ଅମ୍ଫନ୍ ବାତ୍ୟା ଯୋଗୁ ଭାରତ-ବାଂଲାଦେଶରେ କୋଟିଏ ୯୦ ଲକ୍ଷ ଶିଶୁ ପ୍ରଭାବିତ ହେବା ଆଶଙ୍କା: ୟୁନିସେଫ୍
ଜେନେଭା,୨୧।୫: ବୁଧବାର ଅମ୍ଫନ୍ ବାତ୍ୟା ଭାରତ ଏବଂ ବାଂଲାଦେଶରେ ତାଣ୍ଡବ ରଚିଛି। ବାତ୍ୟା ଯୋଗୁ ଭାରତ ଏବଂ ବାଂଲାଦେଶରେ କୋଟିଏ ୯୦ ଲକ୍ଷ ଶିଶୁ ପ୍ରଭାବିତ ହେବାର ଆଶଙ୍କା ରହିଛି। ଏନେଇ ୟୁନିସେଫ୍ ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ପଶ୍ଚିମବଙ୍ଗରେ…
ଠାକୁରମୁଣ୍ଡା ବ୍ଲକରୁ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ, ତୀର୍ଥ ଭ୍ରମଣରେ ଯାଇ ଫେରିଥିଲେ ବୃଦ୍ଧ
ଠାକୁରମୁଣ୍ଡା, ୨୧।୫(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକରେ ପ୍ରଥମ କରି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗୁରୁବାର ଜିଲାରେ ୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେଥିମଧ୍ୟରୁ ଠାକୁରମୁଣ୍ଡାର ଜଣେ ୭୦ ବର୍ଷୀୟ ବୃଦ୍ଧ ରହିଛନ୍ତି। ଚିହ୍ନଟ ବୃଦ୍ଧ ତୀର୍ଥ…
ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ରିପୋର୍ଟ ୮୨ ଦିନ ପର୍ଯ୍ୟନ୍ତ ବି ଆସିଥାଏ କରୋନା ପିଜିଟିଭ୍
ସିଓଲ,୨୧।୫: ପୃଥିବୀରେ କରୋନା ସଂକ୍ରମଣ ନେଇ ଅଚଳାବସ୍ଥା ଜାରି ରହିଛି। ଏପରିସ୍ଥଳେ ଦକ୍ଷିଣ କୋରିଆର ଗବେଷକ ଦାବି କରିଛନ୍ତି ଯେ, ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ରିପୋର୍ଟ ୮୨ ଦିନ ପର୍ଯ୍ୟନ୍ତ ବି କରୋନା ପିଜିଟିଭ୍ ଆସିବାର ଆଶଙ୍କା ରହିଛି। ସୁସ୍ଥ ହୋଇଥିବା…
ବିବାହର ଦୁଇ ଦିନ ପରେ କନ୍ୟାଙ୍କ କରୋନା ରିପୋର୍ଟ ଆସିଲା ପଜିଟିଭ: ବର ସମେତ ୩୨ ଜଣ କ୍ୱାରାଣ୍ଟାଇନରେ
ଭୋପାଳ,୨୧।୫: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ବୁଧବାର ୩୯ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିଲା। ଏମାନଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ମଧ୍ୟ ହୋଇଥିଲା। ତେବେ ସଂକ୍ରମିତଙ୍କ ମଧ୍ୟରେ ଜଣେ ୧୫ ଦିନର ଜଣେ ଶିଶୁ ଥିବା ବେଳେ ଜଣେ ନବବିବାହିତା ମଧ୍ୟ…
ଓଲଟି ପଡ଼ିଲା ପ୍ରବାସୀ ଶ୍ରମିକଙ୍କ ବସ୍: ୪ ଗୁରୁତର
ବାଲେଶ୍ୱର ଅଫିସ,୨୧ା୫: ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଧିନସ୍ଥ ୫୬ ନମ୍ବର ଜାତୀୟ ରାଜପଥ ଲକ୍ଷ୍ମଣନାଥ ଗେଟ୍ ନିକଟରେ କେରଳରୁ ପଶ୍ଚିମବଙ୍ଗକୁ ୫୦ ପ୍ରବାସୀ ଶ୍ରମିକଙ୍କୁ ନେଇ ଆସୁଥିବା ବେଳେ ଏକ ବସ୍ ଗୁରୁବାର ପୂର୍ବାହ୍ନରେ ଓଲଟି ପଡ଼ିଛି। ଏଥିରେ ୪…
ଲକ୍ଡାଉନ୍ ପ୍ରଭାବ: ତାମିଲନାଡୁର ୮ ହଜାରରୁ ଅଧିକ ମନ୍ଦିରରେ ଗୋଟିଏ ବେଳା ପୂଜା
ନୂଆଦିଲ୍ଲୀ,୨୧।୫: କରୋନା ମହାମାରୀ ସଂକ୍ରମଣକୁ ରୋକିବା ଲାଗି ଦେଶବ୍ୟାପୀ ଲକ୍ଡାଉନ୍ ଜାରି ରହିଛି। ସରକାରଙ୍କ ଲକ୍ଡାଉନ୍ ମାର୍ଗଦର୍ଶିକା ଅନୁସାରେ ସମସ୍ତ ଧାର୍ମିକସ୍ଥଳକୁ ବନ୍ଦ ରଖାଯାଇଛି। ମନ୍ଦିରରେ କେବଳ କିଛି ପୂଜକ ଠାକୁରଙ୍କ ପୂଜା କରୁଛନ୍ତି। ଶ୍ରଦ୍ଧାଳୁଙ୍କ ପ୍ରବେଶ ବାରଣ କରାଯାଇଛି। ଏହାଯୋଗୁ…
କାର୍ ପାର୍ଟସକୁ ନେଇ ଭେଣ୍ଟିଲେଟର ତିଆରି କଲେ ଆଫଗାନିସ୍ତାନର ଯୁବତୀ
କାବୁଲ,୨୧।୫: କରୋନା ଭାଇରସ ସାରା ବିଶ୍ୱରେ କାୟା ବିସ୍ତାର କରିଚାଲିଥିବା ବେଳେ ଏବେ ଅନେକ ଦେଶରେ ଏହାର ଚିକିତ୍ସା ପାଇଁ ଭେଣ୍ଟିଲେଟରର ଅଭାବ ପରିଲକ୍ଷିତ ହେଉଛି। ଏହିକ୍ରମରେ ଏବେ ଆଫଗାନ୍ତିସ୍ତାନର କେତେଜଣ ଯୁବତୀ/ମହିଳା କାର୍ ପାର୍ଟସକୁ ନେଇ ଭେଣ୍ଟିଲେଟର ତିଆରି କରିଥିବା…
ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଟପିଲା ଲକ୍ଷେ ୧୨ ହଜାର: ପ୍ରତି ୨ ଦିନରେ ୧୦ ହଜାରରୁ ଅଧିକ ନୂଆ ସଂକ୍ରମଣ
ନୂଆଦିଲ୍ଲୀ,୨୧।୫: ଭାରତରେ କରୋନା ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ପ୍ରତିଦିନ ବଢ଼ିଚାଲିଛି। ଗୁରୁବାର ସୁଦ୍ଧା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଲକ୍ଷେ ୧୨ ହଜାର ୪୪୨ରେ ପହଞ୍ଚିଛି। ସେହିପରି ମୃତକଙ୍କ ସଂଖ୍ୟା ୩ ହଜାର ୪୩୮ ଛୁଇଁଛି। ଅପରପକ୍ଷରେ ୪୫ ହଜାର…
ଶ୍ରାଦ୍ଧ ବାର୍ଷିକୀରେ ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ରାହୁଲ
ନୂଆଦିଲ୍ଲୀ,୨୧।୫: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କଂଗ୍ରେସ ନେତା ରାଜୀବ ଗାନ୍ଧୀଙ୍କ ୨୯ ତମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ପୁତ୍ର ରାହୁଲ ଗାନ୍ଧୀ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଜଣେ ସଚ୍ଚୋଟ ଦେଶଭକ୍ତଙ୍କ ପୁତ୍ରଭାବେ ସେ ଗର୍ବ ଅନୁଭବ କରନ୍ତି ବୋଲି…
ଜାହ୍ନବୀଙ୍କ ଘରେ କରୋନା
ମୁମ୍ବାଇ: ସାରା ଦୁନିଆକୁ ବର୍ତ୍ତମାନ ହଇରାଣ କରୁଛି କୋଭିଡ୍-୧୯ ଭୂତାଣୁ। ଭାରତକୁ ବି ଏଥିରୁ ତ୍ରାହି ମିଳିନି। ଗତ ୨ମାସ ହେଲା ଦେଶରେ ଲକ୍ଡାଉନ୍ ଚାଲିଥିବାବେଳେ ବଲିଉଡ୍କୁ ବି ଏଥିରୁ ନିସ୍ତାର ମିଳିନାହିଁ। ବଲିଉଡ୍ର ଅନେକ ତାରକା କରୋନା ସଂକ୍ରମିତ ହେବା…
କ୍ୱାରାଣ୍ଟାଇନ୍ ହବି
ନୂଆଦିଲ୍ଲୀ: ଲକ୍ଡାଉନ୍ ପାଇଁ ଏବେ ସମସ୍ତେ ଭିଡ଼ିଓ କନ୍ଫରେନ୍ସିଂ କଲ୍ ଉପରେ ନିର୍ଭରଶୀଳ। ଏ ସମୟରେ ଜୁମ୍ ବମ୍ବିଂରେ ଜଣେ ବ୍ୟକ୍ତି ଜୋକର ଭଳି ପୋଷାକ ପିନ୍ଧି ଚର୍ଚ୍ଚାକୁ ଆସିଛନ୍ତି। ଲକ୍ଡାଉନ୍ ପାଇଁ ଘରେ ରହି ସେ ଏଭଳିଭାବେ ପୋଷାକ ପିନ୍ଧି…
ଗୋଲକିପର୍ ବିଲେଇ
ନୂଆଦିଲ୍ଲୀ: ବିଲେଇ ପୁଣି ଗୋଲ୍ କିପିଂ କିରପାରେ! ଏକଥା ଅନେକଙ୍କୁ ବିସ୍ମିତ କରିବା ସ୍ବାଭାବିକ। ହେଲେ ବିଲେଇର ଗୋଲ୍ କିପିଂ ଦକ୍ଷତାକୁ ଲୋକେ ଏବେ ସୋସିଆଲ୍ ମିଡିଆରେ ଦେଖି ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। କ୍ରୀସ୍ ଡିକ୍ସନ ନାମକ ଜଣେ ୟୁଟ୍ୟୁବର ନିଜର ଏକ…
Archives


