ନିଶ୍ଚିନ୍ତକୋଇଲିରେ ଅମ୍ଫନ୍ ରଚିଲା ତାଣ୍ଡବ
ନିଶ୍ଚିନ୍ତକୋଇଲି,୨୦।୫(ସ୍ବ.ପ୍ର.): ମହାବାତ୍ୟା ଅମ୍ଫନ୍ କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକରେ ବୁଧବାର ତାଣ୍ଡବ ରଚିଛି। ଏହି ବ୍ଲକରେ ଥିବା ୪୧ଟି ପଞ୍ଚାୟତ ମଧ୍ୟରୁ ୩୦ଟିରେ ଗମନାଗମନ ଠପ୍ ହୋଇଯାଇଛି। ସେହିପରି ଅସୁରେଶ୍ୱରରୁ ୨୨୩ଜଣଙ୍କୁ ଓ କାଟିକଟା ପଞ୍ଚାୟତରୁ ୩୦୦ଜଣଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯିବା…
ଲକ୍ଡାଉନ ମଧ୍ୟରେ ହେବ ସିବିଏସ୍ଇ ଦଶମ-ଦ୍ୱାଦଶ ପରୀକ୍ଷା: ସ୍ବତନ୍ତ୍ର ବସ୍ରେ ଯିବେ ପରୀକ୍ଷାର୍ଥୀ; ଶାହା
ନୂଆଦିଲ୍ଲୀ,୨୦।୫: କରୋନା ଲକ୍ଡାଉନ ଯୋଗୁ ପିଲାଙ୍କ ପାଠପଢ଼ା, ପରୀକ୍ଷା ଓ ଖାତାଦେଖା ବାଧାପ୍ରାପ୍ତ ହୋଇଛି। ସ୍କୁଲ, କଲେଜ ବନ୍ଦ ଥିବାରୁ ଛାତ୍ରୀଛାତ୍ରଙ୍କ ପାଠପଢ଼ା ଲାଗି ସରକାର ଅନ୍ଲାଇନ୍ କ୍ଲାସ୍ ଆରମ୍ଭ କରିଛନ୍ତି। ଇତିମଧ୍ୟରେ ସିବିଏସ୍ଇ ବୋର୍ଡ ପରୀକ୍ଷାକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ…
ମେ୨୫ରୁ ଆରମ୍ଭ ହେବ ଘରୋଇ ବିମାନ ସେବା
ନୂଆଦିଲ୍ଲୀ,୨୦।୫: କରୋନା ଲକ୍ଡାଉନ ଯୋଗୁ ସାରା ଦେଶରେ ଘରୋଇ ବିମାନ ଚଳାଚଳ ବାଧା ପ୍ରାପ୍ତ ହୋଇଥିଲା। ଏଥିଯୋଗୁ କେତେକ ଲୋକ ବହୁ ସମସ୍ୟାର ସମ୍ମୁଖୀନ ହୋଇଥିଲେ। ତେବେ ଲୋକଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଘରୋଇ ବିମାନ ଚଳାଚଳ ପାଇଁ…
ବିସିସିଆଇ ଏବେ ସିଏଫ୍ଓ ନିଯୁକ୍ତି କରିବନି
ନୂଆଦିଲ୍ଲୀ,୨୦।୫(ପି.ଟି.): ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଏବେ ନୂଆ ଚିଫ୍ ଫାଇନାନ୍ସିଆଲ ଅଫିସର (ସିଏଫ୍ଓ) ନିଯୁକ୍ତି କରିବାର ସମ୍ଭାବନା ନାହିଁ। ୬ ମାସ ପୂର୍ବରୁ ସନ୍ତୋଷ ରାନଗ୍ନେକର ଇସ୍ତାଫା ଦେଇଥିଲେ ମଧ୍ୟ ନିକଟ ଭବିଷ୍ୟତ ଏହି ପଦରେ କାହାକୁ ନିଯୁକ୍ତି…
ଜୁନ୍ରୁ କ୍ରୀଡ଼ା ପ୍ରକ୍ରିୟା ଆରମ୍ଭ କରିପାରେ ବିସିସିଆଇ
ନୂଆଦିଲ୍ଲୀ,୨୦।୫: କୋଭିଡ୍-୧୯ ସଂକ୍ରମଣ କାରଣରୁ ଗତ ଦୁଇମାସ ହେବ ସାରା ବିଶ୍ୱ ତଥା ଦେଶରେ କ୍ରିକେଟ ପୂରା ଠପ୍ ହୋଇଛି। ବର୍ତ୍ତମାନ ଏକ ଖୁସି ଖବର ରହିଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଦେଶରେ ଆସନ୍ତାମାସରୁ କ୍ରିକେଟ ଆରମ୍ଭ କରିପାରେ।…
ବେଲଜିୟମ କୋଚ୍ ମାର୍ଟିନେଜଙ୍କ ଚୁକ୍ତି ବୃଦ୍ଧି
ବ୍ରସେଲ୍ସ, ୨୦।୫(ଏଏଫ୍ପି): ବେଲଜିୟମ ଫୁଟବଲ କୋଚ୍ ରୋବେର୍ଟୋ ମାର୍ଟିନେଜଙ୍କ କଣ୍ଟ୍ରାକ୍ଟ ତଥା କାର୍ଯ୍ୟକାଳ ବୃଦ୍ଧି ହୋଇଛି। ୨୦୨୨ ପର୍ଯ୍ୟନ୍ତ ତାଙ୍କର ଚୁକ୍ତି ବୃଦ୍ଧି ହୋଇଛି। ଅର୍ଥାତ କାତାର ଆୟୋଜିତ ହେବାକୁ ଥିବା ୨୦୨୨ ବିଶ୍ୱକପ୍ ପର୍ଯ୍ୟନ୍ତ ସେ ଦଳର କୋଚ୍ ଦାୟିତ୍ୱରେ…
୨୪ ଘଣ୍ଟାରେ ଲକ୍ଷେ ୮ ହଜାର ନମୁନା ହୋଇଛି ପରୀକ୍ଷା: ଆଇସିଏମ୍ଆର୍
ନୂଆଦିଲ୍ଲୀ,୨୦।୫: କରୋନା ସଂକ୍ରମଣ ନେଇ ଭାରତରେ ସଙ୍କଟ ଜାରି ରହିଛି। ଏପରିସ୍ଥଳେ ସନ୍ଦିଗ୍ଧଙ୍କ ନମୁନା ପରୀକ୍ଷା ଉପରେ ଗୁରୁତ୍ୱ ଦିଆଯାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଲକ୍ଷେ ୮ ହଜାର ୧୨୧ ନମୁନା ପରୀକ୍ଷା ହୋଇଥିବା ଆଇସିଏମ୍ଆର୍ ପକ୍ଷରୁ କୁହାଯାଇଛି।…
କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟରେ ଅନ୍ଲାଇନ୍ରେ ହେବ ପାଠପଢ଼ା
ଲଣ୍ଡନ,୨୦।୫: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ବ୍ରିଟେନ୍ର କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟରେ ଅନ୍ଲାଇନ୍ରେ ପାଠପଢ଼ା ହେବ ବୋଲି ଘୋଷଣା କରାଯାଇଛି। ଶିକ୍ଷାର୍ଥୀମାନେ ଏହା ଦ୍ୱାରା ସାମାଜିକ ଦୂରତା ବଜାୟ ରଖିପାରିବେ। ସେମାନଙ୍କ ମଧ୍ୟରେ କରୋନା ସଂକ୍ରମଣର ଆଶଙ୍କା ରହିବ ନାହିଁ ବୋଲି…
କରୋନା ମହାମାରୀ ସଙ୍କଟ ସମୟରେ କଂଗ୍ରେସ କରୁଛି ରାଜନୀତି: ଦିନେଶ ଶର୍ମା
ଲକ୍ଷ୍ନୌ,୨୦।୫: ଦେଶରେ କରୋନା ମହାମାରୀ ସଙ୍କଟ ଜାରି ରହିଥିବାବେଳେ କଂଗ୍ରେସ ଘୃଣ୍ୟ ରାଜନୀତି ଆରମ୍ଭ କରିଛି ବୋଲି ଉତ୍ତରପ୍ରଦେଶ ଉପମୁଖ୍ୟମନ୍ତ୍ରୀ ଦିନେଶ ଶର୍ମା କହିଛନ୍ତି। ପ୍ରବାସୀ ଶ୍ରମିକଙ୍କ ଘରବାହୁଡ଼ା ନେଇ କଂଗ୍ରେସ ନାନା ପ୍ରକାର ପ୍ରଚାର କରୁଥିବା ସେ କହିଛନ୍ତି। ଦେଶର…
CORONAVIRUS UPDATE: ଆଉ ୩୬ କରୋନା ଆକ୍ରାନ୍ତ ସୁସ୍ଥ; ରାଜ୍ୟରେ ମୋଟ ସୁସ୍ଥ ହେଲେଣି ୩୪୩
ଭୁବନେଶ୍ୱର, ୨୦।୫(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉ ୩୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଗଞ୍ଜାମ ଜିଲାର ସର୍ବାଧିକ ୨୩ଜଣ ରହିଥିବା ବେଳେ ଯାଜପୁରର ୫, ମୟୂରଭଞ୍ଜ ୩, ପୁରୀ ୨, ଭଦ୍ରକ ୨ ଏବଂ ରାଉରକେଲାରୁ ଜଣେ ରହିଛନ୍ତି।…
୨୪ ଜିଲାକୁ ଡେଇଁଲା କରୋନା
ଭୁବନେଶ୍ୱର,୨୦।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୨୪ ଜିଲାରେ କରୋନା କାୟା ବିସ୍ତାର କରିସାରିଲାଣି। କିଛି ଦିନ ତଳେ ଏହି ତାଲିକାରେ ସମ୍ବଲପୁର ଓ କନ୍ଧମାଳ ସହର ଯୋଡି ହୋଇଥିଲା। ତେବେ…
ଇଦ୍ରେ ଖୋଲିବନି ମସଜିଦ୍: ସରକାରୀ କଟକଣାରେ ହସ୍ତକ୍ଷେପ କରିବାକୁ ମନା କଲେ ଆହ୍ଲାବାଦ୍ ହାଇକୋର୍ଟ
ଲକ୍ଷ୍ନୌ,୨୦।୫: ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି। ଏପରିସ୍ଥଳେ ସାମାଜିକ ଦୂରତା ବଜାୟ ରଖିତ୍ବା ପାଇଁ ସରକାରଙ୍କ ପକ୍ଷରୁ ଦେଶବ୍ୟାପୀ ଲକ୍ଡାଉନ୍ ଜାରି ହୋଇଛି। ଧାର୍ମିକ ସ୍ଥଳ ବନ୍ଦ ରଖିବାକୁ ସରକାରୀ ମାର୍ଗଦର୍ଶିକାରେ ଉଲ୍ଲେଖ ରହିଛି। ଏପରିସ୍ଥଳେ ରମଜାନ୍ ଇଦ୍…
Archives


