ସହରାଞ୍ଚଳରେ ୨ ଗୁଣ ବଢ଼ିଲେ ଇ-କମର୍ସ ଗ୍ରାହକ
ନୂଆଦିଲ୍ଲୀ,୩୦।୮:ମହାମାରୀ ସମୟରେ ସହରାଞ୍ଚଳଗୁଡିକରେ ଇ-କମର୍ସ କମ୍ପାନୀଗୁଡିକର କାରବାର ବେଶ୍ ଉନ୍ନତ ରହିଥିବା ଜଣାପଡିଛି। ସହରାଞ୍ଚଳରେ ଗତ ୩ ମାସରେ ଇ-କମର୍ସ ଗ୍ରାହକଙ୍କ ସଂଖ୍ୟା ୨ ଗୁଣ ବଢିଛି। ଇ-କମର୍ସର ପ୍ରାୟ ୫୦% ନୂଆ ଗ୍ରାହକ ଟାୟାର ୧ ଏବଂ ୨ ସହରରୁ…
ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନିଯୁକ୍ତିରେ ହେବ ପରିବର୍ତ୍ତନ
ନୂଆଦିଲ୍ଲୀ,୩୦।୮: କେନ୍ଦ୍ର ସରକାର ସରକାରୀ ନିଯୁକ୍ତିରେ ପରିବର୍ତ୍ତନ କରିବା ଲାଗି ଯୋଜନା ପ୍ରସ୍ତୁତ କରୁଛନ୍ତି। ସୂଚନା ମୁତାବକ, ରାଷ୍ଟ୍ରାୟତ୍ତ ଉଦ୍ୟୋଗ ଅଧ୍ୟକ୍ଷ ଏବଂ ଏମ୍ଡି ନିଯୁକ୍ତି କ୍ଷେତ୍ରରେ ଏଭଳି ପରିବର୍ତ୍ତନ ହେବ। ଏଭଳି ପଦକ୍ଷେପ ଦ୍ୱାରା ଟାଲେଣ୍ଟ ପୁଲ୍ର ସମ୍ପ୍ରସାରଣ କରିବାକୁ…
ପୋଲିସକୁ ଡରି ଲୁଚିଥିଲେ,ବାର୍ହା ଫାଶରେ ଜୀବନ ଗଲା: ସାନ ମୃତ, ବଡଭାଇ ଗୁରୁତର
ଗଞ୍ଜାମ,୩୦ା୮(ଡି.ଏନ୍.ଏ.)- ରମ୍ଭା ଥାନା ଗଞ୍ଜାମ ବ୍ଲକ ଗଡ଼ହୁମ୍ମାରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ବାର୍ହା ପାଇଁ ବସା ଯାଇଥିବା ଫାଶରେ ଲାଗି ସାନର ମୃତ୍ୟୁ ହୋଇଥିବାବେଳେ ବଡ ଗୁରୁତର ହୋଇଛି। ମୃତକ ହେଲେ ଲକ୍ଷ୍ମଣ ଜେନା(୨୮)। ବଡ଼ ପୁଅ ରାଜୁ…
ଜାତୀୟ କ୍ରୀଡ଼ା ପୁରସ୍କାର ଅର୍ଥରାଶିରେ ଆଶାତୀତ ବୃଦ୍ଧି
ନୂଆଦିଲ୍ଲୀ,୩୦।୮(ପି.ଟି.): ଜାତୀୟ କ୍ରୀଡ଼ା ପୁରସ୍କାର ଅର୍ଥ ରାଶିରେ ଆଶାତୀତ ବୃଦ୍ଧି କରାଯାଇଛି। ଏ ନେଇ କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ୍ ରିଜିଜୁ ଶନିବାର ଆନୁଷ୍ଠାନିକ ଭାବେ ଘୋଷଣା କରିଛନ୍ତି। ତେବେ ୭ଟିରୁ ୪ଟି ବର୍ଗରେ ପୁରସ୍କାର ଅର୍ଥରାଶି ବୃଦ୍ଧି କରାଯାଇଛି। ଦେଶର ସର୍ବୋଚ୍ଚ…
ଲୋୟର ସୁକ୍ତେଲ ପ୍ରକଳ୍ପ: ବୁଡି ଅଞ୍ଚଳବାସୀଙ୍କ ସହ ପୂର୍ବତନ ଏମ୍ପିଙ୍କ ଆଲୋଚନା
ବଲାଙ୍ଗୀର ଅଫିସ, ୩୦ା୮: ଲୋୟର ସୁକ୍ତେଲ ପ୍ରକଳ୍ପକୁ ନେଇ ପ୍ରକଳ୍ବ ପ୍ରଭାବିତ ବୁଡି ଅଞ୍ଚଳବାସୀଙ୍କ ସହ ପୂର୍ବତନ ଏମ୍ପି କଲିକେଶ ନାରାୟଣ ସିଂଦେଓ ଶନିବାର ଶୈଳଶ୍ରୀ ପ୍ୟାଲେସରେ ଆଲୋଚନା କରିଛନ୍ତି। ବୁଡିଅଞ୍ଚଳ ଅଗ୍ରଗାମୀ ସଂଘ ସଭାପତି ଉପେନ୍ଦ୍ର ସାହୁ, ଦିଲୀପ ନାଏକ…
‘ଚେସ୍ର ମର୍ଯ୍ୟାଦା ବଢ଼ାଇବାରେ ସହାୟକ ହେବ’
ଭୁବନେଶ୍ୱର, ୩୦।୮(କ୍ରୀଡ଼ା ପ୍ରତିନିଧି)- ଜାତୀୟ କ୍ରୀଡ଼ା ଦିବସ ଅବସରରେ ଶନିବାର ଚେସ୍ ଗୁରୁ ତଥା ଏସଆର ଚେସ୍ ସେଣ୍ଟର ନିର୍ଦ୍ଦେଶକ ସତ୍ୟରଞ୍ଜନ ପଟ୍ଟନାୟକ ଶ୍ରେଷ୍ଠ କୋଚ୍ ଭାବେ ବିଜୁପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପାଇଛନ୍ତି। ଏହି ସମ୍ମାନଜନକ ପୁରସ୍କାର ପାଇବାରେ ସେ ପ୍ରଥମ…
ବଢ଼ି ନ ପାରେ ମୋରାଟୋରିୟମ ଅବଧି
ମୁମ୍ବାଇ,୩୦।୮: ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ(ଆର୍ବିଆଇ) ଅଗଷ୍ଟ ୩୧ ପରେ ମୋରାଟୋରିୟମ ଅବଧିକୁ ବୃଦ୍ଧି କରି ନ ପାରେ। ଏହା ବଢ଼ାଇବା ଦ୍ୱାରା ବ୍ୟାଙ୍କଗୁଡିକ ଉପରେ ପ୍ରଭାବ ପଡୁଥିବାରୁ ଏପରି ହୋଇ ନ ପାରେ ବୋଲି ଶୁଣାଯାଉଛି। କୋଭିଡ୍-୧୯ ଯୋଗୁ ଘରୋଇ…
ଓଡ଼ିଶା ହକିର ଏକ ଗ୍ଲୋବାଲ ହବ୍: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୩୦ା୮ (ସ୍ପୋଟର୍ସ ବ୍ୟୁରୋ)-ଜାତୀୟ କ୍ରୀଡ଼ା ଦିବସ ଅବସରରେ ଶନିବାର ଜାତୀୟ କ୍ରୀଡ଼ା ପୁରସ୍କାର ପ୍ରଦାନ ଉତ୍ସବ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଅନୁଷ୍ଠିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା ଉଲ୍ଲେଖନୀୟ ସଫଳତା ହାସଲ କରିଥିବା କ୍ରୀଡ଼ା…
ଗର୍ଭାବସ୍ଥାରେ କେମିତି ଶୋଇବା ଉଚିତ୍ ଜାଣନ୍ତୁ
ସାଧାରଣତଃ ଗର୍ଭାବସ୍ଥାରେ ମହିଳାମାନଙ୍କର ବିଶେଷ ଯତ୍ନ ନେବାକୁ ପଡ଼ିଥାଏ। ଗର୍ଭବତୀ ମହିଳା ନିଜକୁ ସାମାନ୍ୟ ଅଣଦେଖା କଲେ ଏହାର କୁପ୍ରଭାବ ଉଭୟ ମାଆ ଓ ଗର୍ଭସ୍ଥ ଶିଶୁ ପ୍ରତି ପଡ଼ିଥାଏ। ଗର୍ଭାବସ୍ଥାରେ ପ୍ରତ୍ୟେକ ଦିଗ ପ୍ରତି ଦୃଷ୍ଟି ଦେବାକୁ ପଡ଼ିଥାଏ। ଏପରିକି…
କଟକରୁ ଆଜି ୧୯୬ ଆକ୍ରାନ୍ତ ଚିହ୍ନଟ
କଟକ ଅଫିସ,୨୯।୮-କଟକ ସହରରୁ ଶନିବାର ୧୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରାଣ୍ଟାଇନରୁ ୧୨୦ ଜଣ ଚିହ୍ନଟ ହୋଇଥିବାବେଳେ ୭୬ ଜଣ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏ ନେଇ କଟକ ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।…
ଭୁବନେଶ୍ୱରରୁ ପୁଣି ୫୦୫ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨୯।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଶନିବାର ୫୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଭୁବନେଶ୍ୱରରୁ ଆଜି ୩୪୫ ଜଣ ସୁସ୍ଥ ହୋଇଥିବା ବେଳେ ୨ ଜଣଙ୍କର ମୃତ୍ୟୁ ହୋଇଛି। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି।…
ଜେଇଇ ପାଇଁ ରାଜ୍ୟରେ ହେବ ନାହିଁ ଲକ୍ଡାଉନ, ଶଟ୍ଡାଉନ
ଭୁବନେଶ୍ୱର,୨୯ା୮(ବ୍ୟୁରୋ)-ଆସନ୍ତା ସେପ୍ଟେମ୍ବର ୧ରୁ ୬ ତାରିଖ ମଧ୍ୟରେ ଜେଇଇ(ମେନ୍) ଏବଂ ୧୩ ତାରିଖରେ ଏନ୍ଇଇଟି(ୟୁଜି) ପ୍ରବେଶିକା ପରୀକ୍ଷା ହେବ। ଏଥିପାଇଁ ରାଜ୍ୟର ୮ ସହର ଅନୁଗୋଳ, ବାଲେଶ୍ୱର, ବ୍ରହ୍ମପୁର, ଭୁବନେଶ୍ୱର, କଟକ, ଢେଙ୍କାନାଳ, ରାଉରକେଲା ଏବଂ ସମ୍ବଲପୁରରେ ୨୬ଟି ପରୀକ୍ଷା କେନ୍ଦ୍ର…

