Home Left

ତିର୍ତ୍ତୋଲ ବ୍ଲକରେ ପ୍ରଥମ କରୋନା ପଜିଟିଭ୍‌ ଚିହ୍ନଟ

ତିର୍ତ୍ତୋଲ,୨୪ା୫(ଡି.ଏନ୍‌.ଏ.): ଜଗତସିଂହପୁର ଜିଲା ତିର୍ତ୍ତୋଲ ବ୍ଲକରେ ପ୍ରଥମ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେ ଗୁଜରାଟର ଅହମ୍ମଦାବାଦ ଫେରନ୍ତା ବୋଲି ବ୍ଲକ ପ୍ରଶାସନ ସୂଚନା ଦେଇଛି। ଗତ ୧୯ ତାରିଖରେ ଜିଲାରେ ପରୀକ୍ଷା ପାଇଁ ପେଣ୍ଡିଂ ରହିଥିବା ସ୍ବାବ୍‌ ରିପୋର୍ଟ ବାହାରିବା…

ଦିଲ୍ଲୀର ଅଧା ନିଷିଦ୍ଧାଞ୍ଚଳ ହେଲା ଅରେଞ୍ଜ ଜୋନ୍‌

ନୂଆଦିଲ୍ଲୀ,୨୪।୫: ଦିଲ୍ଲୀର ୯୨ଟି ନିଷିଦ୍ଧାଞ୍ଚଳ ମଧ୍ୟରୁ ୪୫ଟିରେ ଗତ ୧୪ ଦିନ ମଧ୍ୟରେ ଜଣେ ହେଲେ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇ ନ ଥିବାରୁ ସେଗୁଡ଼ିକ ଅରେଞ୍ଜ ଜୋନ୍‌ରେ ପରିଣତ ହୋଇଛି। ଆଗାମୀ ଦୁଇ ସପ୍ତାହରେ ଯଦି ନୂଆ ସଂକ୍ରମିତ…

ବଲାଙ୍ଗୀର ଷ୍ଟେଶନରେ ଟ୍ରେନ୍‌ରେ ଫେରୁଥିବା ପ୍ରବାସୀ ମହିଳାଙ୍କ ମୃତ୍ୟୁ

ବଲାଙ୍ଗୀର ଅଫିସ, ୨୪ା୫- ବିଶାଖାପାଟଣାରୁ ବଲାଙ୍ଗୀର ପହଞ୍ଚିଥିବା ଶ୍ରମିକ ସ୍ପେଶାଲ ଟ୍ରେନ୍‌ରେ ଆସୁଥିବା ଜଣେ ପ୍ରବାସୀ ମହିଳାଙ୍କ ରବିବାର ମୃତ୍ୟୁ ଘଟିଥିବା ଜଣାପଡିଛି। ମୃତ ମହିଳା ଜଣକ କୋରାପୁଟ ଜିଲା ବୈପାରୀଗୁଡାର ରାଧା ଖର୍ରା(୨୦)। ତାଙ୍କର ବର୍ଷକର ଶିଶୁସନ୍ତାନ ଅଛି ।…

କରୋନାରେ ଏମ୍ସ ଡାକ୍ତରଙ୍କ ମୃତ୍ୟୁ

ନୂଆଦିଲ୍ଲୀ, ୨୪।୫: ଦିଲ୍ଲୀ ଏମ୍ସର ବରିଷ୍ଠ ଡାକ୍ତର ଜିତେନ୍ଦ୍ର ନାଥ ପାଣ୍ଡେ (୭୮)ଙ୍କର ଶନିବାର କରୋନାରେ ମୃତ୍ୟୁ ଘଟିଛି। ସେ ଏମ୍ସର ପୁଲମୋନୋଲୋଜି ବିଭାଗର ନିର୍ଦ୍ଦେଶକ ଓ ପ୍ରଫେସର ଥିଲେ। ଅନ୍ୟମାନଙ୍କୁ ଉତ୍ତମ ସ୍ବାସ୍ଥ୍ୟ ଯୋଗାଇଦେବା ଲାଗି ଚିକିତ୍ସା ଜଗତର ଏହି…

ମହାମାରୀ ଲଢ଼େଇରେ ସହାୟକ ହେବନି ଲକ୍‌ଡାଉନ

ନୂଆଦିଲ୍ଲୀ, ୨୪।୫(ପି.ଟି.): ଦେଶବ୍ୟାପୀ ଲକ୍‌ଡାଉନ କୋଭିଡ୍‌-୧୯ ଲଢ଼େଇରେ ଆଉ ସହାୟକ ହେବନାହିଁ ବୋଲି ଦେଶର ପ୍ରମୁଖ ଭୂତାଣୁ ବିଜ୍ଞାନୀ ଶହିଦ ଜମିଲ୍‌ କହିଛନ୍ତି। ଏହା ବଦଳରେ ଗୋଷ୍ଠୀ ପରିଚାଳିତ ନିଷିଦ୍ଧାଞ୍ଚଳ, ଆଇସୋଲେଶନ ଓ କ୍ୱାରାଣ୍ଟାଇନ୍‌ ନୀତିକୁ ଅଧିକ ଗୁରୁତ୍ୱ ଦେବାକୁ ହେବ…

ଦୁର୍ଘଟଣା ପୂର୍ବରୁ ୩ ଥର ଝଟକା ଦେଇଥିଲା ବିମାନ

କରାଚୀ/ଇସ୍‌ଲାମାବାଦ, ୨୪।୫(ପି.ଟି.): ପାକିସ୍ତାନର କରାଚୀଠାରେ ଶୁକ୍ରବାର ଦୁର୍ଘଟଣାଗ୍ରସ୍ତ ହୋଇଥିବା ବିମାନର ୯୯ ଯାତ୍ରୀଙ୍କ ମଧ୍ୟରୁ ୯୭ ଜଣ ପ୍ରାଣ ହରାଇଥିବାବେଳେ ଆଶ୍ଚର୍ଯ୍ୟଜନକ ଭାବେ ୨ ଜଣ ବଞ୍ଚତ୍ୟାଇଛନ୍ତି। ଜିନ୍ନା ଅନ୍ତର୍ଜାତୀୟ ବିମାନବନ୍ଦର ନିକଟବର୍ତ୍ତୀ ଏକ ଘନ ଜନବସତି ଅଞ୍ଚଳରେ ବିମାନଟି ଖସିପଡ଼ିବା…

ଅଭିନେତା ମୋହିତ୍‌ଙ୍କ ଦେହାନ୍ତ

ମୁମ୍ବାଇ, ୨୪।୫:ବଲିଉଡ୍‌ର ଜଣାଶୁଣା ଅଭିନେତା ମୋହିତ୍‌ ବାଘେଲଙ୍କ କ୍ୟାନ୍‌ସରରେ ଶନିବାର ସକାଳେ ମୃତ୍ୟୁ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ମାତ୍ର ୨୬ ବର୍ଷ ହୋଇଥିଲା। ନିଜ ହୋମ୍‌ଟାଉନ୍‌ ଉତ୍ତରପ୍ରଦେଶର ମଥୁରାରେ ତାଙ୍କର ପରଲୋକ ଘଟିଛି। କିଛିଦିନ ପୂର୍ବେ ଦିଲ୍ଲୀ ଏମ୍‌ସରେ କର୍କଟ ରୋଗରେ…

ପଶ୍ଚିମବଙ୍ଗକୁ ସେନା ପଠାଗଲା

କୋଲକାତା, ୨୪।୫(ପି.ଟି.): ବାତ୍ୟା ଅମ୍ଫନ ଯୋଗୁ କ୍ଷତିଗ୍ରସ୍ତ ହୋଇଥିବା ପଶ୍ଚିମବଙ୍ଗର ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ଅତ୍ୟାବଶ୍ୟକ ଭିତ୍ତିଭୂମି ଓ ସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହାକୁ ସ୍ବାଭାବିକ କରିବା ଲାଗି ରାଜ୍ୟ ସରକାର ଭାରତୀୟ ସେନାର ସହାୟତା ଲୋଡ଼ିଥିଲେ। ପଶ୍ଚିମବଙ୍ଗ ସରକାରଙ୍କ ଅନୁରୋଧ କ୍ରମେ…

ଟ୍ରେନ୍‌ରେ ଫେରିଲେଣି ୩୨ ଲକ୍ଷ ଶ୍ରମିକ

ନୂଆଦିଲ୍ଲୀ, ୨୪।୫(ପି.ଟି.): ଭାରତୀୟ ରେଲଓ୍ବେ ସ୍ବତନ୍ତ୍ର ଟ୍ରେନ୍‌ରେ ବର୍ତ୍ତମାନ ସୁଦ୍ଧା ୩୨ ଲକ୍ଷ ପ୍ରବାସୀ ଶ୍ରମିକଙ୍କୁ ସେମାନଙ୍କ ରାଜ୍ୟକୁ ଫେରାଇନେଲାଣି। ଆଗାମୀ ୧୦ ଦିନ ମଧ୍ୟରେ ଆଉ ୨୬୦୦ ଶ୍ରମିକ ସ୍ପେଶିଆଲ ଟ୍ରେନ୍‌ ଚଳାଚଳ ଯୋଜନା ରହିଛି। ଏଥିରେ ପାଖାପାଖି ୩୬…

ନୂଆପଡ଼ା ଜିଲା ଛୁଇଁଲା କରୋନା

ଭୁବନେଶ୍ୱର,୨୪।୫(ବ୍ୟୁରୋ): ପ୍ରଥମ ଥର ପାଇଁ ନୂଆପଡ଼ାକୁ କରୋନା ଛୁଇଁଛି। ରବିବାର ଜିଲାରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପ୍ରକାଶ ଯେ, ରାଜ୍ୟରେ ନୂଆ ୬୭ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୬୦ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିବା ବେଳେ…

ପୁରୀରୁ ଆଉ ୧୬ ଆକ୍ରାନ୍ତ ଚିହ୍ନଟ: ସଂଖ୍ୟା ଛୁଇଁଲା ୮୧

ପୁରୀ ଅଫିସ,୨୪।୫: ପୁରୀ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ିବାରେ ଲାଗିଛି। ଶନିବାର ୧୭ ଆକ୍ରାନ୍ତ ଚିହ୍ନଟ ପରେ ଜିଲାର ମୋଟ ଆକ୍ରାନ୍ତ ସଂଖ୍ୟା ଅର୍ଦ୍ଧଶତକ ପାର କରିଥିଲା। ପୁଣି ରବିବାର ୧୬ଜଣ ନୂଆ ସଂକ୍ରମିତ ଚିହ୍ନଟ…

ଗମ୍ଭୀର-ପ୍ରସାଦ ମୁହାଁମୁହିଁ

ନୂଆଦିଲ୍ଲୀ, ୨୪।୫: ୨୦୧୯ ବିଶ୍ୱକପ ଦଳରୁ ଅମ୍ବାତି ରାୟୁଡ଼ୁ ବାଦ୍‌ ପଡ଼ିବାକୁ ନେଇ ପୂର୍ବତନ ଭାରତୀୟ କ୍ରିକେଟର ଗୌତମ ଗମ୍ଭୀର ଓ ପୂର୍ବତନ ଚୟନ କମିଟି ମୁଖ୍ୟ ଏମ୍‌ଏସ୍‌କେ ପ୍ରସାଦ ଏକ କାର୍ଯ୍ୟକ୍ରମରେ ଭାଗନେବା ଅବସରରେ ମୁହାଁମୁହିଁ ହୋଇଛନ୍ତି। ପ୍ରସାଦଙ୍କ ନେତୃତ୍ୱାଧୀନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri