ଭୂମିହୀନ କୃଷକଙ୍କୁ ନିଜ ଫାର୍ମ ହାଉସରେ କାମ କରିବାର ସୁଯୋଗ ଦେଲେ ଜୁହି
ମୁମ୍ବାଇ: ପରିବେଶ ପ୍ରେମୀ କଳାକାରଙ୍କ ଭିତରେ ଜଣେ ହେଉଛନ୍ତି ବଲିଉଡ୍ ନାୟିକା ଜୁହି ଚାଓ୍ବଲା। ଏବେ କରୋନା ଭାଇରସ ପାଇଁ ସାରା ଦେଶରେ ଲକ୍ଡାଉନ ଚାଲିଥିବା ବେଳେ ଭୂମିହୀନ କୃଷକଙ୍କୁ ସାହାଯ୍ୟ କରିବାକୁ ଚିନ୍ତା କରିଛନ୍ତି ଏହି ନାୟିକା। ସୂଚନା ମୁତାବକ,…
ପାଣି ଯୋଗାଣରେ ବିଳମ୍ବ ଯୋଗୁ ସଂଗରୋଧ କେନ୍ଦ୍ରରେ ଭଙ୍ଗାରୁଜା: ୩ ପ୍ରବାସୀଙ୍କ ନାମରେ ଏତଲା
ଜି.ଉଦୟଗିରି, ୨୧।୫(ଡି.ଏନ୍.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ଶ୍ରୀରାମପଦାସ୍ଥିତ ଅନ୍ବେସା ସଙ୍ଗରୋଧ କେନ୍ଦ୍ରରେ ରହିଥିବା ୩ ଜଣ ଅନ୍ତେବାସୀ ବୁଧବାର ସେଠାରେ କାର୍ଯ୍ୟରତ କର୍ମଚାରୀଙ୍କ ସହ ଗଣ୍ଡଗୋଳ କରିଛନ୍ତି। ଏଥିସହ ସେମାନେ କେନ୍ଦ୍ରର ପାଇପ୍ ଓ ପାଇଖାନା ଭାଙ୍ଗିଥିବା ନେଇ ଗ୍ରେସିଙ୍ଗିଆ ସରପଞ୍ଚ…
ପଶ୍ଚିମବଙ୍ଗରେ ଅମ୍ଫନ ନେଲା ୭୨ ଜୀବନ
କୋଲକାତା,୨୧।୫: ବାତ୍ୟା ଅମ୍ଫନ ପଶ୍ଚିମବଙ୍ଗରେ ତାଣ୍ଡବ ରଚିଥିବା ବେଳେ ଏବେସୁଦ୍ଧା ଅମ୍ଫନ ଯୋଗୁ ସେଠାରେ ୭୨ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏହି ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ବାତ୍ୟା ଅମ୍ଫନ ପ୍ରଭାବରେ ପଶ୍ଚିମବଙ୍ଗରେ ବହୁ…
ଘରୋଇ ଉଡାଣ ପାଇଁ ପ୍ରସ୍ତୁତ ହେଲାଣି ଦେଶ: ନିର୍ଦ୍ଧାରଣ ହେଲା ଟିକେଟର ଦାମ
ନୂଆଦିଲ୍ଲୀ,୨୧।୫: ପାଖାପାଖି ୨ ମାସର ବିରତି ପରେ ଏବେ ଦେଶରେ ସାଧାରଣ ଜୀବନଯାତ୍ରା ସ୍ବାଭାବିକ ହେବାକୁ ଯାଉଛି। ଏହି ସମୟରେ ମେ’୨୫ରୁ ଘରୋଇ ବିମାନ ସେବା ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ କିଛି ନିୟମ ରଖାଯାଇଛି ଯାହାର ପାଳନ କରିବା ଜରୁରୀ।…
ଷ୍ଟେଶନ କାଉଣ୍ଟରରେ ବିକ୍ରି ହେବ ଟିକଟ
ନୂଆଦିଲ୍ଲୀ,୨୧।୫: କରୋନା ସଂକ୍ରମଣ ନେଇ ଭାରତରେ ସଙ୍କଟସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ଲକ୍ଡାଉନ୍ ଜାରି କରାଯାଇଛି। ଫଳରେ ବହୁ ଲୋକ ବିଭିନ୍ନ ସ୍ଥାନରେ ଅଟକି ରହିଛନ୍ତି। ଲୋକଙ୍କ ସୁବଧା ପାଇଁ ଜୁନ୍ ପହିଲାରୁ ପାସେଞ୍ଜର ଟେନ୍ ଚଳାଚଳା କରାଯିବା ଲାଗି…
କରୋନା ଭାଇରସ: ବ୍ରାଜିଲରେ ଗୋଟିଏ ପିପିଇକୁ ବାରମ୍ବାର ପିନ୍ଧୁଛନ୍ତି ସ୍ବାସ୍ଥ୍ୟକର୍ମୀ !
ବ୍ରସିଲିଆ,୨୧।୫: ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଚାହୁଁ ଚାହୁଁ ସାରା ବିଶ୍ୱକୁ ବ୍ୟାପିଯାଇଛି। ପ୍ରଥମେ କରୋନାର ହଟ୍ସ୍ପଟ୍ ଉହାନ ହୋଇଥିବା ବେଳେ ଏବେ ଏହି ତାଲିକାରେ ଇଟାଲି, ଆମେରିକା, ଇରାନ ଆଦି ସାମିଲ ହୋଇ ସାରିଛନ୍ତି। ହେଲେ…
ଅନ୍ଲାଇନ୍ରେ ଟ୍ରେନ୍ ଟିକଟ ବିକ୍ରି ଆରମ୍ଭ: ଅଢ଼େଇ ଘଣ୍ଟା ମଧ୍ୟରେ ୪ ଲକ୍ଷରୁ ଅଧିକ ବୁକିଂ
ନୂଆଦିଲ୍ଲୀ,୨୧।୫: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଦେଶବ୍ୟାପୀ ଲକ୍ଡାଉନ୍ ଜାରି କରାଯାଇଛି। ଏପରିସ୍ଥଳେ ଯାତ୍ରୀଙ୍କ ସୁବିଧା ପାଇଁ ଭାରତୀୟ ରେଳ ବିଭାଗ ପକ୍ଷରୁ ଜୁନ୍ ୧ଠାରୁ ୨୦୦ ପାସେଞ୍ଜର ଟ୍ରେନ୍ ଚଳାଚଳ ଲାଗି ଘୋଷଣା କରାଯାଇଛି। ଘୋଷଣା ଅନୁସାରେ ଗୁରୁବାର…
‘ରାଜୀବ ଗାନ୍ଧୀ କିଶାନ ନ୍ୟାୟ ଯୋଜନା’ ଘୋଷଣା କଲେ ଛତିଶଗଡ଼ ସରକାର
ରାୟପୁର,୨୧।୫:ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତଃ ରାଜୀବ ଗାନ୍ଧୀଙ୍କ ୨୯ତମ ଶ୍ରାଦ୍ଧ ଦିବସ ଅବସରରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲ ଗୁରୁବାର ୫,୭୦୦କୋଟି ଟଙ୍କାର ‘ରାଜୀବ ଗାନ୍ଧୀ କିଶାନ ନ୍ୟାୟ ଯୋଜନା’ର ଘୋଷଣା କରିଛନ୍ତି। କଂଗ୍ରେସ ଅଧ୍ୟକ୍ଷା ସୋସିଆ ଗାନ୍ଧୀ ଓ ତାଙ୍କ…
ଆତଙ୍କବାଦକୁ ସମର୍ଥନ କରୁଥିବା ଦେଶକୁ ଏକଘରିଆ କରିବା ଆବଶ୍ୟକ: ଉପରାଷ୍ଟ୍ରପତି
ନୂଆଦିଲ୍ଲୀ,୨୧।୫: ଆତଙ୍କବାଦକୁ ସମର୍ଥନ କରୁଥିବା ଦେଶକୁ ଏକଘରିଆ କରିବାର ଆବଶ୍ୟକତା ରହିିଛି। ଏନେଇ ପୃଥିବୀର ସମସ୍ତ ଦେଶ ଏକତ୍ରିତ ହେବା ଉଚିତ ବୋଲି ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ ଗୁରୁବାର କହିଛନ୍ତି। ମେ ୨୧ ଆତଙ୍କବାଦ ନିରୋଧୀ ଦିବସ ଅବସରରେ ସେ ଏଭଳି…
ମହଙ୍ଗା ପଡ଼ିଲା ଅନ୍ଲାଇନ୍ ପାଠପଢ଼ା: ବାପାଙ୍କ ଆକାଉଣ୍ଟରୁ ୮ଲକ୍ଷ ଟଙ୍କା ଲୁଟ୍
ଅଜମଗଢ଼,୨୧।୫: କରୋନା ଲକ୍ଡାଉନ ଯୋଗୁ ଦେଶବ୍ୟାପି ସ୍କୁଲ ଓ କଲେଜ ବନ୍ଦ ରହିଛି। ପିଲାଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ସରକାର ଅନ୍ଲାଇନ୍ ପାଠପଢ଼ା ପାଇଁ ନିଷ୍ପତ୍ତି ନେଇଥିଲେ। ହେଲେ ଜଣେ ଅଭିଭାବକଙ୍କୁ ଅନ୍ଲାଇନ୍ରେ ପାଠପଢ଼ା ମହଙ୍ଗା ପଡ଼ିଛି। ଚାହୁଁ ଚାହୁଁ ଆକାଉଣ୍ଟରୁ…
ପୋଡ଼ାଡିହ ଗାଁ ଦାଣ୍ଡରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଭାଇରାଲ ହେଉଛି ଭିଡିଓ
ଖୋର୍ଦ୍ଧା ଅଫିସ,୨୧।୫ : ଖୋର୍ଦ୍ଧା ଜିଲା ବାଘମାରୀ ଥାନା ଅନ୍ତର୍ଗତ ପୋଡାଡିହ ଗ୍ରାମରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିଲା। ଗାଁ ଦାଣ୍ଡରେ ଉପରେ ତାଙ୍କୁ ନିର୍ଦ୍ଦୟ ଭାବେ ମାଡ଼ ମରାଯାଉଥିବାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।…
ପିଏମ୍ କେୟାର୍ସ ଫଣ୍ଡକୁ ନେଇ ସୋନିଆଙ୍କ ନାଁରେ ଦାଖଲ ହେଲା ଏଫ୍ଆଇଆର୍
ବେଙ୍ଗାଲୁରୁ,୨୧।୫: ଦେଶ ଏବେ କରୋନା ମହାମାରୀ ସହ ଲଢୁଥିବା ବେଳେ ଭାରତୀୟ ଜନତା ପାର୍ଟି (ଭାଜପା) ଓ କଂଗ୍ରେସ ମଧ୍ୟରେ ଲାଗିଛି ରାଜନୈତିକ ଟଣାଓଟରା। ଇତିମଧ୍ୟରେ କର୍ନାଟକର ଶିବାମୁଗା ଜିଲାରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ନାଁରେ ଏଫ୍ଆଇଆର୍ ଦାଖଲ କରାଯାଇଛି।…
Archives


