ବଜାରରେ ଅସମ୍ଭାଳ ଭିଡ଼
କାମାକ୍ଷାନଗର, ୧୯।୫(ଡି.ଏନ.ଏ.) – ସାମାଜିକ ଦୂରତ୍ୱ, ମାସ୍କ, ସଙ୍ଗରୋଧ କରୋନା ପ୍ରତିରୋଧ ଲାଗି ସବୁଠୁ ବଡ଼ ଉପାୟ ବୋଲି କୁହାଯାଉଛି। ଦେଶରେ କୋଭିଡ୍-୧୯ ଆତଙ୍କ ଦେଖାଦେବା ପରେ ଏହାକୁ ନେଇ ସରକାରୀ, ବେସରକାରୀସ୍ତରରେ ବ୍ୟାପକ ପ୍ରଚାର ଚାଲିଛି। ହେଲେ କାମାକ୍ଷାନଗର ଏନ୍ଏସିରେ…
ଅନ୍ଲାଇନ୍ ଚେସ: ନିିପୁନ ଚାମ୍ପିୟନ
ଭୁବନେଶ୍ୱର, ୧୯।୫(କ୍ରୀଡ଼ା ପ୍ରତିନିଧି)-ଏସ୍.ଆର୍. ଚେସ୍ ସେଣ୍ଟର ପକ୍ଷରୁ ତୃତୀୟ ଅନ୍ଲାଇନ୍ ଚେସ୍ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ୫ ରାଉଣ୍ଡ ବିଶିଷ୍ଟ ଏହି ପ୍ରତିଯୋଗିତାରେ ୪୬ ଖେଳାଳି ଭାଗ ନେଇଥିଲେ। ସେମାନଙ୍କ ମଧ୍ୟରୁ ଓଡ଼ିଶା ରାଜ୍ୟ ବଧିର ଚେସ୍ ଚାମ୍ପିୟନ ଭୁବନେଶ୍ୱରର ନିପୁନ…
୪ ଆଇପିଏସ ଅଫିସରଙ୍କ ହାତରେ ୪ ଜିଲାର ଦାୟିତ୍ୱ
ଭୁବନେଶ୍ୱର, ୧୮।୫(ବ୍ୟୁରୋ): ବାତ୍ୟା ‘ଅମ୍ଫନ୍’କୁ ଦୃଷ୍ଟିରେ ରଖି ରାଜ୍ୟର ୪ଜଣ ଆଇପିଏସ ଅଧିକାରୀଙ୍କୁ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା ଏବଂ ଜଗତସିଂହପୁର ଜିଲା ଦାୟିତ୍ୱ ପ୍ରଦାନ କରାଯାଇଛି। ପୂର୍ବାଞ୍ଚଳ ଆଇଜି ଦିପ୍ତେଶ କୁମାର ପଟ୍ଟନାୟକଙ୍କୁ ବାଲେଶ୍ୱର , ଭୁବନେଶ୍ୱର ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲୁ)ର…
ଖାଦ୍ୟ ନ ଖାଇ ଧାରଣାରେ ବସିଲେ ଅନ୍ତେବାସୀ
ଚଣ୍ଡିଖୋଲ, ୧୮।୫ (ଡି.ଏନ୍.ଏ.): ବଡ଼ଚଣା ବ୍ଲକ ପତରାଜପୁର ପଞ୍ଚାୟତ ପତରାଜପୁର ହାଇସ୍କୁଲ ସଙ୍ଗରୋଧ ଗୃହରେ ରହୁଥିବା ପ୍ରବାସୀ ଶ୍ରମିକଙ୍କୁ ନିମ୍ନମାନର ଖାଦ୍ୟ ମିଳିବା ଓ ଅତ୍ୟାବଶ୍ୟକ ଜିନିଷ ଯୋଗାଇ ଦିଆଯାଉ ନ ଥିବା ଅଭିଯୋଗ ହୋଇଛି। ଏ ନେଇ ସୋମବାର ଉକ୍ତ…
ଦୂତୀଙ୍କୁ ଅର୍ଜୁନ ପୁରସ୍କାର ପାଇଁ ମା’ଙ୍କ ନିବେଦନ
ରସୁଲପୁର, ୧୮।୫ (ଡି.ଏନ୍.ଏ): ଯାଜପୁର ଜିଲା ରସୁଲପୁର ବ୍ଲକ ଅଧୀନ ପ୍ରଥମାଖଣ୍ଡି ପଞ୍ଚାୟତ ଗୋପାଳପୁର ଗାଁର ଝିଅ ଦୂତୀ ଚାନ୍ଦ ଏବେ ଜଣେ ପ୍ରତିଷ୍ଠିତ ଅନ୍ତର୍ଜାତୀୟ ଆଥ୍ଲେଟ। ରାଜ୍ୟ ଓ ଦେଶ ପାଇଁ ସେ ଅନେକ ଗୌରବ ଆଣି ଦେଇଛନ୍ତି। ଲଗାତର…
ନୟାଗଡ଼ରେ ଆଉ ୩ କରୋନା ଆକ୍ରାନ୍ତ
ନୟାଗଡ଼ ଅଫିସ/ଗଣିଆ,୧୮ା୫(ଡି.ଏନ୍.ଏ.): ଗଣିଆ ବ୍ଲକର ୩ଜଣ ଚିହ୍ନଟ ପରେ ନୟାଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ରେ ପହଞ୍ଚତ୍ଛି। ଗଣିଆ ରଘୁନାଥ ଜୀଉ ମହାବିଦ୍ୟାଳୟ କ୍ୱାରାଣ୍ଟାଇନ୍ ସେଣ୍ଟରରୁ ୩୧, ୪୭ ଓ ୪୮ ବର୍ଷର ପ୍ରବାସୀ ଶ୍ରମିକ ଚିହ୍ନଟ ହୋଇଛନ୍ତି। ଏମାନେ…
ସାମୁଦ୍ରିକ ଝଡ଼ ସତର୍କତା: ଜିଲାର ୬୪ ଗ୍ରାମର ଅଧିବାସୀ ସ୍ଥାନାନ୍ତର ହେବେ
କେନ୍ଦ୍ରାପଡ଼ା ଅଫିସ, ୧୮ା୫: ସାମୁଦ୍ରିକ ଝଡ ଅମ୍ଫନ୍କୁ ନେଇ କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ତତ୍ପର ହୋଇଉଠିଛି। ଜିଲାର ୬୪ଟି ସୁନାମି ପ୍ରବଣ ଗ୍ରାମର ଅଧିବାସୀଙ୍କୁ ସ୍ଥାନାନ୍ତର ପାଇଁ ସୋମବାର ସନ୍ଧ୍ୟା ସୁଦ୍ଧା ସମସ୍ତ ପ୍ରସ୍ତୁତି ସରିଛି। ଝଡର ମୁକାବିଲା ପାଇଁ ଏନ୍ଡିଆର୍ଏଫ୍ର…
ଶଟ୍ଡାଉନ୍ ଘୋଷଣା କଲେ ସରପଞ୍ଚ
ରଣପୁର, ୧୮ା୫ (ସ୍ବ.ପ୍ର.): କରୋନା ମୁକାବିଲା ପାଇଁ ସରକାର ପଞ୍ଚାୟତ ସ୍ତରରେ ସରପଞ୍ଚମାନଙ୍କୁ ଜିଲାପାଳଙ୍କ କ୍ଷମତା ପ୍ରଦାନ କରିଛନ୍ତି। ରଣପୁର ବ୍ଲକ ବ୍ରଜରାଜପୁର ସରପଞ୍ଚ ସୁକାନ୍ତ ସାମନ୍ତରାୟ ସୋମବାର ଏହି କ୍ଷମତା ପ୍ରୟୋଗ କରି କୁଞ୍ଜବନ ଓ ବାମ୍ବଡା ଗ୍ରାମର ୫ଟି…
କେରଳ, ମଧ୍ୟପ୍ରଦେଶରେ ଫସିଛନ୍ତି ୧୫୦ ଶ୍ରମିକ
ରଣପୁର, ୧୮ା୫ (ସ୍ବ.ପ୍ର.): ଲକ୍ଡାଉନ ଯୋଗୁ ରଣପୁର ବ୍ଲକ ଅଞ୍ଚଳର ୧୫୦ରୁ ଊର୍ଦ୍ଧ୍ୱ ଶ୍ରମିକ କେରଳ ଓ ମଧ୍ୟପ୍ରଦେଶରେ ଫସିରହିଛନ୍ତି। କେରଳ ରାଜ୍ୟର ତ୍ରିବେନ୍ଦ୍ର ହାଉସିଂ ବୋର୍ଡ ଠେଙ୍ଗାଚୁଲା ଅଞ୍ଚଳରେ ୧୦୦ରୁ ଊର୍ଦ୍ଧ୍ୱ ପ୍ରବାସୀ ଭୋକ ଉପାସରେ କାଳାତିପାତ କରୁଛନ୍ତି। ଲକ୍ଡାଉନ…
ସିଡ଼ିଏମଓଙ୍କୁ ସ୍ବାସ୍ଥ୍ୟକର୍ମୀ ଦେଲେ ଦାବିପତ୍ର
ବରଗଡ଼ ଅଫିସ୍,୧୮।୫: ସରକାର ସ୍ବାସ୍ଥ୍ୟକର୍ମୀଙ୍କୁ କରୋନା ଯୋଦ୍ଧା ଭାବେ ଅଭିହିତ କରିଛନ୍ତି । ଏହା ସହିତ ଅଗ୍ରୀମ ଦରମା ପ୍ରଦାନ ପାଇଁ ମଧ୍ୟ ଘୋଷଣା ହୋଇଛି । ମାତ୍ର କରୋନା ମୁକାବିଲା ସମୟରେ ସ୍ବାସ୍ଥ୍ୟକର୍ମୀମାନଙ୍କୁ ବିଭିନ୍ନ ସୁବିଧା ସୁଯୋଗରୁ ବଞ୍ଚିତ କରାଯାଉଛି…
ପ୍ରବାସୀଙ୍କୁ ଅଧାବାଟରେ ଛାଡି ଚାଲିଗଲା ବସ୍
ଜୁନାଗଡ଼,୧୮।୫(ଡି.ଏନ୍.ଏ.): ଚେନ୍ନାଇରେ ଫସି ରହିଥିବା କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୩୧ ଜଣ ଓ ଜୁନାଗଡ଼ ବ୍ଲକର ଜଣେ ପ୍ରବାସୀ ସୋମବାର ଏକ ବସ୍ ଭଡା କରି ଫେରୁଥିଲେ। ବସ୍ ଚାଳକ ରୁଟ୍ ପରମିଟ ସମୟ ସୀମା କମ୍ ଥିବା ଦର୍ଶାଇ…
ଏସ୍ଏଚ୍ଜି କିଣିବେ ଲଘୁ ବନଜାତ ଦ୍ରବ୍ୟ
ସମ୍ବଲପୁର,୧୮।୫(ବ୍ୟୁରୋ): ଆଦିବାସୀମାନେ ଜଙ୍ଗଲରୁ ଲଘୁ ବନଜାତ ଦ୍ରବ୍ୟ ସଂଗ୍ରହ କରି ଜୀବିକା ନିର୍ବାହ କରିଥାନ୍ତି। ହେଲେ ଉପଯୁକ୍ତ ବଜାର ନ ଥିବାରୁ ବନଜାତ ଦ୍ରବ୍ୟର ଅଭାବୀ ବିକ୍ରି ସମସ୍ୟା ଲାଗି ରହୁଛି। ଏହାକୁ ଆଖି ଆଗରେ ରଖି ସରକାର ନୂଆ ନିଷ୍ପତ୍ତି…
Archives


