Home Left

ତେଜସ୍‌ର ଦ୍ୱିତୀୟ ସ୍କ୍ବାଡ୍ରନ୍‌ ବାୟୁସେନାର ଫ୍ଲାଇଙ୍ଗ୍‌ ବୁଲେଟ୍ସ୍‌ରେ ସାମିଲ୍‌

କୋୟମ୍ବାଟୁର,୨୭।୫: ସୀମାରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ଏପରିସ୍ଥଳେ ଭାରତୀୟ ବାୟୁସେନାରେ ବୁଧବାର ତେଜସ୍‌ର ଦ୍ୱିତୀୟ ସ୍କ୍ବାଡ୍ରନ୍‌କୁ ସାମିଲ୍‌ କରାଯାଇଛି। ତାମିଲନାଡୁର କୋୟମ୍ବାଟୁର ନିକଟରେ ଥିବା ସୁଲୁର ବାୟୁସେନା ଷ୍ଟେଶନରେ ତେଜସ୍‌ ସ୍କ୍ବାଡ୍ରନ୍‌‌କୁ ସାମିଲ୍‌ କରାଯାଇଛି। ବାୟୁସେନାର…

କ୍ବାରାଣ୍ଟାଇନ ସେଣ୍ଟରରେ ଶିଶୁକନ୍ୟାର ଜୀବନ ଗଲା

ସରଣ୍ଡା,୨୭।୫(ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ବ୍ଲକ ଲରାସରା ପଞ୍ଚାୟତ ଅନ୍ତର୍ଗତ ଖଇରପାଲା କ୍ବାରାଣ୍ଟାଇନ ସେଣ୍ଟରରେ ପରିବାରସହ ରହୁଥିବା ଏକ ଶିଶୁକନ୍ୟାର ବୁଧବାର ସକାଳେ ମୃତ୍ୟୁ ଘଟିଛି। ମୃତ୍ୟୁର କାରଣ ଜଣାପଡ଼ି ନାହିଁ। ଖବର ପାଇ କ୍ବାରାଣ୍ଟାଇନ ସେଣ୍ଟରକୁ ପ୍ରଶାସନିକ ଅଧିକାରୀ ଏବଂ…

ଆସନ୍ତା ବର୍ଷ ସୁଦ୍ଧା ଆସିବ କରୋନା ପ୍ରତିଷେଧକ ଟୀକା: ଭାରତ ପାଇଁ ଆବଶ୍ୟକ ୬୦ କୋଟି ଟୀକା

ନୂଆଦିଲ୍ଲୀ,୨୭।୫: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ କରୋନା ପ୍ରତିଷେଧକ ଟୀକା ପ୍ରସ୍ତୁତି ପାଇଁ ବିଭିନ୍ନ ଦେଶର ଗବେଷକମାନେ ଦିନରାତି ଉଦ୍ୟମ ଜାରି ରଖିଛନ୍ତିି। କରୋନା ପ୍ରତିଷେଧକ ଟୀକା ଆସନ୍ତା ବର୍ଷ ସୁଦ୍ଧା ଆସିବାର ସମ୍ଭାବନା ରହିଛି। ଏନେଇ…

ବରଣ୍ଡୁଆ ସଙ୍ଗରୋଧ ଗୃହରେ ଅନ୍ତେବାସୀଙ୍କୁ ଦୁର୍ବ୍ୟବହାର, ନିମ୍ନମାନର ଖାଦ୍ୟ ବଣ୍ଟନ ଅଭିଯୋଗ

ପଦ୍ମପୁର, ୨୭।୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବରଣ୍ଡୁଆ ଗ୍ରାମର ସଙ୍ଗରୋଧ ଗୃହରେ ଅନ୍ତେବାସୀଙ୍କୁ ନିମ୍ନମାନର ଖାଦ୍ୟ ଦିଆଯାଉଛି। ଏ ନେଇ ବିଡିଓଙ୍କ ନିକଟରେ ଅଭିଯୋଗ ହୋଇଥିବା ବେଳେ ସରପଞ୍ଚଙ୍କର ସ୍ବାମୀ ଅନ୍ତେବାସୀଙ୍କୁ ଦୁର୍ବ୍ୟବହାର କରିବା ସହ ମାଡ଼ ମାରିବାକୁ…

ପ୍ରେମ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଥିଲେ ରବି ଶାସ୍ତ୍ରୀ

ଭାରତୀୟ କ୍ରିକେଟ ଦଳର କୋଚ ରବି ଶାସ୍ତ୍ରୀ ଆଜି ୫୮ ବର୍ଷରେ ପଦାର୍ପଣ କରିଛନ୍ତି। ଜଣେ କ୍ରିକେଟର ଭାବେ ସେ ଭାରତକୁ ଅନେକ ସିରିଜ୍‌ ଜିତାଇଥିଲେ। କ୍ରିକେଟରୁ ଅବସର ନେବା ପରେ କମେଣ୍ଟଟେଟର, ଟିମ୍‌ ମ୍ୟାନେଜର୍‌ ଏବଂ କୋଚ ଭାବେ ମଧ୍ୟ…

ସଙ୍ଗରୋଧ ଗୃହରେ ଅଗ୍ନିକାଣ୍ଡ, ଅଳ୍ପକେ ବର୍ତ୍ତିଲେ ୩୨ ପ୍ରବାସୀ

ଭଦ୍ରକ ଅଫିସ, ୨୭।୫: ଭଦ୍ରକ ଜିଲା ଭଣ୍ଡାରିପେଖରୀ ବ୍ଲକ ଜଳମଣ୍ଡୁଆ ପଞ୍ଚାୟତ ଭଗିବିନ୍ଧା ସଙ୍ଗରୋଧ କେନ୍ଦ୍ରରେ ମଙ୍ଗଳବାର ସନ୍ଧ୍ୟାରେ ଗ୍ୟାସଟାଙ୍କି ଫାଟିଯିବାରୁ ଅଗ୍ନିକାଣ୍ଡ ଘଟିଛି। ଏଥିରେ ରୋଷେୟା ଆହତ ହୋଇଥିବା ବେଳେ ୩୨ ପ୍ରବାସୀ ଅଳ୍ପକେ ବର୍ତ୍ତିଯାଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା…

୨ ସପ୍ତାହରେ ୭୪ ହଜାରରୁ ଦେଢ଼ ଲକ୍ଷ ଛୁଇଁଲା ସଂକ୍ରମିତଙ୍କ ସଂଖ୍ୟା: ୨୪ ଘଣ୍ଟାରେ ସାଢ଼େ ୬ ହଜାରରୁ ଅଧିକ ନୂଆ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ,୨୭।୫: କରୋନା ସଂକ୍ରମଣ ଯୋଗୁ ଭାରତରେ ସଙ୍କଟ ସୃଷ୍ଟି ହୋଇଛି। ୨ ସପ୍ତାହ ତଳେ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୭୪ ହଜାର ୨୮୧ ଥିଲା। ଏବେ ଏହା ଦେଢ଼ ଲକ୍ଷ ଟପିଛି। ଇତିମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଲକ୍ଷେ ୫୧…

ଏହି କ୍ରିକେଟରଙ୍କୁ କରୋନା

କରାଚି,୨୭।୫: ପାକିସ୍ତାନର ପୂର୍ବତନ ଓପନିଂ ବ୍ୟାଟ୍ସମ୍ୟାନ୍‌ ତୌଫିକ୍‌ ଉମର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ସେ ନିଜେ ସୂଚନା ଦେଇଛନ୍ତି। ଏକ ଟିଭି ଚ୍ୟାନେଲକୁ ସାକ୍ଷାତକାର ଦେଇ କହିଛନ୍ତି, ତାଙ୍କ କରୋନା ରିପୋର୍ଟ ପଜିଟିଭ୍‌ ଆସିବା ପରେ ଏବେ ସେ ଘରେ…

୪୦ ଡିଗ୍ରୀ ଉପରେ ୧୪ ସହର

ଭୁବନେଶ୍ୱର, ୨୭ା୫(ବ୍ୟୁରୋ): ପ୍ରଚଣ୍ଡ ଗ୍ରୀଷ୍ମ ସମଗ୍ର ରାଜ୍ୟକୁ ଗ୍ରାସ କରିଛି। ଉପକୂଳ ଠାରୁ ଆରମ୍ଭ କରି ପଶ୍ଚିମ ଓ ଆଭ୍ୟନ୍ତରୀଣ କେଉଁଠି ନିସ୍ତାର ନାହିଁ। ପାରଦ ୪୫ ଡିଗ୍ରୀ ସେଲ୍‌ସିୟସ ଉପରକୁ ଚାଲିଯାଉଛି। ଅଧିକାଂଶ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ…

କରୋନା ମୁକାବିଲା: ୧୫ ଦିନ ଧରି ସଚେତନତା ସହ ତଥ୍ୟ ନିଆଯିବ

ଭୁବନେଶ୍ୱର, ୨୭।୫(ବ୍ୟୁରୋ): ରାଜ୍ୟରେ କରୋନା ଭାଇରସ୍‌ କୋଭିଡ୍‌-୧୯ ସମ୍ପର୍କରେ ୧୫ଦିନ ଧରି ବ୍ୟାପକ ସଚେତନତା କରାଯିବ। ଏଥିସହ ବୟସ୍କ ଓ ସଂକ୍ରମିତ ଆଶଙ୍କା ଥିବା ଲୋକଙ୍କ ତଥ୍ୟ ନିଆଯିବ ବୋଲି ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ କହିଛନ୍ତି। ଏଣିକି ଏକାଧିକ…

କରୋନା ସହିତ ବିଦେଶରୁ ଭାରତକୁ ଆସିଛି ୮ ଅନ୍ୟ ଭୂତାଣୁ

ନୂଆଦିଲ୍ଲୀ,୨୭।୫: କରୋନା ମହାମାରୀ ଭାରତରେ ଥମିବାର ନାଁ ଧରୁନି। ଚାଇନାରୁ ଉହାନ ସହରରୁ ସୃଷ୍ଟି ହୋଇଥିବା କରୋନା ଭୂତାଣୁ ଏବେ ସାରା ପୃଥିବୀରେ ବ୍ୟାପି ସାରିଛି। ଭାରତକୁ କରୋନା ଭୂତାଣୁ ସହିତ ବିଦେଶରୁ ଅନ୍ୟ ୮ ପ୍ରକାର ଭୂତାଣୁ ମଧ୍ୟ ଆସିଛି।…

କୋଭିଡ୍‌-୧୯କୁ ନେଇ ସ୍ବତନ୍ତ୍ର ଡାକ ଲଫାପା

ଭୁବନେଶ୍ୱର, ୨୭।୫(ବ୍ୟୁରୋ): କୋଭିଡ଼-୧୯ ମହାମାରୀକୁ ନେଇ ପ୍ରସ୍ତୁତ ହୋଇଛି ସ୍ବତନ୍ତ୍ର ଡ଼ାକ ଲଫାଫା। ମଙ୍ଗଳବାର ରାଜଭବନରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଏହାକୁ ଉନ୍ମୋଚନ କରିଛନ୍ତି। କରୋନା ଭୂତାଣୁ ସଂକ୍ରମଣକୁ ରୋକିବାରେ ମାସ୍କର ବ୍ୟବହାର ଅତ୍ୟନ୍ତ ଜରୁରୀ। ଏହି ସ୍ବତନ୍ତ୍ର ଡ଼ାକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri