Home Left

କୋଟାରୁ ଛାତ୍ର ଫେରିବା ଘଟଣା: ରାଜସ୍ଥାନକୁ ୩୬ଲକ୍ଷ ଟଙ୍କା ପ୍ରଦାନ କଲେ ଉତ୍ତରପ୍ରଦେଶ ସରକାର

ଲକ୍ଷ୍ନୌ, ୨୨।୫: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ରାଜସ୍ଥାନ ସରାକରଙ୍କୁ ଟଙ୍କା ପ୍ରଦାନ କରିଛନ୍ତି। ରାଜସ୍ଥାନ ସରକାର ଉତ୍ତରପ୍ରଦେଶ ସରକାରଙ୍କୁ ୩୬,୩୬,୬୬୪ ଟଙ୍କାର ଏକ ବିଲ୍‌ ପଠାଇଥିଲେ। ଯାହାର ଦେୟ ପ୍ରଦାନ କରାଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, କରୋନା ଲକ୍‌ଡାଉନ ସମୟରେ…

ସାବିତ୍ରୀ ପାଳିଲେ ଚୌଦ୍ୱାର ଜେଲରେ ଥିବା ମହିଳା

ଚୌଦ୍ୱାର,୨୨।୫(ଡି.ଏନ୍‌.ଏ): ଆଜି ସାବିତ୍ରୀ ବ୍ରତ। ସ୍ବାମୀଙ୍କ ଦୀର୍ଘାୟୁ କାମନାକରି ସ୍ତ୍ରୀମାନେ ଏହି ପୂଜା କରିଥାନ୍ତି। ତେବେ କୌଣସି କାରଣରୁ ଜେଲରେ ଥିବା ମହିଳା କଏଦୀମାନେ ମଧ୍ୟ ଏହି ପୂଜା କରିଥାନ୍ତି। ଏବେ କରୋନା ପାଇଁ ଜେଲରେ ଥିବା କଏଦୀଙ୍କୁ ଦେଖା କରିବା…

ସାରକୋଣା ଗ୍ରାମକୁ ଆବଦ୍ଧାଞ୍ଚଳ ଘୋଷଣା

ଖଇରା,୨୨ା୫(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଖଇରା ବ୍ଲକର ସାରକୋଣା ଗ୍ରାମରେ ଜଣେ ୮୪ ବର୍ଷୀୟ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡ଼ିବା ପରେ ଗୁରୁବାର ଉକ୍ତ ଗ୍ରାମକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଭାବେ ଘୋଷଣା କରାଯାଇଛି ା ଉପଜିଲାପାଳ ନିଲୁ ମହାପାତ୍ରଙ୍କ ନିର୍ଦ୍ଦେଶ…

ବାଲେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୧୨୫ ଛୁଇଁଲା

ବାଲେଶ୍ୱର ଅଫିସ,୨୨ା୫: ବାଲେଶ୍ୱର ଜିଲାରେ ଶୁକ୍ରବାର ୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯିବା ପରେ ଜିଲାରେ ମୋଟ୍‌ କରୋନା ଆକ୍ରାନ୍ତ ସଂଖ୍ୟା ୧୨୫ରେ ପହଞ୍ଚିଛି ।…

ଭଦ୍ରକରେ ଆକ୍ରାନ୍ତଙ୍କ ସଂଖ୍ୟା ୯୮ ଛୁଇଁଲା

ଭଦ୍ରକ ଅଫିସ,୨୨ା୫: ଜିଲାରେ ଶୁକ୍ରବାର ୩ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଥିବା ପ୍ରଶାସନ ପକ୍ଷରୁ ଟୁଇଟର୍‌ ମାଧ୍ୟମରେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୯୮ ଛୁଇଁଛି। ସମସ୍ତ ଆକ୍ରାନ୍ତ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚି଼ହ୍ନଟ ହୋଇଛନ୍ତି ବୋଲି ସୂଚନା…

କୁରାଳ ପଞ୍ଚାୟତକୁ ଶଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

ଓଡ଼ଗାଁ,୨୨ା୫(ସ୍ବ.ପ୍ର.): ନୟାଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ସର୍ବାଗ୍ରେ କୁରାଳ ପଞ୍ଚାୟତ ରହିଛି। ଲଗାତାର ଦୁଇ ଦିନରେ ଏହି ପଞ୍ଚାୟତ ଅଧୀନରେ ଥିବା ସଙ୍ଗରୋଧ କେନ୍ଦ୍ରରୁ ୧୬ ସୁରଟ ଫେରନ୍ତା କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଫଳରେ ସରପଞ୍ଚ ପଞ୍ଚାୟତରେ ଶୁକ୍ରବାର…

ପଶ୍ଚିମବଙ୍ଗରେ ମୋଦି: ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳର କରିବେ ପରିଦର୍ଶନ

କୋଲାକାତା,୨୨।୫: ପଶ୍ଚିମବଙ୍ଗରେ ମହାବାତ୍ୟା ଅମ୍ଫନ୍‌ ଯୋଗୁ ବହୁ କ୍ଷୟକ୍ଷତି ହୋଇଥିବା ବେଳେ ଏଠାରେ ୮୦ଜଣଙ୍କ ମୃତ୍ୟୁ ହୋଇଛି। ଗତ ୨୮୩ବର୍ଷରେ ଏହା ସବୁଠାରୁ ଭୟାବହ ବାତ୍ୟା ରୂପେ ପରିଗଣିତ ହୋଇଛି। ଇତିମଧ୍ୟରେ ବାତ୍ୟା ସ୍ଥିତି ପରକ୍ଷିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

ଦେଶରେ ଉଗ୍ର ସ୍ଥିତି

ନୂଆଦିଲ୍ଲୀ,୨୨ା୫: ଭାରତରେ ଏବେ କରୋନା ସ୍ଥିତି ଜଟିଳ ହେବାରେ ଲାଗିଛି। ପ୍ରତିଦିନ ହଜାର ହଜାର ନୂଆ ମାମଲା ସାମ୍ନାକୁ ଆସୁଛି। ଅଦ୍ୟାବଧି ଦେଶରେ ୧ ଲକ୍ଷ ୧୫ ହଜାର ୨୭୭ ଜଣ କରୋନା ଭୂତାଣୁ ଦ୍ୱାରା ଆକ୍ରାନ୍ତ ଥିବା ଜଣାପଡ଼ିଛି। ଗୁରୁବାର…

୫ କୋଟି ଭାରତୀୟଙ୍କ ପାଖରେ ହାତଧୁଆ ସୁବିଧା ନାହିଁ: କରୋନା ସଂକ୍ରମଣ ଆଶଙ୍କା ଅଧିକ

ନୂଆଦିଲ୍ଲୀ,୨୨ା୫(ପି.ଟି.): ଭାରତର ୫ କୋଟିରୁ ଊର୍ଦ୍ଧ୍ୱ ଲୋକଙ୍କ ପାଖରେ ଉପଯୁକ୍ତ ଭାବେ ହାତ ଧୋଇବାର ସୁବିଧା ଉପଲବ୍ଧ ନୁହେଁ ବୋଲି ଏକ ଅଧ୍ୟୟନରୁ ଜଣାପଡିଛି। ତେଣୁ ଏମାନଙ୍କଠାରେ କୋଭିଡ୍‌-୧୯ ସଂକ୍ରମଣ ହେବାର ଆଶଙ୍କା ଅଧିକ। ସାରା ବିଶ୍ୱରେ ୨୦୦ କୋଟିରୁ ଅଧିକ…

ବିଗୁଡୁଛି ଭାରତ-ନେପାଳ ସମ୍ପର୍କ

ନୂଆଦିଲ୍ଲୀ/କାଠମାଣ୍ଡୁ,୨୨ା୫: ନେପାଳ ଏହାର ନୂଆ ମାନଚିତ୍ରରେ ଭାରତର କେତେକ ଅଞ୍ଚଳକୁ ସ୍ଥାନ ଦେଇଥିବାରୁ ଏହାକୁ ନେଇ ଦୁଇ ପଡୋଶୀ ଦେଶର ସମ୍ପର୍କରେ ତିକ୍ତତା ଦେଖାଦେଇ ଥିବାବେଳେ କରୋନାକୁ ନେଇ ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଓଲିଙ୍କ ମନ୍ତବ୍ୟ ସମ୍ପର୍କକୁ ଆହୁରି ବିଗାଡ଼ି ଦେଇଛି।…

ବାଂଲାଦେଶରେ ୧୦ ମୃତ

ଢାକା,୨୨ା୫(ପି.ଟି.): ବାତ୍ୟା ଅମ୍ଫନରେ ବାଂଲାଦେଶରେ ୧୦ଜଣଙ୍କ ମୃତ୍ୟୁ ହେବା ସହ ଉପକୂଳବର୍ତ୍ତୀ ଅଞ୍ଚଳରେ ବ୍ୟାପକ କ୍ଷତି ଘଟିଛି। ଖାଲୁଆ ଅଞ୍ଚଳ ଜଳାର୍ଣ୍ଣବ ହେବା ସହ ବହୁ କଚାଘର ଭାଙ୍ଗିଯାଇଛି। ୨୦୦୭ର ସିଡର ବାତ୍ୟା ପରେ ଏହା ସବୁଠୁ ଭୟଙ୍କର ବାତ୍ୟା ବୋଲି…

ଅମ୍ଫନ୍‌କୁ ଜାତୀୟ ବିପତ୍ତି ଘୋଷଣା କର: ସିପିଏମ୍‌

ନୂଆଦିଲ୍ଲୀ,୨୨ା୫(ପି.ଟି.): ବାତ୍ୟା ଅମ୍ଫନକୁ ଜାତୀୟ ବିପତ୍ତି ଘୋଷଣା କରିବାକୁ ସିପିଆଇ(ଏମ୍‌) ପକ୍ଷରୁ ଦାବି କରାଯାଇଛି। ପଶ୍ଚିମବଙ୍ଗ ଏବଂ ଓଡ଼ିଶାର ଜନସାଧାରଣ କେନ୍ଦ୍ରୀୟ ସହାୟତା ଚାହାନ୍ତି। ଅମ୍ଫନ ପ୍ରଭାବରେ ଓଡ଼ିଶା ଓ ପଶ୍ଚିମବଙ୍ଗର ବ୍ୟାପକ କ୍ଷତି ହୋଇଛି। ଏଭଳି ସମୟରେ ରିଲିଫ ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri