Home Left

୮ରୁ ଅନ୍‌ଲାଇନ୍‌ ପଞ୍ଜୀକରଣ

ଅନୁଗୋଳ ଅଫିସ୍‌, ୩।୯: ଅନୁଗୋଳରେ ଭାରତୀୟ ବାୟୁସେନାର ନିଯୁକ୍ତି ରାଲି ଅନୁଷ୍ଠିତ ହେବ। ରାଜ୍ୟର ୩୦ଟି ଜିଲାରୁ ଆଶାୟୀଙ୍କୁ ନେଇ ଆସନ୍ତା ୨୩ ତାରିଖରୁ ଅକ୍ଟୋବର ୪ ପର୍ଯ୍ୟନ୍ତ ପୋଲିସ ଟ୍ରେନିଂ କଲେଜ(ପିଟିସି) ପଡିଆରେ ଏହି ରାଲି କରାଯିବ। ଏ ନେଇ…

ରକୁଲ୍‌ଙ୍କ ଖୁସି

ରକୁଲ୍‌ ପ୍ରୀତ୍‌ ସିଂଙ୍କ ଖୁସି କହିଲେ ନ ସରେ। କାରଣ ସେ ଯାହା ଆଶା କରୁଥିଲେ ତାହା ପୂରଣ ହୋଇଛି। କଥା କ’ଣ ଅଜୟ ଦେବଗନଙ୍କ ସହ ସେ ‘ଦେ ଦେ ପ୍ୟାର୍‌ ଦେ’ରେ ଅଭିନୟ କରିଥିଲେ। ଏବେ ସେ ପୁଣି…

ବ୍ଲେଡ୍‌ରେ ବେକ କାଟିଥିଲେ ପ୍ରେମିକ

ମାଧପୁର/ଆଠମଲ୍ଲିକ, ୩ା୯(ଡି.ଏନ.ଏ.) ଅନୁଗୋଳ ଜିଲା କିଆକଟା ଥାନା ଓରଡା କେରାଣ୍ଡି ନାଳ ନିକଟରୁ ଗତ ସୋମବାର ଜଣେ ଯୁକ୍ତ ୨ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଏହା ଏକ ପ୍ରେମଜନିତ ହତ୍ୟାକାଣ୍ଡ ବୋଲି ପୋଲିସ କହିବା ସହ…

ମୁଢ଼ିରେ କୀଟନାଶକ ଖାଇ ୪ ଶିଶୁ ଗୁରୁତର

ବାରିପଦା ଅଫିସ,୩ା୯- ମୁଢ଼ିରେ କୀଟନାଶକ ଗୋଳାଇ ଖାଇ ଗୋଟିଏ ପରିବାରର ୪ ଶିଶୁ ଗୁରୁତର ହୋଇପଡ଼ିଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ ବାରିପଦା ସ୍ଥିତ ପିଆର୍‌ଏମ୍‌ ମେଡିକାଲରେ ଭର୍ତ୍ତି କରାଯାଇଛି। ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ପ୍ରତାପପୁର ପଞ୍ଚାୟତ ଅଧୀନ ବରପଡ଼ା ଗ୍ରାମରେ…

ପିଏମ୍‌ କେୟାର୍ସକୁ ପ୍ରଥମ ୫ ଦିନରେ ମିଳିିଥିଲା ୩,୦୭୬ କୋଟି

ନୂଆଦିଲ୍ଲୀ,୩ା୯: ପିଏମ୍‌ କେୟାର୍ସ ପାଣ୍ଠି ଗଠନ ହେବାର ପ୍ରଥମ ୫ ଦିନରେ ୩,୦୭୬ କୋଟି ଟଙ୍କା ଗ୍ରହଣ କରିଥିଲା ବୋଲି ସରକାରଙ୍କ ପକ୍ଷରୁ ଏକ ଅଡିଟ୍‌ ବିବୃତି ସର୍ବସାଧାରଣରେ ପ୍ରକାଶ ପାଇଛି। ମାର୍ଚ୍ଚ ୨୭ରେ ପିଏମ୍‌-କେୟାର୍ସ ଗଠନ ହୋଇଥିଲା ଏବଂ ୩୧…

ଲସ୍‌ ଏଞ୍ଜେଲସ୍‌ରେ ବିକ୍ଷୋଭ

ଲସ୍‌ ଏଞ୍ଜେଲସ୍‌,୩ା୯: ପୋଲିସ ଗୁଳିରେ କୃଷ୍ଣକାୟଙ୍କ ମୃତ୍ୟୁ ଘଟଣାରେ ଲସ୍‌ ଏଞ୍ଜେଲସ୍‌ରେ ବିକ୍ଷୋଭ ଜୋର୍‌ଦାର ହୋଇଛି। ମଙ୍ଗଳବାର ବିକ୍ଷୋଭକାରୀ ଦକ୍ଷିଣ ଲସ୍‌ ଏଞ୍ଜେଲସ୍‌ରେ ଏକତ୍ର ହୋଇ ପୋଲିସ ଗୁଳିରେ ମୃତ୍ୟୁ ଘଟଣା ଉପରେ ଉତ୍ତର ଦାବି କରିଥିଲେ। ସୋମବାର କୃଷ୍ଣକାୟ ଯୁବକ…

କର୍ମଯୋଗୀ ଯୋଜନାକୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ,୩ା୯: ସରକାରୀ କର୍ମଚାରୀମାନଙ୍କ ଦକ୍ଷତା ନିର୍ମାଣ କାର୍ଯ୍ୟକ୍ରମ ମିଶନ କର୍ମଯୋଗୀକୁ ବୁଧବାର କେନ୍ଦ୍ର କ୍ୟାବିନେଟ ଅନୁମୋଦନ କରିଛି। ଏହା ସେମାନଙ୍କ ପାଇଁ ଭବିଷ୍ୟତରେ ସହାୟକ ହେବ। ସରକାରଙ୍କର ଏହା ସର୍ବବୃହତ୍‌ ମାନବ ସମ୍ବଳ ବିକାଶ ସଂସ୍କାର ବୋଲି କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର…

ଅପେକ୍ଷାର ଫଳ ମିଠା

ସତରେ ଅପେକ୍ଷାର ଫଳ ମିଠା। ହେଲେ ସେଥିପାଇଁ ଧୈର୍ଯ୍ୟର ଆବଶ୍ୟକତା ରହିଛି। ନିକଟରେ ଜ୍ୟାକଲିନ୍‌ ଫର୍ନାଡିସ୍‌ ଯାହା ଚାହୁଁଥିଲେ ତାହା ତାଙ୍କୁ ମିଳିଯାଇଛି। ଅର୍ଥାତ୍‌, ସେ ଏକ ଚାଲେଞ୍ଜିଂ ଭୂମିକାରେ ଦର୍ଶକଙ୍କ ସାମନାକୁ ଆସିବାକୁ ଚାହୁଁଥିଲେ, ଆଉ ତାଙ୍କୁ ଏପରି ଏକ…

ଆଇଓସିଏଲ୍‌ ବସାଇବ ଗ୍ରାସ୍‌ରୁଟ ନିଡେଲ କୋକର ୟୁନିଟ୍‌

ଭୁବନେଶ୍ୱର,୩ା୯ : ଇଣ୍ଡିଆନ ଅଏଲ୍‌ କର୍ପୋରେଶନ ଲିମିଟେଡ(ଆଇଓସିଏଲ୍‌) ପକ୍ଷରୁ ଏହାର ପାରାଦୀପ ରିଫାଇନେରିଠାରେ ଗ୍ରାସ୍‌ରୁଟ୍‌ ନିଡେଲ କୋକର ୟୁନିଟ୍‌ ସ୍ଥାପନ କରାଯିବ। କମ୍ପାନୀ ବୋର୍ଡ ଏ ନେଇ ପ୍ରଥମ ପର୍ଯ୍ୟାୟ କାର୍ଯ୍ୟଧାରାକୁ ନିକଟରେ ମଞ୍ଜୁରୀ ପ୍ରଦାନ କରିଛି। ନିଜସ୍ବ ଗବେଷଣା ଏବଂ…

ଏସ୍‌ସିବିରେ କାର୍ଯ୍ୟକ୍ଷମ ହେବ ପ୍ରସ୍ତାବିତ କୋଭିଡ୍‌ ହସ୍ପିଟାଲ

କଟକ ଅଫିସ,୨ା୯:ଏସ୍‌ସିବି ଆଇସୋଲେଶନ ୱାର୍ଡରେ ବର୍ତ୍ତମାନ କ୍ଷମତାଠାରୁ ଅଧିକ ସଂଖ୍ୟକ କରୋନା ଆକ୍ରାନ୍ତ ଓ ସନ୍ଦିଗ୍ଧଙ୍କ ଚିକିତ୍ସା କରାଯାଉଛି। ଏଥିଯୋଗୁ ରୋଗୀ ସେବା ପ୍ରଭାବିତ ହେବା ସହ ରୋଗୀ, ରୋଗୀ ସମ୍ପର୍କୀୟ ଓ ସ୍ବାସ୍ଥ୍ୟକର୍ମୀମାନେ ଏକ ପ୍ରକାର ମାନଶିକ ଚାପ ମଧ୍ୟରେ…

ଅବଧି ୧୦ ଦିନ ବୃଦ୍ଧି ପାଇଁ ୟୁଜିସିକୁ ଅନୁରୋଧ

ଭୁବନେଶ୍ୱର, ୨।୯(ବ୍ୟୁରୋ): ୟୁଜି ଓ ପିଜି ଶେଷ ସେମିଷ୍ଟର ପରୀକ୍ଷା ସେପ୍ଟେମ୍ବର ୩୦ ସୁଦ୍ଧା ସାରିବାକୁ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ ଧାର୍ଯ୍ୟ କରାଯାଇଛି। ହେଲେ ଏହାକୁ ଅକ୍ଟୋବର ୧୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିବା ପାଇଁ ରାଜ୍ୟ ସରକାର…

ଖୋଲିବ ରେଷ୍ଟୁରାଣ୍ଟ, ବାର୍‌

ଭୁବନେଶ୍ୱର(ବ୍ୟୁରୋ),୩ା୯:ଦୀର୍ଘଦିନ ପରେ ପୁଣିଥରେ ରେଷ୍ଟୁରାଣ୍ଟରେ ବସି ଖାଇପାରିବେ ଲୋକେ। ଅନ୍‌ଲକ୍‌ ୪.୦ ଗାଇଲାଇନ୍‌ ଅନୁଯାୟୀ ରାଜ୍ୟରେ ରେଷ୍ଟୁରାଣ୍ଟ ଓ ବାର୍‌କୁ ସର୍ବସାଧାରଣଙ୍କ ପାଇଁ ଖୋଲିବାକୁ ଅନୁମତି ମିଳିବା ପରେ ବୁଧବାର ପର୍ଯ୍ୟଟନ ବିଭାଗ ନିର୍ଦ୍ଦେଶକ ସଚିନ ରାମଚନ୍ଦ୍ର ଯାଦବ ଏନେଇ ହୋଟେଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?