ଚାଇନାକୁ ପୁଣି ଥରେ କରୋନା ଫେରିଲେ ସ୍ଥିତି ହେବ ଭୟାବହ
ବେଜିଂ,୧୮।୫: ପୃଥିବୀରେ କରୋନା ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିଚାଲିଛି। ସେହିପରି କରୋନା ସଂକ୍ରମଣକୁ ରୋକିବା ପାଇଁ ବହୁ ଦେଶରେ ଲକ୍ଡାଉନ୍ ମଧ୍ୟ ଜାରି ହୋଇଛି। କରୋନାର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନାକୁ ଯଦି ପୁଣିଥରେ କରୋନା ଫେରେ ତେବେ ପରିସ୍ଥିତି ଭୟାବହ…
ରେକର୍ଡ କଲା ଭାରତ: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫,୨୪୨ କରୋନା ପଜିଟିଭ
ନୂଆଦିଲ୍ଲୀ,୧୮।୫: ଗୋଟିଏ ଦିନରେ ଦେଶରେ ଯେଉଁ ପରିମାଣରେ କରୋନା ପଜିଟିଭ ଚିହ୍ନଟ କରାଯାଇଛି ଏହା ଏପର୍ଯ୍ୟନ୍ତ ଚିହ୍ନଟର ରେକର୍ଡକୁ ଭାଙ୍ଗି ଦେଇିଛି। କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫,୨୪୨…
ପିସ୍ ଟିଭିକୁ ୩ ଲକ୍ଷ ପାଉଣ୍ଡ ଜରିମାନା
ଲଣ୍ଡନ,୧୮ା୫(ପି.ଟି.): ଘୃଣିତ ବକ୍ତୃତା ପ୍ରସାରଣ ଲାଗି ବିବାଦୀୟ ଇସ୍ଲାମିକ୍ ବକ୍ତା ଜାକିର ନାଏକଙ୍କ ପିସ୍ ଟିଭିକୁ ବ୍ରିଟେନ୍ର ଗଣମାଧ୍ୟମ ନିୟନ୍ତ୍ରକ ଅଫ୍କମ୍ ୩ ଲକ୍ଷ ପାଉଣ୍ଡ ଅର୍ଥଦଣ୍ଡରେ ଦଣ୍ଡିତ କରିଛନ୍ତି। ପ୍ରସାରଣ ନିୟମର ଉଲ୍ଲଂଘନ ପାଇଁ ପିସ୍ ଟିଭି ଉର୍ଦ୍ଦୁର ଲାଇସେନ୍ସଧାରୀଙ୍କ…
ଆଭ୍ୟନ୍ତରୀଣ ଅଙ୍ଗ ନଷ୍ଟ କରିପାରେ କରୋନା
ବେଜିଂ,୧୮ା୫(ପି.ଟି.): କରୋନା ଆକ୍ରାନ୍ତ ରୋଗୀଙ୍କର ବିଭିନ୍ନ ଆଭ୍ୟନ୍ତରୀଣ ଅଙ୍ଗ କ୍ଷତିଗ୍ରସ୍ତ ହୋଇପାରେ ବୋଲି ଚାଇନା ସ୍ବାସ୍ଥ୍ୟସେବା କର୍ତ୍ତୃପକ୍ଷ ସତର୍କ କରାଇବା ସହ ରୋଗୀମାନଙ୍କ ସ୍ବାସ୍ଥ୍ୟବୀମା ସୀମାକୁ ବଢ଼ାଇଛନ୍ତି। କୋଭିଡ୍-୧୯ରୁ ଆରୋଗ୍ୟ ହୋଇଥିବା ଲୋକଙ୍କ ପାଇଁ ଚାଇନାର ଜାତୀୟ ସ୍ବାସ୍ଥ୍ୟ ଆୟୋଗ (ଏନ୍ଏଚ୍ସି)…
୯/୧୧ ଭଳି ଆକ୍ରମଣ ପାଇଁ ପାକ୍ର ଷଡ଼ଯନ୍ତ୍ର
ନୂଆଦିଲ୍ଲୀ/ଇସ୍ଲାମାବାଦ, ୧୮ା୫(ଆଇଏଏନ୍ଏସ୍): ପାକିସ୍ତାନ ପାଶ୍ଚାତ୍ୟ ଦେଶଗୁଡ଼ିକ ବିରୋଧରେ ୯/୧୧ ଆକ୍ରମଣ ଭଳି ଆଉ ଏକ ଷଡ଼ଯନ୍ତ୍ର ରଚୁଛି। ପାକିସ୍ତାନ ସମର୍ଥତ୍ତ ହକ୍କାନି ନେଟ୍ଓ୍ବର୍କ (ଏଚ୍କ୍ୟୁଏନ୍) ଇସ୍ଲାମିକ୍ ଆତଙ୍କବାଦୀ ସଙ୍ଗଠନ ଅଲ୍-କାଏଦାକୁ ଏହି ଆକ୍ରମଣ ପାଇଁ ସହଯୋଗ କରୁଛି। ଆଫଗାନିସ୍ତାନର ପୂର୍ବତନ ଗୋଇନ୍ଦା…
ହିତାଧିକାରୀଙ୍କ ଚାଉଳ କାଟିବା ଘଟଣା: ବାଲିବିଲି ପଞ୍ଚାୟତ ରିଟେଲର ନିଲମ୍ବିତ
ବରୀ/ରତ୍ନଗିରି,୧୮ା୫(ସ୍ବ.ପ୍ର./ଡି.ଏନ୍.ଏ.): ଯାଜପୁର ଜିଲା ବରୀ ବ୍ଲକ ଅଧିନସ୍ଥ ବାଲିବିଲି ପଞ୍ଚାୟତର ସରକାରୀ ରିଟେଲର ଅନିରୁଦ୍ଧ ସାମଲ ନିଲମ୍ବତ ହୋଇଥିବା ନିଲମ୍ବିତ ରାଜ୍ୟ ଯୋଗାଣ ମନ୍ତ୍ରୀ ଟୁଇଟ୍ ମାଧ୍ୟମରେ ଜଣାଇଛନ୍ତି। ଏହି ଗ୍ରାମର ହିତାଧିକାରୀମାନଙ୍କ ଚାଉଳ କାଟିବା ଯୋଗୁ ହିତାଧିକାରୀମାନେ ବରୀ ଗୋଷ୍ଠୀ…
ଦିଲ୍ଲୀରୁ ଫେରିଗଲେଣି ୬୦% ଦେହଜୀବୀ
ନୂଆଦିଲ୍ଲୀ,୧୮ା୫(ପି.ଟି.): ଲକ୍ଡାଉନ ଯୋଗୁ ଜୀବିକା ହରାଇ ଦିଲ୍ଲୀର ୬୦ ପ୍ରତିଶତରୁ ଊର୍ଦ୍ଧ୍ୱ ଯୌନକର୍ମୀ ସେମାନଙ୍କ ରାଜ୍ୟକୁ ଫେରିଗଲେଣି। କରୋନା ସଂକ୍ରମଣ ଭୟରେ ଗ୍ରାହକ ଆସୁ ନ ଥିବାରୁ ଦେହଜୀବୀଙ୍କ ବ୍ୟବସାୟ ଗୁରୁତର ପ୍ରଭାବିତ ହୋଇଥିବା ଏକ ଫୋରମ୍ ପକ୍ଷରୁ କୁହାଯାଇଛି। ଦିଲ୍ଲୀରେ…
ଗିଲ୍ଗିଟ୍-ବଲ୍ଟିସ୍ତାନରେ ହେବ ନିର୍ବାଚନ
ଇସ୍ଲାମାବାଦ,୧୮ା୫(ପି.ଟି.): ଗିଲ୍ଗିଟ୍-ବଲ୍ଟିସ୍ତାନ ପ୍ରଦେଶରେ ନିର୍ବାଚନକୁ ଭାରତ ଜୋର୍ଦାର ବିରୋଧ କରିଆସୁଥିବାବେଳେ ପାକିସ୍ତାନ ରାଷ୍ଟ୍ରପତି ଅରିଫ୍ ଆଲ୍ଭି ସେଠାରେ କାମଚଳା ସରକାର ଗଠନ ସହ ଭୋଟଗ୍ରହଣ ଲାଗି ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଉକ୍ତ ଅଞ୍ଚଳରେ ସାଧାରଣ ନିର୍ବାଚନ କରାଇବା ଲାଗି ୨୦୧୮…
‘ଭୁଆଁ ବୁଲାଉଛି କେନ୍ଦ୍ର’
ନୂଆଦିଲ୍ଲୀ,୧୮ା୫(ପି.ଟି.): କରୋନା ଜନିତ ଲକ୍ଡାଉନ ଯୋଗୁ ଦୁର୍ବଳ ହୋଇପଡ଼ିଥିବା ଦେଶର ଅର୍ଥନୀତିକୁ ବଳ ଦେବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦ ଲକ୍ଷ କୋଟି ଟଙ୍କାର ଆର୍ଥତ୍କ ପ୍ୟାକେଜ୍ ଘୋଷଣା କରିଥିଲେ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ କ୍ରମାଗତ ୫ ଦିନ ଧରି…
ଲକ୍ଡାଉନ୍ ୪କୁ ନେଇ କେନ୍ଦ୍ରର ଚେତାବନୀ : ନ ମାନିଲେ କଡ଼ା କାର୍ଯ୍ୟାନୁଷ୍ଠାନ
ନୂଆଦିଲ୍ଲୀ,୧୮ା୫(ଆଇଏଏନ୍ଏସ୍): କରୋନା ଭୂତାଣୁ ସଂକ୍ରମଣ ଆୟତ୍ତରେ ନାହିଁ। ତେଣୁ କେନ୍ଦ୍ର ସରକାର ରବିବାର ତାଲାବନ୍ଦ ଅବଧିକୁ ବୃଦ୍ଧି କରିଛନ୍ତି। ଲକ୍ଡାଉନ୍ ୪ ମେ ୩୧ ପର୍ଯ୍ୟନ୍ତ ଚାଲିବ। ଏହି ପର୍ଯ୍ୟାୟରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଜାରି ଗାଇଡ୍ଲାଇନ୍କୁ ଅମାନ୍ୟ କଲେ ସମ୍ପୃକ୍ତ…
ଘରୋଇକରଣ ହେବ ଅଧିକ ରାଷ୍ଟ୍ରାୟତ୍ତ ସଂସ୍ଥା
ନୂଆଦିଲ୍ଲୀ,୧୮।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରୋନା କବଳିତ ଅର୍ଥ ବ୍ୟବସ୍ଥାକୁ ପୁନର୍ଜିବିତ ଲାଗି ୨୦ ଲକ୍ଷ କୋଟି ଟଙ୍କାର ଆର୍ଥତ୍କ ପ୍ୟାକେଜ ଘୋଷଣା କରିଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ରବିବାର ଏହାର ୫ମ ତଥା ଚୂଡ଼ାନ୍ତ ପର୍ଯ୍ୟାୟ ଘୋଷଣା କରିଛନ୍ତି। ଦେଶର…
ଜିଲାପାଳ କ୍ଷମତା ପ୍ରୟୋଗ କଲେ ସରପଞ୍ଚ: ବାଲିପୁଟ ପଞ୍ଚାୟତ ୩୬ ଘଣ୍ଟା ଶଟ୍ଡାଉନ
ପୁରୀ ଅଫିସ,୧୮ା୫: ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ପ୍ରଦତ୍ତ ଜିଲାପାଳ କ୍ଷମତାକୁ ପୁରୀ ଜିଲାର ପ୍ରଥମ ସରପଞ୍ଚ ଭାବେ ସଦର ବ୍ଲକ ବାଲିପୁଟର ମଧୁଛନ୍ଦା ଫାରାକ୍ ପ୍ରୟୋଗ କରିଛନ୍ତି। ବାଲିପୁଟ ପଞ୍ଚାୟତକୁ କରୋନାମୁକ୍ତ ରଖିବା ଲାଗି ସେ ରବିବାର ପଞ୍ଚାୟତକୁ ଶଟ୍ଡାଉନ୍ କରିଥିବା ବେଳେ…
Archives


