Home Left

ଅଗଷ୍ଟ ଶେଷରେ ଭାରତ, ଦକ୍ଷିଣ ଆଫ୍ରିକା ୩ ଟି୨୦ ଖେଳିବେ

ନୂଆଦିଲ୍ଲୀ,୨୧।୫ (ପି.ଟି.): ଆସନ୍ତା ଅଗଷ୍ଟ ମାସ ଶେଷରେ ଭାରତ ଓ ଦକ୍ଷିଣ ଆଫ୍ରିକା ୩ଟି ଟି୨୦ ମ୍ୟାଚ୍‌ ଖେଳିବେ। ତେବେ କୋଭିଡ-୧୯ ମହାମାରୀ କମିଲେ ଅର୍ଥାତ ନିୟନ୍ତ୍ରଣକୁ ଆସିଲେ ଉଭୟ ଦେଶର ସରକାର ଏହି ସିରିଜ ଆୟୋଜନ ନେଇ ଅନୁମତି ଦେବେ।…

ଦିନିକିଆରେ କୋହଲି ନୁହେଁ, ସଚିନ ଗମ୍ଭୀରଙ୍କ ପସନ୍ଦ

ମୁମ୍ବାଇ,୨୧।୫(ପି.ଟି.): ଦିନିକିଆ ଫର୍ମାଟ ଦୃଷ୍ଟିକୋଣରୁ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ଅପେକ୍ଷା କ୍ରିକେଟ ଆଇକନ ସଚିନ ତେନ୍ଦୁଲଙ୍କରଙ୍କୁ ପସନ୍ଦ କରିଛନ୍ତି ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀର। ସଚିନ୍‌ଙ୍କ କ୍ୟାରିୟର ଦୀର୍ଘ। ଦିନିକିଆରେ ମଧ୍ୟ ଏକାଧିକ ନିୟମରେ ପରିବର୍ତ୍ତନ ହୋଇଛି। ଏସବୁ ଦୃଷ୍ଟିକୋଣରୁ…

କରୋନା ଭାଇରସ: ଦେଶରେ ସୁସ୍ଥ ହାର ୪୦.୨୩ ପ୍ରତିଶତ

ନୂଆଦିଲ୍ଲୀ,୨୧।୫: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩,୦୦୨ଜଣ କରୋନା ସଂକ୍ରମିତ ସୁସ୍ଥ ହେବା ପରେ ଏବେ ଦେଶରେ ସୁସ୍ଥ ହାର ୪୦.୨୩ ପ୍ରତିଶତ ହୋଇଛି ବୋଲି ଗୁରୁବାର କହିଛି କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ। ପୂର୍ବରୁ ଏହି…

ଡୋପିଂ: କଲମ୍ବିଆ ସାଇକ୍ଲିଷ୍ଟ ୪ ବର୍ଷ ବାସନ୍ଦ

ପ୍ୟାରିସ୍‌,୨୧।୫(ଏଏଫପି): କଲମ୍ବିଆର ତାରକା ସାଇକ୍ଲିଷ୍ଟ ପାଣ୍ଟାନୋ ଡୋପିଂ କାରଣରୁ ୪ ବର୍ଷ ବାସନ୍ଦାଦେଶର ସମ୍ମୁଖୀନ ହୋଇଛନ୍ତି। ଗତ ବର୍ଷ ହୋଇଥିବା ଡୋପ୍‌ ଟେଷ୍ଟରେ ସେ ବିଫଳ ହୋଇଛନ୍ତି। ନିଷିଦ୍ଧ ପଦାର୍ଥ ତତା ବ୍ଲଡ ବୁଷ୍ଟର ଇପିଓ ତାଙ୍କ ନମୁନାରେ ଥିବା ପ୍ରମାଣ…

ଅବସରପ୍ରାପ୍ତ ମୁମ୍ବାଇ ଅମ୍ପାୟରଙ୍କୁ ସହାୟତା

ମୁମ୍ବାଇ,୨୧।୫(ପି.ଟି.): କୋଭିଡ୍‌-୧୯ ଜନିତ ଲକ୍‌ଡାଉନ କାରଣରୁ ସମସ୍ୟାରେ ପଡିଥିବା ମୁମ୍ବାଇ ମେଟ୍ରୋପଲିର ୨୦ ଜଣ ଅବସରପ୍ରାପ୍ତ ଅମ୍ପାୟରଙ୍କୁ ସହାୟତା କରିବାକୁ ‘କ୍ରିକେଟର୍ସ ଫାଉଣ୍ଡେଶନ’ ନାମକ ଏକ ପବ୍ଲିକ୍‌ ଟ୍ରଷ୍ଟ ଆଗେଇ ଆସିଛି। ଏହି କଷ୍ଟକର ସମୟରେ ସଂଘର୍ଷ କରୁଥିବା ଅମ୍ପାୟରମାନଙ୍କୁ ୪…

ମୌସୁମୀ ପରେ କ୍ରିକେଟ ସମ୍ଭବ: ଜୋହରି

ନୂଆଦିଲ୍ଲୀ,୨୧।୫(ପି.ଟି.): ମୌସୁମୀ ଋତୁ ପରେ କ୍ରିକେଟ ନେଇ କାର୍ଯ୍ୟକଳାପ ଆରମ୍ଭ ହୋଇପାରିବ ବୋଲି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମୁଖ୍ୟ କାର୍ଯ୍ୟନିର୍ବାହୀ ରାହୁଲ ଜୋହରି କହିଛନ୍ତି। ଏହା ହୋଇପାରିଲେ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ପାଇଁ ବାଟ ଫିଟିବ ବୋଲି…

ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀ ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୨୧।୫: ଜମ୍ମୁ-କଶ୍ମୀରର ପୁଲଓ୍ବାମାରେ ଗୁରୁବାର ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ମୁହାଁମୁହିଁ ହୋଇଛି। ଏଥିରେ ୨ ଯବାନ ଆହତ ହୋଇଥିବା ସୂଚନା ମିଳିଛି। ଚିକିତ୍ସା ପାଇଁ ତାଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ଜଣେ ଯବାନ ଶହୀଦ ହୋଇଥିବା ବିଶେଷ…

ବ୍ରହ୍ମପୁର ଆଇଟିଆଇ ପ୍ରସ୍ତୁତ କଲା ସବୁଠୁ ଶସ୍ତା ଅଟୋମେଟିକ୍‌ ହ୍ୟାଣ୍ଡ ସାନିଟାଇଜର: ଭାରତର ସମସ୍ତ ଆଇଟିଆଇକୁ ଫେସ୍‌ ସିଲ ପ୍ରସ୍ତୁତି ତାଲିମ ଦେବ

ବ୍ରହ୍ମପୁର ଅଫିସ,୨୧ା୫: କରୋନା ମୁକାବିଲା ପାଇଁ ବ୍ରହ୍ମପୁର ଆଇଟିଆଇ ସ୍ବୟଂଚାଳିତ ଓ ପଦଚାଳିତ ସାନିଟାଇଜର ମେଶିନ ତିଆରି କରିଛି। ଇଲେକ୍ଟ୍ରିକାଲ ଓ ପ୍ଲମ୍ବର ସ୍କାର୍ପ ସାମଗ୍ରୀକୁ ବିନିଯୋଗ କରି ୭ଟି ମଡେଲର ଅଟୋମେଟିକ୍‌ ହ୍ୟାଣ୍ଡ ସାନିଟାଇଜର ଡିସ୍ପେନସିଭ୍‌ ମେଶିନ ପ୍ରସ୍ତୁତ କରାଯାଇଛି।…

ଅମ୍ଫନ ପ୍ରଭାବରେ ଆସାମରେ ହୋଇପାରେ ପ୍ରବଳ ବର୍ଷା

ନୂଆଦିଲ୍ଲୀ,୨୧।୫: ବାତ୍ୟା ଅମ୍ଫନ ପଶ୍ଚିମବଙ୍ଗରେ ତାଣ୍ଡବ ରଚିବା ପରେ ଏବେ ଏହାର କୌଣସି ପ୍ରତିକୂଳ ପ୍ରଭାବ ପଶ୍ଚିମବଙ୍ଗ ଉପରେ ପଡିବ ନାହିଁ ବୋଲି କହିଛି ଭାରତୀୟ ପାଣିପାଗ ବିଭାଗ। ତେବେ ଏହାର ପ୍ରଭାବରେ ଆସାମରେ ପ୍ରବଳ ବର୍ଷା ହେବାର ଅନୁମାନ କରାଯାଇଛି।…

ଘରେ ରହି ‘ମ୍ୟାନ୍ସ ଓ୍ବାର୍ଲଡ ଇଣ୍ଡିଆ’ ମାଗାଜିନର କଭର ଗର୍ଲ ହେଲେ ତାପସି

ମୁମ୍ବାଇ: ଲକ୍‌ଡାଉନ ପାଇଁ ଏବେ ପ୍ରାୟ ସବୁ ସେଲିବ୍ରିଟି ଘରେ ବନ୍ଦ ହୋଇ ରହିଛନ୍ତି। ତେବେ ଏହି ସମୟରେ ଘରେ ବନ୍ଦ ହୋଇ ରହି ମଧ୍ୟ ‘ମ୍ୟାନ୍ସ ଓ୍ବାର୍ଲଡ ଇଣ୍ଡିଆ’ ମାଗାଜିନର କଭର ଗର୍ଲ ହୋଇପାରିଛନ୍ତି ବଲିଉଡ୍‌ ନାୟିକା ତାପସି ପନ୍ନୁ।…

ପୁଅ ଭିୟାନ୍‌ର ଜନ୍ମଦିନରେ ଶିଳ୍ପା କହିଲେ ‘ତୁ ମୋ’ ଗର୍ବ’

ମୁମ୍ବାଇ: ଅଭିନେତ୍ରୀ ଶିଳ୍ପା ଶେଟ୍ଟୀ ସୋସିଆଲ ମିଡିଆରେ ଆଜିକାଲି ବେଶ୍‌ ଆକ୍ଟିଭ୍‌ ରହୁଛନ୍ତି। ଅଧିକାଂଶ ସମୟରେ ସେ ନିଜ ଫଟୋ, ପରିବାର ସଦସ୍ୟଙ୍କ ଫଟୋ ଭିଡିଓ ଆଦି ଶେୟାର କରୁଛନ୍ତି। ସେହିପରି ଗୁରୁବାର ପୁଅ ଭିୟାନ୍‌ଙ୍କ ୮ମ ଜନ୍ମଦିନରେ ଏକ ଫଟୋ…

ରାଜ୍ୟ ସରକାରଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା: କହିଲେ ‘ଓଡ଼ିଶା ବାତ୍ୟାକୁ ସାହସିକତାର ସହ ମୁକାବିଲା କରିଛି’

ଭୁବନେଶ୍ୱର,୨୧।୫(ବ୍ୟୁରୋ): ବାତ୍ୟା ଅମ୍ଫନ ମୁକାବିଲା ନେଇ ରାଜ୍ୟସରକାରଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ଗୁରୁବାର ଟୁଇଟ୍‌ ଯୋଗେ ପ୍ରଧାନମନ୍ତ୍ରୀ କହିଛନ୍ତି, ଓଡ଼ିଶା ସାହସିକତାର ସହ ବାତ୍ୟାକୁ ମୁକାବିଲା କରିଛି। ରାଜ୍ୟବାସୀଙ୍କ ସହ ମୋର ସମବେଦନା ରହିଛି। କ୍ଷତିଗ୍ରସ୍ତଙ୍କୁ ସମସ୍ତ ସହଯୋଗ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri