ପ୍ରବାସୀ ଶ୍ରମିକଙ୍କୁ ବସ୍ରେ ପଠାଇଲା ପୋଲିସ
ବରଗଡ଼ ଅଫିସ୍,୧୮।୫: ଆନ୍ଧ୍ରପ୍ରଦେଶର ରାଜମୁନ୍ଦ୍ରିରୁ ଚାଲି ଚାଲି ଝାଡ଼ଖଣ୍ଡ ଅଭିମୁଖେ ଯାଉଥିବା ୨୦ ଜଣ ପ୍ରବାସୀ ଶ୍ରମିକଙ୍କୁ ରବିବାର ରାତିରେ ବରଗଡ଼ ଜିଲା ପୋଲିସ ଏକ ବସ୍ରେ ପଠାଇଛି । ସମ୍ପୃକ୍ତ ଶ୍ରମିକମାନେ ଗତ ୩ତାରିଖରୁ ଚାଲି ଚାଲି ରାଜମୁନ୍ଦ୍ରିରୁ ଝାଡ଼ଖଣ୍ଡ…
ଧାନବିକ୍ରି ପାଇଁ ଚାଷୀଙ୍କୁ ମିଳୁନି ଟୋକନ
ବରଗଡ଼ ଅଫିସ୍,୧୮।୫: ଧାନ କିଣାବିକାରେ ସରକାର ଟୋକନ ବ୍ୟବସ୍ଥାକୁ ବାଧ୍ୟତାମୂଳକ କରିଛନ୍ତି । ଅନ୍ୟପଟେ ଚାଷୀଙ୍କୁ ଠିକ୍ ଭାବେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନବିକ୍ରିରୁ ବଞ୍ଚିତ ହେଉଛନ୍ତି । ଏହାର ପ୍ରତିବାଦରେ ସୋମବାର ଜୟ କିସାନ ଆନ୍ଦୋଳନ ନେତୃତ୍ୱରେ…
ମା’ଙ୍କୁ ମୁଖାଗ୍ନି ଦେଇପାରିଲେନି ପୁଅ
ବିନିକା୧୮ା୫(ଡି.ଏନ୍.ଏ.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ବାଙ୍କିଘିର୍ଡି ପଞ୍ଚାୟତ ଅନ୍ତର୍ଗତ ସାରଙ୍ଗପାଲି ଗାଁର ଜଣେ ଯୁବକ ଗୁଜରାଟରେ ଫସି ରହିଛନ୍ତି। ସାପ କାମୁଡ଼ାରେ ତାଙ୍କ ମା’ଙ୍କ ମୃତ୍ୟୁ ଘଟିଛି। ହେଲେ ସେ ମା’ଙ୍କୁ ମୁଖାଗ୍ନି ଦେଇ ପାରି ନାହାନ୍ତି। ଏବେ ସେ…
ନିଜ ରାଜ୍ୟକୁ ଯିବେ ୟୁପିର ୧୫ଶହ ପ୍ରବାସୀ: ୨୦ରେ ସମ୍ବଲପୁରରୁ ବାହାରିବ ସ୍ବତନ୍ତ୍ର ଟ୍ରେନ୍
ସମ୍ବଲପୁର, ୧୮।୫ (ବ୍ୟୁରୋ): ସମ୍ବଲପୁର ଷ୍ଟେଶନରୁ ଆସନ୍ତା ୨୦ ତାରିଖ ଏକ ସ୍ବତନ୍ତ୍ର ଟ୍ରେନ୍ ଉତ୍ତରପ୍ରଦେଶ ଯିବାକୁ ସ୍ଥିର କରାଯାଇଛି। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଜିଲା ପ୍ରଶାସନ ଏ ନେଇ ସମସ୍ତ ବ୍ୟବସ୍ଥା କରିଛି। ସମ୍ବଲପୁର ଷ୍ଟେଶନରୁ ଏହି ଟ୍ରେନ୍ ୨୦…
ଗୋଟିଏ ଦିନରେ ପହଞ୍ଚିଲା ୩ ସ୍ପେଶାଲ ଟ୍ରେନ
ବଲାଙ୍ଗୀର ଅଫିସ, ୧୮ା୫: ବଲାଙ୍ଗୀର ରେଳଷ୍ଟେଶନରେ ସୋମବାର ଗୋଟିଏ ଦିନରେ ୩ଟି ଶ୍ରମିକ ସ୍ପେଶାଲ ଟ୍ରେନ ଆସି ପହଞ୍ଚତ୍ଥିଲା। ଏହି ତିନି ଟ୍ରେନ୍ରେ ବଲାଙ୍ଗୀର ସମେତ ଓଡିଶାର ୩୦ଜିଲାର ପ୍ରାୟ ୪ ହଜାର ପ୍ରବାସୀ ଆସିଥିଲେ। ଭୋର ୪ଟାରେ ବିଶାଖାପାଟଣାରୁ ଆସିଥିବା…
ଅମ୍ଫନ ପ୍ରସ୍ତୁତି ସମୀକ୍ଷା କଲେ ମୋଦି
ନୂଆଦିଲ୍ଲୀ,୧୮।୫: ଦକ୍ଷିଣ ପୂର୍ବ ବଙ୍ଗୋପସାର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟ ହୋଇଥିବା ଲଘୁଚାପ ଭୟଙ୍କର ସାମୁଦ୍ରିକ ଝଡ଼ରେ ପରିଣତ ହୋଇଛି। ମେ ୨୦ରେ ଅପରାହ୍ନରୁ ସନ୍ଧ୍ୟା ଭିତରେ ଏହା ଦୀଘା-ହାତିଆ ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ୍ କରିପାରେ ବୋଲି ସୂଚନା ରହିଛି।…
ଲକ୍ଡାଉନ ୪.୦: ପଶ୍ଚିମବଙ୍ଗରେ ଲାଗୁ ହେବ ନାହିଁ କର୍ଫ୍ୟୁ
କୋଲକାତା,୧୮।୫: କରୋନା ଭାଇରସ୍ ବ୍ୟାପିବାରୁ ରୋକିବା ପାଇଁ ଦେଶରେ ଲାଗୁ ହୋଇଥିବା ଲକ୍ଡାଉନ ୪.୦ର ସୋମବାର ହେଉଛି ପ୍ରଥମ ଦିନ। ଇତିମଧ୍ୟରେ ପଶ୍ଚିମବଙ୍ଗ ସରକାର ଲକ୍ଡାଉନ ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି। କରୋନା ଭାଇରସ୍ ସଂକ୍ରମଣ ବିପଦକୁ ଦେଖି ମୁଖ୍ୟମନ୍ତ୍ରୀ ମମତା…
ରାଜଧାନୀରେ ଖୋଲିବନି ସ୍ପା-ସେଲୁନ
ନୂଆଦିଲ୍ଲୀ,୧୮।୫: କରୋନା ସଂକ୍ରମଣ ରୋକିବାକୁ ସୋମବାରଠାରୁ ସାରା ଦେଶରେ ଲାଗୁ ହୋଇଛି ଲକ୍ଡାଉନ ୪.୦। ଏହାକୁ ନେଇ ଭିନ୍ନ ଭିନ୍ନ ରାଜ୍ୟରେ ନିୟମ କୋହଳରେ ପାର୍ଥକ୍ୟ ଦେଖାଦେଇଛି। ତେବେ ରାଜଧାନୀ ଦିଲ୍ଲୀରେ କ’ଣ ଖୋଲା ରହିବ କ’ଣ ଖୋଲା ନ ରହିବ…
ମାଇକେଲ ଜୋର୍ଡାନଙ୍କ ଜୋତାର ମୂଲ୍ୟ ୪.୨ କୋଟି
ନ୍ୟୁୟର୍କ,୧୮।୫: କିମ୍ବଦନ୍ତୀ ଆମେରିକୀୟ ବାସ୍କେଟବଲ୍ ଖେଳାଳି ମାଇକେଲ ଜୋର୍ଡାନଙ୍କ ଏକ ଜୋତା ରେକର୍ଡ ୫ ଲକ୍ଷ ୬୦ ହଜାର ଡଲାର ବା ୪ କୋଟି ୨ ଲକ୍ଷ ଟଙ୍କାରେ ବିକ୍ରି ହୋଇଛି। ଆମେରିକାର ନ୍ୟାଶନାଲ ବାସ୍କେଟବଲ୍ ଲିଗ୍ (ଏନ୍ବିଏ) ଏକ ମ୍ୟାଚ୍ରେ…
ଅନୁବନ୍ଧିତ ଖେଳାଳିଙ୍କ ପାଇଁ ଟ୍ରେନିଂ କ୍ୟାମ୍ପ ଆୟୋଜନ ହେବନି: ବିସିସିଆଇ
ନୂଆଦିଲ୍ଲୀ,୧୮।୫(ପି.ଟି.): ଚୁକ୍ତିବଦ୍ଧ କ୍ରିକେଟରଙ୍କ ପାଇଁ କୌଣସି ଟ୍ରେନିଂ କ୍ୟାମ୍ପ ଆୟୋଜନ ହେବ ନାହିଁ ବୋଲି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସ୍ପଷ୍ଟ କରିଛି। ବିଭିନ୍ନ ସ୍ପୋଟର୍ସ କମ୍ପ୍ଲେକ୍ସ ଓ ଷ୍ଟାଡିୟମ ଖୋଲିବାକୁ ଅନୁମତି ମିଳିଥିଲେ ମଧ୍ୟ ଅନୁବନ୍ଧିତ ଖେଳାଳିଙ୍କ ପାଇଁ…
ବାବରଙ୍କୁ କୋହଲିଙ୍କ ସହ ଏବେ ତୁଳନା କରାଯାଇପାରିବନି: ୟୁନିସ୍
କରାଚୀ,୧୮।୫ (ପି.ଟି.): ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ସହ ବର୍ତ୍ତମାନ ବାବର ଆଜମଙ୍କୁ ତୁଳନା କରାଯିବା ବହୁତ ଶ୍ରୀଘ ହେବ ବୋଲି ପୂର୍ବତନ ବ୍ୟାଟ୍ସମ୍ୟାନ ୟୁନିସ୍ ଖାନ କହିଛନ୍ତି। ପାକିସ୍ତାନର ବାବର ଜଣେ ଉଚ୍ଚକୋଟୀର ପ୍ରତିଭାସମ୍ପନ୍ନ ବ୍ୟାଟ୍ସମ୍ୟାନ ହୋଇଥିଲେ ମଧ୍ୟ ୫…
ନିଃସନ୍ଦେହରେ କୋହଲି ଶ୍ରେଷ୍ଠ: ଇଆନ୍ ଚାପେଲ
ନୂଆଦିଲ୍ଲୀ,୧୮।୫(ପି.ଟି.): ଭାରତୀୟ ଅଧିନାୟକ ବିରାଟ କୋହଲି ନିଃସନ୍ଦେହରେ ବିଶ୍ୱରେ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ବୋଲି ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ଇଆନ ଚାପେଲ କହିଛନ୍ତି। ୩ଟି ଯାକ ଫର୍ମାଟରେ କୋହଲି ଏବେ ଶ୍ରେଷ୍ଠ ବୋଲି କୁହାଯାଇପାରେ ଓ ଏ ନେଇ କୌଣସି ପ୍ରଶ୍ନ ଉଠିବା…
Archives


