ପ୍ରବାସୀ ଶ୍ରମିକଙ୍କ ପାଇଁ ଖୁସି ଖବର: ଯୋଗୀ ସରକାର ଯୋଗାଇ ଦେବେ ବାସଗୃହ-ଦୋକାନ
ଲକ୍ଷ୍ନୌ,୨୬।୫: କରୋନା ସଂକ୍ରମଣ ନେଇ ଭାରତରେ ଆତଙ୍କ ସୃଷ୍ଟି ହୋଇଛିି। ସେହିପରି ପ୍ରବାସୀ ଶ୍ରମିକଙ୍କ ସମସ୍ୟା ଧୀରେଧୀରେ ଉତ୍କଟ ହେବାରେ ଳାଗିଛି। ତେବେ ଉତ୍ତରପ୍ରଦେଶ ସରକାର ପ୍ରବାସୀ ଶ୍ରମିକଙ୍କ ପାଇଁ ଖୁସି ଖବର ଆଣିଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପ୍ରବାସୀ ଶ୍ରମିକଙ୍କୁ…
ଦେଶରେ ବିଫଳ ହେଲା ଲକ୍ଡାଉନ: ରାହୁଲ
ନୂଆଦିଲ୍ଲୀ,୨୬।୫: ଦେଶରେ କରୋନା ଭାଇରସ ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ବେଳେ ଏହାକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ମଙ୍ଗଳବାର ରାହୁଲ କହିଛନ୍ତି ଏବେ କରୋନା ମହାମାରୀ ଦେଶରେ ହୁ ହୁ ହୋଇ ବଢି…
ଭାରତୀଙ୍କ ପାଟିରୁ ବିସ୍କୁଟ ଖାଇଲା କୁକୁର
ଲକ୍ଡାଉନ ସମୟରେ କମେଡିଆନ୍ ଭାରତୀ ସିଂ ଦର୍ଶକଙ୍କ ମନୋରଞ୍ଜନ ପାଇଁ କିଛି ନା କିଛି ଫଟୋ ଓ ଭିଡିଓକୁ ଇନଷ୍ଟାଗ୍ରାମରେ ଶେୟାର କରିଥାନ୍ତି । ନିକଟରେ ସେ ଏକ ଭିଡିଓକୁ ଶେୟାର କରିଛନ୍ତି। ଭିଡିଓଟିରେ ଭାରତୀ ନିଜେ ଖାଉଥିବା ବିସ୍କୁଟକୁ ପାଟିରେ…
କେନ୍ଦ୍ରାପଡ଼ାରେ ୬ କରୋନା ପଜିଟିଭ ଚିହ୍ନଟ : ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ଛୁଇଁଲା ୬୧, ସୁସ୍ଥ ହେଲେଣି ୨୬ଜଣ
କେନ୍ଦ୍ରାପଡା ଅଫିସ, ୨୬ା୫: କେନ୍ଦ୍ରାପଡା ଜିଲା ଡେରାବିଶ, ମହାକାଳପଡା ବ୍ଲକ ଅଞ୍ଚଳରୁ ମଙ୍ଗଳବାର ନୂତନ ୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୧ରେ ପହଞ୍ଚିଛି। ତେବେ ସେମାନଙ୍କ ମଧ୍ୟରୁ ୨୬ଜଣ ସୁସ୍ଥ ହୋଇ…
ବଢୁଛି ମହାରାଷ୍ଟ୍ର ପୋଲିସର ଚିନ୍ତା, ଗୋଟିଏ ଦିନରେ ୮୦ ପୋଲିସ କରୋନା ପଜିଟିଭ
ମୁମ୍ବାଇ,,୨୬।୫: କରୋନା ସଂକ୍ରମଣ ମହାରାଷ୍ଟ୍ରରେ ସର୍ବାଧିକ ଥିବା ବେଳେ ଏବେ ସେଠାରେ କରୋନା ଯୋଦ୍ଧା ସାଜିଥିବା ପୋଲିସ ମଧ୍ୟ ଏଥିରୁ ବର୍ତ୍ତି ପାରୁ ନାହାନ୍ତି। ମହାରାଷ୍ଟ୍ର ପୋଲିସରେ ଗୋଟିଏ ଦିନରେ ୮୦ ଜଣ ପୋଲିସଙ୍କ କରୋନା ରିପୋର୍ଟ ପଜିଟିଭ ଆସିବା ଏବେ…
ପାଟଣା ବ୍ଲକର ପ୍ରଥମ କରୋନା ଆକ୍ରାନ୍ତ ୧୮ ବର୍ଷର ଯୁବକ
ପାଟଣା,୨୬।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଚେମେଣା ପଞ୍ଚାୟତର ଜଣେ ୧୮ ବର୍ଷୀୟ ଯୁବକ କରୋନା ପଜିଟିଭ୍ ହୋଇଥିବା ଜଣାପଡ଼ିଛି। ଏନେଇ ମଙ୍ଗଳବାର ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ଉକ୍ତ ଯୁବକ…
ଅଷ୍ଟ୍ରେଲିଆରେ ମନୁଷ୍ୟଙ୍କ ଉପରେ କରୋନା ପ୍ରତିଷେଧକ ଟୀକାର ପରୀକ୍ଷା ଆରମ୍ଭ କରିବ ଆମେରିକା
କାନବେରା,୨୬।୫: କରୋନା ସଂକ୍ରମଣ ନେଇ ପୃଥିବୀରେ ଅଚଳାବସ୍ଥା ଜାରି ରହିଛି। ଏପରିସ୍ଥଳେ ପ୍ରତିଷେଧକ ଟୀକା ପ୍ରସ୍ତୁତି ପାଇଁ ବିଭିନ୍ନ ଦେଶରେ ଉଦ୍ୟମ ଅବ୍ୟାହତ ରହିଛି। ଆମେରିକାର ଏକ ବାୟୋ ଟେକ୍ନୋଲୋଜି କମ୍ପାନୀ ଅଷ୍ଟ୍ରେଲିଆରେ କରୋନା ପ୍ରତିଷେଧକ ଟୀକାର ପରୀକ୍ଷା ମନୁଷ୍ୟଙ୍କ ଉପରେ…
ପୁରୀରୁ ୪ ଆକ୍ରାନ୍ତ ଚିହ୍ନଟ: ଜିଲାରେ କରୋନା ପଜିଟିଭ ସଂଖ୍ୟା ୮୫ରେ ପହଞ୍ଚିଲା
ପୁରୀ ଅଫିସ, ୨୬ା୫: ପୁରୀ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦୃତ ଗତିରେ ବଢ଼ିବାରେ ଲାଗିଛି। ମଙ୍ଗଳବାର ଜିଲାରେ ପୁଣି ୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲାର କରୋନା ପଜିଟିଭ ସଂଖ୍ୟା ୮୫ରେ ପହଞ୍ଚିଛି। ଏଥିମଧ୍ୟରୁ ୧୪ଜଣ ସୁସ୍ଥ ହୋଇଥିବା…
ମୋଦିଙ୍କ ୨.୦ ସରକାରକୁ ଏକ ବର୍ଷ: ୧୦ କୋଟି ଘରେ ପହଞ୍ଚିବାକୁ ଲକ୍ଷ୍ୟ
ନୂଆଦିଲ୍ଲୀ,୨୬।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧିନ ସରକାରକୁ ଏକ ବର୍ଷ ପୂରଣ ବେହାକୁ ଯାଉଛି। ଏଥିପାଇଁ ଦଳ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇ ଗଲାଣି। ତେବେ କରୋନା ଭାଇରସ ସଂକ୍ରମଣକୁ ନେଇ କାର୍ଯ୍ୟକ୍ରମରେ ଯେମିତି କିଛି ବାଧା ସୃଷ୍ଟି ନ ହୁଏ…
ବଲାଙ୍ଗୀରରେ ୧୪ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୮କୁ ବୃଦ୍ଧି, ୨ ସୁସ୍ଥ
ବଲାଙ୍ଗୀର ଅଫିସ, ୨୬ା୫: ବଲାଙ୍ଗୀର ଜିଲାରେ ମଙ୍ଗଳବାର ୧୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ବଲାଙ୍ଗୀର ମ୍ୟୁନିସିପାଲିଟି ଅଞ୍ଚଳର ୭ଜଣ ରହିଛନ୍ତି। ଏହି ସଂକ୍ରମିତ ୭ଜଣ ବଲାଙ୍ଗୀର ରାଧାରାଣୀପଡ଼ାର ହୋଇଥିବା ବେଳେ ସେମାନେ କୋଲକାତାରୁ ଫେରି ହୋମ୍ କ୍ୱାରାଣ୍ଟାଇଇନ୍ରେ ରହିଥିଲେ।…
କଣ୍ଟେନମେଣ୍ଟ ଜୋନ ଉଠାଇବା ଦାବିରେ ପୋଲିସ-ଜନତା ମୁହାଁମୁହିଁ
ରାଉରକେଲା ଅଫିସ,୨୬।୫: ରାଉରକେଲା କଣ୍ଟେନମେଣ୍ଟ ଜୋନରେ ମଙ୍ଗଳବାର ସକାଳୁ ଉତ୍ତେଜନା ଲାଗି ରହିଛି। ସକାଳ ସାଢେ ୮ଟାରେ କିଛି ଲୋକ ବ୍ୟାରିକେଡ ଭାଙ୍ଗି ରିଂ ରୋଡ଼କୁ ଚାଲି ଆସିଥିଲେ। ସେଠାରେ ମୁତୟନ ଥିବା ପୋଲିସ ବାରଣ କରିବାରୁ ସେମାନେ ତାଙ୍କ ଉପରକୁ…
ସର୍ପ ଦଂଶନ କରାଇ ପତ୍ନୀଙ୍କୁ ମାରିବା ଅଭିଯୋଗରେ ପତି ଗିରଫ
କୋଲ୍ଲମ,୨୬।୫: କେରଳର କୋଲ୍ଲମରେ ସର୍ପ ଦଂଶନ କରାଇ ପତ୍ନୀଙ୍କୁ ମାରିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ପୋଲିସ ଗିରଫ କରିଛି। ପୋଲିସର କହିବା ମୁତାବକ ଘଟଣାଟି ମେ’୬ରେ ଘଟିଥିଲା। ତେବେ ପତି ପୂର୍ବ ଯୋଜନା ମୁତାବକ ବାହାରକୁ ଯାଇ ନିଜ ସାଙ୍ଗରେ ଆଣିଥିବା…
Archives


