କେସିଙ୍ଗା ଆଦର୍ଶ ଥାନା ଉଦ୍ଘାଟନ କଲେ ସ୍ବରାଷ୍ଟ୍ର ମନ୍ତ୍ରୀ
କେସିଙ୍ଗା,୬।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନାର ଶୁଭ ଉଦ୍ଘାଟନ ଭିଡିଓ କନ୍ଫରେନ୍ସ ମାଧ୍ୟମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଦ୍ୱାରା ଶୁକ୍ରବାର ସନ୍ଧ୍ୟାରେ ଉଦ୍ଘାଟିତ ହୋଇଛି। ଦୀର୍ଘଦିନ ଧରି ଏହି ନୂତନ ଆଦର୍ଶ ଥାନା ନିର୍ମାଣ ହୋଇ ପଡିରହିଥିଲା।…
ସୂର୍ଯ୍ୟ-ଗମ୍ଭୀରଙ୍କ ହଜିଲା ନିଦ…ଫାଇନାଲ ପୂର୍ୱରୁ ଟେନଶନରେ ଟିମ ଇଣ୍ଡିଆ
ନୂଆଦିଲ୍ଲୀ,୬।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର କେବଳ ଏକ ମ୍ୟାଚ ନୁହେଁ, ବରଂ 2023 ର କ୍ଷତର ହିସାବ ହେବ! ନ୍ୟୁଜିଲାଣ୍ଡ ବିପକ୍ଷରେ T20 ବିଶ୍ୱକପ ଫାଇନାଲ ପୂର୍ୱରୁ ‘ୟଙ୍ଗିସ୍ତାନ’ର ମନୋବଳ ଉଚ୍ଚ ଥିବା ବେଳେ, ତିନୋଟି ପ୍ରମୁଖ ଚ୍ୟାଲେଞ୍ଜ…
ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ
କୋକସରା,୬।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାମଧନ୍ଦା ନ ପାଇ ହାଇଦ୍ରାବାଦ ସହରକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ଆହତ ହୋଇ ମେଡିକାଲରେ ଚିକିତ୍ସିତ ହେଉଥିବା ଖବର ସାମ୍ନାକୁ ଆସିଛି। ମୃତ ଶ୍ରମିକ ଜଣକ…
ଏହି ଖେଳାଳି ହେବେ ‘ପ୍ଲେୟାର ଅଫ ଦି ମ୍ୟାଚ’! ଫାଇନାଲ ପୂର୍ୱରୁ ସଞ୍ଜୁ ସାମସନଙ୍କ ବଡ଼ ଭବିଷ୍ୟବାଣୀ…
ନୂଆଦିଲ୍ଲୀ,୬।୩: ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ୍ର ଗ୍ରାଣ୍ଡ ଫିନାଲେ ମୁକାବିଲା ମାର୍ଚ୍ଚ ୮ ତାରିଖରେ ଖେଳାଯିବ । ଗୁଜରାଟର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ ଟିମ୍ ଇଣ୍ଡିଆ ଏବଂ ନ୍ୟୁଜିଲାଣ୍ଡ । ସେମି ଫାଇନାଲର କଡା ଟକ୍କରରେ ଇଂଲଣ୍ଡକୁ ହରାଇ ଫାଇନାଲରେ…
ଯେବେ ରାତି ୧୧ରେ ଯୁବତୀଙ୍କୁ ମେସେଜ କରିଥିଲେ ସଞ୍ଜୁ ସାମସନ, ଜଣା ନ ଥିଲା ଏମିତି ହୋଇଯିବ…
ନୂଆଦିଲ୍ଲୀ,୬।୩: ବର୍ତ୍ତମାନ ସବୁଠି କେବଳ ଗୋଟିଏ ନାମ ଚର୍ଚ୍ଚା ହେଉଛି: ତାହା ହେଲା ସଞ୍ଜୁ ସାମସନ। ତାଙ୍କର ଆଶ୍ଚର୍ଯ୍ୟଜନକ ବ୍ୟାଟିଂ ସହିତ, ଏହି ଓପନର ଏକାକୀ ICC T20 ବିଶ୍ୱକପ ସୁପର 8ରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତର ସମ୍ଭାବନାକୁ ବଦଳାଇ ଦେଇଥିଲେ।…
ବିଷାକ୍ତ ଖାଦ୍ୟ ଖାଇ ଗୋଟିଏ ପରିବାରର ୪ ଗୁରୁତର
ପଦ୍ମପୁର,୬।୩(ପ୍ରଶାନ୍ତ କୁମାର କର) ରାୟଗଡ଼ା ଜିଲା ପଦ୍ମପୁର ବ୍ଲକ ଅଧୀନ ଖିଲାପଦର ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ବିଷାକ୍ତ ଖାଦ୍ୟ ଖାଇ ଗୋଟିଏ ପରିବାରର ୪ଜଣ ସଦସ୍ୟ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗୁରୁତର ଅବସ୍ଥାରେ…
ଟିମ୍ ଇଣ୍ଡିଆର ଲାଗିଲା ଲଟେରୀ, ଫାଇନାଲ ପୂର୍ୱରୁ ମିଳିବ ଏତେ କୋଟି ଟଙ୍କା
ନୂଆଦିଲ୍ଲୀ,୬।୩: ୨୦୨୬ ଟି୨୦ ବିଶ୍ୱକପ ଏବେ ଏହାର ଚୂଡ଼ାନ୍ତ ଶୀର୍ଷରେ ପହଞ୍ଚିଛି। ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଫାଇନାଲ ମ୍ୟାଚ ୮ ମାର୍ଚ୍ଚରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ, ଯେଉଁଠାରେ କେବଳ ଟ୍ରଫି ନୁହେଁ ବରଂ କୋଟି କୋଟି ଟଙ୍କାର…
ପ୍ରଥମ ରାଉଣ୍ଡରୁ ବିଦାୟ ନେଲେ ଭେନସ
ଇଣ୍ଡିଆନ ଓ୍ବେଲ୍ସ,୬ା୩: ସାତ ଥର ଗ୍ରାଣ୍ଡସ୍ଲାମ ଟାଇଟଲ ବିଜେତା ଭେନସ ଓ୍ବିଲିୟମ୍ସ ବିଏନ୍ପି ପାରିବାସ ଓପନ ଟେନିସ ଟୁର୍ନାମେଣ୍ଟର ପ୍ରଥମ ରାଉଣ୍ଡରୁ ବିଦାୟ ନେଇଛନ୍ତି। ଫ୍ରାନ୍ସର ଡାଏନ୍ ପ୍ୟାରି ତାଙ୍କୁ ୬-୩, ୬-୭ (୪), ୬-୧ରେ ହରାଇ ଦେଇଛନ୍ତି। ୪୫ ବର୍ଷୀୟା…
ଆସିଲା ବଡ ଖବର; ସୋମବାରଠୁ ପେଟ୍ରୋଲ ପମ୍ପରେ ଆଉ ମିଳିବନି ତେଲ!
ଇସଲାମାବାଦ୍,୬ା୩: ଇରାନ ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ଆରବ ଦେଶଗୁଡ଼ିକୁ ଆଉ ଏକ ବଡ଼ ଝଟକା ଲାଗିଛି। ପେଟ୍ରୋଲ-ଡିଜେଲକୁ ନେଇ ସବୁଠି ଦେଖା ଦେଇଛି ବଡ ସଙ୍କଟ। ଏହାରି ମଧ୍ୟରେ ସାମ୍ନାକୁ ଆସିଛି ଏକ ବଡ ଖବର। ଇରାନ ଉପରେ ଆକ୍ରମଣ…
ଭଞ୍ଜନଗରରେ ଏଚ୍ପିଭି ଟିକାକରଣ ଶୁଭାରମ୍ଭ, ଜରାୟୁ କର୍କଟ ରୋଗ ପ୍ରତିରୋଧରେ…
ଭଞ୍ଜନଗର,୬ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ଶୁକ୍ରବାର ଏଚ୍ପିଭି ଟିକାକରଣ କାର୍ଯକ୍ରମର ଶୁଭାରମ୍ଭ ହୋଇଯାଇଛି। ଭଞ୍ଜନଗର ମେଡିକାଲ ଅଧୀକ୍ଷକ ଡାକ୍ତର ସୀତାଂଶୁ ଶେଖର ଶତପଥୀ ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଶୁଭାରମ୍ଭ କରିଥିଲେ। ହ୍ୟୁମାନ ପାପିଲୋମା…
ଶ୍ରେଷ୍ଠ ଖେଳାଳି ପୁରସ୍କାର ଦୌଡ଼ରେ ସଞ୍ଜୁ ସାମସନ
ଦୁବାଇ, ୬ା୩: ଟି୨୦ ବିଶ୍ୱକପ୍ ପ୍ଳେୟର ଅଫ୍ ଦି ଟୁର୍ନାମେଣ୍ଟର ଶ୍ରେଷ୍ଠ ଖେଳାଳି ପୁରସ୍କାର ପାଇଁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ପକ୍ଷରୁ ୮ ଜଣିଆ ଶର୍ଟଲିଷ୍ଟ ଖେଳାଳି ତାଲିକା ପ୍ରକାଶ କରାଯାଇଛି। ଏଥିରେ ଫର୍ମରେ ଥିବା ଭାରତୀୟ ଓପନର ସଞ୍ଜୁ…
କୋର୍ଟ ସମ୍ମୁଖରେ ଗୋଡ଼ାଇ ଗୋଡ଼ାଇ କରିଥିଲେ ହତ୍ୟା, ଆଜି କୋର୍ଟ ଚାଲାଣ ହେଲେ ଅଭିଯୁକ୍ତ
ଭଞ୍ଜନଗର,୬ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୋର୍ଟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ବୁଦୁଲି ଗ୍ରାମର ଅଶୋକ ସ୍ବାଇଁଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିଲା। ଏହି ମାମଲାରେ ପୋଲିସ ଗତକାଲି ଗିରଫ କରିଥିବା ଅଭିଯୁକ୍ତ ଦିଲ୍ଲୀପ କୁମାର ଜେନାଙ୍କୁ ଶୁକ୍ରବାର କୋର୍ଟ ଚାଲାଣ…
Archives


