Home Left

ମୋହାଲି ଷ୍ଟାଡିୟମ ବଲବୀରଙ୍କ ନାମରେ ହେବ

ଚଣ୍ଡିଗଡ଼, ୨୬।୫(ପି.ଟି.)- ସୋମବାର ୯୬ ବର୍ଷରେ ମୃତ୍ୟୁବରଣ କରିଥିବା ହକି ଆଇକନ୍‌ ବଲବୀର ସିଂ ସିନିୟରଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ମୋହାଲି ଷ୍ଟାଡିୟମକୁ ଉକ୍ତ କିମ୍ବଦନ୍ତୀ ଖେଳାଳିଙ୍କ ନାମରେ ନାମିତ କରାଯିବ ବୋଲି ଏହି ଅବସରରେ ଯୋଗଦେଇ ପଞ୍ଜାବ କ୍ରୀଡ଼ାମନ୍ତ୍ରୀ ରାଣା…

ଡ୍ରଗ୍ସ କାରବାର ଅଭିଯୋଗରେ ଶ୍ରୀଲଙ୍କା କ୍ରିକେଟର ଅଟକ

କଲମ୍ବୋ, ୨୬।୫(ଏଏଫପି)- ଡ୍ରଗ୍ସ କାରବାର ଅଭିଯୋଗରେ ଶ୍ରୀଲଙ୍କାର ଅନ୍ତର୍ଜାତୀୟ କ୍ରିକେଟର ଶେହାନ ମଦୁଶନକାଙ୍କୁ ପୋଲିସ ଅଟକ ରଖିଛି। ୨୦୧୮ରେ ନିଜର ପ୍ରଥମ ଅନ୍ତର୍ଜାତୀୟ ମ୍ୟାଚରେ ହ୍ୟାଟ୍ରିକ ଅର୍ଜନ କରିଥିବା ୨୫ ବର୍ଷୀୟ ମଦୁଶନକାଙ୍କୁ ୨ ସପ୍ତାହପାଇଁ ପୋଲିସ ହେପାଜତରେ ରଖିବାକୁ ନିର୍ଦ୍ଦେଶ…

ଶିଶୁ ରୋଗ ବିଶେଷଜ୍ଞ ଅକ୍ଷୟ ରାଉତଙ୍କ ପରଲୋକ

ଭୁବନେଶ୍ୱର, ୨୫ା୫(ବ୍ୟୁରୋ) ଶିଶୁରୋଗ ବିଶେଷଜ୍ଞ ଡାକ୍ତର ଅକ୍ଷୟ କୁମାର ରାଉତଙ୍କର ସୋମବାର ସନ୍ଧ୍ୟାରେ ଭୁବନେଶ୍ୱରଠାରେ ପରଲୋକ ହୋଇଯାଇଛି। ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା। କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇର ବଲୁରିଆ ଗ୍ରାମରେ ସେ ୧୯୫୦ ମସିହା ଫେବୃୟାରୀ ୭ରେ ଜନ୍ମଗ୍ରହଣ କରିଥିଲେ।…

ପୋଲିସ ଜୁଲମ ପ୍ରତିବାଦରେ ଥାନା ଘେରାଉ

କେନ୍ଦୁଝର/ରାଇସୁଆ,୨୫।୫,(ସ୍ବ.ପ୍ର./ଡି.ଏନ୍‌.ଏ.)-କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଗୁହାଳଡ଼ିହି ରେଳ ସାଇଡ଼ିଂରେ କର୍ମସଂସ୍ଥାନ ପାଇଁ ଜମି ହରାଇ ଥିବା ସ୍ଥାନୀୟ ଅଧିବାସୀଙ୍କ ଉପରେ ପୋଲିସର ଜୁଲମ ପ୍ରତିବାଦରେ ସୋମବାର ସନ୍ଧ୍ୟାରେ ସ୍ଥାନୀୟ ଲୋକେ ଥାନା ଘେରାଉ କରିଥିଲେ। ଏହି ରେଳ ସାଇଡ଼ିଂରେ କର୍ମ…

ଚକ ନିର୍ମାଣ ଶେଷ, ଚାଲିଛି ଦଣ୍ଡା କାମ

ପୁରୀ ଅଫିସ,୨୫ା୫: ଏଥର ଅନୁକୂଳର ୧୨ଦିନ ବିଳମ୍ବରେ ରଥ ନିର୍ମାଣ କାମ ଆରମ୍ଭ ହୋଇଛି। ତଥାପି ଠିକଣା ସମୟକୁ ମହାପ୍ରଭୁଙ୍କ ତିନିରଥ ପ୍ରସ୍ତୁତ କରିବା ପାଇଁ ସମ୍ପୃକ୍ତ ସେବକମାନେ ଲାଗିପଡ଼ିିଛନ୍ତି। ମହାରଣା ସେବକ, ଭୋଇ ଓ ରୂପକାର ସେବକ ରଥଖଳାରେ ଚଳଚଞ୍ଚଳ…

୧୦୯୮ ଶ୍ରମିକଙ୍କୁ ନେଇ ବିହାର ଗଲା ଟ୍ରେନ୍‌

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ଓଡ଼ିଶାରେ ବିଭିନ୍ନ ଜିଲାରେ ଅଟକି ରହିଥିବା ବିହାରର ୧୦୯୮ଜଣ ଶ୍ରମିକଙ୍କୁ ନେଇ ଭୁବନେଶ୍ୱର-ଦାନାପୁର ଶ୍ରମିକ ସ୍ପେଶାଲ ଟ୍ରେନ୍‌ ବିହାର ଅଭିମୁଖେ ସୋମବାର ଯାତ୍ରା କରିଛି। ଅପରାହ୍ନ ୪ଟାରେ ଅତିରିକ୍ତ ଜିଲାପାଳ ପ୍ରଫୁଲ୍ଲ କୁମାର ସ୍ବାଇଁ ଭୁବନେଶ୍ୱର ନୂଆ ରେଳଷ୍ଟେଶନରେ ଉପସ୍ଥିତ…

ତତଲା ତାଓ୍ବାରେ ଓଡିଶା: ଆହୁରି ତତେଇବ, ୧୧ ଜିଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ବାତ୍ୟା ପରେ ପ୍ରଚଣ୍ଡ ଗ୍ରୀଷ୍ମ ଓ ଗଳୁଗୁଳି ସମଗ୍ର ରାଜ୍ୟକୁ ଅସ୍ତବ୍ୟସ୍ତ କରିଛି। ଉପକୂଳ ଠାରୁ ଆରମ୍ଭ କରି ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡିଶା ତାତିରେ ଛଟପଟ ହେଉଛି। ଆହୁରି ୫ ଦିନ ଯାଏ ତାରିରୁ ନିସ୍ତାର ନାହିଁ। ଆଭ୍ୟନ୍ତରୀଣ…

ପଥରରେ ଜୀବନ୍ତ ରୂପ ନେଲେ ଦଶଭୁଜା

କଟକ ଅଫିସ,୨୫ା୫: ନିହାଣ ମୁନରେ ନିଜ ପ୍ରତିଭାର ଛାପ ଛାଡ଼ିଛନ୍ତି ଯୁବଶିଳ୍ପୀ ହିମାଂଶୁ ଶେଖର ପରିଡ଼ା (୩୩)। ଲକ୍‌ଡାଉନ୍‌ ସମୟର ସଦୁପଯୋଗ କରି ସେ ଏକ ଚମତ୍କାର ମୂର୍ତ୍ତି ନିର୍ମାଣ କରିଛନ୍ତି। ପଥରରେ ଦୁର୍ଗାଙ୍କ ଦଶଭୁଜା ମୂର୍ତ୍ତି ପ୍ରତିଫଳିତ ହୋଇଛି। ମହାନଦୀ…

ହିମାଚଳର ଏହି ୨ଟି ଜିଲାରେ ବଢ଼ିଲା ଲକ୍‌ଡାଉନ ଅବଧି

ସୋଲନ,୨୫।୫: ପ୍ରଥମ ରାଜ୍ୟ ଭାବେ ହିମାଚଳ ପ୍ରଦେଶର ୨ଟି ଜିଲାରେ ଜୁନ ୩୦ପର୍ଯ୍ୟନ୍ତ ଲକ୍‌ଡାଉନ ଅବଧି ବୃଦ୍ଧି କରାଯାଇଛି। ଦେଶରେ ଏବେ ଲକ୍‌ଡାଉନ ୪.୦ ଜାରି ରହିଥିବା ବେଳେ ଏହା ମେ ୩୧ରେ ଶେଷ ହେବ। ତେବେ ଆଗକୁ ଏହି ଲକ୍‌ଡାଉନ…

ଗୁରୁଗ୍ରାମରୁ ବିହାର ପର୍ଯ୍ୟନ୍ତ ସାଇକେଲରେ ଯାତ୍ରା କରିଥିବା ଜ୍ୟୋତିଙ୍କ ସମ୍ମାନରେ ଡାକ ଟିକେଟ ଜାରି

ପାଟନା,୨୫।୫: ଲକ୍‌ଡାଉନ ଯୋଗୁ ବାହାରେ ଫସିରହିଥିବା ଜ୍ୟୋତି ଓ ତାଙ୍କ ପିତାଙ୍କୁ ନେଇ ଏବେ ଚର୍ଚ୍ଚା ଚାରିଆଡେ। ପିତାଙ୍କୁ ସାଇକେଲରେ ବସାଇ ଗୁରୁଗ୍ରାମରୁ ବିହାର ଦରଭଙ୍ଗା ପର୍ଯ୍ୟନ୍ତ ପ୍ରାୟ ୧୨୦୦ କିଲୋମିଟର ଯାତ୍ରା କରିଥିବା ମାତ୍ର ୧୫ ବର୍ଷୀୟ ଜ୍ୟୋତିଙ୍କ ସାହସ…

ଭୋପାଳ ରାଜଭବନକୁ ପହଞ୍ଚିଲା କରୋନା

ଭୋପାଳ,୨୫।୫: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ସୋମବାର ୨୪ରୁ ଊର୍ଦ୍ଧ୍ୱ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ସହରର ହଟସ୍ପଟ ଜୋନ କରୋନା ସଂକ୍ରମଣର ଶିକାର ହେଉଥିବା ବେଳେ ଏବେ ସବୁଠାରୁ ସୁରକ୍ଷିତ ସ୍ଥାନ ଭାବେ ଜଣାଶୁଣା ରାଜଭବନରେ ମଧ୍ୟ କରୋନା…

ଲିଙ୍ଗରାଜଙ୍କ ଶୀତଳ ଷଷ୍ଠୀକୁ ମିଳିଲା ଅନୁମତି: ବିନା ଶୋଭାଯାତ୍ରାରେ ହେବ ଶିବ ବିବାହ

ଭୁବନେଶ୍ୱର,୨୫।୫(ବ୍ୟୁରୋ)-ପ୍ରଭୁ ଲିଙ୍ଗରାଜଙ୍କ ଶୀତଳ ଷଷ୍ଠୀ ଲାଗି ସୋମବାର ଅନୁମତି ମିଳିଛି। ଏ ନେଇ ବିଏମସି କମିଶନରଙ୍କ ପକ୍ଷରୁ କେତେକ ସର୍ତ୍ତମୂଳକ ଅନୁମତି ଦିଆଯାଇଛି। ନିର୍ଦ୍ଦିଷ୍ଟ କଟକଣା ସହ ଶିବ ବିବାହ ନୀତି ପାଳନ ହେବ। ବିନା ଶୋଭାଯାତ୍ରା ଓ ସାଜ ସଜ୍ଜାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri