CORONAVIRUS UPDATE: ଆଉ ୩୬ କରୋନା ଆକ୍ରାନ୍ତ ସୁସ୍ଥ; ରାଜ୍ୟରେ ମୋଟ ସୁସ୍ଥ ହେଲେଣି ୩୪୩
ଭୁବନେଶ୍ୱର, ୨୦।୫(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉ ୩୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଗଞ୍ଜାମ ଜିଲାର ସର୍ବାଧିକ ୨୩ଜଣ ରହିଥିବା ବେଳେ ଯାଜପୁରର ୫, ମୟୂରଭଞ୍ଜ ୩, ପୁରୀ ୨, ଭଦ୍ରକ ୨ ଏବଂ ରାଉରକେଲାରୁ ଜଣେ ରହିଛନ୍ତି।…
୨୪ ଜିଲାକୁ ଡେଇଁଲା କରୋନା
ଭୁବନେଶ୍ୱର,୨୦।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୨୪ ଜିଲାରେ କରୋନା କାୟା ବିସ୍ତାର କରିସାରିଲାଣି। କିଛି ଦିନ ତଳେ ଏହି ତାଲିକାରେ ସମ୍ବଲପୁର ଓ କନ୍ଧମାଳ ସହର ଯୋଡି ହୋଇଥିଲା। ତେବେ…
ଇଦ୍ରେ ଖୋଲିବନି ମସଜିଦ୍: ସରକାରୀ କଟକଣାରେ ହସ୍ତକ୍ଷେପ କରିବାକୁ ମନା କଲେ ଆହ୍ଲାବାଦ୍ ହାଇକୋର୍ଟ
ଲକ୍ଷ୍ନୌ,୨୦।୫: ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି। ଏପରିସ୍ଥଳେ ସାମାଜିକ ଦୂରତା ବଜାୟ ରଖିତ୍ବା ପାଇଁ ସରକାରଙ୍କ ପକ୍ଷରୁ ଦେଶବ୍ୟାପୀ ଲକ୍ଡାଉନ୍ ଜାରି ହୋଇଛି। ଧାର୍ମିକ ସ୍ଥଳ ବନ୍ଦ ରଖିବାକୁ ସରକାରୀ ମାର୍ଗଦର୍ଶିକାରେ ଉଲ୍ଲେଖ ରହିଛି। ଏପରିସ୍ଥଳେ ରମଜାନ୍ ଇଦ୍…
କରୋନା ସଂକ୍ରମିତଙ୍କ ସଂଖ୍ୟା ଟପିଲା ୫୦ ଲକ୍ଷ: ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୨୫ ହଜାର
ଓ୍ବାଶିଂଟନ,୨୦।୫: ପୃଥିବୀରେ କରୋନା ମହାମାରୀ ଜାରି ରହିଛି। ବୁଧବାର ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା ୫୦ ଲକ୍ଷ ୨ ହଜାର ୫୯୯ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୨୫ ହଜାର ୧୭୨ ରହିଛି। ୧୯ ଲକ୍ଷ ୭୦ ହଜାର ୯୧୮…
ପ୍ରଥମ ବ୍ୟାଚ୍ରେ ୨୩୬ ଜଣଙ୍କ କ୍ୱାରାଣ୍ଟାଇନ୍ ଅବଧି ସରିଲା: ସ୍ବାସ୍ଥ୍ୟକର୍ମୀ ସାର୍ଟିଫିକେଟ୍ ଦେଇ ଘରକୁ ପଠାଗଲା
ଛତ୍ରପୁର,୨୦ା୫(ଡି.ଏନ୍.ଏ.): ଗଞ୍ଜାମ ଜିଲାର କ୍ୱାରାଣ୍ଟାଇନ୍ ସେଣ୍ଟରରେ ଥିବା ପ୍ରଥମ ବ୍ୟାଚ୍ରେ ୨୩୬ ଜଣଙ୍କ କ୍ୱାରାଣ୍ଟାଇନ୍ ଅବଧି ବୁଧବାର ଶେଷ ହୋଇଛି। ଏମାନଙ୍କୁ ପ୍ରଶାସନ ପକ୍ଷରୁ ଡିସ୍ଚାର୍ଜ କରାଯାଇଥିବା ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ୍ କରି ସୂଚନା ଦେଇଛନ୍ତି। ସେଥିମଧ୍ୟରୁ…
ବାତ୍ୟା ‘ଅମ୍ପନ୍’ ପ୍ରଭାବରେ କେନ୍ଦ୍ରାପଡ଼ାବାସୀ ଆତଙ୍କିତ: ୧୨୦ କିମି ବେଗରେ ବହୁଛି ପବନ, ୮ ହଜାର ଲୋକ ସ୍ଥାନାନ୍ତର
କେନ୍ଦ୍ରାପଡା ଅଫିସ, ୨୦ା୫: ସାମୁଦ୍ରିକ ଝଡ଼ ‘ଅମ୍ପନ’ କେନ୍ଦ୍ରାପଡ଼ା ଜିଲାରେ ବିଶେଷଭାବେ ପ୍ରଭାବ ପକାଇଛି। ମଙ୍ଗଳବାର ସନ୍ଧ୍ୟାରୁ ଆରମ୍ଭ ହୋଇଥିବା ସାମାନ୍ୟ ବର୍ଷା, ପବନ ବୁଧବାର ସକାଳେ ଉଗ୍ରରୂପ ଧାରଣ କରିଛି। ଘଣ୍ଟାକୁ ୧୦୦ରୁ ୧୨୦ କିମି ବେଗରେ ପବନ ବହିବା…
ପୁରୀରେ ‘ଅମ୍ଫନ୍’ ପ୍ରଭାବ: ସମୁଦ୍ର ଅଶାନ୍ତ; କାକଟପୁର ବ୍ଲକରେ ସର୍ବାଧିକ ୧୬୧ ମିମି ବର୍ଷା; ଭାଙ୍ଗିଲା ଗଛ, ପାନବରଜ ନଷ୍ଟ
ପୁରୀ ଅଫିସ,୨୦।୫: ପୁରୀରେ ବାତ୍ୟା ‘ଅମ୍ଫନ୍’ ପ୍ରଭାବରେ ଦେଖିବାକୁ ମିଳିଛି। ମଙ୍ଗଳବାର ସକାଳୁ ଆକାଶ ମେଘାଚ୍ଛନ୍ନ ରହିଥିବା ବେଳେ ଅପରାହ୍ନରୁ ହାଲକା ପବନ ବର୍ଷା ଆରମ୍ଭ ହୋଇଥିଲା। ରାତି ତମାମ ମଧ୍ୟମ ଧରଣର ବର୍ଷା ଲାଗି ରହିଥିବା ବେଳେ ବୁଧବାର ସକାଳେ…
ବେଙ୍ଗାଲୁରୁ ସାଇରେ କୋଭିଡ୍-୧୯ ପଜିଟିଭ୍: ଖେଳାଳିଙ୍କୁ ସ୍ଥାନାନ୍ତର କରିବନି ହକି ଇଣ୍ଡିଆ
ନୂଆଦିଲ୍ଲୀ,୨୦।୫(ପି.ଟି.): ବେଙ୍ଗାଲୁରୁ ସ୍ଥିତ ସ୍ପୋଟର୍ସ ଅଥରିଟି ଅଫ୍ ଇଣ୍ଡିଆ (ସାଇ) ସେଣ୍ଟରରେ ଜଣେ କରୋନା ଭାଇରସ୍ ପଜିଟିଭ ସମ୍ପନ୍ନ କର୍ମଚାରୀ ତଥା ରୋଷେୟା ମୃତ୍ୟୁବରଣ କରିଛନ୍ତି। ତେବେ ଏହା ସତ୍ତ୍ୱେ ଅଲିମ୍ପିକ୍ସ ପାଇଁ ପ୍ରସ୍ତତି ଚଲାଇଥିବା ଭାରତୀୟ ପୁରୁଷ ଓ ମହିଳା…
ବାଲେଶ୍ୱରରେ ‘ଅମ୍ଫନ୍’ର ତାଣ୍ଡବ: ଅପରାହ୍ନରୁ ୧୧୦ କିମି ବେଗରେ ବହୁଛି ପବନ, ଭାଙ୍ଗିଲା କଚ୍ଚାଘର; ବିଦ୍ୟୁତ୍ ଖୁଣ୍ଟ ପଡ଼ି ମହିଳା ମୃତ
ବାଲେଶ୍ୱର ଅଫିସ,୨୦।୫: ବାଲେଶ୍ୱର ଉପକୂଳ ଅତିକ୍ରମ କରୁଛି ବାତ୍ୟା ‘ଅମ୍ଫନ୍’। ଫଳରେ ଜିଲାରେ ବୁଧବାର ଅପରାହ୍ନରୁ ପବନର ବେଗ ବଢ଼ିବାରେ ଲାଗିଛି। ଖବର ଲେଖାଯିବା ବେଳେ ଘଣ୍ଟାପ୍ରତି ୧୦୦-୧୧୦ କିମି ବେଗରେ ପବନ ବହୁଛି। ସେହିଭଳି ବର୍ଷାର ପରିମାଣ ୨୯. ୪…
କରୋନା ସଂକ୍ରମଣ ରୋକିବା ଲାଗି ଆଫ୍ରିକାଠାରୁ ଶିକ୍ଷାଲାଭର ରହିଛି ଆବଶ୍ୟକତା: ଜାତିସଂଘ ମହାସଚିବ
ଜେନେଭା,୨୦।୫: ପୃଥିବୀରେ କରୋନା ସଂକ୍ରମଣ ନେଇ ଅଚଳାବସ୍ଥା ଜାରି ରହିଛି। ଏପରିସ୍ଥଳେ ଜାତିସଂଘ ମହାସଚିବ ଆଣ୍ଟୋନିଓ ଗ୍ୟୁଟେରସ୍ କହିଛନ୍ତି ଯେ, କରୋନା ସଂକ୍ରମଣ ରୋକିବା ପାଇଁ ବିକଶିତ ରାଷ୍ଟ୍ରମାନେ ଆଫ୍ରିକୀୟ ଦେଶ ଗୁଡ଼ିକଠାରୁ ଶିକ୍ଷାଲାଭର ଆବଶ୍ୟକତା ରହିଛି। ଆଫ୍ରିକୀୟ ଦେଶରେ କରୋନା…
ରାସ୍ତା ମଝିରେ ଅନୁଷ୍କାଙ୍କୁ ଛାଡ଼ି ପଳାଇଥିଲେ ବିରାଟ
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ ତାଙ୍କ କ୍ରିକେଟର ସ୍ବାମୀ ବିରାଟ କୋହଲି ବେଶ୍ ସୁନ୍ଦର ତଥା ଚର୍ଚ୍ଚିତ ଯୋଡ଼ି। କିଛି ନା କିଛି ଘଟଣାକୁ ନେଇ ଏହି ଦୁଇଜଣ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ଲକ୍ଡାଉନ୍ ସମୟରେ ବିରାଟ ଅନୁଷ୍କାଙ୍କ…
ବାତ୍ୟା ‘ଅମ୍ଫନ’ର ପ୍ରଭାବ: ଖଇରାରେ ଶତାଧିକ କଚ୍ଚାଘର ଭାଙ୍ଗିଲା
ଖଇରା,୨୦।୫(ଡି.ଏନ୍.ଏ.): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ଅମ୍ଫନ’ର ପ୍ରଭାବରେ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ବହୁ କ୍ଷତିଗ୍ରସ୍ତ ହୋଇଛି। ଝଡ଼ବର୍ଷା ସହ ପବନରେ ବେଗ ବଢ଼ିବାରେ ଲାଗିଛି। ବହୁ ଚାଳଛପର ଓ ଆଜବେଷ୍ଟସ୍ ଘର ଭାଙ୍ଗିପଡ଼ିଛି। ସେହିପରି ବହୁ ଗଛ…
Archives


