କନ୍ୟା ସନ୍ତାନ ଜନ୍ମଦେଲେ ୧୬ ବର୍ଷୀୟା ନାବାଳିକା: ପୋଲିସର ମାମଲା ରୁଜୁ
କେନ୍ଦୁଝର, ହାଟଡିହୀ,୩୦।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ ଶୁଭକାନ୍ତ ନାୟକ/ନିରାକାର ପରିଡା ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକା କନ୍ୟା ସନ୍ତାନକୁ ଜନ୍ମ ଦେଇଥିବା ଜଣାପଡ଼ିଛି। ଡାକ୍ତରଙ୍କ ରିପୋର୍ଟ ଆଧାରରେ ନନ୍ଦିପଦା ପୋଲିସ ଏନେଇ ମାମଲା ନଂ…
ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର
କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ ୨,୪୦୦ ରୁ ଅଧିକ ଲୋକ ନିଖୋଜ ଅଛନ୍ତି। ଏହି ସମୟରେ, ନେପାଳର ପାଣିପାଗ…
ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…
ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ ଜଣେ ବ୍ୟକ୍ତିଙ୍କ ଘର ଭିତରକୁ ପଶିଯାଇଥିଲା। ଦୁର୍ଘଟଣା ସମୟରେ ଘରେ ନରହରି ବଗର୍ତ୍ତିଙ୍କ…
ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….
କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ଟବାକୋ ଉପରେ କଟକଣା ଜାରି କରି ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି…
ପାଟଣାରେ ଚାଞ୍ଚଲ୍ୟ: କାଠ ଫାଳିଆରେ ପିଟି ସ୍ତ୍ରୀଙ୍କୁ ହତ୍ୟା, ସ୍ୱାମୀ ଅଟକ
ପାଟଣା, ୨୯/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମଲ୍ଲିପଶି ଭୂମିଜ ସାହିରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ କାଠ ଫାଳିଆରେ ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ହେଲେ ସେହି…
ନେପାଳ ପରେ, ଚାଇନାରେ ବିପର୍ଯ୍ୟୟ; ୪୯ ଭାରତୀୟ ନିଖୋଜ, ହେଲ୍ପଲାଇନ ନମ୍ବର ଜାରି
ବେଜିଂ,୩୦।୮: ଅଗଷ୍ଟ ୨୬ ରେ ଚାଇନା-ନେପାଳ ସୀମାରେ ଥିବା ଗାଇରୋଙ୍ଗ ବନ୍ଦରରେ ହୋଇଥିବା ଭୂସ୍ଖଳନ ପରେ ପରିସ୍ଥିତି ଜଟିଳ ରହିଛି। ଦକ୍ଷିଣ-ପଶ୍ଚିମ ଚାଇନାର ଜିଜାଙ୍ଗ ସ୍ବୟଂଶାସିତ ଅଞ୍ଚଳର ସରକାରଙ୍କ ଅନୁଯାୟୀ, ଶନିବାର ସା ୬ଟା ସୁଦ୍ଧା ୧୬ ଜଣଙ୍କ ମୃତ୍ୟୁ ନିଶ୍ଚିତ…
ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ: ସାମ୍ବାଦିକତା କେବଳ ଏକ ବିଷୟ ନୁହେଁ, ଏହା ସମାଜ ପ୍ରତି ଦାୟିତ୍ୱବୋଧ ସହ…
ଭଞ୍ଜନଗର, ୩୦/୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ ଯୁକ୍ତ ୩ର ନବାଗତ ଛାତ୍ରୀଛାତ୍ରଙ୍କୁ ଶନିବାର ସ୍ୱାଗତ କରାଯାଇଛି।ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ଗଗନ ବିହାରୀ ପୁରୋହିତ ସଭାରେ ଅଧ୍ୟକ୍ଷତା…
ସେକ୍ଟର ମିଟିଂ ଚାଲିଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଉପରେ ବଜ୍ରପାତ, ୯ କର୍ମୀ…
ପାଟଣା,୩୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲିପୋଷି ଅଙ୍ଗନୱାଡ଼ି କେନ୍ଦ୍ରରେ ବୈଠକ ଚାଲିଥିବା ବେଳେ ବଜ୍ରପାତ ହୋଇଛି । ଶନିବାର ୨୩ ଜଣ ଅଙ୍ଗନୱାଡ଼ି କର୍ମୀ ଓ ହେଲ୍ପରଙ୍କୁ ନେଇ ସେକ୍ଟର ମିଟିଂ ଚାଲିଥିବା ବେଳେ ଅପରାହ୍ନରେ ବଜ୍ରପାତ…
ଆଜି ମେଷ-ସିଂହ ରାଶି ଉପରେ ବର୍ଷିବ କୃପା: ଧନଲାଭ ସହ ମିଳିବ ବଡ଼ ଖୁସି ଖବର
୩୦ ଅଗଷ୍ଟ, ରବିବାର ଦିନ ଗ୍ରହ-ନକ୍ଷତ୍ରମାନଙ୍କର ଚାଲ ଦୃଷ୍ଟିରୁ ଅନେକ ରାଶି ପାଇଁ ବିଶେଷ ରହିବାକୁ ଯାଉଛି। ଆଜି କିଛି ଜାତକଙ୍କୁ କ୍ୟାରିୟର ଏବଂ ବ୍ୟବସାୟରେ ଅଗ୍ରଗତିର ନୂଆ ସୁଯୋଗ ମିଳିପାରେ, ଅନ୍ୟପଟେ କିଛି ଲୋକଙ୍କୁ ଆର୍ଥିକ ମାମଲାରେ ଭାବିଚିନ୍ତି କଦମ…
ପୂର୍ବତନ ମନ୍ତ୍ରୀଙ୍କ ଦେହାନ୍ତ, ଅଞ୍ଚଳରେ ଶୋକର ଛାୟା
ନବରଙ୍ଗପୁର,୩୦ା୮(ସଦାଶିବ ପ୍ରହରାଜ): ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ମାଝୀ (୮୭)ଙ୍କ ରବିବାର ସକାଳ ପ୍ରାୟ ୫ଟା ସମୟରେ ତାଙ୍କର ଦେହାନ୍ତ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । କିଛିଦିନ ଧରି ସେ ଅସୁସ୍ଥ ଥିବାବେଳେ ନବରଙ୍ଗପୁର…
ଧରିତ୍ରୀ ପ୍ରଭାବ: ଲକ୍ଷ୍ମୀପୁର ଗ୍ରାମରେ ଜଳିଲା ଷ୍ଟ୍ରିଟ୍ ଲାଇଟ୍
ଗଞ୍ଜାମ, ୩୦।୮ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମରେ ଦୀର୍ଘଦିନ ଧରି ଷ୍ଟ୍ରିଟ୍ ଲାଇଟ୍ ଜଳୁ ନ ଥିବା ନେଇ ଦୁଇଦିନ ତଳେ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇଥିଲା। ଖବର ପ୍ରକାଶ ପାଇବାର ମାତ୍ର ଗୋଟିଏ…
ଚୋରା ମଦ ବିକ୍ରିକୁ ବିରୋଧ କରି ତାତିଲେ ମହିଳା, ୨ ଘଣ୍ଟା ଧରି ପୋଲିସ ନାକେଦମ
ବନ୍ତ, ୩୦।୮ (ହରି ନାରାୟଣ ମହାନ୍ତି/ କିଶୋର କୁମାର ସେଠୀ): ଶନିବାର ରାତିରେ ଭଦ୍ରକ ଜିଲା ବନ୍ତ ଥାନା ନୀଳୋକ ପଞ୍ଚାୟତ ଅଧୀନ ବେଗନା (ବୁଡ଼ଗଢ଼ିଆ) ଗ୍ରାମରେ ଚୋରା ମଦ ବିକ୍ରିକୁ ବିରୋଧ କରି ଶତାଧିକ ମହିଳା ରାସ୍ତାକୁ ଓହ୍ଲାଇଥିଲେ। ଶତାଧିକ…

