Home Left

ସ୍ଥିତିରେ ସୁଧାର ଆସିଲେ ଅଗଷ୍ଟ-ସେପ୍ଟେମ୍ବର ପୂର୍ବରୁ ଆରମ୍ଭ ହୋଇପାରେ ଅନ୍ତର୍ଜାତୀୟ ଉଡ଼ାଣ

ନୂଆଦିଲ୍ଲୀ,୨୩।୫: ଦେଶରେ କରୋନା ସଂକ୍ରମଣ ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ସମୟ ସୀମାକୁ ବୃଦ୍ଧି କରାଯାଇଛି। ସ୍ଥିତିରେ ସୁଧାର ଆସିଲେ ଆସନ୍ତା ଅଗଷ୍ଟ-ସେପ୍ଟେମ୍ବରଠାରୁ ଅନ୍ତର୍ଜାତୀୟ ଉଡ଼ାଣ ଆରମ୍ଭ ହେବ ବୋଲି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ…

ଗୋଆ କରୋନା ମୁକ୍ତ, ଆସିପାରିବେ ସ୍ଥାନୀୟ ପର୍ଯ୍ୟଟକ: ରାଜ୍ୟପାଳ

ପଣଜୀ,୨୩।୫: ଗୋଆ ଏବେ ଅନ୍ୟ ରାଜ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛି। ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ମାଡି ଚାଲିଥିବା ବେଳେ ଗୋଆ ଏକେ କରୋନା ସଂକମ୍ରଣରୁ ମୁକ୍ତ ହୋଇଛି ବୋଲି ଶନିବାର ପ୍ରକାଶ କରିଛନ୍ତି ରାଜ୍ୟପାଳ ସତ୍ୟ ପାଲ ମଲିକ।…

ମୂଷା ଆଙ୍କିଲା ଚିତ୍ର: ୯୨ ହଜାରରେ ହେଲା ବିକ୍ରି

ମାଞ୍ଚେଷ୍ଟର,୨୩।୫: ମଣିଷ ଚିତ୍ର ଆଙ୍କିଥାଏ। ଏହାଦ୍ୱାରା ସୃଜନଶୀଳତା ପ୍ରକାଶିତ ହୋଇଥାଏ। ତେବେ ମୂଷା ଚିତ୍ର ଆଙ୍କିବା ଶୁଣିଲେ ଯେକେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ଇଂଲଣ୍ଡର ମାଞ୍ଚେଷ୍ଟରରେ ଗସ୍‌ ନାମକ ଏକ ମୂଷା ଚିତ୍ର ଆଙ୍କି ସଭିଙ୍କୁ ଆଶ୍ଚର୍ଯ୍ୟାନିତ୍ୱ କରିଛି। ଗସ୍‌ ଆଙ୍କିଥିବା…

ବାତ୍ୟା ‘ଅମ୍ଫନ୍‌’ରେ ୧୫୧ କିମି ରାସ୍ତା ନଷ୍ଟ: ତୁରନ୍ତ ମରାମତି ପାଇଁ ଆବଶ୍ୟକ ୩ କୋଟି ୮୮ ଲକ୍ଷ

ଭୁବନେଶ୍ୱର,୨୩।୫(ବ୍ୟୁରୋ): ବାତ୍ୟା ଅମ୍ଫନ୍‌ ଓ ବର୍ଷା ଯୋଗୁ ହୋଇଥିବା ରାସ୍ତା କ୍ଷୟକ୍ଷତି ନେଇ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଶନିବାର ସୂଚନା ଦିଆଯାଇଛି। ୧୫୧ କିମି ରାସ୍ତା ନଷ୍ଟ ହୋଇଛି। ଏ ନେଇ ଗ୍ରାମ୍ୟ ଉନ୍ନୟନ ଯୁଗ୍ନ ସଚିବଙ୍କୁ ସର୍ବୋଚ୍ଚ ଯନ୍ତ୍ରୀ…

ସ୍ନାନଯାତ୍ରା ପୂର୍ବରୁ ଗରାବଡ଼ୁ ସେବକଙ୍କର ହେବ କରୋନା ଟେଷ୍ଟ:୩ ତାରିଖ ସୁଦ୍ଧା ଆସିବ ରିପୋର୍ଟ

ପୁରୀ ଅଫିସ, ୨୩।୫: ମହାପ୍ରଭୁଙ୍କ ସ୍ନାନଯାତ୍ରାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବିଭିନ୍ନ ପ୍ରକାର ପ୍ରସ୍ତୁତି ଆରମ୍ଭ ହୋଇଛି। ମହାମାରୀ କରୋନାର ବିଭୀଷିକା ମଧ୍ୟରେ କିପରି ଠାକୁରଙ୍କ ନୀତିକାନ୍ତି ଶୃଙ୍ଖଳିତ ହେବ ସେ ନେଇ ବିଭିନ୍ନ ପର୍ଯ୍ୟାୟକ୍ରମେ ଆଲୋଚନା କରାଯାଉଛି।…

ବଲାଙ୍ଗୀର ଜିଲାରେ ନୂଆ ୧ କରୋନା ପଜିଟିଭ ଚିହ୍ନଟ, ସଂକ୍ରମିତଙ୍କ ସଖ୍ୟା ୯କୁ ବୃଦ୍ଧି

ବଲାଙ୍ଗୀର ଅଫିସ, ୨୩।୫: ବଲାଙ୍ଗୀର ଜିଲାରେ ଶନିବାର ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହା ଜଣାପଡ଼ିବା ପରେ ଆକ୍ରାନ୍ତଙ୍କୁ ଭୁବନେଶ୍ବର କୋଭିଡ ହସ୍ପିଟାଲକୁ ପଠାଯାଇଥିବା ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୂଚନା ଦେଇଛନ୍ତି। ଆକ୍ରାନ୍ତଜଣଙ୍କ ଗତ ୧୮…

କରାଚି ଜେଲରେ ୩ଶହ କରୋନା ପଜିଟିଭ

କରାଚି,୨୩।୫: ପାକିସ୍ତାନର କରାଚି ସେଣ୍ଟ୍ରାଲ ଜେଲରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଶନିବାର ମିଳିଥିବା ଖବର ଅନୁଯାୟୀ, ଏବେ କରାଚି ସେଣ୍ଟ୍ରାଲ୍‌ ଜେଲରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୦ରେ ପହଞ୍ଚିଛି। ତେବେ ଜେଲ ମଧ୍ୟରେ ଯେଉଁ କ୍ୱାରାଣ୍ଟାଇନ ସୁବିଧା କରାଯାଇଛି…

ଚାଇନାରେ ହୋଇନି କୌଣସି ନୂଆ କରୋନା ସଂକ୍ରମଣ

ବେଜିଂ,୨୩।୫: ଜାନୁୟାରୀଠାରୁ ପ୍ରଥମ ଥର ପାଇଁ ଚାଇନାରେ କରୋନା ସଂକ୍ରମଣ ଶୂନରେ ପହଞ୍ଚିଛି। ଶନିବାର ଦେଶରେ କୌଣସି ନୂଆ କରୋନା ସଂକ୍ରମଣ ହୋଇ ନ ଥିବା ସରକାରଙ୍କ ପକ୍ଷରୁ କୁହାଯାଇଛି। ଏନେଇ ଗଣମାଧ୍ୟମ ସଂସ୍ଥା ଚାଇନା ମର୍ଣ୍ଣିଂ ପୋଷ୍ଟ୍‌ରେ ପ୍ରକାଶ ପାଇଛି।…

ପୋଲିସ, ସ୍ବାସ୍ଥ୍ୟକର୍ମୀଙ୍କୁ ଦିଆଯିବ ହାଇଡ୍ରୋକ୍ସିକ୍ଲୋରୋକୁଇନ

ନୂଆଦିଲ୍ଲୀ,୨୩।୫: କରୋନା ସଂକ୍ରମଣ କ୍ଷେତ୍ରରେ କାମ କରୁଥିବା ଆଗଧାଡିର ଯୋଦ୍ଧାଙ୍କୁ ଏବେ ହାଇଡ୍ରୋକ୍ସିକ୍ଲୋରୋକୁଇନ ଦିଆଯିବ। କରୋନା କାର୍ଯ୍ୟରେ ସମ୍ପୃକ୍ତ ଥିବା ପୋଲିସ, ଅର୍ଦ୍ଧସାମରୀକ ବାହିନୀ ଓ ବିଭିନ୍ନ ସ୍ଥାନରେ ଠିଆ ହୋଇଥିବା କର୍ମଚାରୀଙ୍କୁ ହାଇଡ୍ରୋକ୍ସି କ୍ଲୋରୋକୁଇନ ଦିଆଯିବ। ଶୁକ୍ରବାର ସରକାର ଏହାକୁ…

ଲାଟିନ୍‌ ଆମେରିକାରେ କରୋନା ଆତଙ୍କ

ଓ୍ବାଶିଂଟନ,୨୩।୫: ଏବେ କରୋନା ମହାମାରୀର ନୂଆ ଠିକଣା ପାଲଟିଛି ଲାଟିନ୍‌ ଆମେରିକା। ଏଠାରେ ପ୍ରତିଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଲାଟନ୍‌ ଆମେରିକାର ଦୁଇ ବଡ଼ ଦେଶ ବ୍ରାଜିଲ୍‌ ଏବଂ ମେକ୍ସିକୋରେ ସ୍ଥିତି ଧୀରେଧୀରେ ସଙ୍କଟ ଜନକ ହେବାରେ…

ଚାଇନା ସହ ଉତ୍ତେଜନା ପରିସ୍ଥିତି ମଧ୍ୟରେ ଲେହ ପହଞ୍ଚିଲେ ସେନା ମୁଖ୍ୟ

ଲେହ,୨୩।୫: ଚାଇନା ସହ ଲଦାଖର ୩ଟି ସ୍ଥାନରେ ଉତ୍ତେଜନା ଜାରି ରହିଥିବା ମଧ୍ୟରେ ସେନା ମୁଖ୍ୟ ଏମ୍‌ଏମ୍‌ ନରାଓ୍ବଣେ ଶନିବାର ଲେହରେ ପହଞ୍ଚିଛନ୍ତି। ଏହି ସମୟରେ ସେ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରି ସେଠାକାର ପରିସ୍ଥିତି ଉପରେ ଅନୁଧ୍ୟାନ କରିଛନ୍ତି।…

ମେଣ୍ଢାଙ୍କୁ ଜଗୁଛି ରୋବୋ

ନୂଆଦିଲ୍ଲୀ: ଚାଷକାମରେ ଆଜିକାଲି ରୋବୋ ସବୁକିଛି କରିପାରୁଛି। ଏମିତିକି ରୋବୋ ବି ମେଣ୍ଢାପଲଙ୍କୁ ନେଇ ଚରାଇ ପୁଣି ଥରେ ଘରକୁ ଫେରାଇ ଆଣିପାରେ। ଏମିତି ଏକ କାମ କରୁଥିବା ଏକ ରୋବୋର ଭିଡ଼ିଓ ଏବେ ଭାଇରାଲ୍‌ ହୋଇଛି। ରୋବୋଟି ସୁନ୍ଦରଭାବରେ ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri