Home Left

ଗାଙ୍ଗୁଲି, ଶାହାଙ୍କ କାର୍ଯ୍ୟକାଳ ବୃଦ୍ଧି ପାଇଁ ସୁପ୍ରିମକୋର୍ଟ ଗଲା ବିସିସିଆଇ

ନୂଆଦିଲ୍ଲୀ,୨୩।୫: ସଭାପତି ସୌରଭ ଗାଙ୍ଗୁଲି ଓ ସମ୍ପାଦକ ଜୟ ଶାହାଙ୍କ କାର୍ଯ୍ୟକାଳକୁ ପୂରା ୩ ବର୍ଷକୁ ବୃଦ୍ଧି କରିବା ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପ୍ରୟାସ ଆରମ୍ଭ କରିଛି। ଜଷ୍ଟିସ୍‌ ଆର୍‌.ଏମ୍‌. ଲୋଧା ପ୍ୟାନେଲର ସଂସ୍କାରମୂଳକ ପ୍ରସ୍ତାବ ଅନୁସାରେ…

ମଦ ଉପରେ ଲାଗିଲା ୫୦% ‘କୋଭିଡ ଫି’: ୬ ଘଣ୍ଟାରେ ପାଇବେ ହୋମ୍‌ ଡେଲିଭରି

ଭୁବନେଶ୍ୱର,୨୩।୫(ବ୍ୟୁରୋ): ରବିବାରଠାରୁ ଅନ୍‌ଲାଇନ୍‌ରେ ମଦ ମିଳିବାନେଇ ରାଜ୍ୟ ସରକାର ଶନିବାର ଅନୁମତି ଦେଇଛନ୍ତି। ଅନ୍‌ ଓ ଅଫ୍‌ ଲାଇସେନ୍ସ ପ୍ରାପ୍ତ ଦୋକାନୀ ମଦ ହୋମ୍‌ ଡେଲିଭରି କରିପାରିବେ। କଣ୍ଟେନ୍‌ମେଣ୍ଟ ଜୋନ୍‌ ବ୍ୟତିତ ଅନ୍ୟ ସବୁଠାରେ ହୋମ୍‌ ଡେଲିଭରି କରାଯିବ। ହେଲେ ବିଦେଶୀ…

‘ଅମ୍ଫନ୍‌’ରେ ୧୦ ଜିଲା ପ୍ରଭାବିତ: ପ୍ରାଥମିକ ରିପୋର୍ଟରେ ଜୀବନହାନୀ ନେଇ ନାହିଁ ସୂଚନା

ଭୁବନେଶ୍ୱର,୨୩।୫(ବ୍ୟୁରୋ): ବାତ୍ୟା ‘ଅମ୍ଫନ୍‌’ କ୍ଷୟକ୍ଷତି ନେଇ ରାଜ୍ୟ ସରକାର ପ୍ରାଥମିକ ରିପୋର୍ଟ ଦେଇଛନ୍ତି। ବାତ୍ୟା ‘ଅମ୍ଫନ୍‌’ରେ ରାଜ୍ୟର ୧୦ ଜିଲା ପ୍ରଭାବିତ ହୋଇଛି। ପ୍ରାଥମିକ ରିପୋର୍ଟ ଅନୁଯାୟୀ ୯୨ ବ୍ଲକର ୯୮୩୩ ଗାଁ, ୨୨ ପୌରାଞ୍ଚଳର ୨୭୨ ଓ୍ବାର୍ଡ ପ୍ରଭାବିତ ହୋଇଛି।…

ରାଜ୍ୟରେ ଆଉ ୬୨ କରୋନା ଆକ୍ରାନ୍ତ ସୁସ୍ଥ, ମୋଟ୍‌ ଆରୋଗ୍ୟଙ୍କ ସଂଖ୍ୟା ୪୯୭

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ଶନିବାର ରାଜ୍ୟରେ ଆଉ ୬୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ୍‌ ୪୯୭ ଜଣ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ମଧ୍ୟରୁ ଗଞ୍ଜାମର ୪୧, ବାଲେଶ୍ୱରର…

‘ରହନା ହୈ ତେରେ ଦିଲ୍‌ମୈ’: ୧୯ ବର୍ଷ ପରେ ପୁଣିଥରେ ଏହି ଯୋଡିକୁ ଏକାଠି ଦେଖିବାକୁ ଚାହୁଁଛନ୍ତି ଦର୍ଶକ

ବଲିଉଡ୍‌ର କ୍ଲାସିକ୍‌ ରୋମାଣ୍ଟିକ୍‌ ଫିଲ୍ମ ମଧ୍ୟରେ ଦିୟା ମିର୍ଜା ଏବଂ ଆର୍‌ ମାଧବନଙ୍କ ଅଭିନୀତ ‘ରହନା ହୈ ତେରେ ଦିଲ୍‌ ମେଁ’ ଅନ୍ୟତମ। ଉକ୍ତ ସମୟରେ ଯୁବଗୋଷ୍ଠୀଙ୍କ ମଧ୍ୟରେ ଫିଲ୍ମଟି ବେଶ୍‌ ଲୋକପ୍ରିୟ ହୋଇଥିଲା। ଫିଲ୍ମ ରିଲିଜ୍‌ ହେବାର ୧୯ ବର୍ଷ…

ଜୁମ୍‌ ଆପ୍‌ ଉପରେ କଟକଣା: କେନ୍ଦ୍ର ସରକାରଙ୍କୁ ସୁପ୍ରିମ୍‌କୋର୍ଟଙ୍କ ନୋଟିସ୍‌

ନୂଆଦିଲ୍ଲୀ,୨୩।୫: ଜୁମ୍‌ ଆପ୍‌ ଉପରେ କଟକଣା ଜାରି କରିବା ଲାଗି ହୋଇଥିବା ଏକ ଆବେଦନ ନେଇ କେନ୍ଦ୍ର ସରକାରଙ୍କୁ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ନୋଟିସ୍‌ ଜାରି କରାଯାଇଛି। ଆସନ୍ତା ୪ ସପ୍ତାହ ମଧ୍ୟରେ କେନ୍ଦ୍ର ସରକାରଙ୍କୁ ଏସମ୍ପର୍କରେ ନିଜର ଉତ୍ତର ରଖିବାକୁ କୁହାଯାଇଛି।…

ଅମ୍ଫନ ବାତ୍ୟା ପ୍ରଭାବିତଙ୍କ ଭଲମନ୍ଦ ବୁଝିଲେ ନୁସରତ

କୋଲକାତା,୨୩।୫: ଗୋଟିଏ ପଟେ କରୋନା ଦେଶର ମେରୁଦଣ୍ଡ ଭାଙ୍ଗିବାକୁ ବସିଥିବା ବେଳେ ଅନ୍ୟପଟେ ମେ’ ୨୧ରେ ଆସିଥିବା ବାତ୍ୟା ଅମ୍ଫନ ପଶ୍ଚିମବଙ୍ଗ ଓ ଓଡ଼ିଶାରେ ତାଣ୍ଡବ ରଚିଛି। ଏଥିରେ ଓଡ଼ିଶା ଅପେକ୍ଷା ପଶ୍ଚିମବଙ୍ଗରେ ଅଧିକ ପରିମାଣରେ ଧନଜୀବନ କ୍ଷୟକ୍ଷତି ହୋଇଛି। ପଶ୍ଚିମବଙ୍ଗରେ…

ଭାଇଚାରା: ବୈଷ୍ଣୋଦେବୀ ମନ୍ଦିର ପକ୍ଷରୁ କ୍ୱାରାଣ୍ଟାଇନ୍‌ରେ ଥିବା ୫୦୦ ମୁସଲମାନଙ୍କୁ ଶେହରୀ-ଇଫ୍‌ତାର

ଶ୍ରୀନଗର,୨୩।୫: ଦେଶରେ କରୋନା ସଂକ୍ରମଣ ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ସମୟ ସୀମାକୁ ବୃଦ୍ଧି କରାଯାଇଛି। ବିଭିନ୍ନ ସ୍ଥାନରେ ଅଟକି ରହିଥିବା ପ୍ରବାସୀ ଶ୍ରମିକଙ୍କୁ ନିଜ ନିଜ ରାଜ୍ୟକୁ ଫେରାଇ ଅଣାଯିବାର ଉଦ୍ୟମ ଅବ୍ୟାହତ ରହିଛି।…

ଏମିତି ମାସ୍କ, ଯାହା ମୁହଁରୁ ନ ଖୋଲି ଖାଇପାରିବେ ଖାଦ୍ୟ

ସାରା ବିଶ୍ୱରେ କରୋନା ଭାଇରସ୍‌ ତା’ର କାୟା ବିସ୍ତାର କରିସାରିଛି। ଏହି ଭାଇରସ୍‌ ଯୋଗୁ ବର୍ତ୍ତମାନ ସୁଦ୍ଧା ୩ ଲକ୍ଷରୁ ଅଧିକ ଲୋକଙ୍କ ଜୀବନ ଯାଇଥିବା ବେଳେ ୫୦ ଲକ୍ଷରୁ ଅଧିକ ଲୋକ ସଂକ୍ରମିତ ହୋଇଛନ୍ତି। କାହାକୁ ମଧ୍ୟ ଜଣା ନାହିଁ…

ଲକ୍‌ଡାଉନରେ ଅସଲି ହିରୋ ପାଲଟିଲେ ବଲିଉଡ୍‌ର ଏହି ଖଳନାୟକ

ମୁମ୍ବାଇ: ଗୋଟିଏ ପଟେ କରୋନା ଭାଇରସ ସଂକ୍ରମଣ ଅନ୍ୟପଟେ ଲକ୍‌ଡାଉନ। ଏହା ଏବେ ଅନେକଙ୍କ ଜୀବନରେ ନାନା ପ୍ରକାର ଅସୁବିଧା ସୃଷ୍ଟି କରିଛି। ଆଉ ଏହି ସମୟରେ ବଲିଉଡ୍‌ ସେଲିବ୍ରିଟିମାନେ ସହଯୋଗର ହାତ ବଢାଇଥିବା ଦେଖିବାକୁ ମିଳିଛି। ହେଲେ ଲକ୍‌ଡାଉନ୍‌ ପିରିୟଡରେ…

ଖୁଣ୍ଟସମଲାଇ ସଙ୍ଗରୋଧ କେନ୍ଦ୍ରରେ ବୃଦ୍ଧଙ୍କ ମୃତ୍ୟୁ: ପ୍ରଶାସନ ପକ୍ଷରୁ ପରିବାରକୁ ସୂଚନା ଦିଆଯାଇ ନ ଥିବାରୁ ଗ୍ରାମରେ ଉତ୍ତେଜନା

ପାଟଣାଗଡ଼,୨୩।୫ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ବ୍ଲକ ଖୁଣ୍ଟସମଲାଇ ସଂଗୋରଧ କେନ୍ଦ୍ରରେ ଶନିବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଖୁଣ୍ଟସମଲାଇ ଗ୍ରାମର ଟିକେମଣି ତଅଁଲା(୬୨)। ପ୍ରକାଶ ଯେ, ଟିକେମଣି ସ୍ତ୍ରୀଙ୍କ ସହ ଗତ ୧୭ ତାରିଖରେ ଗାଁକୁ ଫେରିଥିଲେ।…

‘ରେନ୍‌ ଦ କ୍ଲବ୍‌’ ବାର୍‌ରେ ଚଢ଼ାଉ: ବିପୁଳ ପରିମାଣର ମଦ ଜବତ; ଚାଲିଥିଲା ବେଆଇନ୍‌ ବିକ୍ରି

କଟକ ରୋଡ,୨୩।୫(ଡି.ଏନ୍‌.ଏ.): କୋଭିଡ-୧୯ ପାଇଁ ରାଜ୍ୟରେ ମଦ ବିକ୍ରି ବନ୍ଦ ରହିଛି। ଏଭଳି ସ୍ଥିତିରେ ଗତ ପ୍ରାୟ ଦୁଇମାସ ଧରି ମଦ ଦୋକାନ ଓ ବାର୍‌ରେ ମଦ ବିକ୍ରି ବନ୍ଦ ରହିଛି। ହେଲେ ବିଭିନ୍ନ ସ୍ଥାନରେ ବେଆଇନ ଭାବେ ମଦ ବିକ୍ରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri