Home Left

ଚାଇନାକୁ ଜବାବ ଦେବାକୁ ଯାଇ ସୀମାରେ ମୁତୟନ ହେଲେ ଅଧିକ ସେନା

ଲଦାଖ,୨୫।୫: ଭାରତୀୟ ସୀମା ଲଦାଖରେ ଚାଇନାର ବହୁ ସଂଖ୍ୟକ ସେନା ମୁତୟନ ହେବା ପରେ ଭାରତ ଏବେ ଏହାର କଡ଼ା ଜବାବ ଦେଇଛି। ଲଦାଖର ଚାଇନା ସୀମାରେ ଭାରତୀୟ ସେନା ପକ୍ଷରୁ ଅତ୍ୟଧିକ ସେନା ମୁତୟନ କରାଯାଇଥିବା ଜଣାପଡ଼ିଛି। କାରଣ ଚାଇନା…

ଝାରସୁଗୁଡା ବିମାନବନ୍ଦରରୁ ଉଡିଲା ବିମାନ

ଝାରସୁଗୁଡା ଅଫିସ,୨୫ା୫-ଝାରସୁଗୁଡାସ୍ଥିତ ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ବିମାନ ଚଳାଚଳ ଆରମ୍ଭ ହୋଇଛି। ସୋମବାର ଏହି ବିମାନବନ୍ଦରରୁ ନୂଆଦିଲ୍ଲୀ ଓ ହାଇଦ୍ରାବାଦକୁ ବିମାନ ଚଳାଚଳ କରିଛି। ତେବେ କୋଲକତାକୁ ଯିବାକୁ ଥିବା ବିମାନ ବାତିଲ ହୋଇଥିବା ବିମାନବନ୍ଦର କର୍ତୃପକ୍ଷ ସୂଚନା ଦେଇଛନ୍ତି।…

ଇଦ୍‌ରେ ଶୈଫ ବନିଲେ ରୋଷେୟା

ମୁମ୍ବାଇ: ଦେଶରେ କରୋନା ଭାଇରସ ଯୋଗୁ ଲକ୍‌ଡାଉନ ଚାଲିଥିବାରୁ ଏଥର ଇଦ୍‌ ପର୍ବ ସମାନ୍ୟ ଫିକା ପଡିଯାଇଛି। ବିଶେଷ ଭାବେ ମାୟାନଗରୀରେ ସେଲିବ୍ରିଟିମାନେ ନିଜ ନିଜ ଘରେ ଇଦ୍‌ ପାଳନ କରିଛନ୍ତି। ଆଉ ଏଥର ଇଦ୍‌ରେ ବଲିଉଡ୍‌ ନାୟକ ଶୈଫ ଅଲି…

ଶ୍ରମିକ ସ୍ପେଶାଲ ଟ୍ରେନ୍‌ରେ ଜନ୍ମ ନେଲେଣି ୩୦ ଶିଶୁ: ନାମ ରଖାଯାଇଛି ‘କରୋନା କୁମାରୀ’, ‘ଲକ୍‌ଡାଉନ ଯାଦବ’

ନୂଆଦିଲ୍ଲୀ,୨୫।୫: କରୋନା ସଂକ୍ରମଣକୁ ରୋକିବାକୁ ଦେଶରେ ଲକ୍‌ଡାଉନ ଚାଲିଥିବା ବେଳେ ବାହାର ରାଜ୍ୟରେ ଫସି ରହିଥିବା ଶ୍ରମିକମାନେ ଘରକୁ ଆସିବାକୁ ବ୍ୟତିବ୍ୟସ୍ତ ହୋଇ ପଡିଥିଲେ। ଏହି ସମୟରେ ପ୍ରବାସୀ ଶ୍ରମିକଙ୍କୁ ନିଜ ନିଜ ରାଜ୍ୟରେ ପହଞ୍ଚାଇବା ପାଇଁ ସରକାରଙ୍କ ତରଫରୁ ଶ୍ରମିକ…

ଟେଷ୍ଟ ଅଧିନାୟକ ହେବାକୁ ଏଲ୍‌ଗାରଙ୍କ ଇଚ୍ଛା

ଜୋହାନ୍ସବର୍ଗ,୨୫।୫(ପି.ଟି.): ଦକ୍ଷିଣ ଆଫ୍ରିକା ଟେଷ୍ଟ ଅଧିନାୟକ ହେବାକୁ ଓପନର ଡିନ୍‌ ଏଲ୍‌ଗାର ଇଚ୍ଛା ଜାହିର କରିଛନ୍ତି। ସ୍ବତଃପ୍ରବୃତ୍ତ ଭାବେ ମୋ ପାଖରେ ନେତୃତ୍ୱ ନେବାର କଳା ରହିଛି। ଯଦି ନେତୃତ୍ୱ ପ୍ରଦାନ କରାଯାଏ ତାହାଲେ କଠିନ ପରିଶ୍ରମ କରିବି ଓ ସଫଳ…

ଭାରତ ପାଇଁ ଟି୨୦ ଖେଳିବାକୁ ପ୍ରସ୍ତୁତ: ହରଭଜନ

ନୂଆଦିଲ୍ଲୀ,୨୫।୫: ପୂର୍ବତନ ଅଫ୍‌ ସ୍ପିନର ହରଭଜନ ସିଂ ପୁଣି ଥରେ ଭାରତ ପାଇଁ ଖେଳିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ଭାରତ ପାଇଁ ପୁଣି ଖେଳିବାକୁ ପ୍ରସ୍ତୁତ ଓ ସମ୍ପୂର୍ଣ୍ଣ ଭାବେ ଫିଟ୍‌ ଅଛି ବୋଲି ସେ କହିଛନ୍ତି। ଆସନ୍ତା ଜୁଲାଇରେ ସେ…

କ୍ରୀଡ଼ା ଜଗତରେ ଶୋକର ଛାୟା

ନୂଆଦିଲ୍ଲୀ,୨୫।୫: ବଲବୀର ସିଂଙ୍କ ପରଲୋକରେ ସାରା କ୍ରୀଡ଼ା ଜଗତରେ ଶୋକର ଛାୟା ଖେଳିଯାଇଛି। ଭାରତୀୟ କ୍ରିକେଟ ଅଧିନାୟକ ବିରାଟ କୋହଲିଙ୍କ ଠାରୁ ଆରମ୍ଭ କରି ମହିଳା ସ୍ପ୍ରିଣ୍ଟର ଦୂତୀ ଚାନ୍ଦ, ରେସଲର ବଜରଙ୍ଗ ପୁନିଆ, ତାରକା ବକ୍ସା ବଜେନ୍ଦର ସିଂ, ପୂର୍ବତନ…

ବଲବୀର ଦେଶର ଗର୍ବ, ଗୌରବ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୫।୫(ପି.ଟି.): କିମ୍ବଦନ୍ତୀ ହକି ଖେଳାଳି ବଲବୀର ସିଂଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକ ବ୍ୟକ୍ତ କରିଛନ୍ତି। ସେ ଜଣେ ଉଚ୍ଚକୋଟୀର ଖେଳାଳି ହେବା ସଙ୍ଗେ ସଙ୍ଗେ ଜଣେ ସଫଳ କୋଚ୍‌ ଥିଲେ। କ୍ରମାଗତ ୩ଟି ଅଲିମ୍ପିକ୍ସ ସ୍ବର୍ଣ୍ଣ ପଦକ ଜିତିଥିବା…

ହକି କିମ୍ବଦନ୍ତୀ ବଲବୀର ସିଂଙ୍କ ପରଲୋକ: ଏକ ଯୁଗର ଅନ୍ତ ଘଟିଲା

ଚଣ୍ଡିଗଡ଼,୨୫।୫(ପି.ଟି.): ଭାରତର ଅନ୍ୟତମ ସର୍ବକାଳୀନ ମହାନ୍‌ ହକି ଖେଳାଳି ବଲବୀର ସିଂ ସିନିୟରଙ୍କ ପରଲୋକ ଘଟିଛି। ୩ଥର ଅଲିମ୍ପିକ ସ୍ବର୍ଣ୍ଣ ପଦକ ହାସଲ କରିଥିବା ହକିର ଏହି କିମ୍ବଦନ୍ତୀ ପୁରୁଷ ସୋମବାର ସକାଳ ୬.୩୦ରେ ସ୍ଥାନୀୟ ଫୋର୍ଟିସ ହସ୍ପିଟାଲରେ ୯୬ ବର୍ଷ…

ଲକ୍‌ଡାଉନ ଯୋଗୁ କ୍ଷତି ସହିଲେଣି ଘୋଡ଼ା ମାଲିକ

ଭୋପାଳ,୨୫।୫: ମଧ୍ୟପ୍ରଦେଶରେ ଅଧିକାଂଶ ସ୍ଥାନରେ ବିବାହ ପାଇଁ ଘୋଡ଼ାର ବ୍ୟବହାର କରାଯାଇଥାଏ। ଆଉ ଘୋଡ଼ାକୁ ଭଡାରେ ଲଗାଇ ଦି ପଇସା ରୋଜଗାର କରୁଥିବା ଘୋଡ଼ା ମାଲିକମାନେ ଏବେ ବହୁ କ୍ଷତି ସହିଥିବା କହିଛନ୍ତି। କରୋନା ଭାଇରସ ସଂକ୍ରମଣ ଯୋଗୁ ଦେଶରେ ଲକ୍‌ଡାଉନ୍‌…

ମଙ୍ଗଳବାରରୁ ମାଟ୍ରିକ ଖାତା ମୂଲ୍ୟାୟନ: ସାମାଜିକ ଦୂରତ୍ୱ ଉପରେ ଗୁରୁତ୍ୱ

ଭୁବନେଶ୍ୱର, ୨୫।୫(ବ୍ୟୁରୋ): ମଙ୍ଗଳବାରଠାରୁ ମାଟ୍ରିକ ଖାତା ମୂଲ୍ୟାୟନ ଆରମ୍ଭ ହେବ। ସକାଳ ୧୦ଟାରୁ ଦିନ ୩ଟା ମଧ୍ୟରେ ଖାତା ମୁଲ୍ୟାୟନ ହେବ। ସାମାଜିକ ଦୂରତ୍ୱ ବଜାୟ ରଖିବା ପାଇଁ କମ୍‌ ପରୀକ୍ଷକ ଖାତା ଦେଖିବେ। ଏ ନେଇ ସୂଚନା ଦେଇଛନ୍ତି ମାଧ୍ୟମିକ…

ଫନୀ କ୍ଷତିଗ୍ରସ୍ତଙ୍କୁ ନ୍ୟାୟ ପ୍ରଦାନ ଦାବିରେ ଧାରଣା

ସାକ୍ଷୀଗୋପାଳ, ୨୫।୫(ଡି.ଏନ୍‌.ଏ.): ବାତ୍ୟା ‘ଫନୀ’କୁ ବର୍ଷେ ବିତିଯାଇଥିଲେ ମଧ୍ୟ କ୍ଷତିଗ୍ରସ୍ତ ଗରିବ ଲୋକମାନେ ସରକାରୀ ସହାୟତା ପାଇବାରୁ ବଞ୍ଚିତ ହୋଇଛନ୍ତି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ସେମାନଙ୍କ ଦାବି ପୂରଣ ହେଉ ନାହିଁ। ଏଭଳି ସ୍ଥିତିରେ ପୂର୍ବରୁ ଚେତାବନୀ ଦେଇଥିବା ଫନୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri