Home Left

ବିଗିଡ଼ିଲାଣି ତଦନ୍ତ, ବଢ଼ିପାରେ ଅପରାଧ

ତ୍ରିନାଥ ମହାନ୍ତି ଭୁବନେଶ୍ୱର,୨୭ା୫: କରୋନା ମହାମାରୀ ଭଳି ବିପତ୍ତିର ମୁକାବିଲା ପାଇଁ ପୋଲିସ କର୍ମଚାରୀ ଆଗ ଧାଡ଼ିର ଯୋଦ୍ଧା ସାଜିଛନ୍ତି। ଦୁଇମାସରୁ ଊର୍ଦ୍ଧ୍ୱ ହେବ ଆଇନଶୃଙ୍ଖଳା ରକ୍ଷା ସହ ସଂକ୍ରମଣ ରୋକିବା ଓ ଲକ୍‌ଡାଉନ୍‌କୁ ସଫଳ କରିବା ପାଇଁ ନିରନ୍ତର ପ୍ରୟାସ…

କରୋନାକୁ ନେଇ ଆରମ୍ଭ ହେଲାଣି ବୟାନବାଜି

ଭୁବନେଶ୍ୱର,୨୭।୫(ବ୍ୟୁରୋ): ଦୀର୍ଘଦିନର ବ୍ୟବଧାନ ପରେ କିଛିଦିନ ହେବ ଓଡ଼ିଶାରେ ରାଜନୈତିକ ବୟାନବାଜି ଜୋର ଧରିବାକୁ ଯାଉଥିବା ଦେଖିବାକୁ ମିଳିଛି। କରୋନା ଏବେ ରାଜନୈତିକ ଲଢ଼େଇର ମୁଖ୍ୟ ଅସ୍ତ୍ର ପାଲଟିବାରେ ଲାଗିଛି। ଏହାର ମୁକାବିଲା ଲାଗି କେନ୍ଦ୍ର ଅର୍ଥ ଦେଉଥିବା ବେଳେ ରାଜ୍ୟ…

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ରେଞ୍ଜର

କଟକ ଅଫିସ,୨୭।୫: ବେଆଇନ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଅନୁଗୋଳ ଜିଲା ଛେଣ୍ଡିପଦା ଫରେଷ୍ଟ ରେଞ୍ଜର ମନମୋହନ ସ୍ବାଇଁଙ୍କୁ ମଙ୍ଗଳବାର ସକାଳେ ଧରିଛି ଭିଜିଲାନ୍ସ। ସେ ଏକ ବୋଲେରୋ (ଓଡି୦୨ ଏପି ୪୨୮୮)ରେ ଛେଣ୍ଡିପଦାରୁ ଭୁବନେଶ୍ୱର ଆସୁଥିଲେ। ମହାନଦୀର ମୁଣ୍ଡଳୀ ବ୍ରିଜ୍‌…

ବଢ଼ିଲା ମଧ୍ୟାହ୍ନଭୋଜନ ମୁଣ୍ଡ ପିଛା ଖର୍ଚ୍ଚ

ଭୁବନେଶ୍ୱର, ୨୭।୫(ବ୍ୟୁରୋ): ମଧ୍ୟାହ୍ନଭୋଜନ ପାଇଁ ରାଜ୍ୟ ସରକାର ମଙ୍ଗଳବାର ଦର ବୃଦ୍ଧି କରିଛନ୍ତି। ପ୍ରାଥମିକ ସ୍କୁଲ ଛାତ୍ରୀଛାତ୍ରଙ୍କ ମଧ୍ୟାହ୍ନଭୋଜନ ପାଇଁ ଜଣ ପିଛା ରାଶନ ବାବଦକୁ ୪ ଟଙ୍କା ୯୩ ପଇସା ରଖିଥିଲେ। ହେଲେ ଏହାକୁ ସରକାର ୫ ଟଙ୍କା ୪୨ପଇସା…

ପ୍ରତିଦିନ ୪,୫୦୦ ଖାଦ୍ୟ ପ୍ୟାକେଟ୍‌ ବାଣ୍ଟୁଛନ୍ତି ଅମିତାଭ ବଚ୍ଚନ

ସାରା ବିଶ୍ୱ ଏବେ କରୋନା ଭୂତାଣୁ ସହ ଲଢେଇ କରୁଛି। ଏହି ସମୟରେ ପ୍ରତିଷ୍ଠିତ ବ୍ୟକ୍ତିମାନେ ବିଭିନ୍ନ ସହାୟତା ପାଇଁ ଆଗେଇ ଆସୁଛନ୍ତି। ଏଥିରେ ସାମିଲ ହୋଇଛନ୍ତି ବଲିଉଡ୍‌ ସୁପର୍‌ଷ୍ଟାର୍‌ ଅମିତାଭ ବଚ୍ଚନ। ପ୍ରତିଦିନ ଲୋକଙ୍କୁ ୪,୫୦୦ଟି ଖାଦ୍ୟ ପ୍ୟାକେଟ୍‌ ବାଣ୍ଟିବା…

ମଦ ଗ୍ରାହକଙ୍କୁ ଠକିଲେ ଏତଲା

ଭୁବନେଶ୍ୱର,୨୭।୫(ବ୍ୟୁରୋ): ଅନ୍‌ଲାଇନ ଜରିଆରେ ମଦ ବିକ୍ରି ସମୟରେ ଗ୍ରାହକ ଠକାମିର ଶିକାର ହେଉଥିବା ଖବର ପ୍ରକାଶ ପାଇବାପରେ ରାଜ୍ୟ ଅବକାରୀ ବିଭାଗ ପକ୍ଷରୁ ଏକ ଚିଠି ମଙ୍ଗଳବାର ପ୍ରକାଶ କରାଯାଇଛି। ବିଭିନ୍ନ ସାମାଜିକ ଗଣମାଧ୍ୟମ ଏବଂ ପୋର୍ଟାଲ ଆଦିରେ ମଦ ବିକ୍ରି…

ନେହେରୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି-ରାହୁଲ

ନୂଆଦିଲ୍ଲୀ,୨୭।୫: ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ୍‌ ନେହେରୁଙ୍କ ୫୬ ତମ ଶ୍ରାଦ୍ଧବାର୍ଷିକୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ସେ ଟୁଇଟ୍‌ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ସେହିପରି କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ମଧ୍ୟ ଟୁଇଟ୍‌ କରି ନେହେରୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ସେ…

କରୋନା ମୃତକଙ୍କ ପାଇଁ ସ୍ପେନରେ ୧୦ ଦିନିଆ ରାଷ୍ଟ୍ରୀୟ ଶୋକ

ବାର୍ସେଲୋନା,୨୭।୬: କରୋନା ଭୂତାଣୁ ସାରା ବିଶ୍ୱର ୨୧୩ଟି ଦେଶକୁ ବ୍ୟାପିଲାଣି। ଯୁକ୍ତରାଷ୍ଟ୍ର ଆମେରିକା ଏବଂ ୟୁରୋପୀୟ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଇଛି। ତେବେ ସ୍ପେନରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୮୨ ହଜାର ୪୮୦ ଥିବାବେଳେ…

ଲକ୍‌ଡାଉନ୍‌ ସଙ୍କଟରୁ ବ୍ୟାପକ ଜଙ୍ଗଲ କ୍ଷୟ

ନୂଆଦିଲ୍ଲୀ,୨୭ା୫: କରୋନା ସଂକ୍ରମଣକୁ ରୋକିବା ପାଇଁ ଲାଗୁ କରାଯାଇଥିବା ଲକ୍‌ଡାଉନ ଦ୍ୱାରା ପରିବେଶ ଉପରେ ଅନେକ ସକାରାତ୍ମକ ପ୍ରଭାବ ପକାଇଥିବା ଖବର ମିଳୁଛି। କୁହାଯାଉଛି ଯେ, ଲକ୍‌ଡାଉନ ଯୋଗୁ ଲୋକେ ଘରେ ରହୁଥିବାରୁ ତାହାର ପ୍ରଭାବରେ ପରିବେଶ ସୁଦୃଢ଼ ହୋଇଛି। ଲୋକଙ୍କ…

‘କ୍ରାଇମ ପେଟ୍ରୋଲ’ ଅଭିନେତ୍ରୀଙ୍କ ଆତ୍ମହତ୍ୟା

ଲୋକପ୍ରିୟ ଟିିଭି ଶୋ’ କ୍ରାଇମ ପେଟ୍ରୋଲ ଅଭିନେତ୍ରୀ ପ୍ରେକ୍ଷା ମେହେତା ଆତ୍ମହତ୍ୟା କରିଛନ୍ତି। ମଧ୍ୟପ୍ରଦେଶର ଇନ୍ଦୋରରେ ଥିବା ନିଜ ବାସଭବନରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ମଙ୍ଗଳବାର ସକାଳେ ତାଙ୍କୁ ଝୁଲନ୍ତା ଅବସ୍ଥାରେ ଦେଖିବାକୁ ମିଳିଥିଲା। ପରେ ତୁରନ୍ତ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି…

ଆମେରିକାରେ ଲକ୍ଷେ ଟପିଲା ମୃତ୍ୟୁ

ଓ୍ବାଶିଂଟନ/ମସ୍କୋ,୨୭ା୫: କରୋନା ଭୂତାଣୁ ବିଶ୍ୱର ୨୧୩ ଦେଶକୁ ଆକ୍ରାନ୍ତ କରିଥିବା ବେଳେ ଆମେରିକାରେ ସ୍ଥିତି ସବୁଠାରୁ ଜଟିଳ ରହିଛି। ଏଠାରେ ମୃତ୍ୟୁସଂଖ୍ୟା ୧ ଲକ୍ଷ ଟପିଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିପାଇ ୧୭.୧୩ ଲକ୍ଷ ପାର୍‌ କରିଛି। ଗତ ୨୪ ଘଣ୍ଟା…

୧୦ ଜଣଙ୍କୁ ମାରି ବିହାରୀ ଯୁବକ ଗିରଫ

ହାଇଦ୍ରାବାଦ,୨୭ା୫: ତେଲଙ୍ଗାନାର ଓ୍ବାରାଙ୍ଗଲରେ ଘଟିଛି ସିରିଜ୍‌ ମର୍ଡର। ପୋଲିସ ଏହାର ଖୋଳତାଡ଼ କରି ଜଣେ ବିହାରୀ ଯୁବକଙ୍କୁ ଗିରଫ କରିବାରେ ସଫଳ ହୋଇଛି। ଲିଭ୍‌ ଇନ୍‌ରେ ରହୁଥିବା ଜଣେ ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖି ଶେଷରେ ତାଙ୍କୁ ହତ୍ୟା କରିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri