ଏଯାବତ୍ ସଫଳତାର ସହ କ୍ୱାରାଣ୍ଟାଇନ୍ ସାରି ଘରକୁ ଫେରିଛନ୍ତି ୧ ଲକ୍ଷ ଲୋକ: ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର,୨୬।୫(ବ୍ୟୁରୋ): ରାଜ୍ୟରେ ବଢ଼ୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପଞ୍ଚାୟତସ୍ତରରେ କ୍ୱାରାଣ୍ଟାଇନ୍ ସେଣ୍ଟରର ସୁରକ୍ଷା କଡ଼ାକଡ଼ି କରାଯାଇଛି। ପ୍ରବାସୀ ଆସିଲେ ନୂଆ ଗାଇଡ୍ଲାଇନ୍ରେ ୭ ଦିନ କ୍ୱାରାଣ୍ଟାଇନ୍ରେ ରଖାଯାଉଛି। ଲକ୍ଷଣ ଦେଖାଗଲେ ୭ ଦିନରୁ ଅଧିକ ବଢ଼ାଇବାକୁ ସରପଞ୍ଚଙ୍କୁ ଦାୟିତ୍ୱ ଦିଆଯାଇଛି।…
ଓଡ଼ିଶାର ଟେଷ୍ଟିଂ ଜାତୀୟ ହାରଠାରୁ ଅଧିକ
ଭୁବନେଶ୍ୱର,୨୬।୫(ବ୍ୟୁରୋ): ମହାମାରୀ କରୋନା ସହ ଲଢ଼େଇ ଲମ୍ବା ଲଢ଼େଇ। ଓଡ଼ିଶାକୁ ଏହି ରୋଗ ପ୍ରବେଶ କରିବାର ପ୍ରାୟ ଦୁଇମାସ ହୋଇଗଲାଣି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ସମୀକ୍ଷା ବୈଠକରେ ଏହାକୁ ଅଜଣା ଶତ୍ରୁ ବୋଲି କହିଛନ୍ତି। ହେଲେ ବିଗତ ଦୁଇ ମାସ…
ଯୁକ୍ତ ୩-ପିଜି ସେମିଷ୍ଟାର ପରୀକ୍ଷା ହେବ ନାହିଁ: ମନ୍ତ୍ରୀ
ଭୁବନେଶ୍ୱର,୨୬।୫(ବ୍ୟୁରୋ): ଯୁକ୍ତ ୩ର ଦ୍ୱିତୀୟ ଓ ଚତୁର୍ଥ ସେମିଷ୍ଟର ପରୀକ୍ଷା ହେବ ନାହିଁ। ସେହିଭଳି ପିଜିର ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ମଧ୍ୟ ହେବ ନାହିଁ। ମଙ୍ଗଳବାର କୁଳପତିମାନଙ୍କ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଏ ନେଇ…
ଅଗଷ୍ଟ ୩୧ ଯାଏ ଶୌଚାଳୟ ବ୍ୟବହାର ମାଗଣା
ଭୁବନେଶ୍ୱର,୨୬।୫(ବ୍ୟୁରୋ): କରୋନା ସଂକ୍ରମଣ ରୋକିବାକୁ ନଗର ଉନ୍ନୟନ ବିଭାଗ ନୂତନ ପଦକ୍ଷେପ ଗ୍ରହଣ କରିଛି। ଏହି କ୍ରମରେ ସହରାଞ୍ଚଳରେ ଥିବା ଗୋଷ୍ଠୀ ପାଇଖାନା/ଶୌଚାଳୟକୁ ରାଜ୍ୟ ସରକାର ଶୁଳ୍ପମୁକ୍ତ କରିଛନ୍ତି । ଆଗାମୀ ଅଗଷ୍ଟ ୩୧ ଯାଏ ମାଗଣା ସେବା ଦେବାକୁ ନଗର…
ବରଗଡ଼ ଜିଲାପାଳ-ଏସ୍ପିଙ୍କ ନାମରେ ଜାଲ ଫେସବୁକ୍ ଆକାଉଣ୍ଟ: ମାମଲା ରୁଜୁ କରି ପୋଲିସର ତନାଘନା
ବରଗଡ଼ ଅଫିସ,୨୬।୫- ବରଗଡ଼ ଜିଲାରେ ସାଇବର୍ କ୍ରାଇମରେ ଅପରାଧୀମାନେ ସକ୍ରିୟ ହୋଇ ପଡିଛନ୍ତି। ଅପରାଧୀମାନେ ଖୋଦ ବରଗଡ଼ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ଏବଂ ଏସ୍ପି ପଦ୍ମିନୀ ସାହୁଙ୍କ ନାମରେ ଜାଲ ଫେସବୁକ ଆକାଉଣ୍ଟ ଖୋଲିବା ପୋଲିସ ପ୍ରଶାସନ ପାଇଁ ଚ୍ୟାଲେଞ୍ଜ ହୋଇପଡିଛି।…
ଦେଶରେ କରୋନା ସୁସ୍ଥ ହାର ୪୧.୬୧ ପ୍ରତିଶତ
ନୂଆଦିଲ୍ଲୀ,୨୬।୫: ଦେଶରେ କେରାନା ସଂକ୍ରମିତଙ୍କ ସଂଖ୍ୟା ୫୨ ହଜାର ଅତିକ୍ରମ କରିଥିଲେ ମଧ୍ୟ ଏଠାରେ ସୁସ୍ଥ ହାର ଭଲ ରହିଛି ବୋଲି ସୋମବାର ପ୍ରକାଶ କରିଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲଭ ଅଗ୍ରଓ୍ବାଲ। ସେ…
୬୫ ବର୍ଷ ପୁରୁଣା ଏହି ଲଜ୍ଜାଜନକ ରେକର୍ଡର ବୋଝ ଉଠାଉଛି ନ୍ୟୁଜିଲାଣ୍ଡ କ୍ରିକେଟ ଦଳ
ନ୍ୟୁଜିଲାଣ୍ଡ କ୍ରିକେଟ ଦଳ ନାଁରେ ଏଭଳି ଏକ ରେକର୍ଡ ରହିଛି ଯାହ ଆଜି ପର୍ଯ୍ୟନ୍ତ ଅନ୍ୟ କୌଣସି ଦଳ ଭାଙ୍ଗିବାରେ ସମର୍ଥ ହୋଇ ନାହିଁ। ୧୯୫୫ରେ ଇଂଲଣ୍ଡ ବିପକ୍ଷରେ ଅକଲାଣ୍ଡରେ ଖେଳାଯାଇଥିବା ଏକ ଟେଷ୍ଟ ମ୍ୟାଚ୍ରେ ନ୍ୟୁଜିଲାଣ୍ଡ ଦଳ ୨୬ ରନ୍ରେ…
୪୮ କୋଟି ଟଙ୍କାରେ ପ୍ରଡକସନ୍ ହାଉସର ଅଫିସ କିଣିଲେ କଙ୍ଗନା
ମୁମ୍ବାଇ: ବଲିଉଡ୍ କୁଇନ୍ କଙ୍ଗନା ରାନାଓ୍ବତ ନିକଟରେ ନିଜର ପ୍ରଡକସନ୍ ହାଉସ୍ ଆରମ୍ଭ କରିଛନ୍ତି। ନିଜ ପରିବାର ସହ ମିଶି ସେ ଏହା ଆରମ୍ଭ କରିଛନ୍ତି। ଆଉ ଏହାର ନାଁ ରଖିଛନ୍ତି ‘ମଣିକର୍ଣ୍ଣିକା ଫିଲ୍ମସ୍’। ଏହାର ଏକ ଅଫିସ କଙ୍ଗନା ମୁମ୍ବାଇର…
କ୍ୱାରାଣ୍ଟାଇନ୍ ସେଣ୍ଟରରେ ବିବାହ କଲେ ପ୍ରେମୀଯୁଗଳ
ନିମାପଡ଼ା,୨୬ା୫(ଡି.ଏନ୍.ଏ.): ପୁରୀ ଜିଲା ନିମାପଡ଼ା ଥାନା ଅଞ୍ଚଳର ଏକ କ୍ୱାରାଣ୍ଟାଇନ୍ ସେଣ୍ଟରରେ ରହୁଥିବା ପ୍ରେମୀ ଯୁଗଳ ସୋମବାର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସୂଚନା ଅନୁଯାୟୀ, ଗତ ୪ମାସ ପୂର୍ବେ ଏହି ଥାନା ଅଞ୍ଚଳର ସୌରଭ ଦାସ ଓ ଡେଲାଙ୍ଗ ଥାନା…
ମହାମାରୀ ମାଡ: ମାତ୍ର ଗୋଟିଏ ଡଲାରରେ ବିକ୍ରି ହେବ ଗଣମାଧ୍ୟମ ସଂସ୍ଥା
ଓ୍ବିଲିଙ୍ଗଟନ,୨୬।୫: କରୋନା ଭାଇରସ ସଂକ୍ରମଣର ପ୍ରଭାବ ସବୁଠି ପଡିଥିବା ଲକ୍ଷ୍ୟ କରାଯାଇଛି। ଗଣମାଧ୍ୟମ ସଂସ୍ଥା ମଧ୍ୟ ଏଥିରୁ ବାଦ୍ ପଡିନାହିଁ। ଏବେ ନ୍ୟୁଜିଲାଣ୍ଡର ଏକ ଗଣମାଧ୍ୟମ ସଂସ୍ଥା ମାତ୍ର ୧ ଡଲାରରେ ବିକ୍ରି ହେବ ବୋଲି ଜଣାପଡିଛି। ନ୍ୟୁଜିଲାଣ୍ଡର ବଡ ଗଣମାଧ୍ୟମ…
ଲକ୍ଡାଉନ୍ କୋହଳ ହେଲେ ବି କରୋନା ଭୂତାଣୁ ହୋଇନି ଶେଷ: ମାର୍ଗଦର୍ଶିକାକୁ ପାଳନ କରିବା ଅପରିହାର୍ଯ୍ୟ
ନୂଆଦିଲ୍ଲୀ,୨୬।୫: ଭାରତରେ କରୋନା ସଂକ୍ରମଣ ଯୋଗୁ ଅବସ୍ଥା ସଙ୍କଟ ଜନକ ହେବାରେ ଲାଗିଛି। ଦେଶରେ ଜାରି ରହିଥିବା ଲକ୍ଡାଉନ୍କୁ କିଛି ପରିମାଣରେ କୋହଳ ମଧ୍ୟ କରାଯାଇଛି। ତେବେ କରୋନା ଭୂତାଣୁ ଏବେ ମଧ୍ୟ ଦେଶରେ ରହିଛି। ପ୍ରତି ଦିନ ସଂକ୍ରମିତଙ୍କ ସଂଖ୍ୟା…
ସଙ୍ଗରୋଧରେ ରହିଲେ କରଣ ଜୋହର
ବଲିଉଡର ଜଣାଶୁଣା ନିର୍ମାତା ତଥା ନିର୍ଦ୍ଦେଶକ କରଣ ଜୋହରଙ୍କ ଘରେ କାମ କରୁଥିବା ଦୁଇ ଜଣ କର୍ମଚାରୀ କରୋନାରେ ସଂକ୍ରମିତ ହୋଇଛନ୍ତି। ଏହି ଖବର ଜଣାପଡିବା ପରେ କରଣ ନିଜକୁ ସଙ୍ଗରୋଧରେ ରଖିଛନ୍ତି। କରଣ ଜୋହର ନିଜେ ଏନେଇ ସୂଚନା ଦେଇ…
Archives


