ଶୁଣିଲାନି ପ୍ରଶାସନ, ରାସ୍ତା ମରାମତି କଲେ ଯୁବକ
ତୁମୁଡିବନ୍ଧ,୧୭ା୫(ଡି.ଏନ୍.ଏ.)- ଅସରାଏ ବର୍ଷାହେଲେ ରାସ୍ତାରେ ଆଣ୍ଠୁଏ ପାଣି, ଗଁାରୁ ବାହାରି ହୁଏନି। ଏନେଇ ତୁମୁଡିବନ୍ଧ ପଞ୍ଚାୟତ ଠାରୁ ବ୍ଲକ ପ୍ରଶାସନ ପଯର୍ୟନ୍ତ ଅଭିଯୋଗ କରି ସୁଫଳ ନ ମିଳିବାରୁ ଶେଷରେ ବାଧ୍ୟ ହୋଇ ରାସ୍ତା ମରାମତି କରିଛି ଗ୍ରାମର ଯୁବକସଂଘ। ତୁମୁଡିବନ୍ଧ…
ମହାରାଷ୍ଟ୍ରରେ ଅଟକି ରହିଛନ୍ତି ୨୦ ଲକ୍ଷ ପ୍ରବାସୀ ଶ୍ରମିକ
ମୁମ୍ବାଇ,୧୭।୫: କରୋନା ସଂକ୍ରମଣ ଭାରତରେ ଥମିବାର ନାଁ ଧରୁନି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ସାମାଜିକ ଦୂରତା ବଜାୟ ରଖିବା ଲାଗି ଲକ୍ଡାଉନ୍ ସମୟ ସୀମାକୁ ମେ ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ବିଭିନ୍ନ ସ୍ଥାନରେ ଅଟକି ରହିଥିବା…
ଇସ୍ରାଏଲ୍ରେ ଅବସ୍ଥାପିତ ଚାଇନା ରାଷ୍ଟ୍ରଦୂତଙ୍କ ସନ୍ଦେହ ଜନକ ମୃତ୍ୟୁ
ଜେରୁଜେଲମ୍,୧୭।୫: ଇସ୍ରାଏଲ୍ରେ ଅବସ୍ଥାପିତ ଥିବା ଚାଇନା ରାଷ୍ଟ୍ରଦୂତ ଡୁ ଓ୍ବେଇଙ୍କ ସନ୍ଦେହ ଜନକ ଭାବେ ମୃତ୍ୟୁ ଘଟିଛି। ବାସଭବନରେ ତାଙ୍କ ମୃତଦେହ ପଡ଼ି ରହିଥିବା କୁହାଯାଉଛି। ୫୮ ବର୍ଷ ବୟସ୍କ ଡୁ ଓ୍ବେଇଙ୍କୁ ଫେବୃୟାରୀରେ ଇସ୍ରାଏଲ୍ର ରାଷ୍ଟ୍ରଦୂତ ଭାବେ ଚାଇନା ସରକାର…
ଅଶରଫ୍ ଘନି-ଅବଦୁଲ୍ଲାଙ୍କ କ୍ଷମତା ଭାଗବଣ୍ଟା ଶେଷ
କାବୁଲ,୧୭।୫: ଆଫଗାନିସ୍ତାନରେ ରାଷ୍ଟ୍ରପତି ଅଶରଫ୍ ଘନି ଏବଂ ଅବଦୁଲ୍ଲା ଅବଦୁଲ୍ଲାଙ୍କ ମଧ୍ୟରେ ଜାରି ରହିଥିବା ରାଜନୈତିକ ସଙ୍କଟର ସମାଧାନ ହୋଇଛି। ଆମେରିକା ଚାପରେ ଶେଷରେ ଅଶରଫ୍ ଏବଂ ଅବଦୁଲ୍ଲାଙ୍କ ଭିତରେ ବୁଝାମଣା ହୋଇଛି। ବୁଝାମଣା ଅନୁସାରେ ଅଶରଫ୍ ରାଷ୍ଟ୍ରପତି ଭାବେ କାର୍ଯ୍ୟ…
‘ଅମ୍ଫନ’ ପାଇଁ ଜଳଭଣ୍ଡାରରୁ ପାଣି ଛଡାଗଲା
ଭଞ୍ଜନଗର,୧୭।୫(ଡି.ଏନ୍.ଏ.)- ସାମୁଦ୍ରିକ ଝଡ଼ ଅମ୍ଫନ୍ ପ୍ରଭାବ ଓଡ଼ିଶାର କେତେକ ଜିଲାରେ ପଡିବାକୁ ଥିବାରୁ ଜଳସମ୍ପଦ ବିଭାଗ ପକ୍ଷରୁ ସମ୍ପୃକ୍ତ ଜିଲାରେ ଥିବା ଜଳଭଣ୍ଡାରର ଜଳସ୍ତର କମାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ଗଞ୍ଜାମ ଜିଲା ଭଞ୍ଜନଗର, ସୋରଡ଼ା, ଡ଼ହ, ବାଘୁଆ, ଧନେଇ, ଘୋଡ଼ାହାଡ଼, ବାଘଲଟି…
ରାଷ୍ଟ୍ରପତି ଭବନରେ କରୋନା
ନୂଆଦିଲ୍ଲୀ,୧୭।୫: କରୋନା ସଂକ୍ରମଣ ଯୋଗୁ ଦେଶରେ ସ୍ଥିତି ଧୀରେଧୀରେ ସଙ୍କଟ ଜନକ ହେବାରେ ଲାଗିଛି। ଦିନକୁ ଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରାଷ୍ଟ୍ରପତି ଭବନରେ ମୁତୟନ ଥିବା ଏସିପିଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍ ଆସିଛି।…
୫ ଦିନରେ ରାଜଧାନୀ ସ୍ପେଶାଲ ଟ୍ରେନ୍ରେ ୩ ଲକ୍ଷରୁ ଅଧିକ ଯାତ୍ରୀ କଲେ ଯାତ୍ରା: ୬୯ କୋଟି ରାଜସ୍ବ ସଂଗ୍ରହ
ନୂଆଦିଲ୍ଲୀ,୧୭।୫: କରୋନା ସଂକ୍ରମଣ ଯୋଗୁ ଭାରତରେ ଲକ୍ଡାଉନ୍ ଜାରି ହୋଇଛି। ଫଳରେ ପରିବହନ ବ୍ୟବସ୍ଥା ବାଧାପ୍ରାପ୍ତ ହୋଇଛି। ବହୁଲୋକ ଘରଠାରୁ ଦୂରରେ ଅଟକି ରହିଛନ୍ତି। ସେମାନଙ୍କ ସୁବିଧା ପାଇଁ ରେଳ ବିଭାଗ ପକ୍ଷରୁ ରାଜଧାନୀ ସ୍ପେଶାଲ ଟ୍ରେନ୍ ଚଳାଚଳ କରାଯାଉଛିି। ୧୨…
ପ୍ରବାସୀ ଶ୍ରମିକଙ୍କ ପ୍ରତି ରହିଛି ଦିଲ୍ଲୀ ସରକାରଙ୍କ ଦାୟିତ୍ୱବୋଧ: କେଜରିଓ୍ବାଲ
ନୂଆଦିଲ୍ଲୀ,୧୭।୫: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଦେଶରେ ଲକ୍ଡାଉନ୍ ଜାରି ରହିଛି। ଏପରିସ୍ଥଳେ ବହୁ ପ୍ରବାସୀ ଶ୍ରମିକ ଦେଶର ଭିନ୍ନ ଭିନ୍ନ ସ୍ଥାନରେ ଅଟକି ରହିଛନ୍ତି। ତେବେ ଦିଲ୍ଲୀରେ ଅଟକି ରହିଥିବା ପ୍ରବାସୀ ଶ୍ରମିକଙ୍କ ପ୍ରତି ସରକାରଙ୍କ ଦାୟିତ୍ୱବୋଧ ରହିଛି…
୫୮୮ ପ୍ରବାସୀଙ୍କୁ ନେଇ ଭାରତରେ ପହଞ୍ଚିଲା ଆଇଏନ୍ଏସ୍ ଜଲାଶ୍ୱ
କୋଚି,୧୭।୫: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ସଙ୍କଟ ଦେଖାଦେଇଛି। କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ବହୁଦେଶରେ ଲକ୍ଡାଉନ୍ ଜାରି ହୋଇଛି। ଏପରିସ୍ଥଳେ ବିଭିନ୍ନ ଦେଶରେ ଅଟକି ରହିଥିବା ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବା ଲାଗି ନୌସେନା ପକ୍ଷରୁ ଅପରେଶନ୍ ସମୁଦ୍ର…
ବାତ୍ୟା ଆଶଙ୍କା, ସଚେତନ କଲା ପ୍ରଶାସନ
ଦାରିଙ୍ଗବାଡ଼ି,୧୭।୫(ଡି.ଏନ.ଏ)- ବାତ୍ୟା ଅମ୍ଫନ୍କୁ ନେଇ ଦାରିଙ୍ଗବାଡ଼ି ବ୍ଲକ ପ୍ରଶାସନ ପକ୍ଷରୁ ଅଞ୍ଚଳବାସୀଙ୍କୁ ଡାକବାଜି ଯନ୍ତ୍ର ଦ୍ୱାରା ସଚେତନ କରାଯାଇଛି। ବହୁ ଲୋକ ଦୁର୍ଗମ ଗ୍ରାମରେ ରହୁଥିବାବେଳେ ଚାରିଆଡ଼େ ପାହାଡ଼,ଜଙ୍ଗଲ ଏବଂ ନଦୀନାଳ ପ୍ରବାହିତ ହେଉଛି। ଯଦି ବାତ୍ୟା ହୁଏ କିଭଳି ସୁରକ୍ଷିତ…
ବିଶୋଧକ ସ୍ପ୍ରେ କରିବା କ୍ଷତି କାରକ: ଡବ୍ଲ୍ୟୁଏଚ୍ଓ
ଜେନେଭା,୧୭।୫: ପୃଥିବୀରେ କରୋନା ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିଚାଲିଛି। କରୋନା ସଂକ୍ରମଣକୁ ରୋକିବା ପାଇଁ ସ୍ପ୍ରେ କରାଯାଉଥିବା ବିଶୋଧକ କ୍ଷତି କାରକ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ) ପକ୍ଷରୁ ସୂଚନା ଦିଆଯାଇଛି। ସର୍ବସାଧାରଣ ସ୍ଥଳ ଅବା ଘରେ ଏହାକୁ ସ୍ପ୍ରେ…
କୋଭିଡ-୧୯ ମୁକାବିଲା: ଶାହରୁଖଙ୍କ ଉପହାରକୁ ଦାନରେ ଦେଲେ ଅଖତର
ନୂଆଦିଲ୍ଲୀ,୧୭।୫: କରୋନା ଭାଇରସ ମୁକାବିଲା ପାଇଁ ପୂର୍ବତନ ପାକିସ୍ତାନ ଦ୍ରୁତ ବୋଲର ସୋଏବ ଅଖତର ଆଉ ଏକ ଦୃଷ୍ଟାନ୍ତମୂଳକ କାଯ୍ୟ କରିଛନ୍ତି। ବଲିଉଡ ସୁପରଷ୍ଟାର ଶାହରୁଖ ଖାନ ତାଙ୍କୁ ୧୫ ବର୍ଷ ତଳେ ଦେଇଥିବା ଏକ ସ୍ବତନ୍ତ୍ର ଉପହାରକୁ ସେ ଚ୍ୟାରିଟି…
Archives


