Home Left

ବିଶ୍ୱ ମହୁମାଛି ଦିବସ: ଜାଣନ୍ତୁ କାହିଁକି ପାଳନ କରାଯାଏ ଏହି ଦିବସ

ମହୁମାଛି ଆମ ଜୀବନରେ ବହୁ ଗୁରୁତ୍ୱପୂର୍ଣ୍ଣ। ଆମେ ଖାଉଥିବା ଫଳ, ପନିପରିବା କିମ୍ବା ଶସ୍ୟଜାତ ଉଦ୍ଭିଦ ଲଗାଇବା ପାଇଁ କେବଳ ଖରା, ମାଟି, ପାଣି ପବନ ଜରୁରି ନୁହେଁ। କିଛି କୀଟପତଙ୍ଗଙ୍କର ମଧ୍ୟ ବିଶେଷ ଭୂମିକା ରହିଛି। ପୃଥିବୀରେ କୃଷିକ୍ଷେତ୍ରରେ ଏକ…

ରେଲଓ୍ବେକୁ ଅମ୍ଫନ୍‌ ବିପଦ: ଲୁହା ଚେନ୍‌ରେ ବନ୍ଧା ଗଲା କୋଚ୍‌

କୋଲକାତା,୨୦।୫: ମହାବାତ୍ୟା ଅମ୍ଫନ୍‌ ଯୋଗୁ ପଶ୍ଚିମବଙ୍ଗ ରେଲଓ୍ବେ ବିଭାଗ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରାଯାଇଛି। ବାତ୍ୟା ସମୟରେ ତୀବ୍ର ବେଗରେ ପବନ ବହିବାର ଆଶଙ୍କା ଥିବାରୁ ହାଓ୍ବଡ଼ାରେ ରେଲଓ୍ବେ ବିଭାଗ ପକ୍ଷରୁ କୋଚ୍‌ଗୁଡ଼ିକୁ ଲୁହା ଚେନ୍‌ରେ ରେଳ ଲାଇନ୍‌ରେ ବନ୍ଧା…

ଏହି ମନ୍ଦିରରେ କେବେ ବାଜେ ନାହିଁ ଶଙ୍ଖ

ସାଧାରଣତଃ ଦେବଦେବୀଙ୍କ ମନ୍ଦିରରେ ପୂଜାପାଠ ସମୟରେ ଶଙ୍ଖ ବଜାଯାଇଥାଏ। ମାତ୍ର ଏମିତି ଏକ ମନ୍ଦିର ରହିଛି, ଯେଉଁଠି କେବେ ଶଙ୍ଖ ବାଜେ ନାହିଁ। ବାସ୍ତବରେ ଏହା ପଛରେ ଏକ ପୌରାଣିକ କାହାଣୀ ରହିଛି। ଯାହା ଶୁଣିଲେ ଆଶ୍ଚର୍ଯ୍ୟ ଲାଗିବ। ତେବେ ଜାଣନ୍ତୁ…

ଅମ୍ଫନ୍‌ ମୁକାବିଲା: କୋଲକାତା ବିମାନ ବନ୍ଦରରେ ଉଡ଼ାଣ ବନ୍ଦ

କୋଲକାତା,୨୦।୫: ମହାବାତ୍ୟା ଅମ୍ଫନ୍‌ ଅପରାହ୍ନ ଅବା ସନ୍ଧ୍ୟାରେ ପଶ୍ଚିମବଙ୍ଗର ଦିଘା ଏବଂ ବାଂଲାଦେଶର ହାତିଆ ଦ୍ୱୀପ ମଧ୍ୟବର୍ତ୍ତୀ ଅଞ୍ଚଳରେ ସ୍ଥଳଭାଗକୁ ଛୁଇଁବ। ସୁରକ୍ଷା ଦୃଷ୍ଟିରୁ କୋଲକାତା ବିମାନ ବନ୍ଦରରେ ସମସ୍ତ ଉଡ଼ାଣକୁ ଗୁରୁବାର ଭୋର୍‌ ୫ଟା ପର୍ଯ୍ୟନ୍ତ ବନ୍ଦ ରଖାଯାଇଛି। ଏହି…

କ୍ୱାରାଣ୍ଟାଇନ ସେଣ୍ଟରରେ ଟଳିପଡ଼ିଲେ ପ୍ରବାସୀ

ନୟାଗଡ ଅଫିସ/ଓଡ଼ଗାଁ,୨୦।୫(ସ୍ବ.ପ୍ର.): ନୟାଗଡ଼ ଜିଲା ବାହାଡ଼ାଝୋଲା ବାଳିକା ଉଚ୍ଚ ବିଦ୍ୟାଳୟ କ୍ବାରାଣ୍ଟାଇନ ସେଣ୍ଟରରେ ବୁଧବାର ସକାଳେ ଜଣେ ପ୍ରବାସୀ ଗାଧୋଇବା ପାଇଁ ତେଲ ଲଗାଉଥିବା ବେଳେ ହଠାତ୍‌ ଟଳି ପଡିଥିଲେ। ସେ ହେଲେ ନୂଆଗାଁ ବ୍ଲକ ହରିପୁର ଅଞ୍ଚଳର ଭଜକୃଷ୍ଣ ବେହେରା…

ବାତ୍ୟା ‘ଅମ୍ପନ’ ପାଇଁ ଆଜି ହାଇକୋର୍ଟ ବନ୍ଦ

କଟକ ଅଫିସ,୨୦।୫: ସାମୁଦ୍ରିକ ବାତ୍ୟା ‘ଅମ୍ଫନ’ ପାଇଁ ବୁଧବାର ହାଇକୋର୍ଟ ବନ୍ଦ ରହିବ। ଏଣୁ ବୁଧବାର ଯେଉଁ ମାମଲାଗଡ଼ିକର ଶୁଣାଣି ପାଇଁ ଦିନ ଧାର୍ଯ୍ୟ ହୋଇଥିଲା, ସେଗୁଡିକ ଗୁରୁବାର ଶୁଣାଣି କରାଯିବ। ଏ ନେଇ ହାଇକୋର୍ଟ ପକ୍ଷରୁ ସୂଚନା ଦିଆଯାଇଛି।

ହର୍ଷ ବର୍ଦ୍ଧନ ହେବେ ଡବ୍ଲ୍ୟୁଏଚ୍‌ଓ କାର୍ଯ୍ୟନିର୍ବାହୀ ବୋର୍ଡର ଅଧ୍ୟକ୍ଷ

ଜେନେଭା/ନୂଆଦିଲ୍ଲୀ,୨୦ା୫: କେନ୍ଦ୍ରୀୟ ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷ ବର୍ଦ୍ଧନ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) କାର୍ଯ୍ୟନିର୍ବାହୀ ବୋର୍ଡର ଅଧ୍ୟକ୍ଷ ଭାବେ ନିଯୁକ୍ତ ହେବେ। ୩୪ ସଦସ୍ୟ ବିଶିଷ୍ଟ ଡବ୍ଲ୍ୟୁଏଚ୍‌ଓ କାର୍ଯ୍ୟନିର୍ବାହୀ ବୋର୍ଡର ଅଧ୍ୟକ୍ଷ ଭାବେ ସେ ମେ ୨୨ରେ ଦାୟିତ୍ୱ ଗ୍ରହଣ କରିବେ। ସେ ଜାପାନର ଡ.…

ଅଧିକ କରୋନା ସଂକ୍ରମଣ ହେବା ସମ୍ମାନର କଥା: ଟ୍ରମ୍ପ୍‌

ଓ୍ବାଶିଂଟନ,୨୦।୫: ଆମେରିକାରେ କରୋନା ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଇତିମଧ୍ୟରେ ଏଠାରେ ୧୫ ଲକ୍ଷ ୭୦ ହଜାର ୫୮୩ ଜଣ ସଂକ୍ରମିତ ହୋଇଥିବାବେଳେ ମୃତକଙ୍କ ସଂଖ୍ୟା ୯୩ ହଜାର ୫୩୩ରେ ପହଞ୍ଚିଛି। ଏପରିସ୍ଥଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କହିଛନ୍ତି…

ନକଲି ଭେଣ୍ଟିଲେଟରରେ ଅଣନିଃଶ୍ୱାସୀ ଗୁଜରାଟ ମଡେଲ

ଗାନ୍ଧୀନଗର, ୨୦ା୫: ନକଲି ଭେଣ୍ଟିଲେଟରରେ ଅଣନିଃଶ୍ୱାସୀ ଗୁଜରାଟ ମଡେଲ। କୋଭିଡ୍‌-୧୯ ସଙ୍କଟ ସମୟରେ ରୋଗୀଙ୍କ ଜୀବନକୁ ଅଧିକ ବିପଦରେ ପକାଇ ଦେଇଛି ଘରୋଇ କମ୍ପାନୀ ଦ୍ୱାରା ନିର୍ମିତ ଏଭଳି ନିମ୍ନମାନର ମେଶିନ। ଏହି ଘଟଣାର ପର୍ଦ୍ଦାଫାଶ ହେବା ପରେ ଏବେ ବିଜୟ…

୨୯ ମିଡିଆ କର୍ମୀ କରୋନା ପଜିଟିଭ୍‌

ନଏଡା,୨୦ା୫: କରୋନା ଭୂତାଣୁ ଆତଙ୍କ ଲାଗିରହିଥିବା ବେଳେ ନଏଡାରେ ୩୧ ନୂଆ କରୋନା ପଜିଟିଭ୍‌ ମାମଲା ସାମ୍ନାକୁ ଆସିଛି। ସେଥିମଧ୍ୟରୁ ୨୯ ଜଣ ଏକ ଘରୋଇ ଟିଭି ନ୍ୟୁଜ୍‌ ଚାନେଲ୍‌ର କର୍ମୀ ବୋଲି ଜଣାପଡ଼ିଛି। ଏକ ଘରୋଇ ଲାବ୍‌ରେ ସାମ୍ପଲ ଟେଷ୍ଟ…

ମଣିଷ ଦେହରେ କରୋନା ଟିକା :ପ୍ରଥମ ପ୍ରୟୋଗ ସଫଳ

ଓ୍ବାଶିଂଟନ,୨୦ା୫: ମହାମାରୀ କରୋନା ସଂକ୍ରମଣରୁ ମୁକ୍ତି ପାଇଁ ବିଭିନ୍ନ ଦେଶର ବୈଜ୍ଞାନିକମାନେ ଟିକା ଖୋଜିବାରେ ଲାଗିଛନ୍ତି। ବୈଜ୍ଞାନିକମାନଙ୍କ ୮୦ଟି ଟିମ୍‌ ମଧ୍ୟରୁ ଅନୂ୍ୟନ ୮ଟି ଟିକା ସନ୍ଧାନର ନିକଟତର ହୋଇଥିବା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ କିଛିଦିନ ତଳେ କୁହାଯାଇଥିଲା। ଏଭଳିସ୍ଥଳେ…

କଂଗ୍ରେସର ଯୋଜନା, ମୋଦିଙ୍କ ଶ୍ରେୟ

ନୂଆଦିଲ୍ଲୀ,୨୦ା୫: କଂଗ୍ରେସ ଏକ ଜନମଙ୍ଗଳକାରୀ ଢାଞ୍ଚାର ଉପାଦାନଗୁଡ଼ିକୁ ପ୍ରସ୍ତୁତ କରିଥିଲା। ପ୍ରଧାନମନ୍ତ୍ରୀ ସେଗୁଡ଼ିକୁ ଫେଣ୍ଟାଫେଣ୍ଟି କରି ସେଥିରେ ମୋଦି ‘ତଡ୍‌କା’ ଯୋଡ଼ିଦେଲେ କେବଳ ନିଜସ୍ବ ବୋଲି ବାହାବା ନେବା ପାଇଁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଧୀରେ ଧୀରେ କିନ୍ତୁ ତୀକ୍ଷ୍ଣ ନଜର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri