Home Left

ସାମାଜିକ ଦୂରତ୍ୱ ଉଲ୍ଲଂଘନ: ପୋଲିସ ଅସହାୟ

ପୁରୀ ଅଫିସ,୨୩ା୫: ମହାମାରୀ କରୋନା ହୁ ହୁ ହୋଇ ମାଡ଼ୁଛି। ଏହାକୁ କିପରି ମୁକାବିଲା କରାଯାଇପାରିବ ସେଥିଲାଗି ଦେଶବ୍ୟାପୀ ଲକ୍‌ଡାଉନ୍‌ ଚାଲିଛି। ଲକ୍‌ଡାଉନ ଗାଇଡ୍‌ଲାଇନ ଅନୁସାରେ କୌଣସି ଗୋଟିଏ ଜାଗାରେ ଲୋକେ ସମାଗମ ହେବେ ନାହିଁ, ସାମାଜିକ ଦୂରତା ରକ୍ଷା ଦିଗରେ…

ଅନ୍‌ଲାଇନ ମଦବିକ୍ରି ଆଳରେ ୨.୪୦ଲକ୍ଷ ସାଇବର ଠକେଇ

ଭୁବନେଶ୍ୱର,୨୩ା୫ (ବ୍ୟୁରୋ): କରୋନା ମହାମାରୀ ମୁକାବିଲା ନେଇ ସମଗ୍ର ଦେଶରେ ଚତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନ୍‌ ଜାରି ରହିଛି। ଲକ୍‌ଡାଉନ୍‌ ଆରମ୍ଭରୁ ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ମଦଦୋକନ ବନ୍ଦ ରହିଥିବାବେଳେ ଅନ୍‌ଲାଇନ୍‌ ମଦ ବିକ୍ରି ଆଳରେ ମାତିଛନ୍ତି ସାଇବର ଠକ। ଅନ୍‌ଲାଇନ…

‘ଶ୍ରମିକଙ୍କ ସ୍ଥିତିକୁ ପ୍ରାଧାନ୍ୟ ଦିଅ’

ଭୁବନେଶ୍ୱର,୨୩ା୫ (ବ୍ୟୁରୋ): କରୋନା ମହାମାରୀର ମୁକାବିଲା କରିବା, ପ୍ରବାସୀଙ୍କୁ ଘରକୁ ଫେରାଇ ଆଣିବା, ଅଧିକରୁ ଅଧିକ ଟେଷ୍ଟ କରାଇବା ଏକ ସ୍ବାଗତଯୋଗ୍ୟ ପଦକ୍ଷେପ। ହେଲେ ବର୍ତ୍ତମାନ କେନ୍ଦ୍ର ତଥା ରାଜ୍ୟ ସରକାର ଦିନ ମଜୁରିଆ ଓ ଅନ୍ୟ ଶ୍ରମିକଙ୍କ ସ୍ଥିତିକୁ ପ୍ରାଧାନ୍ୟ…

କୁଆଲାଲମ୍ପୁରରୁ ଫେରିଲେ ୩୧ ପ୍ରବାସୀ

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ବନ୍ଦେ ଭାରତ ମିଶନରେ ପ୍ରବାସୀ ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବା ପ୍ରକ୍ରିୟା ଜାରି ରହିଥିବାବେଳେ ଶୁକ୍ରବାର ରାତିରେ କୁଆଲାଲମ୍ପୁରରୁ ଏୟାର ଇଣ୍ଡିଆର ଏକ ବିମାନ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିଛି। ବିମାନରେ ମୋଟ୍‌ ୧୩୯ ଜଣ ଯାତ୍ରୀ…

ସ୍ମୃତିରେ ସଜ୍ଜଳ କଳ୍ପନା: ପର୍ବତରାଣୀଙ୍କୁ ଝୁରୁଛି ଢେଙ୍କାନାଳ

ଢେଙ୍କାନାଳ ଅଫିସ, ୨୩।୫ – ଏଭରେଷ୍ଟର ଉତ୍ତୁଙ୍ଗ ଶିଖରରେ ତ୍ରିରଙ୍ଗା ଉଡ଼ାଇବା ସ୍ବପ୍ନ ସାକାର କରୁକରୁ ସବୁଦିନ ଲାଗି ନୀରବିଗଲେ ପର୍ବତରାଣୀ କଳ୍ପନା ଦାଶ। ଏହି ଦୁଃଖଦ ଘଟଣାକୁ ଚାହୁଁ ଚାହୁଁ ବର୍ଷେ ପୂରିଛି। ଶନିବାର (ମେ’ ୨୩)ରେ ତାଙ୍କର ପ୍ରଥମ…

ଖୋଲିଲା ସଂରକ୍ଷିତ ଟିକେଟ ବୁକିଂ କାଉଣ୍ଟର: ଜୁନ ପହିଲାରୁ ବ୍ରହ୍ମପୁର ଦେଇ ଚଳାଚଳ କରିବ ୨ ଟ୍ରେନ

ବ୍ରହ୍ମପୁର ଅଫିସ,୨୩ା୫-ବ୍ରହ୍ମପୁର ରେଳଷ୍ଟେଶନ ପରିସରରେ ଥିବା ସଂରକ୍ଷିତ ଟିକଟ କାଉଣ୍ଟର ଶୁକ୍ରବାରଠାରୁ ପୁଣି ଖୋଲିଛି । ଜୁନ ପହିଲାରୁ ଟ୍ରେନ ଚଳାଚଳ କରିବା ନେଇ ରେଳ ବିଭାଗ ପକ୍ଷରୁ ନେଇ ନିଷ୍ପତ୍ତି ପରେ ବ୍ରହ୍ମପୁରରୁ ବିଭିନ୍ନ ସ୍ଥାନକୁ ଯାତ୍ରା କରିବାକୁ ଥିବା…

ଜିଲାପାଳଙ୍କୁ ଆୟୁଷ ଡାକ୍ତର ସଂଘର ସ୍ମାରକପତ୍ର ପ୍ରଦାନ

ଛତ୍ରପୁର,୨୩ା୫(ଡି.ଏନ.ଏ)-ଗଞ୍ଜାମ ଜିଲା ଆୟୁଷ ଡାକ୍ତର ସଂଘ ପକ୍ଷରୁ ବିଭନ୍ନ ଦାବି ନେଇ ଶୁକ୍ରବାର ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି । ସେଥିରେ ଦର୍ଶାଯାଇଛି ଯେ, ଆୟୁଷ ଡାକ୍ତରମାନଙ୍କୁ ଅଣ କୋଭିଡ୍‌ ସ୍ବାସ୍ଥ୍ୟସେବାରେ ନିୟୋଜିତ କରିବାକୁ ରାଜ୍ୟ ସ୍ବାସ୍ଥ୍ୟ ସଚିବଙ୍କ ନିର୍ଦ୍ଦେଶ ରହିଛି…

ସାମାଜିକ ଦୂରତ୍ୱ ମାନୁ ନାହାନ୍ତି ଗ୍ରାହକ

କେନ୍ଦୁଝର/ଚମ୍ପୁଆ, ୨୩ା୫(ଡି.ଏନ୍‌.ଏ.)-କରୋନା ସଂକ୍ରମଣର ପ୍ରତିରୋଧ ପାଇଁ ଦେଶକୁ ଲକ୍‌ଡାଉନ୍‌ କରିବା ସହ ସାମାଜିକ ଦୂରତା ରକ୍ଷା କରିବା ଓ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଦୋକାନରୁ କିଛି ସାମଗ୍ରୀ କିଣିଲେ ଗ୍ରାହକମାନେ ସେମାନଙ୍କର ନାମ, ଠିକଣା ଓ ଫୋନ ନମ୍ବର ଲେଖିବା…

୧୦ ଦିନରେ ଚେନ୍ନାଇରୁ ମୟୂରଭଞ୍ଜ

ବିଶୋଇ,୨୩ା୫(ଡି.ଏନ୍‌.ଏ.)-କରୋନା ଯୋଗୁ ବର୍ତ୍ତମାନ ସାରା ଦେଶରେ ଲକ୍‌ଡାଉନ ପରିସ୍ଥିତି ଜାରି ହୋଇଥିବାବେଳେ ଏଥିରେ ନିଜର ପରିବାର ପୋଷଣ ନିମନ୍ତେ ବାହାର ରାଜ୍ୟକୁ ଯାଇଥିବା ପ୍ରବାସୀ ଓଡିଆଙ୍କୁ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି। ଲକ୍‌ଡାଉନ କାରଣରୁ ବାହାର ରାଜ୍ୟର ଅଧିକାଂଶ ଘରୋଇ…

ତେଲ ଟ୍ୟାଙ୍କରରୁ ଗଞ୍ଜେଇ ଜବତ, ଜଣେ ଗିରଫ

ରାଇକିଆ,୨୨।୫(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ରାଇକିଆ ପୋଲିସ ଏକ ତେଲ ଟ୍ୟାଙ୍କରରୁ ଗଞ୍ଜେଇ ଜବତ କରିବା ସହ ଚାଳକଙ୍କୁ ଗିରଫ କରିଛି। ସେ ହେଲେ ନୟାଗଡ ଜିଲାର ଗୋଲକ ବିହାରୀ ଦାସ। ଶୁକ୍ରବାର ଭୋରରେ ପେଟ୍ରୋଲିଂ ଟିମ୍‌ ତେଲ ଟ୍ୟାଙ୍କରକୁ ଅଟକାଇ ଯାଞ୍ଚବେଳେ…

ପାକିସ୍ତାନ ବିମାନ ଦୁର୍ଘଟଣା: ୧୪ ମୃତ

କରାଚି,୨୨।୫: ପାକିସ୍ତାନରେ ଶୁକ୍ରବାର ହୋଇଥିବା ବିମାନ ଦୁର୍ଘଟଣାରେ ଅତିକମ୍‌ରେ ୧୪ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଆଗକୁ ଏହି ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି। ସୂଚନାଯୋଗ୍ୟ, ଶୁକ୍ରବାର ଲାହୋରରୁ କରାଚି ଯାଉଥିବା ପାକିସ୍ତାନ ଇଣ୍ଟରନ୍ୟାଶନାଲ ଏୟାରଲାଇନ୍ସ(ପିଆଇଏ)ର ଏକ ବିମାନ…

ମହାରାଷ୍ଟ୍ରରେ ଗୋଟିଏ ଦିନରେ ଚିହ୍ନଟ ହେଲେ ସର୍ବାଧିକ ୨,୯୪୦ କରୋନା ସଂକ୍ରମିତ

ମୁମ୍ବାଇ,୨୨।୫: କରୋନା ଭାଇରସ ସଂକ୍ରମଣ କ୍ଷେତ୍ରରେ ମହାରାଷ୍ଟ୍ରର ସ୍ଥିତି ବେଳକୁ ବେଳ ଅଣାୟତ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ଦିନକରେ ଏଠାରେ ସର୍ବାଧିକ ୨,୯୪୦ ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଏବେ ଏହା ସରକାରଙ୍କ ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri