କଣ୍ଟାକ୍ଟ ଟ୍ରେସିଂ ପାଇଁ ଘାଣ୍ଟି ହେଉଛି ପ୍ରଶାସନ
ପୁରୀ ଅଫିସ,୧୯ା୫: ଜଣେ ଅଭିଯୁକ୍ତ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ପୁରୀ ପୋଲିସ ଏବଂ ପ୍ରଶାସନର ଚିନ୍ତା ବଢିଯାଇଛି। ଚିହ୍ନଟ ପୂର୍ବରୁ ଅଭିଯୁକ୍ତ ଜଣକ ଥାନା, ଡାକ୍ତରଖାନା, କୋର୍ଟ, ଜେଲ୍ ସମେତ ବିଭିନ୍ନ ସ୍ଥାନକୁ ଯାଇଛନ୍ତି। ତାଙ୍କ ସଂସ୍ପର୍ଶରେ ବହୁ…
ଶହେ ପରିବାରକୁ ଏକ ମାସର ରାଶନ ସହ ୩ ହଜାର ମାସ୍କ ବାଣ୍ଟିଲେ ଦିବ୍ୟାଙ୍ଗ ଭିକାରି
ପଠାନକୋଟ,୧୯।୫: କରୋନା ସଙ୍କଟ ସମୟରେ ମାନବିକତାର କିଛି ଚିତ୍ର ମଧ୍ୟ ଦେଖିବାକୁ ମିଳିଛି। ପଞ୍ଜାବର ପଠାନକୋଟରେ ଏମିତି ଏକ ଚିତ୍ର ଏବେ ଅନ୍ୟମାନଙ୍କ ପାଇଁ ପ୍ରେରଣା ପାଲଟି ଯାଇଛି। ଏଠାରେ ଟ୍ରାଇ ସାଇକେଲରେ ଭିକମାଗି ପେଟ ପୋଷୁଥିବା ରାଜୁ ନାମକ ଜଣେ…
୧୪ ଜଣଙ୍କୁ ସେକ୍ଟର ଅଫିସର ଦାୟିତ୍ୱ
କଟକ ଅଫିସ,୧୮ା୫: ବାତ୍ୟା ‘ଅମ୍ଫନ୍’ର ମୁକାବିଲା ପାଇଁ କଟକ ମହାନଗର ନିଗମ (ସିଏମ୍ସି) ତତ୍ପର ହୋଇପଡ଼ିଛି। ସିଏମ୍ସି କମିଶନର ଅନନ୍ୟା ଦାସଙ୍କ ଅଧ୍ୟକ୍ଷତାରେ ସୋମବାର ଏନେଇ ଜରୁରୀ ବୈଠକ ବସିଛି। ‘ଅମ୍ଫନ୍’ ମୁକାବିଲା ପାଇଁ ୧୪ ଜଣଙ୍କୁ ସେକ୍ଟର ଅଫିସର ଭାବେ…
ପୁନରୁଦ୍ଧାର କାର୍ଯ୍ୟକୁ ସିଏମ୍ସିର ଗୁରୁତ୍ୱ
କଟକ ଅଫିସ,୧୯ା୫: ସମ୍ଭାବ୍ୟ ବାତ୍ୟା ‘ଅମ୍ଫନ୍’ ପାଇଁ ଉପକୂଳ ଜିଲାବାସୀ ଆତଙ୍କିତ ହୋଇପଡ଼ିଛନ୍ତି। ‘ଅମ୍ଫନ୍’ର ମୁକାବିଲା ପାଇଁ କଟକ ଜିଲା ପ୍ରଶାସନ ଆଗୁଆ ତତ୍ପରତା ଦେଖାଇଛି। ସୋମବାର ପୂର୍ବାହ୍ନରେ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲାପାଳ ଭବାନୀ ଶଙ୍କର ଚୟନୀଙ୍କ ଅଧ୍ୟକ୍ଷତାରେ ଏକ…
କୋଣାର୍କରେ ଏନ୍ଡିଆରଏଫ୍ ଟିମ୍ : ଲୋକଙ୍କୁ ସତର୍କ କଲା ପ୍ରଶାସନ
ପୁରୀ ଅଫିସ,୧୯ା୫: ସ୍ଥଳଭାଗ ମୁହଁ। ହେଉଛି ସାମୁଦ୍ରିକ ବାତ୍ୟା ଅମ୍ଫନ। ଏହାକୁ ଦୃଷ୍ଟିରେ ରଖି ପୁରୀ ଜିଲା ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି। ସବୁ ବ୍ଲକରେ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ ୧୯ରେ ପୁରୀ ଏଲୋ…
ବାତ୍ୟା ମୁକାବିଲା ପାଇଁ ତତ୍ପରତା: ସ୍ବତନ୍ତ୍ର ସେଲ୍ ଖୋଲିଲା ପୂର୍ବତଟ ରେଳପଥ
ଭୁବନେଶ୍ୱର,୧୯ା୫(ବ୍ୟୁରୋ): ବାତ୍ୟା ‘ଅମ୍ଫନ’ର ମୁକାବିଲା ପାଇଁ ପ୍ରସ୍ତୁତ ରହିଛି ପୂର୍ବତଟ ରେଳପଥ। ଫାଇଲିନ୍, ହୁଡ୍ହୁଡ୍, ତିତ୍ଲି ଓ ଫନୀ ବାତ୍ୟାରେ ରେଳପଥର ବିପୁଳ ସମ୍ପତ୍ତି ନ ହୋଇଥିଲା। ଏହାର ପୁନରାବୃତ୍ତି ନ ହେବା ପାଇଁ ରେଳପଥ ପକ୍ଷରୁ ବ୍ୟାପକ ପଦକ୍ଷେପ ହାତକୁ…
ସଂଗରୋଧ କେନ୍ଦ୍ରରେ ନାବାଳିକାକୁ ଅସଦାଚରଣ ଅଭିଯୋଗ, ଘଟଣାର ତଦନ୍ତ ଜାରି
ବ୍ରହ୍ମଗିରି, ୧୯।୫(ଡି.ଏନ୍.ଏ) : ପୁରୀ ଜିଲା ବ୍ରହ୍ମଗିରି ବ୍ଲକ ଅନ୍ତର୍ଗତ ଗୋରୁଆଳସ୍ଥିତ ଏକ ସଂଗରୋଧ କେନ୍ଦ୍ରରେ ସୋମବାର ବିଳମ୍ବତ ରାତିରେ ଜଣେ ନାବାଳିକାକୁ ଅସଦାଚରଣ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ଗୋରୁଆଳସ୍ଥିତ ପୁଲକେଶ୍ବରୀ ନୋଡାଲ ଉଚ୍ଚ ବିଦ୍ୟାଳୟରେ ହୋଇଥିବା…
ରାଶନକାର୍ଡ ଅନିୟମିତତାର ତଦନ୍ତ ପାଇଁ ଓଏଚ୍ଆର୍ସିଙ୍କୁ ଅଭିଯୋଗ
ଭୁବନେଶ୍ୱର,୧୯ା୫ (ବ୍ୟୁରୋ): ଯାଜପୁର ଜିଲାର ଧର୍ମଶାଳା, ବିଞ୍ଝାରପୁର ଓ ଓରେଇ ଆଦି ଅଞ୍ଚଳରେ ଭୂତ କାର୍ଡ ମାଧ୍ୟମରେ ହିତାଧିକାରୀଙ୍କ ସାମଗ୍ରୀ ଓ ଟଙ୍କା ହରିଲୁଟ ହେଉଛି। ଏନେଇ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଘଟଣାର ତଦନ୍ତ ଦାବି କରି ରାଜ୍ୟ…
ବିଏମ୍ସି ଅଞ୍ଚଳରେ ପୂର୍ବ କଟକଣା ବଳବତ୍ତର
ଭୁବନେଶ୍ୱର,୧୯ା୫ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପରବର୍ତ୍ତୀ ନିର୍ଦ୍ଦେଶନାମା ଜାରି ନ କରିବା ପର୍ଯ୍ୟନ୍ତ ଭୁବନେଶ୍ୱରରେ ପୂର୍ବ କଟକଣା ବଳବତ୍ତର ରହିବ। ରାଜ୍ୟ ସରକାରଙ୍କ ନିୟମ ଅନୁସାରେ ଜିଲାପାଳ ଓ ପୌରାଞ୍ଚଳ ଅଧିକାରୀ କ’ଣ ଖୋଲିବ ଓ କ’ଣ ବନ୍ଦ…
ପ୍ରବାସୀ ଶ୍ରମିକଙ୍କୁ ଖାଦ୍ୟ ଯୋଗାଇଲେ ଟ୍ରାନ୍ସଜେଣ୍ଡର
ପୁଣେ,୧୯।୫: ଲକ୍ଡାଉନ ଯୋଗୁ ବାହାର ରାଜ୍ୟରେ ଫସି ରହିଥିବା ପ୍ରବାସୀ ଶ୍ରମିକଙ୍କ ଦୁର୍ଦ୍ଦଶାକୁ ଦେଖି ସମସ୍ତେ ସହାୟତା ଯୋଗାଇ ଦେଉଥିବା ଦେଖାଯାଇଛି। ଏହି କ୍ରମରେ ପୁଣେରେ କେତେଜଣ ଟ୍ରାନ୍ସଜେଣ୍ଡର ମଧ୍ୟ ଆଗେଇ ଆସିଥିବା ଦେଖାଯାଇଛି। ବାରଜେ-ମାଲଓ୍ବାଡିରେ ରହୁଥିବା କେତେଜଣ ଟ୍ରନ୍ସଜେଣ୍ଡର ମଦ…
ଧରିତ୍ରୀ ପ୍ରଭାବ: ବିନାନୁମତିରେ ଖୋଲାଥିବା ଦୋକାନ ବନ୍ଦ ହେଲା
ଭୁବନେଶ୍ୱର,୧୯ା୫(ବ୍ୟୁରୋ): ଲକ୍ଡାଉନ ଜାରି ରହିଥିବାବେଳେ ମାର୍କେଟ, କମ୍ପ୍ଲେସ ଓ ମଲ୍ ବନ୍ଦ ପାଇଁ ନିର୍ଦ୍ଦେଶ ଥିଲା। ହେଲେ ୟୁନିଟ୍-୨ ମାର୍କେଟ ବିଲ୍ଡିଂରେ ବ୍ୟବସାୟୀମାନେ ରବିବାର ଦୋକାନ ଖୋଲିଥିଲେ। ଏ ନେଇ ଧରିତ୍ରୀରେ ‘ମାର୍କେଟ ବିଲ୍ଡିଂରେ ଚାଲିଲା ବେପାର’ ଶୀର୍ଷକ ଖବର ପ୍ରକାଶିତ…
କେନ୍ଦ୍ରାପଡ଼ାରେ ଆଉ ୮ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୩୮
କେନ୍ଦ୍ରାପଡ଼ା ଅଫିସ/ଡେରାବିଶ/ମହାକାଳପଡ଼ା ୧୯।୫(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଓ ମହାକାଳପଡା ବ୍ଲକ ଅଞ୍ଚଳରେ ୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମଙ୍ଗଳବାର ସୁଦ୍ଧା ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୮ରେ ପହଞ୍ଚିଛି। ଡେରାବିଶ ବ୍ଲକ ମୁକୁନ୍ଦପୁର ନୋଡାଲ…
Archives


