Home Left

ଭୋଗ ଡାରେ ସିରିଜ୍‌ ବୋମାମାଡ଼: ଗୋଟିଏ ପରିବାରର ୩ ଗୁରୁତର

ଖୋର୍ଦ୍ଧା ଅଫିସ, ୨୬।୫: ଖୋର୍ଦ୍ଧା ଜିଲା ବାଘମାରୀ ଥାନା ଅନ୍ତର୍ଗତ ଭୋଗ ଡାରେ ସୋମବାର ବିଳମ୍ବିତ ରାତିରେ ସିରିଜ୍‌ ବୋମାମାଡ଼ ଘଟିଛି । ଏଥିରେ ଗୋଟିଏ ପରିବାରର ୩ଜଣ ଗୁରୁତର ହୋଇଛନ୍ତି । ଆହତମାନେ ହେଲେ ସୁକାନ୍ତ ଜୟସିଂ, ସ୍ତ୍ରୀ ଲାବଣ୍ୟ…

ତ୍ୱଚାକୁ ସୁସ୍ଥ ରଖେ ଟମାଟୋ

ଟମାଟୋ ଦେଖିବାକୁ ଯେତିକି ଆକର୍ଷଣୀୟ, ଖାଦ୍ୟକୁ ବି କରେ ସେତିକି ସ୍ବାଦିଷ୍ଟ। କେବଳ ଏତିକି ନୁହେଁ ଏଥିରେ ମଧ୍ୟ ଭରିରହିଛି ଏକାଧିକ ସୌନ୍ଦର୍ଯ୍ୟ ବୃଦ୍ଧିକାରୀ ଉପାଦାନ। ଜାଣିରଖନ୍ତୁ ସୁନ୍ଦର ତ୍ୱଚା ଲାଗି ଟମାଟୋକୁ ବ୍ୟବହାର କରିବାର ବିଭିନ୍ନ ଉପାୟ… – ଟମଟୋ…

ସୋନପୁର ଛୁଇଁଲା କରୋନା: ରାଜ୍ୟରେ ମୋଟ ୨୯ ଜିଲାକୁ ବ୍ୟାପିଲାଣି

ଭୁବନେଶ୍ୱର, ୨୬।୫(ବ୍ୟୁରୋ): ସାରା ଦେଶରେ କାୟା ବିସ୍ତାର କରିଚାଲିଛି କରୋନା ଭାଇରସ। ଏହା ଗୋଟିଏ ପରେ ଗୋଟିଏ ଜିଲାକୁ ଡେଇଁବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ୭୯ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ପ୍ରଥମ ଥର ପାଇଁ ସୋନପୁର ଜିଲାକୁ ଛୁଇଁଛି…

ନଦୀ ପାରହୋଇ ପହଞ୍ଚିଲେ କନ୍ୟାଘରେ

ଭୋପାଳ: ବାହାଘର ପାଇଁ କନ୍ୟାଘରକୁ ଗାଡ଼ି ନେଇଯିବା ପାଇଁ ମିଳିଲାନି ଅନୁମତି। ସେଥିପାଇଁ ସେ ନଦୀ ପାର ହୋଇ ପହଞ୍ଚିଗଲେ କନ୍ୟା ଘରେ, ଆଉ ବିବାହ ପରେ ସେଇ ନଦୀ ବାଟେ ବି କନ୍ୟାକୁ ଧରି ଘରକୁ ଚାଲି ଆସିଲେ। ମଧ୍ୟପ୍ରଦେଶର…

କରୋନା ଭାଇରସ୍‌ ସୋପ୍‌ ମେଶିନ

ନ୍ୟୁୟର୍କ: ସୃଜନଶୀଳତାର ବିକଳ୍ପ ନାହିଁ। ଭାବୁକ ଆଉ ଉଦ୍ୟମୀ ମନଟିଏ ଥିଲେ ସୃଜନଶକ୍ତିର ବିକାଶ ହୋଇପାରେ। ଏହାର ଏକ ଉଦାହରଣ ହେଉଛନ୍ତି ଲାଉରେଲ୍‌ ଓ ମେରିଲାଣ୍ଡ। ଏହି ଦୁଇ ଭାଇ ଏବେ ନ୍ୟୁୟର୍କର ରୁବେ ଗୋଲ୍ଡବର୍ଗ ବାର୍ଷିକ ପ୍ରତିଯୋଗିତାରେ ଭାଗନେବା ପାଇଁ…

ଜିଲାପାଳଙ୍କ କ୍ଷମତା ବ୍ୟହାର କରି ମଲ୍ଲୀ ପଶି ବଜାରକୁ ୨୪ଘଣ୍ଟିଆ ସଟ୍‌ଡାଉନ କଲେ ସରପଞ୍ଚ

ପାଟଣା,୨୬।୫(ସ୍ବ.ପ୍ର.): କରୋନା ଭୁତାଣୁ ସଂକ୍ରମଣ ସକାଶେ ଦେଶରେ ଲକ୍‌ଡାଉନ ଜାରି ରହିଛି। ଇତିମଧ୍ୟରେ ପ୍ରବାସୀମାନେ ବିଭିନ୍ନ ପର୍ଯ୍ୟାୟରେ ନିଜ ନିଜ ରାଜ୍ୟକୁ ଫେରିବାରେ ଲାଗିଛନ୍ତି। ସୋମବାର ଗୁଜୁରାଟର ସୁରଟରୁ କିଛି ଲୋକଙ୍କୁ ନେଇ ଏକ ବସ୍‌ କୋଲକାତା ଅଭିମୁଖେ ଯାଉଥିଲା। ସେହି…

ସ୍କୁଲ ଯାଇପାରୁ ନାହାନ୍ତି ୩୨କୋଟି ଛାତ୍ରୀଛାତ୍ର

ନୂଆଦିଲ୍ଲୀ,୨୬।୫: କରୋନା ଭାଇରସ୍‌ ଯୋଗୁ ସାରା ବିଶ୍ୱ ପ୍ରଭାବିତ ହୋଇଥିବାବେଳେ ଭାରତ ମଧ୍ୟ ଏଥିରୁ ବାଦ୍‌ ପଡ଼ିନାହିଁ। ଲକ୍‌ଡାଉନ ଯୋଗୁ ଦେଶର ଅର୍ଥନୀତିଠାରୁ ଆରମ୍ଭ କରି ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ ସବୁକିଛି ବାଧାପ୍ରାପ୍ତ ହୋଇଛି। ଦୀର୍ଘ ୨ମାସ ହେଲା ଦେଶରେ ଲକ୍‌ଡାଉନ…

ଲକ୍‌ଡାଉନ୍‌ ହଟିଲେ ମଧୁମେହ ରୋଗୀଙ୍କୁ ବିପଦ

ଲଣ୍ଡନ,୨୬ା୫: ଲକ୍‌ଡାଉନ ହଟାଯିବା ପରେ ମଧ୍ୟ ମଧୁମେହ ରୋଗୀଙ୍କୁ ଘର ଭିତରେ ରହିବାକୁ ପଡ଼ିପାରେ। କାରଣ କରୋନା ସଂକ୍ରମଣର ଅଧିକ ଆଶଙ୍କା ଥିବା ବର୍ଗରେ ସେମାନେ ରହିଛନ୍ତି। ଏପରି କି ସେମାନଙ୍କ ମୃତ୍ୟୁ ହେବାର ଆଶଙ୍କା ଅଧିକ ବୋଲି ଗବେଷକମାନେ କହିଛନ୍ତି।…

ହିମାଚଳରେ ବଢ଼ିଲା ଲକ୍‌ଡାଉନ୍‌ ଅବଧି

ଶିମଲା,୨୬ା୫: ହିମାଚଳ ପ୍ରଦେଶରେ କରୋନା ଭୂତାଣୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ୨୧୪ରେ ପହଞ୍ଚିଥିବା ବେଳେ ରାଜ୍ୟ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଅବଧିକୁ ୫ ସପ୍ତାହ ଲାଗି ବୃଦ୍ଧି କରାଯାଇଛି। ଜୟରାମ ଠାକୁରଙ୍କ ନେତୃତ୍ୱାଧୀନ ଭାଜପା ସରକାର ହମିରପୁର ଏବଂ ସୋଲାନ୍‌ ଜିଲାରେ…

ଧରାହେଲା ଗୁପ୍ତଚର ପାରା

ଶ୍ରୀନଗର,୨୬ା୫: ଜମ୍ମୁ-କଶ୍ମୀରର କଠୁଆ ଜିଲାରୁ ସ୍ଥାନୀୟ ଲୋକେ ଏକ ଗୁପ୍ତଚର ପାରାକୁ ଧରିଛନ୍ତି। ପାକିସ୍ତାନରୁ ଆସିଥିବା ଏହି ପାରା ହୀରାନଗର ସେକ୍ଟରରେ ଉଡୁଥିବାବେଳେ ମନ୍ୟାରି ଗ୍ରାମର ଲୋକେ ତାହାକୁ ଧରିଥିଲେ। ପାରା ଗୋଡ଼ରେ ଲାଗିଥିବା ଏକ ରିଙ୍ଗ୍‌ରେ କେତେକ ସଂଖ୍ୟା ଲେଖାଥିଲା।…

ଜୁଲାଇରୁ ସ୍କୁଲ ଖୋଲିବାକୁ ଯୋଜନା

ନୂଆଦିଲ୍ଲୀ,୨୬ା୫: ଲକ୍‌ଡାଉନ ପରେ ପ୍ରଥମେ ଗ୍ରୀନ୍‌ ଓ ଅରେଞ୍ଜ ଜୋନ୍‌ରେ ସ୍କୁଲ ଖୋଲିବା ପାଇଁ କେନ୍ଦ୍ର ସରକାର ଯୋଜନା କରୁଛନ୍ତି। ତେବେ ପ୍ରଥମ ପର୍ଯ୍ୟାୟରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପିଲା ସ୍କୁଲକୁ ଆସିବେ ନାହିଁ। ୩୦ ପ୍ରତିଶତ ଉପସ୍ଥାନରେ ସାମାଜିକ ଦୂରତ୍ୱ…

ଅଶୋକ ଚଭନଙ୍କୁ କରୋନା

ମୁମ୍ବାଇ,୨୬ା୫: ମହାରାଷ୍ଟ୍ର କ୍ୟାବିନେଟ ମନ୍ତ୍ରୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଚଭନଙ୍କ ଠାରେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି। ବରିଷ୍ଠ କଂଗ୍ରେସ ନେତା ଚଭନ ଏବେ ପୂର୍ତ୍ତ ବିଭାଗ ମନ୍ତ୍ରୀ ଅଛନ୍ତି। ସେ ବାରମ୍ବାର ମୁମ୍ବାଇ ଓ ନିଜ ଜିଲା ମରାଠାଓ୍ବାଡ଼ା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri