Home Left

ବନ ବିଭାଗ ହାତରେ ପୁଟିପାଳ ଭବିଷ୍ୟତ

ଢେଙ୍କାନାଳ ଅଫିସ, ୧୮।୫ (ରତନ ନାୟାର) :  ଜଙ୍ଗଲ ଭିତରେ ଜୀବନ। ପାହାଡ଼ିଆ ରାସ୍ତା, ବିପଦସଙ୍କୁଳ ନାଳ, ହିଂସ୍ର ବନ୍ୟଜନ୍ତୁଙ୍କ ସହ ନିତି ସଂଘର୍ଷ। ବଣଜଙ୍ଗଲର ପ୍ରତିକୂଳ ପରିବେଶରୁ ସେମାନେ ଶିଖିଛନ୍ତି ଜିଇବାର ରାହା। ତଥାପି ସେମାନେ ଛାଡ଼ିନାହାନ୍ତି ଆଶା। ଆଜି…

ବଲାଙ୍ଗୀର ଜିଲାରେ କରୋନା ପଜିଟିଭ ସଂଖ୍ୟା ୬କୁ ବୃଦ୍ଧି: ଲିଖିରିଆ, ତୁଷରା ଅଞ୍ଚଳରୁ କଣ୍ଟେନମେଣ୍ଟ ହଟିଲା

ବଲାଙ୍ଗୀର ଅଫିସ, ୧୮।୫: ବଲାଙ୍ଗୀର ଜିଲାରେ ପୁଣି ୨ ଜଣ ପ୍ରବାସୀ ଶ୍ରମିକଙ୍କଠାରେ କରୋନା ପଜିଟିଭ ଚିହ୍ନଟ ହୋଇଛି। ଜିଲାପାଳ ଅରିନ୍ଦମ ଡାକୁଆ ଏ ନେଇ ରବିବାର ରାତିରେ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଉଭୟ ସଂକ୍ରମିତ ପ୍ରବାସୀ ସୁରଟ…

ସମ୍ପର୍କ ବାନ୍ଧିଛି ଶିକୁଳି

ଆଠମଲ୍ଲିକ,୧୮ା୫ (ଜୟଗୋପାଳ ଷଡ଼ଙ୍ଗୀ):  ବେରୋଜଗାର ସ୍ବାମୀ ରୋଗଗ୍ରସ୍ତ ହେବା ପରେ ଦୋହଲିଯାଇଥିଲା ନୀଳିମାଙ୍କ ମାନସିକ ସ୍ଥିତି। ସେବେଠୁ ବାହାରେ ବୁଲାବୁଲି କରୁଥିବା ନୀଳିମା ଶେଷରେ ପହଞ୍ଚି ଯାଇଥିଲେ ବଡ଼ ଭଉଣୀଙ୍କ ଘର ଅନୁଗୋଳ ଜିଲା ଆଠମଲ୍ଲିକ ଅଞ୍ଚଳରେ। ଦୁଃଖ ସହି ନ ପାରି…

ସମସ୍ୟାରେ ‘ଜନ ଧନ’ ଆକାଉଣ୍ଟଧାରୀ କ୍ରିକେଟର

ନୂଆଦିଲ୍ଲୀ, ୧୮ା୫ (ପି.ଟି.)-‘ଜନ ଧନ’ ଆକାଉଣ୍ଟ ଥିବା ୬ଜଣ ଜୁନିୟର କ୍ରିକେଟର ଏବେ ସମସ୍ୟାରେ ପଡ଼ିଛନ୍ତି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସେମାନଙ୍କ ଆକାଉଣ୍ଟରେ ପୁରସ୍କାର ରାଶି ଜମା କରିପାରୁନାହିଁ। ‘ଜନ ଧନ’ ଆକାଉଣ୍ଟରେ ସର୍ବାଧିକ ୫୦,୦୦୦ ଟଙ୍କା ପର୍ଯ୍ୟନ୍ତ…

ହୋମ୍‌ କ୍ୱାରାଣ୍ଟାଇନ୍‌ରେ ବୃଦ୍ଧାଙ୍କ ମୃତ୍ୟୁ, ସ୍ବାବ୍‌ ନମୁନା ପରୀକ୍ଷା ହୋଇ ନ ଥିବାରୁ ମୃତଦେହ ନିକଟକୁ ଗଲେନି ଗ୍ରାମବାସୀ

ଦେବଗଡ଼,୧୮।୫:  ଦେବଗଡ଼ ଥାନା ତଥା ବାରକୋଟ ବ୍ଲକ ଅନ୍ତର୍ଗତ ଘୁରୁଡୁଖମଣ ଗ୍ରାମରେ ହୋମ କ୍ୱାରାଣ୍ଟାଇନ୍‌ରେ ଥିବା ଜଣେ ବୃଦ୍ଧାଙ୍କର ରବିବାର ମୃତ୍ୟୁ ଘଟିଛି। ବୃଦ୍ଧାଙ୍କର ମୃତ୍ୟୁର କାରଣ ସ୍ପଷ୍ଟ ହୋଇନାହିଁ। ତେବେ କିଛିଦିନ ତଳେ ଗୋଡ ଭାଙ୍ଗିଥିବାରୁ ସଂକ୍ରମଣଜନିତ କାରଣରୁ ତାଙ୍କର…

ହସ୍ପିଟାଲ ବେଡ୍‌ରେ ଟିକ୍‌ଟକ୍‌

ଝାରସୁଗୁଡା ଅଫିସ,୧୮।୫: ଟିକ୍‌ଟକ୍‌ ଭିଡିଓ କରିବାବେଳେ ଲୋକେ ନିଜ ହିତାହିତ ଜ୍ଞାନ ଭୁଲି ଯାଉଛନ୍ତି। କୌଣସି ସ୍ଥାନ କିମ୍ବା ପରିସ୍ଥିତିକୁ ମଧ୍ୟ ଦେଖୁନାହାନ୍ତି। ଝାରସୁଗୁଡାରେ ଏଭଳି ଏକ ଟିକ୍‌ଟକ୍‌ ଭିଡିଓ ରବିବାର ଭାଇରାଲ ହୋଇଛି, ଯେଉଁଥିରେ ଜଣେ ଯୁବକ ହସ୍ପିଟାଲର ବେଡ୍‌ରେ…

ଅନ୍‌ଲାଇନ୍‌ ପାଠପଢ଼ାକୁ ନେଟ୍‌ଓ୍ବର୍କ ଅଫ୍‌ଲାଇନ

ଅନୁଗୋଳ ଅଫିସ, ୧୮।୫:  ସ୍ମାର୍ଟଫୋନ ଥିଲେ ବି ଆସୁନି ନେଟଓ୍ବର୍କ। ଗାଁ ଡେଇଁ ପାଞ୍ଚ କୋଶ ଗଲେ ହୋଇପାରୁଛି ଯୋଗାଯୋଗ। ଦୈନିକ ଏପରି ଅସୁବିଧା ଭିତରେ କିପରି ସରକାରଙ୍କ ଶିକ୍ଷା ସଂଯୋଗ କାର୍ଯ୍ୟକ୍ରମ ମାଧ୍ୟମରେ ଅନ୍‌ଲାଇନରେ ପଢ଼ିପାରିବେ ପିଲା। ପଛେଇଥିବା ସିଲାବସ୍‌ ସରିବ…

ରାଜ୍ୟଗୁଡ଼ିକ ଲାଗି ଋଣ ସୀମା ୫%କୁ ବଢ଼ିଲା

ନୂଆଦିଲ୍ଲୀ,୧୮।୫: କେନ୍ଦ୍ର ସରକାର ରାଜ୍ୟଗୁଡ଼ିକ ଲାଗି ଋଣ ସୀମାକୁ ରବିବାର ୩%ରୁ ୫% ବଢ଼ାଇଛନ୍ତି। ଏହାଦ୍ୱାରା ରାଜ୍ୟଗୁଡିକ ୨୦୨୦-୨୧ରେ ସେମାନଙ୍କ ମୋଟ ରାଜ୍ୟ ଜିଡିପିର ୫% ପର୍ଯ୍ୟନ୍ତ ଋଣ କରିବାକୁ ସକ୍ଷମ ହୋଇପାରିବେ। ଏହାଦ୍ୱାରା ରାଜ୍ୟଗୁଡିକୁ ୪.୨୮ ଲକ୍ଷ କୋଟି ଟଙ୍କାର…

୨୦ ବର୍ଷ ପରେ ଫେରିଲା ନିଖୋଜ ପୁଅ; ଲକ୍‌ଡାଉନ୍‌କୁ ଶ୍ରେୟ ଦେଲେ ମା’ବାପା

ଢେଙ୍କାନାଳ ଅଫିସ, ୧୮।୫:  ଲକ୍‌ଡାଉନ୍‌ ପାଇଁ ୨୦ବର୍ଷ ପରେ ଘରକୁ ଫେରି ଆସିଛି ନିଖୋଜ ପୁଅ। କରୋନା କଷଣ ଭିତରେ ଏପରି ଏକ ଖୁସିର ଚିତ୍ର ଆସିଛି ଢେଙ୍କାନାଳ ଜିଲା ସଦର ବ୍ଲକ ତାଳବରକୋଟ ଗ୍ରାମରୁ। ହଜିଲା ପୁଅ ଅରକ୍ଷିତଙ୍କୁ ପାଇବା ପରେ…

ଅଁଳା ପଞ୍ଚାୟତ ସରପଞ୍ଚଙ୍କୁ ଅଟକ ରଖିଲେ ଗ୍ରାମବାସୀ

ବେତନଟୀ/ବୈଶିଙ୍ଗା,୧୮ା୫(ଡି.ଏନ୍‌.ଏ.)- ପ୍ରବାସୀଙ୍କୁ ବାଇକ୍‌ରେ ବସାଇ ଆଣିଥିବା ଜଣେ ଯୁବକ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ନ ରହିବାରୁ ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ଅଧୀନ ଅଁଳା ପଞ୍ଚାୟତରେ ଉତ୍ତେଜନା ଦେଖା ଦେଇଛି। ଏନେଇ ସ୍ଥାନୀୟ ସରପଞ୍ଚ କୃଷ୍ଣଚନ୍ଦ୍ର ହେମ୍ବ୍ରମଙ୍କୁ ସେହି ପଞ୍ଚାୟତ ଅନ୍ତର୍ଗତ ରାଇକମା…

୩ ସ୍ବତନ୍ତ୍ର ଟ୍ରେନରେ ପହଞ୍ଚିଲେ ୬୬୨ ପ୍ରବାସୀ

ବାଲେଶ୍ୱର ଅଫିସ, ୧୮।୫:  ତାମିଲନାଡୁ, ଆନ୍ଧ୍ରପ୍ରଦେଶ ଓ ଅହମ୍ମଦାବାଦରୁ ୩ ସ୍ବତନ୍ତ୍ର ଟ୍ରେନ ଯୋଗେ ୬୬୨ ପ୍ରବାସୀ ବାଲେଶ୍ୱର ରେଳଷ୍ଟେଶନରେ ପହଞ୍ଚିଛନ୍ତି। ସମସ୍ତ ପ୍ରବାସୀ ବାଲେଶ୍ୱର ଓ ମୟୂରଭଞ୍ଜ ଜିଲାର। ପ୍ରଥମ ଟ୍ରେନ ତାମିଲନାଡୁର କୋଏମ୍ବଟୁର ଷ୍ଟେଶନରୁ ବାହାରି ବାଲେଶ୍ୱର ରେଳ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପାଇଁ ଅତିରିକ୍ତ ବ୍ୟୟ ବରାଦ

ନୂଆଦିଲ୍ଲୀ,୧୮।୫: ମହାତ୍ମା ଗାନ୍ଧୀ ନ୍ୟାଶନାଲ ରୁରାଲ ଏମ୍ପ୍ଲୟମେଣ୍ଟ ଗ୍ୟାରେଣ୍ଠି ସ୍କିମ(ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) ନିଯୁକ୍ତିକୁ ପ୍ରୋତ୍ସାହିତ କରିବା ଲାଗି ସରକାର ଅତିରିକ୍ତ ୪୦ ହଜାର କୋଟି ଟଙ୍କାର ବ୍ୟୟ ବରାଦ କରିଛନ୍ତି। ଏହାଦ୍ୱାରା ୩୦୦ କୋଟି ମାନବ କାର୍ଯ୍ୟଦିବସ ସୃଷ୍ଟି କରାଯାଇପାରିବ। ଘରକୁ ଫେରିଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri