Home Left

ଭାରତ-ଚାଇନା ସୀମା ବିବାଦ: ମଧ୍ୟସ୍ଥତା କରିବାକୁ ପ୍ରସ୍ତାବ ଦେଲା ଆମେରିକା

ଓ୍ବାଶିଂଟନ୍‌,୨୭।୫: କିଛି ଦିନରୁ ଭାରତ ଓ ଚାଇନା ମଧ୍ୟରେ ସୀମା ବିବାଦ ଲାଗି ରହିଛି। ଏହି ବିବାଦକୁ ସମାଧାନ କରିବା ପାଇଁ ଏବେ ଆମେରିକା ଆଗକୁ ଆସିଛି। ବୁଧବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦୁଇ ଦେଶର ସୀମା ବିବାଦ ପ୍ରସଙ୍ଗରେ…

ଆଇଓସିର ଅଲିମ୍ପିକ୍‌ ଘୁଞ୍ଚାଇବା ନିଷ୍ପତ୍ତି ଠିକ୍‌ ଥିଲା: ହିମା

ନୂଆଦିଲ୍ଲୀ,୨୭।୫: କୋଭିଡ-୧୯ ମହାମାରୀକୁ ଦୃଷ୍ଟିରେ ରଖି ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି) ଟୋକିଓରେ ଆୟୋଜନ ହେବାକୁ ଥିବା ଅଲିମ୍ପିକ୍ସକୁ ଆସନ୍ତାବର୍ଷକୁ ଘୁଞ୍ଚାଇବାକୁ ନିଷ୍ପତ୍ତି ନେଇଥିଲା। ଏହି ନିଷ୍ପତ୍ତ୍‌ି ଏକଦମ୍‌ ଠିକ୍‌ ଥିଲା ବୋଲି ଭାରତୀୟ ମହିଳା ସ୍ପ୍ରିଣ୍ଟର ହିମା ଦାସ କହିଛନ୍ତି।…

ଜନ୍ମଦିନରେ ଶାସ୍ତ୍ରୀଙ୍କୁ କୋହଲିଙ୍କ ଶୁଭେଚ୍ଛା

ନୂଆଦିଲ୍ଲୀ,୨୭।୫: ଭାରତୀୟ କ୍ରିକେଟ କୋଚ୍‌ ରବି ଶାସ୍ତ୍ରୀ ବୁଧବାର ତାଙ୍କର ୫୮ତମ ଜନ୍ମ ଦିବସ ପାଳନ କରିଛନ୍ତି। ଏହି ଅବସରରେ ଅଧିନାୟକ କୋହଲି ତାଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ବହୁତ ଲୋକ ଆତ୍ମବିଶ୍ୱାସୀ ହୋଇଥାନ୍ତି। ତେବେ ଖୁବ୍‌ କମ ଲୋକ…

ଲକ୍‌ଡାଉନ ପରେ ବୋଲରମାନେ ଲୟକୁ ଫେରିବା କଷ୍ଟକର: ଲି

ମୁମ୍ବାଇ,୨୭।୫(ପି.ଟି.): ଲକ୍‌ଡାଉନ ଉଠିବା ପରେ ବୋଲରମାନେ ସେମାନଙ୍କ ଲୟ ଫେରିପାଇବା ପାଇଁ ସଂଘର୍ଷ କରିବେ ଓ ଏହା କଷ୍ଟକର ବୋଲି ପୂର୍ବତନ ଅଷ୍ଟ୍ରେଲିଆ ଦ୍ରୁତ ବୋଲର ବ୍ରେଟ୍‌ ଲି କହିଛନ୍ତି। ସବୁ ଫର୍ମାଟ ପାଇଁ ଫିଟ୍‌ନେସ ହାସଲ କରିବାକୁ ହେଲେ ବୋଲରମାନଙ୍କୁ…

ଟ୍ରେନିଂକୁ ଫେରିଲେ ନାଡ଼ାଲ

ମାଡ୍ରିଡ, ୨୭।୫: ଦୀର୍ଘ ଦିନ ପରେ ସ୍ପେନ୍‌ ଅଭିଜ୍ଞ ଟେନିସ ତାରକା ରାଫାଲ ନାଡ଼ାଲ ଟ୍ରେନିଂକୁ ଫେରିଛନ୍ତି। କୋଭିଡ-୧୯ ମହାମାରୀ କାରଣରୁ ସେ ଟ୍ରେନିଂରୁ ଦୂରେଇ ରହିଥିଲେ। ମାଲେରକା ସ୍ଥିତ ରାଫା ନାଡାଲ ଏକାଡେମୀରେ ସେ ଅଭ୍ୟାସ ଆରମ୍ଭ କରିଛନ୍ତି। ସୋମବାର…

ଆଇସିସି ବୋର୍ଡ ବୈଠକ: ଅକ୍ଟୋବରରେ ହୋଇପାରେ ଆଇପିଏଲ୍‌

ନୂଆଦିଲ୍ଲୀ,୨୭।୫(ପି.ଟି.): ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି)ର ଗୁରୁତ୍ୱପୂର୍ଣ୍ଣ ବୋର୍ଡ ବୈଠକ ଗୁରୁବାର ବସିବ। ଟେଲି କନଫରେନ୍ସ ମାଧ୍ୟମରେ ବସିବାକୁ ଥିବା ଏହି ବୈଠକ ଏକାଧିକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯିବ ବୋଲି ଆଶା କରାଯାଉଛି। ଚଳିତ ବର୍ଷ ଅକ୍ଟୋବର- ନଭେମ୍ବରରେ ଅଷ୍ଟ୍ରେଲିଆରେ ଆୟୋଜନ…

ଗୁରୁବାରଠାରୁ କେରଳରେ ଖୋଲିବ ମଦ ଦୋକାନ

ଥିରୁଭାନନ୍ତପୁରମ,୨୭।୫: କରୋନା ଲକ୍‌ଡାଉନ ଯୋଗୁ ଦେଶବ୍ୟାପି ମଦ ଦୋକାନ ବନ୍ଦ ରହିଥିଲା। ଏହି ସମୟରେ ଆବଶ୍ୟକୀୟ ଦୋକାନକୁ ଛାଡିଦେଲେ ଆଉ ବାକି ସବୁ ଦୋକାନ ବନ୍ଦ ରହିଥିଲା। କିନ୍ତୁ ଲକ୍‌ଡାଉନ ୪.୦ରେ କେନ୍ଦ୍ରସରକାର କେତେକ କଟକଣାକୁ କୋହଳ କରିବା ସହ ମଦ…

ପ୍ରଯୋଜିକା ହେଲେ ବିଦ୍ୟା: ଶର୍ଟ ଫିଲ୍ମ ‘ନଟ୍‌ଖଟ୍‌’ର ପ୍ରଥମ ପୋଷ୍ଟର ରିଲିଜ୍‌

ବମ୍ବେ: ଅଭିନୟରେ ନିଜର ବଳିଷ୍ଠ ପ୍ରଦର୍ଶନ କରି ଆସିଛନ୍ତି ନାୟିକା ବିଦ୍ୟା ବାଲାନ୍‌। ଏବେ ସେ ପ୍ରଯୋଜିକା ମଧ୍ୟ ହୋଇଛନ୍ତି। ଏକ ଛୋଟ ଫିଲ୍ମ ଜରିଆରେ ସେ ପ୍ରଯୋଜନା କ୍ଷେତ୍ରକୁ ଓହ୍ଲାଇଛନ୍ତି। ନିଜର ଟୁଇଟର ପୃଷ୍ଠାରେ ସେ ଏ ନେଇ ସୂଚନା…

ବିନା ମେକ୍‌ଅପ୍‌ରେ ବିପାଶା, ଫଟୋ ଭାଇରାଲ

ମୁମ୍ବାଇ: ବଲିଉଡ୍‌ର ବ୍ଲାକ୍‌ ବିୟୁଟି ଅଭିନେତ୍ରୀ ବିପାଶା ବସୁ ଅଭିନେତା କରଣ ସିଂ ଗ୍ରୋଭରଙ୍କୁ ବିବାହ କରିବା ପରେ ଫିଲ୍ମ ଜଗତକୁ ପ୍ରତ୍ୟାବର୍ତ୍ତନ  କରି ନ ଥାଇପାରନ୍ତି, କିନ୍ତୁ ସେ ସୋସିଆଲ ମିଡିଆରେ ବହୁତ ଆକ୍ଟିଭ୍‌ ରହୁଛନ୍ତି। ନିକଟରେ ବିପାଶା ତାଙ୍କର…

ତହସିଲ ଟୁଇଟର୍‌ ଆକାଉଣ୍ଟ ହେଉନି ଅପ୍‌ଡେଟ୍‌: ୫ ତହସିଲଦାରଙ୍କୁ ତାଗିଦ୍‌ କଲେ ଜିଲାପାଳ

ଜଗତସିଂହପୁର ଅଫିସ,୨୭ା୫: ଲକ୍‌ଡାଉନ୍‌ ସମୟରେ ଘରେ ବସି ପ୍ରଶାସନ ନିକଟରେ ଅଭିଯୋଗ କରି ସମାଧାନ ପାଇଁ ଟୁଇଟର୍‌ ସୁଯୋଗ ସୃଷ୍ଟି କରୁଛି । କିନ୍ତୁ ଜିଲାର କୁଜଙ୍ଗ, ନାଉଗାଁ, ବିରିଡ଼ି, ବାଲିକୁଦା ଓ ଜଗତ୍‌ସିଂହପୁର ତହସିଲ କାର୍ଯ୍ୟାଳୟ ଟୁଇଟର୍‌ ଅପଡେଟ୍‌ ହେଉନାହିଁ।…

ହୃଦୟ ବିଦାରକ ଦୃଶ୍ୟ: ମୃତ ମା’ଙ୍କ ଉପରେ ଘୋଡାଯାଇଥିବା ଚାଦର ସହ ଖେଳୁଥିବା ଶିଶୁର ଭିଡିଓ ଭାଇରାଲ୍‌

ପାଟନା,୨୭।୫:ବିହାରର ମୁଜାଫରପୁର ରେଳ ଷ୍ଟେଶନରେ ଏକ ହୃଦୟ ବିଦାରକ ଘଟଣା ଦେଖିବାକୁ ମିଳିଛି। ଷ୍ଟେଶନରେ ଶୋଇଥିବା ଜଣେ ମୃତ ମହିଳାଙ୍କ ନିଷ୍ପାପ ଶିଶୁଟି ମା’ଙ୍କ ଶରୀରରେ ପଡିଥିବା ଚାଦର ଉଠାଉଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ଭିଡିଓଟି ଦେଖିଲେ…

ଆନନ୍ଦପୁର ପୌର ପରିଷଦ କାର୍ଯ୍ୟାଳୟରେ ଉତ୍ତେଜନା: ଯନ୍ତ୍ରୀ-ସ୍ବୟଂ ସହାୟିକା ଗୋଷ୍ଠୀ ମହିଳାଙ୍କ ଧସ୍ତାଧସ୍ତି

ଆନନ୍ଦପୁର,୨୭ା୫(ସ୍ବ.ପ୍ର.): ଆନନ୍ଦପୁର ପୌରପରିଷଦ କାର୍ଯ୍ୟାଳୟରେ ଯନ୍ତ୍ରୀ, ସହକାରୀ ଯନ୍ତ୍ରୀଙ୍କ ସହିତ ସ୍ବୟଂ ସହାୟିକା ଗୋଷ୍ଠୀ ମହିଳାଙ୍କ ବଚସା ପରେ ଧସ୍ତାଧସ୍ତି ହୋଇଛି। ଫକୀରପୁର ୮ ନଂ. ଓ୍ବାର୍ଡର ଉନୟନ ଯୋଜନାରେ ସଂପୃକ୍ତ ଓ୍ବାର୍ଡରେ ଥିବା ସ୍ବୟଂ ସହାୟିକା ଗୋଷ୍ଠୀର ମହିଳାମାନଙ୍କୁ ସାମିଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri