Home Left

ପ୍ରେମିକାଙ୍କୁ ଭେଟିବାକୁ ଆସିଥିଲେ, ବାହାହୋଇ ଫେରିଲେ

ଅମରପାଲି,୨୪ା୫(ଡି.ଏନ.ଏ.): କୋଭିଡ୍‌-୧୯ କଟକଣା ଯୋଗୁ ଯାନବାହନ ଚଳାଚଳ ବନ୍ଦ ରହିଛି। ଏପରି ପରିସ୍ଥିତି ଯୋଗୁ ଜଣେ ଯୁବକ ନିଜ ପ୍ରେମିକାଙ୍କୁ ବହୁ କଷ୍ଟରେ ଦେଖା କରିବାକୁ ଆସିଥିଲେ। ହେଲେ ଏ କଥା ଗ୍ରାମବାସୀ ଜାଣିବା ପରେ ସମ୍ପୃକ୍ତ ଯୁବକଙ୍କ ସହିତ ତାଙ୍କ…

କରୋନା ଯୋଦ୍ଧାଙ୍କ ପାଇଁ ଗୀତ ଗାଇଲେ ମାଧୁରୀ

ମୁମ୍ବାଇ: କରୋନା ସଂକ୍ରମଣକୁ ନେଇ ସାରା ଦେଶରେ ଲକ୍‌ଡାଉନ ଚାଲିଛି। ଏହି ସମୟରେ ଘରେଥିବା ଲୋକେ ସୁରକ୍ଷିତ ରହିଛନ୍ତି। କାରଣ କରୋନା ଯୋଦ୍ଧା ହସ୍ପିଟାଲରେ ଓ ରାସ୍ତା ଉପରେ ରହି ଆମକୁ ସୁରକ୍ଷା ଦେଉଛନ୍ତି। ଏହି କରୋନା ଯୋଦ୍ଧାଙ୍କ ଉଦ୍ଦେଶ୍ୟରେ ବଲିଉଡ୍‌…

ଜାଣନ୍ତି ଆଜିପର୍ଯ୍ୟନ୍ତ କାହିଁକି ପାଣିରୁ ବାହାର କରାଯାଇନାହିଁ ଟାଇଟନିକ୍‌ ଜାହାଜ

ଟାଇଟନିକ୍‌ ଜାହାଜ ବିଷୟରେ ଜାଣିଥିବେ ନିଶ୍ଚିତ। ଯାହା ଉପରେ ଫିଲ୍ମ ନିର୍ମାଣ କରାଯାଇଥିଲା। ଟାଇଟନିକ୍‌ ବିଶ୍ୱର ବୃହତ୍ତମ ଜାହାଜ ଭାବେ ପରିଚିତ ହେବା ଆଜକୁ ୧୦୮ ବର୍ଷ ବିତିଗଲାଣି। ଏହା ୧୦ ଏପ୍ରିଲ ୧୯୧୨ରେ ବ୍ରିଟେନର ସାଉଥ୍‌ମ୍ପଟନ୍‌ ବନ୍ଦରରୁ ନ୍ୟୁୟର୍କ ଅଭିମୁଖେ…

ଷ୍ଟେଶନ-ବସ୍‌ଷ୍ଟାଣ୍ଡ-ବିମାନବନ୍ଦରକୁ ଯିବାକୁ ନାହିଁ କଟକଣା: ଗାଡ଼ିକୁ ମିଳିଲା ୨୪ ଘଣ୍ଟିଆ ପରିବହନ ଅନୁମତି

ଭୁବନେଶ୍ୱର,୨୪।୫(ବ୍ୟୁରୋ): ଷ୍ଟେଶନ, ବସ୍‌ଷ୍ଟାଣ୍ଡ ଓ ବିମାନବନ୍ଦରକୁ ଯିବାକୁ ଗାଡ଼ି କଟକଣା ନାହିଁ। ଟ୍ୟାକ୍ସି, ଅଟୋ, ବସ୍‌ ଯା’ଆସ କରିବାକୁ ୨୪ ଘଣ୍ଟିଆ ଅନୁମତି ମିଳିଛି। ଏଣୁ ସନ୍ଧ୍ୟା ୭ଟାରୁ ସକାଳ ୭ଟା ଯାଏ ସେମାନଙ୍କ ଉପରେ କର୍ଫ୍ୟୁ କଟକଣା ନାହିଁ। ଯାତ୍ରୀ…

ରାଜ୍ୟ ଭିତରେ ଚାଲିବ ଟ୍ରେନ୍‌

ଭୁବନେଶ୍ୱର,୨୪।୫(ବ୍ୟୁରୋ): ରାଜ୍ୟ ଭିତରେ ଟ୍ରେନ୍‌ ଚଳାଚଳ କରିପାରିବ। ଏଥିପାଇଁ ରାଜ୍ୟ ସରକାର ଅନୁମତି ଦେଇଛନ୍ତି। ରେଳ ବିଭାଗ ଏବଂ ଗୃହ ମନ୍ତ୍ରଣାଳୟ ଏସ୍‌ଓପି ଅନୁସାରେ ଟ୍ରେନ୍‌ ଚାଲିବ ବୋଲି ଏସ୍‌ଆର୍‌ସି ପ୍ରଦୀପ ଜେନା ରବିବାର ଆୟୋଜିତ ଖବରଦାତା ସମ୍ମିଳନୀରେ କହିଛନ୍ତି। ପ୍ରକାଶ…

ଏଣିକି ୧୪ ଦିନିଆ କ୍ୱାରାଣ୍ଟାଇନ୍‌: ୭ ଦିନ ମଧ୍ୟରେ ଲକ୍ଷଣ ପ୍ରକାଶ ନ ହେଲେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଯାଇପାରିବେ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ଗୋଟିଏ ପଟେ ରାଜ୍ୟକୁ ଫେରୁଥିବା ପ୍ରବାସୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିବା ବେଳେ ଅନ୍ୟପକ୍ଷେ ବଢ଼ୁଛି ସଂକ୍ରମିତଙ୍କ ଗଣନା। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂର୍ବରୁ ଥିବା ୧୪ ଦିନିଆ କ୍ୱାରାଣ୍ଟାଇନ୍‌ ଅବଧିକୁ ୨୧ ଦିନ ବଢ଼ାଇଥିଲେ। ହେଲେ ରବିବାର…

ରାଜ୍ୟରେ ଆହୁରି ବଢିବ କରୋନାର ପ୍ରକୋପ, ଭୟ କରିବାର ନାହିଁ: ଉଦ୍ଧବ ଠାକରେ

ମୁମ୍ବାଇ,୨୪।୫: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ରବିବାର କହିଛନ୍ତି ରାଜ୍ୟରେ ପୂର୍ବରୁ କରୋନା ସଂକ୍ରମଣ ଉଦ୍‌ବେଗଜନକ ସ୍ଥିତିରେ ରହିଛି। ଆଗାମୀ ଦିନରେ ରାଜ୍ୟରେ କରୋନାର ପ୍ରକୋପ ଆହୁରି ବୃଦ୍ଧି ପାଇବ। ହେଲ ଏହାକୁ ନେଇ ଭୟଭିତ ହେବାର ନାହିଁ। ସମସ୍ତେ ମିଶି…

କରୋନା ଭାଇରସ: ଦୃଷ୍ଟି ଆକର୍ଷଣ କରିବାକୁ ଖବର କାଗଜର ପ୍ରଥମ ପୃଷ୍ଠାରେ ଛପାଗଲା ମୃତକଙ୍କ ନାମ

ନ୍ୟୁୟର୍କ,୨୪।୫: ଆମେରିକା ସରକାରଙ୍କ ମୁଣ୍ଡ ବିଗାଡିଲାଣି କରୋନା ଭାଇରସ। ଏଠାରେ କରୋନା ଭାଇରସ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ କିଛି କମ୍‌ ନାହିଁ। ଏବେ ଆମେରିକାରେ କରୋନା ସଂକ୍ରମିତଥିବା ପାଖାପାଖି ୧ଲକ୍ଷ ଲୋକଙ୍କ ମୃତ୍ୟୁ…

କରୋନା ସଂକ୍ରମିତ ବ୍ୟବହାର ପରିପାରିବେ ନାହିଁ ମୋବାଇଲ୍‌ ଫୋନ

ଲକ୍ଷ୍ନୌ,୨୪।୫: ଉତ୍ତରପ୍ରଦେଶରେ କରୋନା ସଂକ୍ରମିତଙ୍କୁ ମୋବାଇଲ ବ୍ୟବହାର କରିବାକୁ ମନା କରାଯିବା ପରେ ଏବେ ଏହାକୁ ନେଇ ଆରମ୍ଭ ହୋଇଛି ରାଜନୀତି। ସମାଜବାଦୀ ପାର୍ଟି ମୁଖ୍ୟ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଏହାକୁ ନେଇ ଉତ୍ତରପ୍ରଦେଶ ସରକାରଙ୍କୁ ଟାର୍ଗେଟ କରିଛନ୍ତି।…

ବିଶ୍ୱର ସବୁଠୁ ଧନୀ ଜୁଆଡ଼ି, ଥରକେ ଜିତିଥିଲେ ୮୩ କୋଟି

ଓ୍ବାଶିଂଟନ୍‌: କୁହାଯାଏ, ଜୁଆ ଖେଳିଲେ ଲୋକେ ସର୍ବନାଶ ହୁଅନ୍ତି। ଅର୍ଥାତ୍‌ ସବୁ ସମ୍ପତ୍ତି ହରାଇ ବସନ୍ତି। ମାତ୍ର ଏମିତି ଜଣେ ଜୁଆଡ଼ି ଅଛନ୍ତି, ଯେ କି କୋଟିପତି। ଭାରତରେ ଜୁଆଖେଳକୁ ବେଆଇନ କୁହାଯାଇଥାଏ ମାତ୍ର ବିଶ୍ୱରେ ଅନେକ ଦେଶ ଅଛି, ଯେଉଁଠାରେ…

ସୁନାଗରିକ ଭାବେ ନିଜ ଅଞ୍ଚଳକୁ ଆସୁଥିବା ପ୍ରବାସୀଙ୍କ ସମ୍ପର୍କିତ ତଥ୍ୟ ସରକାରଙ୍କୁ ଦିଅନ୍ତୁ, କରୋନା ମୁକାବିଲାରେ ସହଯୋଗ କରନ୍ତୁ: ଏସ୍‌ଆର୍‌ସି

ଭୁବନେଶ୍ୱର,୨୪।୫(ବ୍ୟୁରୋ): ଆଗାମୀ ଦିନରେ କୌଣସି ବ୍ୟକ୍ତି ଯଦି ରାଜ୍ୟ ବାହାରୁ ଆସନ୍ତି ତାହାହେଲେ ଜଣେ ସୁନାଗରିକ ହିସାବରେ ଏ ସମ୍ପର୍କିତ ତଥ୍ୟ ନିକଟସ୍ଥ ପଞ୍ଚାୟତ ଅଥବା ସହରାଞ୍ଚଳ ଅଧିକାରୀଙ୍କୁ ଦେବାରେ ସାହାଯ୍ୟ କରନ୍ତୁ। ଦେଶର ବିଭିନ୍ନ ରାଜ୍ୟରୁ ଶ୍ରମିକ ଓ ପ୍ରବାସୀମାନେ…

ଆଜି ବିନା ସୂଚନାରେ ରାଜ୍ୟକୁ ଆସୁଛନ୍ତି ୨୦ ହଜାରରୁ ଅଧିକ ପ୍ରବାସୀ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ତେଲଙ୍ଗାନାରୁ ଶନିବାର ରାତିରୁ ଓଡ଼ିଶାକୁ ୧୨ଟି ସ୍ବତନ୍ତ୍ର ଟ୍ରେନ୍‌ ବାହାରିଛି। ଏହି ଟ୍ରେନ୍‌ ବିଷୟରେ ତେଲେଙ୍ଗାନା ସରକାରଙ୍କ ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ। ଭାରତୀୟ ରେଳବାଇ ପକ୍ଷରୁ ରାଜ୍ୟ ସରକାରଙ୍କୁ ଏ ନେଇ ସୂଚନା ମିଳିଛି। ୨୦ହଜାରୁ ଅଧିକ ପ୍ରବାସୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri