Home Left

ଉଦ୍ଧବଙ୍କୁ କଂଗ୍ରେସର ଦୋଷାରୋପ

ମୁମ୍ବାଇ,୨୭ା୫: ମହାରାଷ୍ଟ୍ରରେ ଦେଶର ସର୍ବାଧିକ ଭୂତାଣୁ ଆକ୍ରାନ୍ତ ଅଛନ୍ତି। ୫୨ ହଜାରରୁ ଊର୍ଦ୍ଧ୍ୱ କରୋନା ରୋଗୀ ଏଠାରେ ଥିବାବେଳେ ପ୍ରାୟ ୧୭ ଶହ ଲୋକଙ୍କ ଜୀବନ ଗଲାଣି। ଏଭଳି ସ୍ଥିତିକୁ ନିୟନ୍ତ୍ରଣାଧୀନ କରିବା କଷ୍ଟକର ହୋଇପଡ଼ିଥିବା ବେଳେ ସରକାରଙ୍କ ଆଡ଼କୁ ଅଙ୍ଗୁଳି…

ଚାଇନା ‘ବ୍ୟାଟ୍‌ ଓମେନ’ଙ୍କ ଚେତାବନୀ: କରୋନା ଭାଇରସ୍‌ ଆରମ୍ଭ ମାତ୍ର

ବେଜିଂ, ୨୭।୫: ସାରା ବିଶ୍ୱରେ ‘ବ୍ୟାଟ ଓମେନ’ ନାମରେ ପରିଚିତ ଚାଇନାର ଭାଇରୋଲୋଜିଷ୍ଟ ସି ଝେଙ୍ଗଲି ନିକଟରେ ଏକ ସରକାରୀ ଟେଲିଭିଜନରେ ଦେଇଥିବା ସାକ୍ଷାତ୍‌କାରକୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ସେ ଚେତାବନୀ ଦେଇ କହିଛନ୍ତି, କରୋନା ଭାଇରସ୍‌ ଆରମ୍ଭ ମାତ୍ର।…

ସୀମାରେ ବଳ ବଢ଼ାଉଛି ଚାଇନା

ନୂଆଦିଲ୍ଲୀ,୨୭ା୫ : ସାରା ବିଶ୍ୱରେ କରୋନା ଭାଇରସ୍‌ ସଂକ୍ରମଣର କାରଣ ସାଜିଥିବା ଚାଇନାକୁ ଅନ୍ତର୍ଜାତୀୟ ସମୁଦାୟ କାଠଗଡ଼ାରେ ଛିଡ଼ା କରାଇଥିବାବେଳେ ନିଜ ପାପରୁ ଧ୍ୟାନ ହଟାଇବା ପାଇଁ ଚାଲ୍‌ କରିଛି ବେଜିଂ। ଲଦାଖ ନିକଟରେ ଭାରତୀୟ ଯବାନଙ୍କ ସହ ପିପୁଲ୍ସ ଲିବରେଶନ…

ପଙ୍ଗପାଳ ମାଡ଼ିଆସିଲେଣି

ନୂଆଦିଲ୍ଲୀ,୨୭ା୫: ଭାରତୀୟମାନେ କରୋନା ଭୂତାଣୁ ସହ ଲଢ଼େଇ କରୁଥିବାବେଳେ ବିଦେଶରୁ ମାଡ଼ିଆସିଛି ଆଉ ଏକ ବିପଜ୍ଜନକ କୀଟ। ଆଫ୍ରିକୀୟ ଦେଶଗୁଡ଼ିକରୁ ପାକିସ୍ତାନ ପଟୁ ଆସିଥିବା ବହୁ ପଙ୍ଗପାଳ ଦଳ ରାଜସ୍ଥାନ, ମଧ୍ୟପ୍ରଦେଶ, ଗୁଜରାଟ, ପଞ୍ଜାବ, ହରିୟାଣା, ଉତ୍ତରପ୍ରଦେଶ ଓ ମହାରାଷ୍ଟ୍ର ଆଦି…

ଏହି ୪ଟି ଅନ୍ଧବିଶ୍ୱାସକୁ ଭରସା କରନ୍ତି ହିଟ୍‌ମ୍ୟାନ୍‌ ରୋହିତ ଶର୍ମା

ଭାରତୀୟ କ୍ରିକେଟର ହିଟ୍‌ମ୍ୟାନ୍‌ ରୋହିତ ଶର୍ମା ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗି ଚାଲିଛନ୍ତି। ରୋହିତ ପଡିଆକୁ ଆସିବା ପୂର୍ବରୁ ଏବଂ ପରେ ୪ଟି ଅନ୍ଧବିଶ୍ୱାସକୁ ଭରସା କରନ୍ତି। ଏହି ଅନ୍ଧବିଶ୍ୱାସ ପାଳନ କଲେ ସେ ଭଲ ଖେଳି ପାରିବେ ବୋଲି…

ଜେଲ ଫେରନ୍ତାଙ୍କ ଆତଙ୍କରାଜ୍‌, ରାସ୍ତାକୁ ଓହ୍ଲାଇଲେ ଗ୍ରାମବାସୀ

ଗଞ୍ଜାମ,୨୬ା୫(ଡି.ଏନ.ଏ.)- ରମ୍ଭା ଥାନା ଗଞ୍ଜାମ ବ୍ଲକ କାର୍ତ୍ତିକଢ଼ି ଗ୍ରାମରେ ଜଣେ ଜେଲ ଫେରନ୍ତା ଯୁବକଙ୍କ ଆତଙ୍କରାଜ ନେଇ ଶତାଧିକ ଗ୍ରାମବାସୀ ମଙ୍ଗଳବାର ରାସ୍ତାକୁ ଓହ୍ଲାଇଛନ୍ତି। ସରପଞ୍ଚ ଡି. ନିରଞ୍ଜନ ରେଡ୍ଡିଙ୍କ ନେତୃତ୍ୱରେ ହୁମ୍ମା-ପୁରୁଷୋତ୍ତମପୁର ମୁଖ୍ୟରାସ୍ତା ଅବରୋଧ କରି ତୁରନ୍ତ ଅଭିଯୁକ୍ତଙ୍କ ଗିରଫ…

ଟ୍ରକ୍‌ ସହ ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସୁଥିବା ବସ୍‌ ମୁହାଁମୁହିଁ: ୧୦ ଆହତ, ୩ ଗୁରୁତର

ବାଲିଗୁଡା/ତୁମୁଡିବନ୍ଧ,୨୬ା୫(ଡି.ଏନ୍‌.ଏ.)- ବାଲିଗୁଡା ଉପଖଣ୍ଡ ତୁମୁଡିବନ୍ଧ ବ୍ଲକ ମୁଣ୍ଡିଗଡ଼ ପଞ୍ଚାୟତ କିନରପଡା ଗ୍ରାମ ନିକଟରେ ସୋମବାର ରାତି ପ୍ରାୟ ୧୧ଟାରେ ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସୁଥିବା ଏକ ଘରୋଇ ବସ୍‌ ସହ ଟ୍ରକ୍‌ର ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୧୦ଜଣ ଆହତ ହୋଇଥିବାବେଳେ…

ଏହି ୩ ଭାରତୀୟ ଖେଳାଳିଙ୍କୁ ଏକଦିବସୀୟ କ୍ରିକେଟରେ ବ୍ୟାଟିଂ କରିବାର ମିଳିନି ସୁଯୋଗ

ଏକଦିବସୀୟ କ୍ରିକେଟରେ ଅନେକ ରେକର୍ଡ ରହିଛି। କିଛି ଖେଳାଳିଙ୍କ ନାଁରେ ଏମିତି କିଛି ରେକର୍ଡ ରହିଛି ଯାହା ଶୁଣିଲେ ଆଶ୍ଚର୍ଯ୍ୟ। ଭାରତୀୟ କ୍ରିକେଟରେ ୩ ଜଣ ଏଭରି ଖେଳାଳି ଅଛନ୍ତି ଯେଉଁମାନେ ଏକଦିବସୀୟ କ୍ରିକେଟ ଖେଲିଥିଲେ ମଧ୍ୟ ତାଙ୍କୁ ବ୍ୟାଟିଂ କରିବାର…

କୋହଲି ନୁହେଁ, ସ୍ମିଥ୍‌ ଶ୍ରେଷ୍ଠ: ବ୍ରେଟ୍‌ ଲି

ମେଲବୋର୍ନ,୨୬।୫(ପି.ଟି.): ବର୍ତ୍ତମାନ ପରିପ୍ରେକ୍ଷୀରେ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ପଛରେ ପକାଇ ଷ୍ଟିଭେନ୍‌ ସ୍ମିଥ୍‌ଙ୍କୁ ବିଶ୍ୱରେ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ବୋଲି ଅବିହିତ କରିଛନ୍ତି ପୂର୍ବତନ ଅଷ୍ଟ୍ରେଲିଆ ଦ୍ରୁତ ବୋଲର ବ୍ରେଟ୍‌ ଲି। ୨୦୧୮ କେପ୍‌ ଟାଉନ ଟେଷ୍ଟରେ ହୋଇଥିବା ବଲ୍‌ ଟ୍ୟାମ୍ପରିଂ…

କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ

ସଜନାଗଡ଼,୨୬।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମ୍‌ପୁର ଥାନା ଅଧୀନ ତେଲିପାଳ ଆଶ୍ରମ କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ଥିବା ଜଣେ ପ୍ରବାସୀ ଯୁବତୀଙ୍କୁ ଗାଧୁଆ ଘରେ ବଳାତ୍କାର ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ରତ୍ନାକର ଜେନା ନାମକ ଯୁବକଙ୍କୁ ପୋାଲିସ…

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ: ହାଇତି ଫୁଟବଲ ମୁଖ୍ୟ ସସ୍‌ପେଣ୍ଡ

ପୋର୍ଟ-ଅଉ-ପ୍ରିନ୍ସ (ହାଇତି), ୨୬।୫ (ଏଏଫ୍‌ପି): ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ହାଇତି ଫୁଟବଲ ଫେଡେରେଶନ ମୁଖ୍ୟ ୟଭେସ ଜିନ-ବାର୍ଟଙ୍କୁ ସସ୍‌ପେଣ୍ଡ କରାଯାଇଛି। ବିଶ୍ୱ ଫୁଟ୍‌ବଲର ସର୍ବୋଚ୍ଚ ପ୍ରଶାସନିକ ସଂସ୍ଥା ଫିଫା ୭୩ ବର୍ଷୀୟ ବାର୍ଟଙ୍କ ବିପକ୍ଷରେ ଏହି କଡ଼ା ନିଷ୍ପତ୍ତି ନେଇଛି ବୋଲି…

ଏଯାବତ୍‌ ଓଡ଼ିଶାକୁ ୧୦୯ ଟ୍ରେନ୍‌ରେ ଫେରିଲେଣି ୧, ୫୩,୭୩୮ଜଣ ପ୍ରବାସୀ, ଗଞ୍ଜାମକୁ ସର୍ବାଧିକ

ଭୁବନେଶ୍ୱର,୨୬।୫(ବ୍ୟୁରୋ): ବିଭିନ୍ନ ରାଜ୍ୟରେ ଫସି ରହିଥିବା ପ୍ରବାସୀ ଏବେ ଓଡ଼ିଶା ମୁହାଁ। ଏହି କ୍ରମରେ ମଙ୍ଗଳବାର ସୁଦ୍ଧା ୧୦୯ ଟ୍ରେନ୍‌ରେ ୧,୫୩,୭୩୮ଜଣ ରାଜ୍ୟକୁ ଫେରିଲେଣି। ସେଥିରୁ ସର୍ବାଧିକ ୭୩୦୦୦ ଗଞ୍ଜାମ ଜିଲାକୁ ଫେରିଛନ୍ତି। ସେହିଭଳି ବଲାଙ୍ଗୀରକୁ ୧୧୦୦୦, ବାଲେଶ୍ୱରକୁ ୧୧୦୦୦, କେନ୍ଦ୍ରାପଡ଼ାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri