Home Left

ଘରୋଇ କ୍ଷେତ୍ରକୁ ଏମ୍‌ଜିଏନ୍‌ଆର୍‌ଇଜିଏ ଅର୍ଥ

ନୂଆଦିଲ୍ଲୀ,୧୮ା୫: ଘରୋଇ ଫ୍ୟାକ୍ଟ୍ରି ଓ ନିର୍ମାଣସ୍ଥଳ ଭଳି ପ୍ରାଇଭେଟ୍‌ ଏଣ୍ଟରପ୍ରାଇଜ୍‌ରେ ନିୟୋଜିତ ଶ୍ରମିକଙ୍କ ପାଇଁ ମହାମତ୍ା ଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଆଇନ (ଏମ୍‌ଜିଏନ୍‌ଆର୍‌ଇଜିଏ) କାର୍ଯ୍ୟକାରୀ କରିବାକୁ କେନ୍ଦ୍ର ସରକାର ବିଚାର କରୁଛନ୍ତି। ଏମ୍‌ଜିଏନ୍‌ଆଇଜିଏ ପାଣ୍ଠିକୁ ଘରୋଇ କ୍ଷେତ୍ରରେ ଖର୍ଚ୍ଚ କରିବା…

ଆସୁଛି ଅମ୍ଫନ: ସଜାଗ ପୁରୀ ପ୍ରଶାସନ,୯୦ ହଜାର ଲୋକଙ୍କୁ ସ୍ଥାନାନ୍ତର ଯୋଜନା

ପୁରୀ ଅଫିସ,୧୮।୫: ସମ୍ଭାବ୍ୟ ବାତ୍ୟା ଅମ୍ଫନକୁ ନେଇ ଉପକୂଳବର୍ତ୍ତୀ ପୁରୀ ଜିଲାବାସୀ ଭୟଭୀତ ହୋଇପଡ଼ିିଛନ୍ତି। ବର୍ଷକ ତଳେ ଅର୍ଥାତ୍‌ ୨୦୧୯ ମେ ୩ ତାରିଖରେ ବାତ୍ୟା ଫନୀ ପୁରୀ ଜିଲାରେ ତାଣ୍ଡବ ରଚିଥିଲା। ଏ ପର୍ଯ୍ୟନ୍ତ ସେହି ଦୁଃଖ ଦୂର ହୋଇ…

ଆନ୍ତର୍ଜାତିକ ସଂଗ୍ରହାଳୟ ଦିବସ: ସଂଗ୍ରହାଳୟର ସୁରକ୍ଷା ଲୋଡ଼ା

ସାରା ବିଶ୍ୱରେ ମେ’ ୧୮ରେ ଆନ୍ତର୍ଜାତିକ ସଂଗ୍ରହାଳୟ ଦିବସ ପାଳନ କରାଯାଉଛି। ଅନ୍ତର୍ରାଷ୍ଟ୍ରୀୟ ସଂଗ୍ରହାଳୟ ପରିଷଦ(ଆଇସିଓଏମ୍‌) ସଂଯୋଜନାରେ ପାଳିତ ଏହି ଦିବସ ପ୍ରତିବର୍ଷ ଏକ ସ୍ଲୋଗାନ ନେଇ ଲକ୍ଷ୍ୟ ପୂରଣ କରିବା ଦିଗରେ ଅଗ୍ରସର ହେଉଛି। ଆଇସିଓଏମ୍‌ ବିପର୍ଯ୍ୟୟ ସମୟରେ ସଂଗ୍ରହାଳୟକୁ…

ପ୍ରବାସୀ ଜାଣିପାରିବେ ନିଜ ଅଞ୍ଚଳର କ୍ୱାରାଣ୍ଟାଇନ ସେଣ୍ଟର ସମ୍ପର୍କିତ ତଥ୍ୟ

ଭୁବନେଶ୍ୱର,୧୮ା୫(ବ୍ୟୁରୋ): କରୋନାର ସଠିକ୍‌ ତଥ୍ୟ ଓ ପରିଚାଳନା ପାଇଁ ଓଡିଶା ସ୍ପେଶ ଆପ୍ଲିକେସନସ୍‌ ସେଣ୍ଟର ତରଫରୁ ଏକ ଭୌଗୋଳିକ ତଥ୍ୟ ବ୍ୟବସ୍ଥା ଜିଆଇଏସ୍‌ ପ୍ରସ୍ତୁତ କରିଛି। ଏହାଦ୍ୱାରା ବିଦେଶୀ ପ୍ରବାସୀ ଭଉଣୀ, ଭାଇମାନେ ରାଜ୍ୟର ପ୍ରତ୍ୟେକ ଜିଲାର ବ୍ଲକ, ଗ୍ରାମ ପଞ୍ଚାୟତ…

କ୍ବାରାଣ୍ଟାଇନ୍‌ରେ କୁମ୍ଭାରପଡ଼ା ଥାନାର ୩୦ କର୍ମଚାରୀ

ପୁରୀ ଅଫିସ,୧୮ା୫: କ୍ବାରାଣ୍ଟାଇନରେ ରହିଲେ କୁମ୍ଭାରପଡ଼ା ଥାନାର ସମସ୍ତ କର୍ମଚାରୀ। ଜଣେ କରୋନା ଆକ୍ରାନ୍ତ ଗିରଫ ଅଭିଯୁକ୍ତଙ୍କ ସଂସ୍ପର୍ଶରେ ଆସିଥିବାରୁ ଏହି ଥାନାର ଆଇଆଇସିଙ୍କ ସମେତ ପ୍ରାୟ ୩୦ କର୍ମଚାରୀଙ୍କୁ ବିଭାଗୀୟ ଅଧିକାରୀଙ୍କ ନିର୍ଦ୍ଦେଶ ମୁତାବକ ସରକାରୀ କ୍ବାରାଣ୍ଟାଇନ ସେଣ୍ଟରରେ ରହିବାକୁ…

ଆଜିଠୁ ୩ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮।୫(ବ୍ୟୁରୋ): ବାତ୍ୟା ଅମ୍ଫନ ପ୍ରଭାବରେ ରାଜ୍ୟରେ ସୋମବାରଠାରୁ ଆରମ୍ଭ ପ୍ରବଳ ବର୍ଷା। ୩ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସୋମବାର…

ଲକ୍‌ଡାଉନ୍‌ ୪.୦: ବିଏମ୍‌ସି ଆଣିବ ନୂଆ ଗାଇଡ୍‌ଲାଇନ୍‌

ଭୁବନେଶ୍ୱର,୧୮ା୫(ବ୍ୟୁରୋ): କରୋନା ପାଇଁ କେନ୍ଦ୍ର ସରକାର ଦେଶରେ ଲାଗୁ କରିଥିବା ଲକ୍‌ଡାଉନ୍‌କୁ ଆଉ ଦୁଇ ସପ୍ତାହ ଅର୍ଥାତ୍‌ ମେ ୩୧ ପର୍ଯ୍ୟନ୍ତ ବଢ଼ାଇଛନ୍ତି। ଚତୁର୍ଥ ପର୍ଯ୍ୟାୟ ବା ଲକ୍‌ଡାଉନ୍‌ ୪.୦ ପାଇଁ ପରିବର୍ତ୍ତିତ ଗାଇଡ୍‌ଲାଇନ୍‌ ଲାଗୁ ହେବ। ଏହି ଆଧାରରେ ଭୁବନେଶ୍ୱର…

ସ୍ବାଗତ କେନ୍ଦ୍ରରେ ସଂକ୍ରମଣ ଭୟ

ଭୁବନେଶ୍ୱର,୧୮ା୫(ବ୍ୟୁରୋ): କରୋନାର ତାଉ ଓ ଭୋକର ଦାଉରୁ ବଞ୍ଚତ୍ବା ପାଇଁ ଏବେ ବାହାର ରାଜ୍ୟରୁ ଲକ୍ଷଲକ୍ଷ ପ୍ରବାସୀ ନିଜ ରାଜ୍ୟକୁ ଫେରୁଛନ୍ତି। ଟ୍ରେନ୍‌, ବସ୍‌, ସାଇକେଲ ବ୍ୟତୀତ ଶହଶହ କି.ମି. ଚାଲିଚାଲି ଆସୁଛନ୍ତି। ପ୍ରତିଦିନ ଭୁବନେଶ୍ୱର ଦେଇ ଦଳଦଳ ହୋଇ ପ୍ରବାସୀ…

‘ଅମ୍ଫନ୍‌’ ପାଇଁ ୨ ସଚିବଙ୍କ ବଦଳି ସ୍ଥଗିତ

ଭୁବନେଶ୍ୱର,୧୮ା୫(ବ୍ୟୁରୋ): ବାତ୍ୟା ‘ଅମ୍ଫନ୍‌’ ଆସନ୍ତା ୨୦ ତାରିଖରେ ସ୍ଥଳଭାଗ ଛୁଇଁବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି। ଏନେଇ ଓଡ଼ିଶାର ୧୨ଟି ଜିଲାକୁ ସତର୍କ କରାଯାଇଛି। ଏଭଳି ସ୍ଥିତିରେ ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା କରିବା ପାଇଁ ଗତ ୧୩ ତାରିଖରେ ରାଜ୍ୟ…

୪ ସରପଞ୍ଚଙ୍କ କାର୍ଯ୍ୟକୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮ା୫(ବ୍ୟୁରୋ): କରୋନା ସଂକ୍ରମଣକୁ ରୋକିବା ଲାଗି ରାଜ୍ୟ ସରକାର ବ୍ୟାପକ ପ୍ରସ୍ତୁତି ଚଳାଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସବୁ ସରପଞ୍ଚଙ୍କୁ ଜିଲାପାଳ କ୍ଷମତା ପ୍ରଦାନ କରିଛନ୍ତି। ସରପଞ୍ଚମାନେ କିଭଳି ଭଲଭାବେ ନିଜ ଦାୟିତ୍ୱ ତୁଲାଇବେ ସେନେଇ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେବା…

ଓଡ଼ିଶାରେ ୩ଲକ୍ଷ ନିଯୁକ୍ତି ପ୍ରଭାବିତ ହେବ: ପର୍ଯ୍ୟଟନ ଶିଳ୍ପ ହରାଇବ ୭୦% ନିଯୁକ୍ତି

ଭୁବନେଶ୍ୱର,୧୮।୫(ବ୍ୟୁରୋ): ଦେଶ ଓ ରାଜ୍ୟର ପର୍ଯ୍ୟଟନ ମାନଚିତ୍ରକୁ ପୂରାପୂରି ବଦଳାଇ ଦେଇଛି କୋଭିଡ୍‌-୧୯। ପର୍ଯ୍ୟଟନ ଶିଳ୍ପ ସହ ଏହାସହ ଜଡ଼ିତ ମାନବସମ୍ଭଳ କରୋନା ପାଇଁ ସବୁଠାରୁ ଅଧିକ ପ୍ରଭାବିତ ହୋଇଛନ୍ତି। ଦେଶର ୧୨.୭୫ ପ୍ରତିଶତ ନିଯୁକ୍ତି କେବଳ ପର୍ଯ୍ୟଟନ କ୍ଷେତ୍ରରେ ରହିଥିବା…

କମ୍ପାନୀ ଆଇନରେ ଆସିବ ସଂଶୋଧନ

ନୂଆଦିଲ୍ଲୀ,୧୮।୫: କମ୍ପାନୀ ଆଇନରେ ସଂଶୋଧନ ଆଣିବା ଲାଗି ସରକାର ଅଧ୍ୟାଦେଶ ଆଣିବେ। ଉକ୍ତ ଆଇନରେ ଥିବା ବିଭିନ୍ନ ଧାରାକୁ ଅପରାଧମୁକ୍ତ କରିବା, ଭାରତୀୟ କର୍ପୋରେଟଗୁଡ଼ିକୁ ସିଧାସଳଖ ବିଦେଶୀ ବଜାରରେ ଲିଷ୍ଟିଂ କରାଇବା ଏବଂ ଇଜ ଅଫ୍‌ ଡୁଇଁ ବିଜ୍‌ନେସକୁ ପ୍ରୋତ୍ସାହିତ କରିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri