Home Left

୨୯ ମିଡିଆ କର୍ମୀ କରୋନା ପଜିଟିଭ୍‌

ନଏଡା,୨୦ା୫: କରୋନା ଭୂତାଣୁ ଆତଙ୍କ ଲାଗିରହିଥିବା ବେଳେ ନଏଡାରେ ୩୧ ନୂଆ କରୋନା ପଜିଟିଭ୍‌ ମାମଲା ସାମ୍ନାକୁ ଆସିଛି। ସେଥିମଧ୍ୟରୁ ୨୯ ଜଣ ଏକ ଘରୋଇ ଟିଭି ନ୍ୟୁଜ୍‌ ଚାନେଲ୍‌ର କର୍ମୀ ବୋଲି ଜଣାପଡ଼ିଛି। ଏକ ଘରୋଇ ଲାବ୍‌ରେ ସାମ୍ପଲ ଟେଷ୍ଟ…

ମଣିଷ ଦେହରେ କରୋନା ଟିକା :ପ୍ରଥମ ପ୍ରୟୋଗ ସଫଳ

ଓ୍ବାଶିଂଟନ,୨୦ା୫: ମହାମାରୀ କରୋନା ସଂକ୍ରମଣରୁ ମୁକ୍ତି ପାଇଁ ବିଭିନ୍ନ ଦେଶର ବୈଜ୍ଞାନିକମାନେ ଟିକା ଖୋଜିବାରେ ଲାଗିଛନ୍ତି। ବୈଜ୍ଞାନିକମାନଙ୍କ ୮୦ଟି ଟିମ୍‌ ମଧ୍ୟରୁ ଅନୂ୍ୟନ ୮ଟି ଟିକା ସନ୍ଧାନର ନିକଟତର ହୋଇଥିବା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ କିଛିଦିନ ତଳେ କୁହାଯାଇଥିଲା। ଏଭଳିସ୍ଥଳେ…

କଂଗ୍ରେସର ଯୋଜନା, ମୋଦିଙ୍କ ଶ୍ରେୟ

ନୂଆଦିଲ୍ଲୀ,୨୦ା୫: କଂଗ୍ରେସ ଏକ ଜନମଙ୍ଗଳକାରୀ ଢାଞ୍ଚାର ଉପାଦାନଗୁଡ଼ିକୁ ପ୍ରସ୍ତୁତ କରିଥିଲା। ପ୍ରଧାନମନ୍ତ୍ରୀ ସେଗୁଡ଼ିକୁ ଫେଣ୍ଟାଫେଣ୍ଟି କରି ସେଥିରେ ମୋଦି ‘ତଡ୍‌କା’ ଯୋଡ଼ିଦେଲେ କେବଳ ନିଜସ୍ବ ବୋଲି ବାହାବା ନେବା ପାଇଁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଧୀରେ ଧୀରେ କିନ୍ତୁ ତୀକ୍ଷ୍ଣ ନଜର…

ଦାଦନଙ୍କୁ ନେଇ ତେଜିଲା ରାଜନୀତି

ଲକ୍ଷ୍ନୌ/ନୂଆଦିଲ୍ଲୀ,୨୦।୫: ଦାଦନ ଶ୍ରମିକ ପ୍ରସଙ୍ଗକୁ ନେଇ ଉତ୍ତରପ୍ରଦେଶ(ୟୁପି)ରେ ରାଜନୀତି ଜୋର୍‌ ଧରିବାରେ ଲାଗିଛି। କରୋନା ସଂକ୍ରମଣ ସମୟରେ ଲକ୍‌ଡାଉନ୍‌ ଯୋଗୁ ବାହାରେ କାମଧନ୍ଦା ହରାଇ ଭୋକ ଉପାସରେ ରହିଥିବା ଦାଦନ ଶ୍ରମିକମାନେ ଘରକୁ ଫେରିବା ଲାଗି ବ୍ୟାକୁଳ ହେଉଛନ୍ତି। ସେମାନଙ୍କୁ ତୁରନ୍ତ…

ନେପାଳ ମାନଚିତ୍ରରେ ଭାରତୀୟ ଅଞ୍ଚଳ

ନୂଆଦିଲ୍ଲୀ,୨୦ା୫: ଭାରତ ସହ ନେପାଳର ସୀମା ବିବାଦ ଲାଗି ରହିଥିବା ବେଳେ ନେପାଳ କ୍ୟାବିନେଟ ପକ୍ଷରୁ ଏକ ନୂଆ ରାଜନୈତିକ ମାନଚିତ୍ରକୁ ଅନୁମୋଦନ କରାଯାଇଛି। ଏହି ମାନଚିତ୍ରରେ ଭାରତୀୟ ଅଞ୍ଚଳ ଲିପୁଲେଖ, କାଲାପାଣି, ଲିମ୍ପିୟାଧୁରାକୁ ନେପାଳ ନିଜ ଅଞ୍ଚଳ ବୋଲି ଦର୍ଶାଇଛି।…

ଆଗକୁ ମିଳିବନି ପର୍ଯ୍ୟାପ୍ତ ଅର୍ଥ: ରାଜ୍ୟଗୁଡ଼ିକୁ କେନ୍ଦ୍ରର ସଙ୍କେତ

ନୂଆଦିଲ୍ଲୀ,୨୦ା୫: କେନ୍ଦ୍ର ସରକାର ଟ୍ୟାକ୍ସ ଓ ଅନ୍ୟ ଦେୟଗୁଡ଼ିକ ଏଯାଏ ଦେଇନାହାନ୍ତି ବୋଲି ରାଜ୍ୟ ସରକାରମାନେ ଅଭିଯୋଗ ଆଣୁଥିବାବେଳେ ସଂଗୃହୀତ ଟିକସର ୧୧୦% ଗତ ଏପ୍ରିଲରେ ରାଜ୍ୟଗୁଡ଼ିକୁ ପ୍ରଦାନ କରାଯାଇଥିବା ବ୍ୟୟ ସଚିବ ଟି.ଭି. ସୋମନାଥନ୍‌ କହିଛନ୍ତି। ସୋମନାଥନ୍‌ଙ୍କ ମତରେ ୪୧%…

ବିଏମସିର ନୂଆ ଗାଇଡଲାଇନ: ଖୋଲିବ ସ୍ପା, ସେଲୁନ ଓ ପାର୍ଲର

ଭୁବନେଶ୍ୱର,୧୯।୫(ବ୍ୟୁରୋ)-ଗତ ୧୮ ତାରିଖରୁ ସାରା ଦେଶରେ ୪ର୍ଥ ପର୍ଯ୍ୟାୟ ଲକଡାଉନ ଜାରି ହୋଇଛି। ଏ ନେଇ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର ନୂଆ ଗାଇଡଲାଇନ ଜାରି କରିଥିବାବେଳେ ମଙ୍ଗଳବାର ଭୁବନେଶ୍ୱର ପାଇଁ ବିଏମସି ପକ୍ଷରୁ ନୂଆ ଗାଇଡଲାଇନ ଜାରି କରାଯାଇଛି।…

ଜୁନ ୧ରୁ ଗଡିବ ନନ୍‌ଏସି ଟ୍ରେନ

ନୂଆଦିଲ୍ଲୀ,୧୯।୫-ସାଧାରଣ ଲୋକଙ୍କ ପାଇଁ ଗଡ଼ିବ ଟ୍ରେନ। ଆସନ୍ତା ଜୁନ ୧ ତାରିଖରୁ ଦେଶରେ ୨୦୦ ନନଏସି ଟ୍ରେନ ଚାଲିବ। କେବଳ ଅନଲାଇନରେ ଟିକେଟ ବୁକିଂ କରାଯିବ ବୋଲି ରେଳମନ୍ତ୍ରୀ ପୀୟୁଷ ଗୋଏଲ ମଙ୍ଗଳବାର ଟୁଇଟ କରି ଜଣାଇଛନ୍ତି। ତେବେ ଟ୍ରେନ ରୁଟ…

‘ଅମ୍ଫନ୍‌’ ମୁକାବିଲା ନିମନ୍ତେ ପହଞ୍ଚିଲେଣି ୩୧ ଟିମ୍‌: ମଧ୍ୟରାତ୍ର ସୁଦ୍ଧା ସୁରକ୍ଷିତ ସ୍ଥାନକୁ ଯିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୯।୫(ବ୍ୟୁରୋ): ଘଣ୍ଟାକୁ ୧୮ କିମି ବେଗରେ ସ୍ଥଳଭାଗ ମୁହାଁ ହେଉଛି ‘ଅମ୍ଫନ’। ଏବେ ଏହା ପାରାଦୀପଠାରୁ ୩୫୦ କିମି ଏବଂ ଦୀଘାରୁ ୫୧୦ କିମି ଦୂରରେ ରହିଛି। ବାତ୍ୟା ଦକ୍ଷିଣ, ଦକ୍ଷିଣ-ପୂର୍ବକୁ ଗତି କରି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳଦେଇ ସୁନ୍ଦରବନ ନିକଟରେ…

ଶ୍ମଶାନରୁ ନବବଧୂଙ୍କ ଅଧାପୋଡା ମୃତଦେହ ଜବତ

ସୋରଡା,୧୯ା୫(ଡି.ଏନ୍‌.ଏ.)- ସୋରଡା ବ୍ଲକ ରାଇବନ୍ଧ ମଶାଣିରୁ ବଡଗଡ ପୋଲିସ ଜଣେ ନବବଧୂଙ୍କ ଅଧାପୋଡା ମୃତଦେହ ମଙ୍ଗଳବାର ଜବତ କରିଛି। ସେ ହେଲେ କୁଲାଙ୍ଗି ଗ୍ରାମର କୃଷ୍ଣ ସ୍ବାଇଁଙ୍କ ଝିଅ ଟିକିନା (୨୦)। ରାଇବନ୍ଧ ଗ୍ରାମର କବିରାଜ ସ୍ବାଇଁଙ୍କୁ ୨ ମାର୍ଚ୍ଚରେ ଟିକିନା…

ଗତ ୨୪ ଘଣ୍ଟାରେ ସୁସ୍ଥ ହେଲେ ୨,୩୫୦ କରୋନା ସଂକ୍ରମିତ

ନୂଆଦିଲ୍ଲୀ,୧୯।୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ ଲକ୍ଷ ଅତିକ୍ରମ କରିଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ କିନ୍ତୁ ୨,୩୫୦ ରୋଗୀ ସୁସ୍ଥ ହେବା ଖୁସି ଖବର ବୋଲି କୁହାଯାଉଛି। ଏହାକୁ ନେଇ ଏବେ ଦେଶରେ ୩୯,୧୭୪ ଜଣ କରୋନା…

ବାତ୍ୟା ‘ଅମ୍ଫନ’ର ପ୍ରଭାବ: ପଶ୍ଚିମବଙ୍ଗରେ ପ୍ରବଳ ବର୍ଷା

କୋଲକାତା,୧୯।୫: ବାତ୍ୟା ‘ଅମ୍ଫନ’ର ପ୍ରଭାବରେ ପଶ୍ଚିମବଙ୍ଗର ଉତ୍ତର ୨୪ ପ୍ରଗଣା ଜିଲାରେ ପ୍ରବଳ ବର୍ଷା ଆରମ୍ଭ ହୋଇଯାଇଛି। ଏହା ସ୍ଥଳଭାଗ ଛୁଇଁବା ବେଳେ ବ୍ୟାପକ କ୍ଷୟକ୍ଷତି କରିବା ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇତିବା ବେଳେ ଉପକୂଳବର୍ତ୍ତୀ ଅଞ୍ଚଳର ଲୋକଙ୍କୁ ସୁରକ୍ଷିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri