ଗୋଟିଏ ଦିନରେ ୧୪ କଣ୍ଟେନମେଣ୍ଟ ଜୋନ ଘୋଷଣା: ରାଜ୍ୟରେ ବୃଦ୍ଧି ପାଉଥିବା କରୋନା ମାମଲାକୁ ନେଇ ବଢ଼ିଲା ସରକାରଙ୍କ ଚିନ୍ତା
ନୂଆଦିଲ୍ଲୀ,୨୩।୫: ଦିଲ୍ଲୀରେ ଦିନକୁ ଦିନ ତୀବ୍ର ଗତିରେ କରୋନା ଭାଇରସ୍ ସଂକ୍ରମଣ ବଢ଼ିବାରେ ଲାଗିଛି। କରୋନା ସଂକ୍ରମଣ ମାମଲା ଏତେ ସଂଖ୍ୟାରେ ବୃଦ୍ଧି ପାଉଛି ଯେ, ଗୋଟିଏ ଦିନରେ ୧୪ନୂଆ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ଏହାକୁ ମିଶାଇ ଦିଲ୍ଲୀରେ କଣ୍ଟେନମେଣ୍ଟ…
ସେପ୍ଟେମ୍ବର ୨୫ରୁ ଖୋଲିବ ‘ହୁନର ହାଟ’: ନକ୍ଭି
ନୂଆଦିଲ୍ଲୀ,୨୩।୫: ରାଜଧାନୀ ଦିଲ୍ଲୀରେ ନିପୁଣ କାରିଗରଙ୍କ ହାତ ତିଆରି ସାମଗ୍ରୀ ବିକ୍ରିକୁ ନେଇ ଗତ ବର୍ଷ ଖୋଲିଥିବା ‘ହୁନର ହାଟ’ ଚଳିତ ବର୍ଷ ସେପ୍ଟେମ୍ବର ୨୫ରେ ପୁଣିଥରେ ଏହା ଖୋଲିବ ବୋଲି ଶନିବାର କେନ୍ଦ୍ରମନ୍ତ୍ରୀ ମୁଖତାର ଅବ୍ବାସ ନକ୍ଭି କହିଛନ୍ତି। ଏଥର…
ଅଗରନାସୀ ନିକଟ ସମୁଦ୍ରରୁ ତିମିର ମୃତଦେହ ଉଦ୍ଧାର
କେନ୍ଦ୍ରାପଡ଼ା ଅଫିସ/ରାଜନଗର, ୨୩।୫(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ଗହୀରମଥା ରେଞ୍ଜ ଅଧୀନ ଅଗରନାସୀ ନିକଟ ସମୁଦ୍ରରୁ ୪୦ ଫୁଟ ଲମ୍ବର ଏକ ତିମିର ମୃତଦେହ ଦେଖିବାକୁ ମିଳିଛି। ଖବର ପାଇ ରେଞ୍ଜ ଅଧିକାରୀ ଦେବାଶିଷ ଭୋଇଙ୍କ ନେତୃତ୍ୱରେ ଏକ ଟିମ୍ ତଦନ୍ତ ପାଇଁ…
ପ୍ରବାସୀ ଶ୍ରମିକଙ୍କ ଦୁଃଖ ଶୁଣିଲେ ରାହୁଲ ଗାନ୍ଧୀ: ଡକ୍ୟୁମେଣ୍ଟାରୀ ରିଲିଜ୍
ନୂଆଦିଲ୍ଲୀ,୨୩।୫: ଭାରତରେ କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ପାଇଁ ଲକ୍ଡାଉନ୍ ଜାରି ହୋଇଛି। ଦେଶର ବିଭିନ୍ନ ରାଜ୍ୟରେ ବହୁ ପ୍ରବାସୀ ଶ୍ରମିକ ଅଟକି ରହିଛନ୍ତି। ନିଜ ନିଜ ରାଜ୍ୟକୁ ଫେରିବା ପାଇଁ ଶ୍ରମିକମାନଙ୍କ ଲାଗି ଉଦ୍ୟମ ଅବ୍ୟାହତ ରହିଛି। ଏପରିସ୍ଥଳେ…
ବିରାଟଙ୍କ ଫନି ଭିଡିଓ ଶେୟାର କଲେ ଅନୁଷ୍କା: ନାଗପୁର ପୋଲିସ ଦେଲା ଏଭଳି ଜବାବ
ମୁମ୍ବାଇ: ଅଭିନେତ୍ରୀ ଅନୁଷ୍କା ଶର୍ମା ଏହି ଲକ୍ଡାଉନ ସମୟରେ ସୋସିଆଲ ମିଡିଆରେ ବହୁ ଆକ୍ଟିଭ ରହୁଛନ୍ତି। ପ୍ରାୟ ସମୟରେ ସେ କିଛି ନା କିଛି ମଜାଳିଆ ଫଟୋ ଓ ଭିଡିଓ ଶେୟାର କରିଥାନ୍ତି। ହେଲେ ଏହି ରେସ୍ରେ ବିରାଟ ମଧ୍ୟ ପଛରେ…
ସାମାଜିକ ଦୂରତ୍ୱ ୧ ମିଟରରୁ କମ୍ ହେଲେ ବାଜିଉଠିବ ଆଲାର୍ମ !
ଆଲିଗଡ଼,୨୩।୫: କରୋନା ଭାଇରସ ସଂକ୍ରମଣରୁ ଦୂରେଇ ରହିବାକୁ ସାମଜିକ ଦୂରତା ରକ୍ଷା କରିବା ଜରୁରୀ ବୋଲି କୁହାଯାଇଛି। ହେଲେ ଏବେବି ଅନେକ ଲୋକ ଏହି ନିୟମର ଉଲ୍ଲଂଘନ କରୁଥିବା ଦେଖାଯାଇଛି। ଏହାକୁ ଦୃଷ୍ଟିରେ ରଖି ଉତ୍ତରପ୍ରଦେଶ ଛରାର ଜଣେ ବିଟେକ୍ ଛାତ୍ର…
୨୪ଘଣ୍ଟାରେ ଲକ୍ଷେ ୧୫ ହଜାର ନମୁନା ପରୀକ୍ଷା: ଆଇସିଏମ୍ଆର୍
ନୂଆଦିଲ୍ଲୀ,୨୩।୫: ଭାରତରେ କରୋନା ମହାମାରୀ ଯୋଗୁ ଅଚଳାବସ୍ଥା ସୃଷ୍ଟି ହୋଇଛି। ଦେଶରେ ପ୍ରତିଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଲକ୍ଷେ ୧୫ ହଜାର ୩୬୪ ଜଣ ସନ୍ଦିଗ୍ଧଙ୍କ ନମୁନା ପରୀକ୍ଷା କରାଯାଇଥିବା…
କରୋନା ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲା ୫୩ ଲକ୍ଷ: ମୃତ୍ୟୁ ସଂଖ୍ୟା ଟପିଲା ୩ ଲକ୍ଷ ୪୦ ହଜାର
ଓ୍ବାଶିଂଟନ/ନୂଆଦିଲ୍ଲୀ,୨୩।୫: ପୃଥିବୀରେ କରୋନା ମହାମାରୀ ଯୋଗୁ ପ୍ରତିଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଶନିବାର ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା ୫୩ ଲକ୍ଷ ୬ ହଜାର ୨୩୭ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୪୦ ହଜାର ୪୭…
ଦେଶରେ ଗୋଟିଏ ଦିନରେ ସର୍ବାଧିକ ୬,୬୫୪ କରୋନା ସଂକ୍ରମିତ ଚିହ୍ନଟ
ନୂଆଦିଲ୍ଲୀ,୨୩।୫: ଦେଶରେ ବେଳକୁ ବେଳ ଅଣାୟତ ହେଲାଣି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୬,୬୫୪ ଜଣ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୨୫,୧୦୧ରେ ପହଞ୍ଚିଛି। ସେହିପରି…
CORONAVIRUS UPDATE: ନବରଙ୍ଗପୁର, ଗଜପତି ଜିଲାକୁ ଛୁଇଁଲା କରୋନା
ଭୁବନେଶ୍ୱର, ୨୩।୫(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୮୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ନବରଙ୍ଗପୁର ଜିଲାର ଜଣେ ଓ ଗଜପତି ଜିଲାର ୪ ଆକ୍ରାନ୍ତ ରହିଛନ୍ତି। ଏହା ସହିତ ଉଭୟ ନବରଙ୍ଗପୁର ଓ ଗଜପତି ଜିଲାକୁ ପ୍ରଥମ ଥର…
ସାଇକେଲ ପଛରେ ପିତାଙ୍କୁ ବସାଇ ୧୨ଶହ କିଲୋମିଟର ଯାତ୍ରା କରିଥିବା ବିହାର ଯୁବତୀଙ୍କୁ ପ୍ରଶଂସା କଲେ ଇଭାଙ୍କା
ଦରଭଙ୍ଗା,୨୩।୫: ଲକ୍ଡାଉନ ଯୋଗୁ ବାହାରେ ଫସି ରହିଥିବା ପ୍ରବାସୀ ଶ୍ରମିକମାନେ ଏବେ ଘରମୁହାଁ ହୋଇଛନ୍ତି। ଏହି କ୍ରମରେ ଏବେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି ବିହାରର ୧୫ ବର୍ଷର ଝିଅ ଜ୍ୟୋତି କୁମାରୀ। ସେ ତାଙ୍କ ଆହତ ପିତାଙ୍କୁ ସାଇକେଲରେ ବସାଇ…
୧୩ ହଜାର ବର୍ଷର ପାଦଚିହ୍ନ
ମଣ୍ଟ୍ରିଆଲ,୨୩।୫: ପଶ୍ଚିମ କାନାଡାର ଉପକୂଳବର୍ତ୍ତୀ ଦ୍ୱୀପରେ ହାରାହାରି ୧୩ ହଜାର ବର୍ଷ ପୁରାତନ ପାଦଚିହ୍ନ ଆବିଷ୍କୃତ ହୋଇଛି। ଏ ନେଇ ପ୍ଲସ୍ ଜର୍ନାଲରେ ଗତ ବୁଧବାର ଏକ ରିପୋର୍ଟ ପ୍ରକାଶ ପାଇଛି। ଅଧ୍ୟୟନରେ ସମ୍ପୃକ୍ତ ପାଦଚିହ୍ନ ଥିବା ମାନବ ଗୋଷ୍ଠୀ ଉତ୍ତର…
Archives


