Home Left

ଏନ୍‌ସିଏଲ୍‌ଟି ମାମଲାରେ ଅନୀଲ ଅମ୍ବାନୀଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୩୧।୮: ଅନୀଲ ଅମ୍ବାନୀଙ୍କ ଗ୍ରୁପ କମ୍ପାନୀକୁ ନ୍ୟାଶନାଲ କମ୍ପାନୀ ଲ ଟ୍ରିବ୍ୟୁନାଲ(ଏନ୍‌ସିଏଲ୍‌ଟି)କୁ ପଠାଇବା ମାମଲାରେ ତାଙ୍କୁ ବର୍ତ୍ତମାନ ଆଶ୍ୱସ୍ତି ମିଳିଛି। ଅନୀଲଙ୍କ ଗ୍ରୁପର ରିଲାଏନ୍ସ ହୋମ୍‌ ଫାଇନାନ୍ସ ଲିମିଟେଡ(ଆର୍‌ଏଚ୍‌ଏଫ୍‌ଏଲ୍‌) ଏବଂ ରିଲାଏନ୍ସ କମର୍ସିଆଲ ଫାଇନାନ୍ସ ଲିମିଟେଡ(ଆର୍‌ସିଏଫ୍‌ଏଲ୍‌) ଭଳି ୨ କମ୍ପାନୀକୁ ଏନ୍‌ସିଏଲ୍‌ଟିକୁ…

ଏହି ଭାରତୀୟଙ୍କୁ ଭଗବାନ ପରି ମାନେ ଚାଇନା, ଜାଣନ୍ତୁ କାହିଁକି

ଭାରତ ଏବଂ ଚାଇନା ମଧ୍ୟରେ ବର୍ତ୍ତମାନ ସୀମା ବିବାଦ ଲାଗିରହିଛି। ତେବେ ଏମିତି ଏକ ସମୟ ଥିଲା ଯେତେବେଳେ ଚାଇନାବାସୀ ଭାରତୀୟମାନଙ୍କୁ ବହୁତ ସମ୍ମାନ କରୁଥିଲେ। ଭଗବାନଙ୍କ ପରି ହେବାକୁ ବିଶ୍ୱାସ କରୁଥିଲେ। ଏହାର ମୁଖ୍ୟ କାରଣ ଥିଲା ଡ. ଦ୍ୱାରିକାନାଥ…

ଖେଳନା ନୁହେଁ ‘ପରୀକ୍ଷା ପେ ଚର୍ଚ୍ଚା’ ଶୁଣିବାକୁ ଚାହାନ୍ତି ଛାତ୍ରୀଛାତ୍ର

ନୂଆଦିଲ୍ଲୀ, ୩୧।୮(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍‌ କୀ ବାତ୍‌ କାର୍ଯ୍ୟକ୍ରମରେ ଖେଳନା ଉପରେ ବହୁତ କଥା କହିଛନ୍ତି। ଷ୍ଟାର୍ଟଅପ୍‌ମାନେ ଖେଳନା ଉତ୍ପାଦନରେ ସାମିଲ ହେବା ଲାଗି ସେ ଆହ୍ବାନ ଦେଇଥିଲେ। କରୋନା ମହାମାରୀ ସମୟରେ ଏନ୍‌ଇଇଟି ଏବଂ ଜେଇଇ ପରୀକ୍ଷା…

ବ୍ୟାଙ୍କ ମୁଖ୍ୟଙ୍କୁ ଭେଟିବେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୩୧।୮: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସେପ୍ଟେମ୍ବର ୩ରେ ବ୍ୟାଙ୍କ ମୁଖ୍ୟଙ୍କୁ ଭେଟିବାର କାର୍ଯ୍ୟକ୍ରମ ସ୍ଥିର ହୋଇଛି। ଏହି ବୈଠକରେ ଋଣ ପୁନର୍ଗଠନ ଯୋଜନା ଉପରେ ସମୀକ୍ଷା ହେବ ବୋଲି ଜଣାପଡିଛି। ଋଣ ପୁନର୍ଗଠନ ଯୋଜନା କାର୍ଯ୍ୟକାରୀ ହେଲେ ଏହା ଦ୍ୱାରା ଲୋକମାନେ…

ବିଶ୍ୱର ଖେଳନା ହବ୍‌ ହୋଇପାରିବ ଭାରତ

ନୂଆଦିଲ୍ଲୀ, ୩୧।୮(ପି.ଟି.): ବିଶ୍ୱରେ ୭ ଲକ୍ଷ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ଖେଳନା ବଜାର ରହିଥିବାବେଳେ ଏଥିରେ ଭାରତର ଅଂଶ ନଗଣ୍ୟ। ଭାରତକୁ ବିଶ୍ୱର ଖେଳନା କେନ୍ଦ୍ରରେ ପରିଣତ କରିବା ପାଇଁ ପ୍ରତିଭା ଓ ସାମର୍ଥ୍ୟ ରହିଛି। ଷ୍ଟାର୍ଟଅପ୍‌ ଏବଂ ଉଦ୍ୟୋଗୀମାନେ ଏଥିପାଇଁ…

ଶ୍ରୀମନ୍ଦିରରେ ମାରା ହେଲା ଭୋଗ

ପୁରୀ ଅଫିସ, ୩୧।୮: ଦୀର୍ଘଦିନ ପରେ ଶ୍ରୀମନ୍ଦିରରେ ଭୋଗ ମାରା ହୋଇଛି। ଜଣେ ସେବାୟତଙ୍କ ପାଇଁ ଶନିବାର ରାତିରେ ପ୍ରାୟ ୨ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ମହାପ୍ରଭୁଙ୍କ ନୀତିକାନ୍ତି ବିଳମ୍ବ ହୋଇଥିଲା। ଫଳରେ ଠାକୁରଙ୍କ ରାତ୍ରପହୁଡ଼ ହୋଇପାରି ନ ଥିଲା। ସେହିପରି ଭୋଗ…

ଆଜିଠାରୁ ସେପ୍ଟେମ୍ବର ୨ ଯାଏ ବର୍ଷା

ଭୁବନେଶ୍ୱର,୩୧।୮(ବ୍ୟୁରୋ): ରାଜ୍ୟରେ ବନ୍ୟା ଦାଉ ସାଜିଥିବାବେଳେ ସୋମବାରଠାରୁ ବର୍ଷା ହେବାର ସମ୍ଭାବନା ରହିଛି। ଫଳରେ ବିପନ୍ନଙ୍କ ଦୁର୍ଦ୍ଦଶା ଆହୁରି ବଢ଼ିବ। ପାଣିପାଗ ବିଭାଗ ପକ୍ଷରୁ କରାଯାଇଥିବା ପୂର୍ବାନୁମାନ ଅନୁଯାୟୀ ରାଜ୍ୟରେ ଦକ୍ଷିଣପଶ୍ଚିମ ମାୈସୁମୀ ବାୟୁ ସକ୍ରିୟ ରହିଛି। ଏଥିସହିତ ମଧ୍ୟ ପ୍ରଦେଶ…

ମୁଣ୍ଡ ଗୁଞ୍ଜିବାକୁ ଠିକଣା ଖୋଜା

ଯାଜପୁର ଅଫିସ/ବରୀ,୩୧।୮ (ଡି.ଏନ.ଏ.): ଯାଜପୁର ଜିଲା ଦେଇ ପ୍ରବାହିତ ବ୍ରାହ୍ମଣୀ ଓ ବୈତରଣୀ ନଦୀର ଜଳପତ୍ତନ ହ୍ରାସ ହେବା ପରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ହୋଇଛି। ତେବେ ପ୍ରଳୟଙ୍କରୀ ବନ୍ୟା ଯୋଗୁ ଜିଲାରେ ସୃଷ୍ଟି ହୋଇଥିବା ୩୦ ଘାଇ ଦ୍ୱାରା ନିର୍ଗତ…

ଦ୍ୱିତୀୟ ଟି୨୦: ଇଂଲଣ୍ଡ ବିଜୟୀ

ମାଞ୍ଚେଷ୍ଟର,୩୧।୮(ପି.ଟି.): ସ୍ଥାନୀୟ ଓଲ୍ଡ ଟ୍ରାଫୋର୍ଡ ଗ୍ରାଉଣ୍ଡରେ ରବିବାର ଅନୁଷ୍ଠିତ ପାକିସ୍ତାନ ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଘରୋଇ ଇଂଲଣ୍ଡ ୫ ଉଇକେଟରେ ବିଜୟ ହାସଲ କରିଛି। ଫଳରେ ୩ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜରେ ଦଳ ୧-୦ରେ ଅଗ୍ରଣୀ ହାସଲ କରିଛି।…

ବନ୍ୟାବିପନ୍ନଙ୍କୁ ପୂର୍ଣ୍ଣିମା ଭୟ

ଭୁବନେଶ୍ୱର,୩୧।୮(ବ୍ୟୁରୋ): ରାଜ୍ୟରେ ଦୁଇ ତିନି ଦିନ ହେବ ବର୍ଷା ନାହିଁ। ତେବେ ଗତ ଲଘୁଚାପଜନିତ ବର୍ଷା ଉତ୍ତର ଓ ଉପକୂଳ ଓଡିଶା ପାଇଁ ଭୟଙ୍କର ଜଳ ପ୍ରଳୟ ସୃଷ୍ଟି କରିଛି। ବ୍ରାହ୍ମଣୀ, ବୈତରଣୀ, ବୁଢାବଳଙ୍ଗ, ଖରସ୍ରୋତା, ଜଳକା ନଦୀରେ ବନ୍ୟା ସୁଧାର…

ଅନ୍‌ଲାଇନ୍‌ ଚେସ୍‌ ଅଲିମ୍ପିଆଡ୍‌: ଭାରତ-ରୁଷିଆ ଯୁଗ୍ମ ବିଜେତା

ଚେନ୍ନାଇ, ୩୧ା୮ (ପି.ଟି.)- ଇଣ୍ଟରନେଟ୍‌ରେ ବିଭ୍ରାଟ ଓ ସର୍ଭର ସହିତ ଯୋଗାଯୋଗ ବ୍ୟାହତ ହେବାରୁ ଭାରତ ଓ ରୁଷିଆକୁ ୨୦୨୦ ଅନ୍‌ଲାଇନ୍‌ ଚେସ୍‌ ଅଲିମ୍ପିଆଡର ଯୁଗ୍ମ ଚାମ୍ପିୟନ ଘୋଷଣା କରାଯାଇଛି। ଫାଇନାଲ ଖେଳ ଚାଲିଥିବା ବେଳେ ସର୍ଭର ସହିତ ଯୋଗାଯୋଗ ବିଚ୍ଛିନ୍ନ…

ଜୁଭେଣ୍ଟସ୍‌ରେ ପ୍ରଥମ ଆମେରିକୀୟ ଖେଳାଳି

ତୁରିନ୍‌, ୩୧ା୮ (ଏପି)-ଜୁଭେଣ୍ଟସ ଫୁଟ୍‌ବଲ ଦଳରେ ଯୋଗଦାନ କରିବାରେ ପ୍ରଥମ ଆମେରିକୀୟ ଖେଳାଳି ହେଉଛନ୍ତି ମିଡ୍‌ଫିଲ୍ଡର ଓ୍ବେଷ୍ଟର୍ନ ମ୍ୟାକେନି। ଗୁରୁବାର ତୁରିନ୍‌ରେ ପହଞ୍ଚତ୍ବା ପରେ ୯ଥର ସିରିଜ ଏ’ ଚାମ୍ପିୟନ ଦଳ ତରଫରୁ ତାଙ୍କର କିଛି ଫଟୋ ପୋଷ୍ଟ କରିଥିଲା। ମ୍ୟାକେନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?