ମହାରାଷ୍ଟ୍ର, ଆନ୍ଧ୍ରରୁ ପହଞ୍ଚିଲା ୨ ଶ୍ରମିକ ସ୍ପେଶାଲ ଟ୍ରେନ୍
ବଲାଙ୍ଗୀର ଅଫିସ, ୨୦ା୫: ବଲାଙ୍ଗୀର ରେଲୱେ ଷ୍ଟେସନ୍ରେ ବୁଧବାର ଦୁଇଟି ଶ୍ରମିକ ସ୍ପେଶାଲ ଟ୍ରେନ୍ ଆସି ପହଞ୍ଚିଛି। ମହାରାଷ୍ଟ୍ରର ମୁମ୍ବାଇ ଉପନଗର ଲୋକମାନ୍ୟ ତିଲକ ଟର୍ମିନସଠାରୁ ଆସିଥିବା ଏହି ଟ୍ରେନ୍ ପୂର୍ବାହ୍ନ ପ୍ରାୟ ସାଢ଼େ ୧୦ଟାରେ ପହଞ୍ଚିଥିଲା। ଏହି ଟ୍ରେନ୍ରେ ବଲାଙ୍ଗୀର…
ଜୁନ୍ ୧ରୁ କାର୍ଯ୍ୟକ୍ଷମ ହେବ ଏମ୍ସିସି
ଅନୁଗୋଳ ଅଫିସ, ୨୦।୫: ବହୁ ବିରୋଧ ପରେ ଅନୁଗୋଳ ସହରରେ ମାଇକ୍ରୋ କମ୍ପୋଷ୍ଟିଂ ସିଷ୍ଟମ(ଏମ୍ସିସି) ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସହରର ଗୋଟିଏ ସ୍ଥାନରେ ଏମ୍ସିସି କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିବାବେଳେ ଅନ୍ୟ ଦୁଇଟି ସ୍ଥାନରେ କାର୍ଯ୍ୟ ୮୦ ପ୍ରତିଶତ ଶେଷ…
ଲୁଣିଘେରି ଭାଙ୍ଗି କ୍ଷେତରେ ପଶିଲା ସମୁଦ୍ର ପାଣି
କେନ୍ଦ୍ରାପଡ଼ା ଅଫିସ, ୨୦ା୫: ସାମୁଦ୍ରିକ ଝଡ ଅମ୍ଫନ୍ କେନ୍ଦ୍ରାପଡ଼ା ଜିଲାରେ ପ୍ରଭାବ ପକାଇଛି। ଗତ ସନ୍ଧ୍ୟାରୁ ଆରମ୍ଭ ହୋଇଥିବା ସାମାନ୍ୟ ବର୍ଷା ପବନ ବୁଧବାର ଉଗ୍ରରୂପ ଧାରଣ କରିଛି। ଘଣ୍ଟାକୁ ୧୦୦ରୁ ୧୨୦ କିଲୋମିଟର ବେଗରେ ପବନ ବହିବା ସହ ତୁହାକୁ…
ଆଶ୍ରୟ ନେବାକୁ ଯିବାବେଳେ ପଡ଼ିଯାଇ ବୃଦ୍ଧ ମୃତ
ର୍ତିତ୍ତୋଲ,୨୦ା୫(ଡି.ଏନ.ଏ.): ବାତ୍ୟା ସମୟରେ ଆଶ୍ରୟ ନେବାକୁ ଯିବାବେଳେ ପଡ଼ିଯାଇ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଜଗତ୍ସିଂହପୁର ଜିଲା ତିର୍ତ୍ତୋଲ ବ୍ଲକ ଅଧୀନ ମାଣତିରି ଗ୍ରାମର ସିନ୍ଧୁ ସାମଲ(୭୫)। ବୁଧବାର ବାତ୍ୟା ସମୟରେ ସେ ତାଙ୍କ କଚ୍ଚାଘରୁ ପାଖରେ ଥିବା…
ପାରାଦୀପରେ ତାଣ୍ଡବ ରଚିଲା ଅମ୍ଫନ୍: ୨୪ ଘଣ୍ଟା ବର୍ଷା ପବନରେ ଲୋକେ ଆତଙ୍କିତ
ପାରାଦୀପ,୨୦ା୫(ସ୍ବ.ପ୍ର.): ବଙ୍ଗୋପ ସାଗରରୁ ସୃଷ୍ଟ ବାତ୍ୟା ଅମ୍ଫାନ ପାରାଦୀପରେ ତାଣ୍ଡବ ରଚିଛି। ଏହାଦ୍ୱାରା ଅଞ୍ଚଳରେ ବ୍ୟାପକ କ୍ଷତି ଘଟିଛି। ଘଣ୍ଟାପ୍ରତି ୧୦୬ କି.ମି. ବେଗରେ ପବନ ବହିବା ସହ ବୁଧବାର ଦିନ ୧୦ଟା ସୁଦ୍ଧା ୨୦୮ ମି.ମି. ବର୍ଷା ହୋଇଥିବା ରେକର୍ଡ…
ସହର ଭିତରେ ପ୍ରବାସୀଙ୍କ ଭିଡ, ବଢୁଛି ସଂକ୍ରମଣ ଭୟ
ବଲାଙ୍ଗୀର ଅଫିସ, ୨୦ା୫: ବଲାଙ୍ଗୀର ସହରର ବିଭିନ୍ନ ରାସ୍ତାରେ ରାଜ୍ୟ ବାହାର ପ୍ରବାସୀ ଖୋଲାଖୋଲି ବୁଲୁଥିବା ଦେଖାଯାଉଛି। ପ୍ରତିଦିନ ଶତାଧିକ ପ୍ରବାସୀ ବସ୍ ଓ ଅନ୍ୟ ଯାନବାହନରେ ବଲାଙ୍ଗୀର ସହରରେ ପହଞ୍ଚୁଛନ୍ତି। ସେମାନଙ୍କୁ ଆଣୁଥିବା ବସ୍ ଓ ଯାନବାହନଗୁଡିକ କୌଣସି ନିର୍ଦ୍ଦିଷ୍ଟ…
୩.୪୮ଲକ୍ଷ ଜମିରେ ହେବ ଖରିଫ ଫସଲ
ବରଗଡ଼ ଅଫିସ୍,୨୦ା୫: ବରଗଡ଼ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା(ଡିଆରଡିଏ) ସମ୍ମିଳନୀ କକ୍ଷରେ ବୁଧବାର ଖରିଫ ୨୦୨୦ ପାଇଁ କୃଷି କୌଶଳ ନିର୍ଦ୍ଧାରଣ କମିଟିର ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଆସନ୍ତା ଖରିଫ…
ଗୋଳାବାରୁଦ କାରଖାନା ନିଗମୀକରଣକୁ ବିରୋଧ
ସଇଁତଲା, ୨୦ା୫(ଡି.ଏନ.ଏ.): ବଲାଙ୍ଗୀର ଜିଲା ବଡ଼ମାଳ ଗୋଳାବାରୁଦ କାରଖାନା ୱାକର୍ସର ୟୁନିୟନ ନଗମୀକରଣକୁ ବିରୋଧ କରିଛି। ଏଥିସହ ୟୁନିଅନ ଶ୍ରମିକମାନଙ୍କ କାର୍ଯ୍ୟ ସମୟ ୧୨ଘଣ୍ଟାକୁ ବୃଦ୍ଧି ନିଷ୍ପତ୍ତିକୁ ନାପସନ୍ଦ କରିଛି। ଏ ନେଇ ସଂଘ ପକ୍ଷରୁ ବୁଧବାର ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ତିନି…
ସଙ୍ଗରୋଧ କେନ୍ଦ୍ରରୁ ଲୁଚି ପଳାଉଥିବା ଯୁବକ ଅଟକ
ଖଇରା,୨୦।୫(ଡି.ଏନ.ଏ): ବାଲେଶ୍ବର ଜିଲା ଖଇରା ବ୍ଲକ ଅଧୀନ ବଡ ଜୟିପୁର ହାଇସ୍କୁଲର ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିର ବା ସଙ୍ଗରୋଧ କେନ୍ଦ୍ରରୁ ଲୁଚି ଘରକୁ ପଳାଇ ଯାଉଥିବା ଜଣେ ପ୍ରବାସୀଙ୍କୁ ଗ୍ରାମବାସୀ କାବୁକରି ପୁଣି କେନ୍ଦ୍ରକୁ ଫେରାଇ ନେଇଛନ୍ତି । ଉକ୍ତ ଯୁବକ…
ହାଟଡିହୀ ଫେରିଲେ ୧୦୩୯ ପ୍ରବାସୀ
ହାଟଡିହୀ,୨୦।୫(ଡି.ଏନ.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଧୀନରେ ୩୧ଟି ପଞ୍ଚାୟତ ଅଛି। ବାହାର ରାଜ୍ୟରେ ରହି କାର୍ଯ୍ୟ କରୁଥିବା ପ୍ରବାସୀ ଓଡ଼ିଆ ଫେରୁଛନ୍ତି। ଚଳିତ ମାସ ଗତ ୧୮ ତାରିଖ ସୁଦ୍ଧା ୧୦୩୯ ଜଣ ପ୍ରବାସୀ ଓଡ଼ିଆ ଫେରିଥିବା ସୂଚନା ମିଳିଛି।…
୪ ପଞ୍ଚାୟତରେ କଣ୍ଟେନମେଣ୍ଟ ଅବଧି ୭ ଦିନ ବଢିଲା
ହାଟଡିହୀ,୨୦।୫(ଡି.ଏନ.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ୪ଟି ପଞ୍ଚାୟତରେ କଣ୍ଟେନମେଣ୍ଟ ଅବଧିକୁ ଜିଲାପାଳ ଆଶିଷ ଠାକରେ ୭ ଦିନ ବୃଦ୍ଧି କରିଛନ୍ତି। ଆଦେଶନାମା ନଂ ୧୦୮୬/୧୮।୫।୨୦୨୦ଅନୁସାରେ ଢେଙ୍କା ପଞ୍ଚାୟତର ଢେଙ୍କା ହାଇସ୍କୁଲ ଆଇସୋଲେଶନ କେନ୍ଦ୍ର ଠାରୁ ୧୦୦ ମିଟର ଦୂରତା ଏବଂ…
ଗତ ୨୪ଘଣ୍ଟାରେ ସର୍ବାଧିକ ୫୦୦୦ କରୋନା ପଜିଟିଭ୍ ଚିହ୍ନଟ
ନୂଆଦିଲ୍ଲୀ,୨୦।୫: ଦେଶରେ କରୋନା ଭାଇରସ୍ ସଂକ୍ରମଣ ବଢ଼ିବାରେ ଲାଗିଛି। କରୋନା ବ୍ୟାପିବାରୁ ରୋକିବା ପାଇଁ ଦେଶରେ ଚତୁର୍ଥ ପର୍ଯ୍ୟାୟ ଲକ୍ଡାଉନ ଜାରି ରହିଛି। ଏହାସତ୍ୱେ ମଧ୍ୟ ଦିନକୁ ଦିନ ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଦେଶରେ ଗତ…
Archives


