Home Left

୨୦୨୭ ମସିହା ଜନଗଣନା ସମ୍ପର୍କିତ ପ୍ରଶିକ୍ଷଣ, ନିର୍ଭୁଲ ତଥ୍ଯ ଦେବାକୁ…

ଛତ୍ରପୁର,୨୩ା୨(ଦିଲ୍ଲୀପ ସାମଲ): ୨୦୨୭ ମସିହା ଜନଗଣନା ସମ୍ପର୍କିତ ଏକ ଦୁଇଦିନିଆ ପ୍ରଶିକ୍ଷଣ କର୍ମଶାଳା ଅତିରିକ୍ତ ଜିଲାପାଳ ତଥା ସହରାଞ୍ଚଳ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ସୁନୀଲ କୁମାର କେର୍କେଟାଙ୍କ ଅଧ୍ଯକ୍ଷତାରେ ଜିଲା ପରିଷଦ ଭଵନର ଋଷିକୂଲ୍ଯା ସମ୍ମିଳନୀ କକ୍ଷଠାରେ ସୋମବାର ଆରମ୍ଭ…

ଅଭିଯୋଗ ଶୁଣାଣି, ଗୋପାଳବନ୍ଧରେ ଫୁଡକୋର୍ଟ ନିର୍ମାଣ ବନ୍ଦ କରି ସୌନ୍ଦର୍ଯ୍ଯକରଣ ପାଇଁ ଦାବି

ପୁରୁଷୋତ୍ତମପୁର,୨୩ା୨(ସବିତା ମିଶ୍ର): ଗଞ୍ଜାମ ଜିଲାପାଳ ଏବଂ ଆରକ୍ଷୀ ଅଧୀକ୍ଷକ ଗଞ୍ଜାମଙ୍କ ଯୁଗ୍ମ ଶୁଣାଣୀ ଶିବିର ସୋମବାର ପୁରୁଷୋତ୍ତମପୁର ବ୍ଲକ କାର୍ଯ୍ଯାଳୟ ପରିଷରରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିରିକ୍ତ ଜିଲାପାଳ ପ୍ରମୋଦକୁମାର ପ୍ରୁଷ୍ଟି, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ପ୍ରଶାନ୍ତକୁମାର ଦାଶ, ଅତିରିକ୍ତ…

ବଢ଼ିବ ଆମ ବସ୍‌ ସେବାର କଳେବର: ନଗର ଉନ୍ନୟନ ମନ୍ତ୍ରୀ ଦେଲେ ବଡ଼ ଅପ୍‌ଡେଟ୍‌

ଭୁବନେଶ୍ୱର,୨୩।୨: ରାଜ୍ୟରେ ବଢ଼ିବ ଆମ ବସ୍‌ ସେବାର କଳେବର। ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆଉ ୬୦୦ ଇ-ବସ କିଣିବାକୁ ରାଜ୍ୟ ସରକାରଙ୍କ ଯୋଜନା କରିଛନ୍ତି। ପିଏମ୍‌ ଇ-ବସ ସେବା ଯୋଜନାରେ ରାଜ୍ୟକୁ…

ବେଆଇନ ଚୋରା ଦେଶୀ, ବିଦେଶୀ ମଦ ବିକ୍ରିକୁ ବିରୋଧ: ରାଲି କରି ଅବକାରୀ କାର୍ଯ୍ୟାଳୟରେ ପହଞ୍ଚିଲେ ମହିଳା

ଧର୍ମଶାଳା, ୨୩।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଗଙ୍ଗାଧରପୁର ପଞ୍ଚାୟତର ପଲାର ଗ୍ରାମର ଏସ୍‌ଏଚ୍‌ଜି ମହିଳା ସଂଘ ପକ୍ଷରୁ ବେଆଇନ ଚୋରା ଦେଶୀ ଓ ବିଦେଶୀ ମଦ ବିକ୍ରି ବିରୋଧରେ ଦାବିପତ୍ର ପ୍ରଦାନ କରାଯାଇଛି। ଗଙ୍ଗାଧରପୁର (ନକପୋଲ)…

ପୂର୍ବତନ ଭାରତୀୟ ଖେଳାଳିଙ୍କ ବଡ଼ ଭବିଷ୍ୟବାଣୀ: ଜିମ୍ବାୱେ ବିପକ୍ଷରେ ଟିମ ଇଣ୍ଡିଆ କରିବ ଏତେ ରନ୍‌

ନୂଆଦିଲ୍ଲୀ,୨୩।୨: ୨୦୨୬ ଟି୨୦ ବିଶ୍ୱକପରେ, ଭାରତୀୟ ଦଳ ଜିମ୍ବାୱେ ବିପକ୍ଷରେ ପରବର୍ତ୍ତୀ ସୁପର ୮ ମ୍ୟାଚ ଖେଳିବ। ଏହି ମ୍ୟାଚ ଗୁରୁବାର, ଫେବୃଆରୀ ୨୬ ତାରିଖରେ ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯିବ। ଜଣେ ପୂର୍ବତନ ଭାରତୀୟ କିମ୍ବଦନ୍ତୀ ଏହି ମ୍ୟାଚ…

ଦୋଳ ଯାତ୍ରା ପ୍ରସ୍ତୁତି ଆରମ୍ଭ କଲା ପୋଲିସ: ୩ ଦିନ ବନ୍ଦ ରହିବ ମଦ ଦୋକାନ, ଜାଣନ୍ତୁ କ’ଣ ହେଲା ନିଷ୍ପତ୍ତି

ଗଞ୍ଜାମ,୨୩।୨(ବିଦ୍ୟାଧର ସାହୁ ): ଆସନ୍ତା ମାର୍ଚ୍ଚ ୧ରୁ ଗଞ୍ଜାମ ସହରରେ ଐତିହାସିକ ଦୋଳ ଯାତ୍ରା ଆରମ୍ଭ ହେବ । ତିନି ଦିନ ଧରି ଅନୁଷ୍ଠିତ ଉକ୍ତ ଯାତ୍ରାରେ ଲକ୍ଷାଧିକ ଲୋକ ସମାଗମ ହେବେ। ଏଥିପାଇଁ ଗଞ୍ଜାମ ଥାନା ପୋଲିସ ପକ୍ଷରୁ ଶାନ୍ତି…

ପାଣି ପାଉଚ ଉତ୍ପାଦନ କେନ୍ଦ୍ରରେ ବଡ଼ ଧରଣର ଚଢ଼ାଉ

ଖଡ଼ିଆଳ,୨୩ା୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲାକୁ ସମ୍ପୂର୍ଣ୍ଣ ଏକକ ବ୍ୟବହାର ପ୍ଲାଷ୍ଟିକ ମୁକ୍ତ ଜିଲା ପାଇଁ ପ୍ରଶାସନ ସଙ୍କଳ୍ପ ନେଇ ବିଭିନ୍ନ କାର୍ଯ୍ୟକ୍ରମ ଜାରି ରଖିଛି। ଏପରିସ୍ଥଳେ ଜିଲା ପ୍ରଶାସନ ପକ୍ଷରୁ ଅତିରିକ୍ତ ଜିଲାପାଳ ସୁବାସ ଚନ୍ଦ୍ର ରଇତଙ୍କ ନେତୃତ୍ୱରେ ସୋମବାର…

ଝିଅ-ପୁଅ ଭିତରେ ଭେଦଭାବ କରୁଥିଲେ ବାପା, ଛୁରୀ ଭୁସି ହତ୍ୟା କରିଦେଲେ…

ଲକ୍ଷ୍ନୌ,୨୩ା୨: ଉତ୍ତର ପ୍ରଦେଶର ମୁଜାଫରନଗର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଜଣେ ବାପାଙ୍କୁ ତାଙ୍କ ଦୁଇ ଝିଅ ଛୁରୀରେ ଭୁସି ହତ୍ୟା କରିଥିବା ଅଭିଯୋଗ ହୋଇଛି । ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି…

କିନ୍ନର ହତ୍ୟା ଘଟଣା: ଧରାପଡ଼ିଲେ ମୁଖ୍ୟ ଅଭିଯୁକ୍ତ, ଗହୀର ମଝିରେ ଏକୁଟିଆ ରହୁଥିବାବେଳେ…

ପିପିଲି,୨୩ା୨: ପିପିଲି ସିଫା ନିକଟରେ କିନ୍ନରଙ୍କୁ ହତ୍ୟା ଘଟଣାରେ ସମ୍ପୃକ୍ତ ମୁଖ୍ୟ ଅଭିଯୁକ୍ତ ଛବିନ କାଣ୍ଡିଙ୍କୁ ଗିରଫ କରିଛି ପୋଲିସ। ତେବେ ହତ୍ୟାକାଣ୍ଡର ୨୦ ଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ। କୋଣାର୍କର ରାମଚଣ୍ଡୀ ଅଞ୍ଚଳ ଗହୀର ମଝିରେ…

ଅନ୍ୟଜଣଙ୍କ ଆଡମିଟ୍‌ କାର୍ଡ ନେଇ ଆସିଥିଲେ ପରୀକ୍ଷା ଦେବାକୁ: ନାଁ ଲେଖିବାକୁ କହିବାରୁ…

ବାହାନଗା,୨୩। ୨(ଅରୂପ କୁମାର ଦାସ ):ମାଟ୍ରିକ ପରୀକ୍ଷାର ୪ର୍ଥ ଦିନ। ଏହି ଅବସରରେ ବିଭିନ୍ନ ବିଦ୍ୟାଳୟର ଦଶମ ଛାତ୍ରୀଛାତ୍ରମାନେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଉଛନ୍ତି। ସେହିପରି ସଂସ୍କୃତ ବିଦ୍ୟାଳୟଗୁଡ଼ିକରେ ମଧ୍ୟ ଏକସମୟରେ ପରୀକ୍ଷା କରାଯାଉଛି। ସୋମବାର ସଂସ୍କୃତ ଛାତ୍ରୀଛାତ୍ର ମାନଙ୍କର…

ଟିମ ଇଣ୍ଡିଆର ପ୍ଲେ- ୧୧ ହେବ ପରିବର୍ତ୍ତନ! ଏହି ୧୧ ଜଣ ଖେଳାଳିଙ୍କୁ ଜିମ୍ବାୱେ ବିପକ୍ଷରେ ସୁଯୋଗ ମିଳିବା ନିଶ୍ଚିତ

ନୂଆଦିଲ୍ଲୀ,୨୩।୨: ଟି-୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟର ପ୍ରଥମ ମ୍ୟାଚରେ ଟିମ ଇଣ୍ଡିଆ ପରାଜୟ ବରଣ କରିଛି। ରବିବାର ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଦକ୍ଷିଣ ଆଫ୍ରିକା ଭାରତକୁ ୭୬ ରନରେ ପରାସ୍ତ କରିଛି। ଏବେ, ସେମିଫାଇନାଲରେ ପହଞ୍ଚିବା ପାଇଁ ଭାରତକୁ…

ଦୀପକଙ୍କୁ ଭେଟିବା ପରେ ରାହୁଲ କହିଲେ ଭୟ କରିବାର ଆବଶ୍ୟକତା ନାହିଁ, ଜାଣନ୍ତୁ କାହିଁକି…

ଡେରାଡୁନ୍‌,୨୩ା୨: ଉତ୍ତରାଖଣ୍ଡର କୋଟଦ୍ୱାରରେ ଜଣେ ମୁସଲମାନ ଦୋକାନୀଙ୍କ ପାଇଁ ଠିଆ ହୋଇ ପ୍ରସିଦ୍ଧି ଲାଭ କରିଥିବା ଜିମ୍‌ ମାଲିକ ଦୀପକ କୁମାର ଦିଲ୍ଲୀରେ କଂଗ୍ରେସ ଏମ୍‌ପି ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ଭେଟିଥିଲେ। ବୈଠକ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?