Home Left

ଶ୍ରମିକଙ୍କ ସହିତ ଖୋଲା ଟ୍ରକ୍‌ରେ ମୃତଦେହ ପଠାଇଲା ଉତ୍ତରପ୍ରଦେଶ: ନିନ୍ଦା କଲେ ହେମନ୍ତ ସୋରେନ୍‌

ରାଞ୍ଚି,୧୯।୫: କିଛିିଦିନ ତଳେ ଉତ୍ତରପ୍ରଦେଶ ଔରିୟାରେ ସଡ଼କ ଦୁର୍ଘଟଣାରେ ୨୬ ପ୍ରବାସୀ ଶ୍ରମିକଙ୍କର ମୃତ୍ୟୁ ଘଟିଥିଲା। ସେମାନଙ୍କ ମଧ୍ୟରୁ ୧୧ ଜଣ ଝାଡ଼ଖଣ୍ଡର ଥିଲେ। ଉତ୍ତରପ୍ରଦେଶ ପ୍ରଶାସନ ପକ୍ଷରୁ ସେମାନଙ୍କ ମୃତଦେହକୁ ଝାଡ଼ଖଣ୍ଡକୁ ପଠାଯାଇଛି। ମୃତଦେହଗୁଡ଼ିକୁ କଳା ପ୍ଲାଷ୍ଟିକରେ ବନ୍ଧା ଯାଇଯାଇ…

ସାମାଜିକ ଦୂରତା ଉଲ୍ଲଂଘନ: ଛତ୍ରପୁରରେ ଗ୍ରୋସରୀ ଦୋକାନ ସିଲ୍‌

ଛତ୍ରପୁର,୧୯।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସଦରମହକୁମା ଛତ୍ରପୁର ସହର ବଜାର ମେନ୍‌ରୋଡରେ ଥିବା ସନ୍ତୋଷ ସେନାପତିଙ୍କ ଗ୍ରୋସରୀ ଦୋକାନକୁ ସୋମବାର ପ୍ରଶାସନ ପକ୍ଷରୁ ସିଲ୍‌ କରାଯାଇଛି। ସାମାଜିକ ଦୂରତା ଉଲ୍ଲଂଘନ ନେଇ ଉକ୍ତ ଦୋକାନକୁ ସିଲ କରାଯାଇଥିବା ଜଣାପଡ଼ିଛି। ସାମାଜିକ ଦୂରତା, ମାସ୍କ…

୨୪ ଘଣ୍ଟାରେ ଦିଲ୍ଲୀରେ ସର୍ବାଧିକ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ,୧୯।୫: ରାଜଧାନୀ ଦିଲ୍ଲୀରେ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ସର୍ବାଧିକ ୫୦୦ କରୋନା ପଜିଟିଭ ଚିହ୍ନଟ ହେବା ସରକାରଙ୍କୁ ଅଡୁଆରେ ପକାଇ ଦେଇଛି। ଏହାସହ ଏବେ ରାଜଧାନୀ ଦିଲ୍ଲୀରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି…

ବାତ୍ୟା ‘ଅମ୍ଫନ’କୁ ନେଇ କେନ୍ଦ୍ର କ୍ୟାବିନେଟ ସଚିବଙ୍କ ସମୀକ୍ଷା ବୈଠକ

ନୂଆଦିଲ୍ଲୀ,୧୯।୫: କ୍ୟାବିନେଟ ସଚିବ ରାଜୀବ ଗୌବାଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ରାଷ୍ଟ୍ରୀୟ ସଙ୍କଟ ପରିଚାଳନା କମିଟି(ଏନ୍‌ସିଏମ୍‌ସି)ର ତୃତୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ରାଜ୍ୟ ତଥା କେନ୍ଦ୍ର ମନ୍ତ୍ରଣାଳୟ ବା ଏଜେନ୍ସି ଗୁଡିକର ବାତ୍ୟା ଅମ୍ଫନର ମୁକାବିଲାକୁ ନେଇ ସମୀକ୍ଷା କରାଯାଇଛି।…

କ୍ୱାରାଣ୍ଟାଇନ ସେଣ୍ଟରରେ ଡାଲିରୁ ବାହାରିଲା ଝିଟିପିଟି: ଏହାକୁ ଖାଇ ୫ ଅସୁସ୍ଥ

ଛତ୍ରପୁର, ୧୯।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ମହାନାଦପୁର ପଞ୍ଚାୟତ ଖୁରିଗାଁ ପ୍ରାଥମିକ ବିଦ୍ୟାଳୟରେ ଥିବା କ୍ୱାରାଣ୍ଟାଇନ ସେଣ୍ଟରରେ ପ୍ରବାସୀ ତଥା ଅନ୍ତେବାସୀଙ୍କୁ ସୋମବାର ରାତିରେ ଖାଇବାକୁ ଦିଆଯାଇଥିଲା। ୨୯ ଅନ୍ତେବାସୀ ରାତ୍ରି ଭୋଜନ ଖାଇ ସାରିଥିବାବେଳ ବେଳ ୨ ଜଣ…

CORONAVIRUS UPDATE: ଭୁବନେଶ୍ୱରକୁ ଫେରିଲା କରୋନା; ୨ ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୧୯।୫(ବ୍ୟୁରୋ): ମାତ୍ର କେଇଘଣ୍ଟା ପରେ ପୁଣି ଥରେ ଭୁବନେଶ୍ୱରକୁ କରୋନା ଫେରିଛି। ସୋମବାର ଭୁବନେଶ୍ୱରକୁ କରୋନା ମୁକ୍ତ ବୋଲି ଘୋଷଣା କରାଯାଇଥିବା ବେଳେ ଏଠାରେ ପୁଣି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମଙ୍ଗଳବାର ରାଜ୍ୟରେ ଚିହ୍ନଟ ହୋଇଥିବା ୧୦୨ ଆକ୍ରାନ୍ତଙ୍କ…

ବାତ୍ୟା ‘ଅମ୍ଫନ’କୁ ନେଇ ମମତାଙ୍କ ସହ କଥା ହେଲେ ଶାହା

ନୂଆଦିଲ୍ଲୀ,୧୯।୫: ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ବାତ୍ୟା ‘ଅମ୍ଫନ’ ସୋମବାର ମହାବାତ୍ୟାର ରୂପ ନେଇଛି। ଏହା ୨୦ ତାରିଖ ଅପରାହ୍ନରେ କିମ୍ବା ସନ୍ଧ୍ୟାରେ ବାଂଲାଦେଶର ହାତିଆ ଏବଂ ସୁନ୍ଦରବନ ନିକଟରେ ଲ୍ୟାଣ୍ଡ ଫଲ କରିବ ବୋଲି…

ବାଂଲାଦେଶରୁ ୧୬୯ ଭାରତୀୟଙ୍କୁ ଏୟାର ଲିଫ୍ଟ୍‌ କରିବ ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୧୯।୫: ବାଂଲାଦେଶରେ ଥିବା ୧୬୯ ଭାରତୀୟଙ୍କୁ ଏୟାର ଇଣ୍ଡିଆ ପକ୍ଷରୁ ବନ୍ଦେ ଭାରତ ମିଶନ ଅନ୍ତର୍ଗତ ଏୟାର ଲିଫ୍ଟ କରାଯିବ। ସେମାନେ ଢ଼ାକାରୁ ଆସି ଜମ୍ମୁ-କଶ୍ମୀରର ଶ୍ରୀନଗର ବିମାନ ବନ୍ଦରରେ ପହଞ୍ଚିବେ। ସେମାନଙ୍କ ମଧ୍ୟରେ ୧୧୯ ଜଣ ଛାତ୍ରୀ, ୪୮ ଜଣ…

କରୋନା ଯୋଦ୍ଧାଙ୍କୁ ସରପ୍ରାଇଜ ଗିଫ୍ଟ ଦେଲେ ଆଲିଆ

ମୁମ୍ବାଇ,୧୯।୫: କରୋନା ମହାମାରୀର ସଙ୍କଟ ସମୟରେ ବଲିଉଡ୍‌ ସେଲିବ୍ରିଟିମାନେ ସହଯୋଗର ହାତ ବଢାଇଛନ୍ତି। ପିଏମ୍‌ କେୟାର୍ସ ଫଣ୍ଡରେ ସହାୟତା ରାଶି ଜମା କରିବା ସହ ବ୍ୟକ୍ତିଗତ ଭାବେ ମଧ୍ୟ ଏମାନେ କିଛି କିଛି ସାହାଯ୍ୟ କରିଥିବା ଦେଖାଯାଇଛି। ନିକଟରେ ବଲିଉଡ୍‌ ଅଭିନେତ୍ରୀ…

ଡିଜିଟାଲ ସୋଲାର ଛତା

ଅହମ୍ମଦାବାଦ: ଗୁଜରାଟର ଅହମ୍ମଦାବାଦ ସହରରେ ଗ୍ରୀଷ୍ମର ପ୍ରଭାବ ଅସହ୍ୟ ହୋଇଥାଏ। ପୁଣି ମେ’ମାସର ଟାଣଖରା। ଚଳିତବର୍ଷ ଲକ୍‌ଡାଉନ ଯୋଗୁ ସାଧାରଣ ଲୋକେ ଘରେ ପଙ୍ଖା ଓ ଏସି ତଳେ ରହି ଏଥିରୁ ତ୍ରାହିପାଇଛନ୍ତି। ଯଦିଓ ଜରୁରୀ କାମରେ ବାହାରକୁ ଯାଉଛନ୍ତି, ଛତା…

୬୫ ହଜାର ପ୍ରବାସୀ ଶ୍ରମିକ ଦିଲ୍ଲୀରୁ ଟ୍ରେନ୍‌ରେ ନିଜ ନିଜ ରାଜ୍ୟକୁ ଫେରିଛନ୍ତି: ମନୀଶ ସିସୋଡିଆ

ନୂଆଦିଲ୍ଲୀ,୧୯।୫: ଦେଶରେ କରୋନା ମହାମାରୀ ଜାରି ରହିଛି। ଏଥିରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଜାରି ରହିଛି। ଏପରିସ୍ଥଳେ ଦିଲ୍ଲୀରେ ଥିବା ୬୫ ହଜାର ପ୍ରବାସୀ ଶ୍ରମିକ ଟ୍ରେନ୍‌ରେ ନିଜ ନିଜ ରାଜ୍ୟକୁ ଫେରିଛନ୍ତି। ଏସମ୍ପର୍କରେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ…

ହେୟାର କଟ୍‌ କଲେ ଆଲିୟା

ମୁମ୍ବାଇ: କରୋନା ଭାଇରସ୍‌ ସଂକ୍ରମଣ ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏଥିରୁ ବାଦ୍‌ ପଡ଼ିନାହାନ୍ତି ବଲିଉଡ୍‌ ତାରକାମାନେ। ଘରେ ସେମାନେ ଏକ ପ୍ରକାର ବନ୍ଦ ଥିବାରୁ ବିଭିନ୍ନ ପ୍ରକାର କାର୍ଯ୍ୟରେ ନିଜକୁ ନିୟୋଜିତ ରଖୁଛନ୍ତି। ବଲିଉଡ ଅଭିନେତ୍ରୀ ଆଲିୟା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri