବାଘ ବିଧବା’

ଗୋସାବା(ପଶ୍ଚିମବଙ୍ଗ): ସୁନ୍ଦରବନର ‘ବାଘ ବିଧବା’ଙ୍କ ଦୁଃଖ କହିଲେ ନ ସରେ। ସ୍ବାମୀଙ୍କୁ ବାଘ ମାରିବା ପରେ ‘ଅମ୍ଫନ୍‌’ ବାତ୍ୟା ସେମାନଙ୍କୁ ସର୍ବସ୍ବାନ୍ତ କରିପକାଇଛି। ମଞ୍ଜୁଲା ସର୍ଦ୍ଦାର (୪୫) ନାମକ ଜଣେ ବିଧବା ମହିଳାଙ୍କ ଦୁଃଖ କହିଲେ ନ ସରେ। ତାଙ୍କ ସ୍ବାମୀଙ୍କୁ…

ମାଗଣାରେ ଜମି ନେଇଛ, ଚିକିତ୍ସା ପାଇଁ ଟଙ୍କା ମାଗୁଛ

ନୂଆଦିଲ୍ଲୀ,୨୮ା୫(ପି.ଟି.): ସରକାରଙ୍କଠାରୁ ମାଗଣାରେ ଜମି ନେଇ ପ୍ରତିଷ୍ଠା କରାଯାଇଥିବା ଘରୋଇ ହସ୍ପିଟାଲଗୁଡ଼ିକରେ କରୋନା ରୋଗୀଙ୍କୁ କାହିଁକି ମାଗଣାରେ ଚିକିତ୍ସା କରାଯିବ ନାହିଁ। ଦେଶରେ କୋଭିଡ୍‌-୧୯ ସଂକ୍ରମଣ ବୃଦ୍ଧି ପାଉଥିବାବେଳେ ସୁପ୍ରିମକୋର୍ଟ ବୁଧବାର କେନ୍ଦ୍ର ସରକାରଙ୍କୁ ଏପରି ପ୍ରଶ୍ନ କରିଛନ୍ତି। ସାରା ଦେଶରେ…

ପ୍ରବାସୀ ଶ୍ରମିକଙ୍କ ପାଇଁ ୬୮ ହଜାର ଟଙ୍କାର ବିମାନ ଟିକେଟ କଲେ କୃଷକ

ଅନେକ ବ୍ୟକ୍ତି ଅଛନ୍ତି ସେମାନେ ଅନ୍ୟର ସୁଖ ଦୁଃଖରେ ଭାଗୀଦାର ହୋଇଥାନ୍ତି। କୌଣସି ମଣିଷର ଅସୁବିଧା ଦେଖିଲେ ଏହି ବ୍ୟକ୍ତିମାନେ ଆଦୌ ରହିପାରନ୍ତି ନାହିଁ । ମାନବିକତା ପଦର୍ଶନ କରି ସେମାନଙ୍କୁ ସାହାର୍ଯ୍ୟ କରିବାକୁ ହାତ ବଢ଼ାଇଥାନ୍ତି। ଏମିତି ଜଣେ ବ୍ୟକ୍ତି…

ଚାଇନା ଆମକୁ ବନ୍ଧୁ ଭାବେ ଦେଖେନାହିଁ

ନୂଆଦିଲ୍ଲୀ,୨୮ା୫(ପି.ଟି.): ଚାଇନା ଆମକୁ ବନ୍ଧୁ ଭାବେ ଦେଖେନାହିଁ। ୧୯୫୦ ନଭେମ୍ବର ୭ରେ ଭାରତର ତତ୍କାଳୀନ ଉପପ୍ରଧାନମନ୍ତ୍ରୀ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ପ୍ରଧାନମନ୍ତ୍ରୀ ଜବାହରଲାଲ୍‌ ନେହେରୁଙ୍କୁ ପତ୍ର ଲେଖି ଏହା ଜଣାଇଥିଲେ। ସେହି ସମୟରେ ଚାଇନାର ନୂତନ କମ୍ୟୁନିଷ୍ଟ ଶାସକ ତିବ୍ବତ ଉପରେ…

୬ ଜିଲାରେ ସକାଳୁଆ ମାଟ୍ରିକ ଖାତା ଦେଖା

ଭୁବନେଶ୍ୱର, ୨୮।୫(ବ୍ୟୁରୋ): ଚଳିତବର୍ଷ ମାଟ୍ରିକ ଖାତା ଦେଖା ୨୬ ତାରିଖରୁ ଆରମ୍ଭ ହୋଇଛି। ସକାଳ ୧୦ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଖାତା ଦେଖା ପ୍ରକ୍ରିୟା ଚାଲୁଛି। ପ୍ରବଳ ଖରା ଯୋଗୁ ରାଜ୍ୟର ୬ ଜିଲାରେ ସକାଳୁଆ ଖାତା ଦେଖିବାକୁ ରାଜ୍ୟ ସରକାର…

କରୋନାକୁ ନିଷ୍କ୍ରିୟ କରିବ ପ୍ରୋଟିନ

ବେଜିଂ,୨୮ା୫: ଚାଇନା ଏବଂ ଆମେରିକାର ଗବେଷେକମାନେ ମିଳିତ ଭାବେ ବ୍ୟାକ୍ଟେରିଆ ଦ୍ୱାରା କ୍ଷରିତ ୨ ପ୍ରୋଟିନ ଚିହ୍ନଟ କରିଛନ୍ତି, ଯାହା କରୋନା ଭୂତାଣୁ, ଡେଙ୍ଗୁ ଏବଂ ଏଚ୍‌ଆଇଭି ସମେତ ବିଭିନ୍ନ ଭୂତାଣକୁ ନିଷ୍କ୍ରିୟ କରିପାରେ। ଏହି ଅଧ୍ୟୟନ ସମ୍ପର୍କିତ ଏକ ନିବନ୍ଧକୁ…

ପ୍ରଚଣ୍ଡ ଗ୍ରୀଷ୍ମ: ୪୦ ଡିଗ୍ରୀ ଉପରେ ୧୪ ସହର

ଭୁବନେଶ୍ୱର,୨୮।୫(ବ୍ୟୁରୋ): ପ୍ରଚଣ୍ଡ ଗ୍ରୀଷ୍ମରେ ଆଉଟ ପାଉଟ ହେଉଛି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶା। ଦେହ ମୁଣ୍ଡ ଝାଇଁ ଝାଇଁ କରି ଦେଉଛି। ଉପକୂଳରେ ମଧ୍ୟ ଗୁଳୁଗୁଳି ଅସ୍ତବ୍ୟସ୍ତ କରୁଛି। ଯଦିଓ ତାତି କମ୍‌ ରହିଛି ତେବେ ଦେହମୁଣ୍ଡରୁ ଗମ୍‌ଗମ୍‌ ହୋଇ ଝାଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri