କରୋନା ମାଡ଼: ଖାତାଦେଖା, ପରୀକ୍ଷା, ନୂଆ ନାମଲେଖା ପାଇଁ ଚାପରେ ସରକାର
ଭୁବନେଶ୍ୱର,୨୫।୫(ବ୍ୟୁରୋ): ଲକ୍ଡାଉନ ଦେଶର ବିଭିନ୍ନ କ୍ଷେତ୍ର ଉପରେ ବ୍ୟାପକ ପ୍ରଭାବ ପକାଇଛି। ସମାନଭାବେ ଶିକ୍ଷା କ୍ଷେତ୍ର ଉପରେ ଏହା ବିଶେଷ ପ୍ରଭାବ ପକାଇଥିବା ଯୋଗୁ ଛାତ୍ରୀଛାତ୍ରମାନଙ୍କ ଭବିଷ୍ୟତ ପାଠପଢ଼ା ବର୍ତ୍ତମାନ ଦିଗହରା ହୋଇଛି। ଏବେ ସୁଦ୍ଧା ବିଭିନ୍ନ ଶ୍ରେଣୀର ପରୀକ୍ଷାଫଳ ବାହାରି…
ଓମ୍ଫେଡ୍ ଜାରି କଲା ନୂତନ ଗାଇଡ୍ଲାଇନ: ଡାଏରୀ ପଏଣ୍ଟରୁ ସିଧାସଳଖ କିଣିହେବ ଓମ୍ଫେଡ୍ ସାମଗ୍ରୀ
ଭୁବନେଶ୍ୱର,୨୫।୫(ବ୍ୟୁରୋ): ଓମ୍ଫେଡ୍ ହୋଲ୍ସେଲର, ରିସେଲର୍ମାନଙ୍କ ଲାଗି ଏକ ନୂଆ ଗାଇଡ୍ଲାଇନ ରବିବାର ଜାରି କରାଯାଇଛି। ଏହି ପରିବର୍ତ୍ତିତ ଗାଇଡ୍ଲାଇନ ଅନୁଯାୟୀ, ସମସ୍ତ ବ୍ୟକ୍ତି, ଫାର୍ମ ଏଜେନ୍ସି, ହୋଲ୍ସେଲର ଏବଂ ଡିଷ୍ଟ୍ରିବ୍ୟୁଟର ଓମ୍ଫେଡ୍ର ସବୁ ପ୍ରକାର ଜିନିଷକୁ ରାଜ୍ୟର ଯେକୌଣସି ଡାଏରୀ ପଏଣ୍ଟରୁ…
ଅଂଶୁଘାତ ମୁକାବିଲା ପାଇଁ ଜିଲାପାଳଙ୍କୁ ନିର୍ଦ୍ଦେଶ: ତୁରନ୍ତ ଅଚଳ ନଳକୂପ, ପାନୀୟ ଜଳ ପ୍ରକଳ୍ପ ମରାମତି କରିବାକୁ ପରାମର୍ଶ
ଭୁବନେଶ୍ୱର,୨୫।୫(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହେଲାଣି। ପ୍ରବଳ ତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ଆସନ୍ତା ୨୮ତାରିଖ ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ, ପଶ୍ଚିମ ଏବଂ ଉପକୂଳ ଓଡ଼ିଶାର ୧୦ଟି ଜିଲାରେ ଗ୍ରୀଷ୍ମ ପ୍ରବାହ ଅଧିକ ରହିବ। ଏପିରି କି ପାରଦ…
‘ଉମଙ୍ଗ’ରେ ଭୁବନେଶ୍ୱର ପାଣିପାଗ କେନ୍ଦ୍ର
ଭୁବନେଶ୍ୱର,୨୫।୫(ବ୍ୟୁରୋ): ମୋବାଇଲ୍ ଆପ୍ ମାଧ୍ୟମରେ ମିଳିବ ପାଣିପାଗର ଆଗୁଆ ସୂଚନା। ଏଣିକି ଘରେ ବସି ଜାଣିହେବ ପାଣିପାଗର ଟିକିନିଖି ସୂଚନା। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଡିଜିଟାଲ ଇଣ୍ଡିଆ ମାଧ୍ୟମରେ ୨୦୧୭ରେ ପ୍ରସ୍ତୁତ ହୋଇଥିବା ଉମଙ୍ଗ ଆପ୍ରେ ଏବେ ଭୁବନେଶ୍ୱର ପାଣିପାଗ…
୪ ଦିନ ୧୦ ଜିଲାରେ ହିଟ୍ ୱେଭ୍
ଭୁବନେଶ୍ୱର,୨୫।୫(ବ୍ୟୁରୋ): ସାରା ରାଜ୍ୟରେ ଅସମ୍ଭାଳ ହୋଇପଡ଼ିଛି ଖରା ତାତି। ଗତ ଦୁଇଦିନ ହେଲା ୪୫ ଡିଗ୍ରୀ ଉପରେ ପାରଦ ରହିଥିବାବେଳେ ରବିବାର ମଧ୍ୟ ୧୪ ସହରରେ ତାପମାତ୍ରା ୪୦ ଡିଗ୍ରୀ ଡେଇଁଥିଲା। ତାଳଚେରରେ ୪୪.୪ ଡିଗ୍ରୀ, ବଲାଙ୍ଗୀର ଓ ଭବାନୀପାଟଣାରେ ୪୪,…
ଓ୍ବାର୍କ ଫ୍ରମ୍ ହୋମ୍ ଚାକିରି ଲାଗି ଅଧିକ ଲୋକ ସର୍ଚ୍ଚ କରୁଛନ୍ତି
ନୂଆଦିଲ୍ଲୀ,୨୪।୫: କରୋନା ଯୋଗୁ ସାରା ଦେଶ ଲକ୍ଡାଉନ ହେବା ପରେ ବର୍ତ୍ତମାନ ଲୋକଙ୍କୁ ଘରୁ କାମ(ଓ୍ବାର୍କ ଫ୍ରମ୍ ହୋମ୍) କରିବାକୁ ପଡୁଛି। ଅସୁବିଧା ପାଇଁ ଏଭଳି କରିବାକୁ ପଡୁଥିବା ବେଳେ ଏହା ଧୀରେ ଧୀରେ ଟ୍ରେଣ୍ଡରେ ପରିବର୍ତ୍ତନ ହେବା ଭଳି ଦେଖାଗଲାଣି।…
ଆମ୍ବୁଲାନ୍ସ ଆସିଲାନି: ବିଡିଓଙ୍କ ସରକାରୀ ଗାଡିରେ ଡାକ୍ତରଖାନା ଗଲେ ମହିଳା
ସୋର, ୨୫ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ବ୍ଲକ ଅଧୀନ ସରଶଂଖ ଗ୍ରାମରେ ଥିବା ସଂଗରୋଧ କେନ୍ଦ୍ରରେ ଶନିବାର ମଧ୍ୟରାତ୍ରିରେ ଜଣେ ମହିଳା ଅନ୍ତେବାସିନୀଙ୍କ ପେଟରେ ଯନ୍ତ୍ରଣା ହେବାରୁ ତାଙ୍କୁ ବିଡିଓ ସରକାରୀ ଗାଡିରେ ବାଲେଶ୍ୱର କୋଭିଡ୍ କେୟାର ସେଣ୍ଟରକୁ ସ୍ଥାନାନ୍ତର କରିଛନ୍ତି। ଏହି…
ମନ୍ଦିର, ମସ୍ଜିଦ୍ରେ ୧୪୪ ଧାରା ଜାରି କଲା ପ୍ରଶାସନ
ଭଦ୍ରକ ଅଫିସ, ୨୫ା୫- ମହାମାରୀ କରୋନା ପାଇଁ ଏଥର ସବୁ ମନ୍ଦିର ଓ ମସ୍ଜିଦ୍ରେ ୧୪୪ ଧାରା ଜାରି ହୋଇଛି। ଏଥିଯୋଗୁ ସୋମବାର ପାଳନ ହେବାକୁ ଥିବା ଇଦ୍ ପର୍ବ ଏକ ପ୍ରକାର ଫିକା ପଡ଼ିବ ବୋଲି କୁହାଯାଉଛି। ଇଦ୍ ପର୍ବରେ…
ନୂଆ ରୂପରେ ଟି୧୦ କ୍ରିକେଟ
କିଙ୍ଗଷ୍ଟନ, ୨୫ା୫ (ଏଏଫ୍ପି)- କରୋନାଭାଇରସ୍ ଯୋଗୁ ନୂଆ ରୂପରେ ଦେଖିବାକୁ ମିଳୁଛି ଟି୧୦ କ୍ରିକେଟ। ଷ୍ଟାଡିୟମରେ ସମର୍ଥକ ଉପସ୍ଥିତ ନାହାନ୍ତି। ବଲ୍କୁ ଚକ୍ଚକ୍ କରିବା ଲାଗି ବୋଲରମାନେ ସାଲିଭା (ପାଟିର ଲାଳ) ବ୍ୟବହାର ଉପରେ କଟକଣା ରହିଛି। ବାଉଣ୍ଡାରିି ଲାଇନ୍ରେ ସାନିଟାଇଜର…
ପାଲାରେ ତାଲା: ପରିବା ବିକୁଛନ୍ତି ଗାୟକ, ବାୟକ
ବଇଣ୍ଡା,୨୫ା୫(ପରିକ୍ଷିତ ସାହୁ): ଦିନେ ତାଙ୍କ ଉପସ୍ଥିତି ପରିବେଶକୁ ପବିତ୍ର କରିଦେଉଥିଲା। ମନରେ ଧାର୍ମିକ ଭାବନା ଉଦ୍ରେକ କରୁଥିଲା। ତାଙ୍କ ଚରଣ ଓ ଚାମର ସ୍ପର୍ଶ ପାଇଁ ଆପେ ଆପେ ମଥା ନଇଁଯାଉଥିଲା। ହେଲେ ଆଜି ବଦଳି ଯାଇଛି ସେହି ସମୟ। କେଉଁଠି…
୨ ସ୍ବାସ୍ଥ୍ୟକର୍ମୀଙ୍କୁ କରୋନା, ଜଗନ୍ନାଥପ୍ରସାଦ ଶଟ୍ଡାଉନ୍
ଜଗନ୍ନାଥପ୍ରସାଦ,୨୫ା୫(ଡି.ଏନ୍.ଏ.)- ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଅଞ୍ଚଳରେ କାର୍ଯ୍ୟରତ ୨ଜଣ ପୁରୁଷ ସ୍ବାସ୍ଥ୍ୟକର୍ମୀଙ୍କ ସ୍ବାବ୍ ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ପଠାଯାଇଥିଲା। ଶନିବାର ରାତିରେ ରିପୋର୍ଟ ପଜିଟିଭ ଆସିବା ପରେ ସେମାନଙ୍କୁ ସଙ୍ଗେ ସଙ୍ଗେ ବ୍ରହ୍ମପୁରସ୍ଥିତ କୋଭିଡ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।…
ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ମିଳିଲା ରାଶନକାର୍ଡ
ବାଲିଗୁଡା,୨୫ା୫(ଡି.ଏନ୍.ଏ.)- ବାଲିଗୁଡା ଏନ୍ଏସି ୬ନଂ. ଓ୍ବାର୍ଡର ଶିବ ପ୍ରସାଦ ପଟ୍ଟନାୟକ ରାଶନକାର୍ଡ ପାଇବାକୁ ଯୋଗ୍ୟ ଥାଇ ମଧ୍ୟ ପାଇ ନ ଥିଲେ। ଶିବପ୍ରସାଦ ବାଲିଗୁଡା ବଜାରରେ ଏକ ଛୋଟ ଘଣ୍ଟା ମରାମତି ଦୋକାନ କରି ପରିବାର ଚଳାନ୍ତି। ଘର ନ ଥିବାରୁ…
Archives


