Home Left

Ex-Wifeଙ୍କୁ ଭୁଲି ନାହାଁନ୍ତି ହାର୍ଦ୍ଦିକ! ଏତେ ଟଙ୍କାର କାର ଉପହାର ଦେଲେ, ଜାଣିଲେ ହୋସ୍‌ ଉଡିଯିବ

ନୂଆଦିଲ୍ଲୀ,୨୨।୨: ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ପୂର୍ବତନ ପତ୍ନୀ ନତାଶା ଷ୍ଟାନକୋଭିକ ଏବଂ ପୁଅ ଅଗସ୍ତ୍ୟ ପାଣ୍ଡ୍ୟାଙ୍କୁ ୪ କୋଟି ମୂଲ୍ୟର ଏକ କାର ଉପହାର ଦେଇଛନ୍ତି। ଏହି ଉପହାରର ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ହାର୍ଦ୍ଦିକ ୨୦୨୦…

ନିଟିବାଡି ଜଙ୍ଗଲରେ ପୋଲିସ-ମାଓବାଦୀ ମୁଁହାମୁଁହି, ଟଳିଲେ ୨…

ଫୁଲବାଣୀ, ୨୨।୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ରାଇକିଆ ଥାନା କରଡ଼ା ପଞ୍ଚାୟତର ନିଟିବାଡି ଜଙ୍ଗଲରେ ପୋଲିସ ଏବଂ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି । ଉଭୟ ପକ୍ଷରୁ ଗୁଳି ବିନିମୟ ହୋଇଥିବା ବେଳେ ଏଥିରେ ଦୁଇ ମାଓବାଦୀଙ୍କର ମୃତ୍ୟୁ ହୋଇଥିବା ବେଳେ…

ହଠାତ କଳା କାର୍‌ରେ କୁଆଡେ ଗଲେ ଅଭିଷେକ ଶର୍ମା-ଗୌତମ ଗମ୍ଭୀର? ମ୍ୟାଚ୍‌ର କିଛି ଘଣ୍ଟା ପୂର୍ବରୁ ଏଭଳି ପଦକ୍ଷେପକୁ ନେଇ ଚର୍ଚ୍ଚା…

ଅହମ୍ମଦାବାଦ,୨୨।୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଏକ ହାଇ-ଭୋଲଟେଜ୍‌ ସୁପର-୮ ମ୍ୟାଚ୍‌ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ ପୂର୍ବରୁ ଯୁବ ଓପନର୍‌ ଅଭିଷେକ ଶର୍ମାଙ୍କ ଫର୍ମକୁ ନେଇ ସାରା ଦେଶରେ ଚର୍ଚ୍ଚା…

ବାହାଘର ପରେ କନିଆକୁ ଧରି ଘରକୁ ଫେରୁଥିଲେ, ବର ମୁଣ୍ଡରେ ବନ୍ଧୁକ ଲଗାଇ ନବବଧୂକୁ ଧରି ପ୍ରେମିକ ଛୁ

ତରଭା/ବଲାଙ୍ଗୀର,୨୨।୨(ମାନଭଞ୍ଜନ ମିଶ୍ର/ସୁନୀଲ ମହାନ୍ତି): ଫିଲ୍ମ ଷ୍ଟାଇଲରେ ଜଣେ ଯୁବକ ବନ୍ଧୁକ ଦେଖାଇ ଅଧାବାଟରୁ ନବବଧୂଙ୍କୁ ନେଇ ଫେରାର ହୋଇଯାଇଥିବା ନେଇ ଅଭିଯୋଗ ହୋଇଛି । ବରଙ୍କ ଘର ଫେରନ୍ତା କାର ଭିତରୁ ନବବଧୂକୁ ଅପହରଣ କରି ନେଇଯିବା ଘଟଣା ଚାଞ୍ଚଲ୍ୟ ଖେଳାଇ…

ମଦ ପିଇବାକୁ ବାପାଙ୍କୁ ମାଗିଲେ ଟଙ୍କା ନଦେବାରୁ ହାଣିଲେ…

ଦିଗପହଣ୍ଡି,୨୨|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ିି ପଞ୍ଚାୟତ ଦସିପୁର ଗାଁ ରେ ଶନିବାର ରାତି ପ୍ରାୟ ୧ ଟାରେ ଘଟିଯାଇଛି ଏକ ଅଘଟଣ।ପାରିବାରିକ ହିଂସା କାରଣରୁ ଗ୍ରାମର କେ.ବୁଲୁ ରେଡ୍ଡୀ(୫୨) ଙ୍କୁ ତାଙ୍କ ଏକମାତ୍ର ପୁଅ…

‘ଯେଉଁମାନେ ଖେଳନ୍ତି, କେବଳ ସେମାନେ ପ୍ରସ୍ଫୁଟିତ ହୁଅନ୍ତି…’, ‘ମନ କି ବାତ’ରେ କାନାଡିଆନ ଦଳ ବିଷୟରେ କାହିଁକି କହିଥିଲେ ମୋଦି? ଜାଣନ୍ତୁ…

ନୂଆଦିଲ୍ଲୀ,୨୨।୨: ରବିବାର (୨୨ ଫେବୃଆରୀ) ମନ କି ବାତର ୧୩୧ ତମ ଏପିସୋଡରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଏହି ଶିଖର ସମ୍ମିଳନୀରେ ବିଶ୍ୱ AI କ୍ଷେତ୍ରରେ ଭାରତର ଉଲ୍ଲେଖନୀୟ କ୍ଷମତା ଦେଖିଛି। ଭାରତ ତିନୋଟି ମେଡ ଇନ ଇଣ୍ଡିଆ…

ମହାପୁରୁଷଙ୍କୁ କି ଦଣ୍ଡ: ସର୍ବ ସମ୍ମୁଖରେ …

ଗଞ୍ଜମ,୨୨।୧(ବିଦ୍ୟାଧର ସାହୁ): ମହାପୁରୁଷ ମାନଙ୍କୁ କି ପ୍ରକାର ଦଣ୍ଡ। ସର୍ବ ସମ୍ମୁଖରେ ମହାପୁରୁଷ ମାନଙ୍କୁ ଏଭଳି ଅପମାନିତ କରିବାକୁ କାହାର ସାହସ ହେଲା ତାହା ସହରରେ ଚର୍ଚ୍ଚା ଜୋରଧରିଛି ।ମହାପୁରୁଷ ପ୍ରତିମୂର୍ତ୍ତି ଅର୍ଥାତ ମହାପୁରୁଷଙ୍କ ବେକକୁ ରଶିରେ ବାନ୍ଧି ବାଉଁଶ ଠେସ…

ସୁପର-୮ ପାଇଁ ଟିମ୍‌ ଇଣ୍ଡିଆରେ ହେବ ସଞ୍ଜୁ ସାମସନଙ୍କ ଏଣ୍ଟ୍ରି? ସୂର୍ଯ୍ୟକୁମାର କାହିଁକି କହିଲେ ଏମିତି

ଅହମ୍ମଦାବାଦ,୨୨।୨: ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଭାରତ ରବିବାର ଦକ୍ଷିଣ ଆଫ୍ରିକା ବିପକ୍ଷରେ ସୁପର-୮ ଅଭିଯାନ ଆରମ୍ଭ କରିବ। ଲିଗ ପର୍ଯ୍ୟାୟରେ ଦଳ ନିଜର ସମସ୍ତ ଚାରୋଟି ମ୍ୟାଚ ଜିତି ଅପରାଜେୟ ରହିଛି। ତେବେ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ ପୂର୍ବରୁ ଓପନର୍‌…

ଟ୍ରମ୍ପଙ୍କୁ ଝଟ୍‌କା, ଏତେ କିମଯିବ ସୁନାଦର! ରେଟ୍‌ ଶୁଣିଲେ ନାଚି ଉଠିବେ ଆପଣ…

ନୂଆଦିଲ୍ଲୀ,୨୨।୨: ଆମେରିକାର ସୁପ୍ରିମକୋର୍ଟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ପାରସ୍ପରିକ ଶୁଳ୍କକୁ ପ୍ରତ୍ୟାହାର କରିଦେଇଛନ୍ତି। ଏହି ନିଷ୍ପତ୍ତିର କିଛି ଘଣ୍ଟା ପରେ, ଟ୍ରମ୍ପ ସମସ୍ତ ଦେଶ ଉପରେ 10% ବିଶ୍ୱ ଶୁଳ୍କ ଘୋଷଣା କରିଛନ୍ତି। ଏହି ଘଟଣାଗୁଡ଼ିକ ଅନ୍ତର୍ଜାତୀୟ…

ଅପରେଶନ ସାଇବର କବଚ୍‌: ୬ ଗିରଫ

ଛତ୍ରପୁର,୨୨।୨( ଦିଲ୍ଲୀପ ସାମଲ): ସାଇବର ଅପରାଧୀ ଉପରେ ଲଗାମ ଲଗାଇବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ଆରମ୍ଭ ହୋଇଛି ଅପରେଶନ ସାଇବର କବଚ । ଏହି ଅବସରରେ ଗଞ୍ଜାମ ପୋଲିସ ଜିଲାକୁ ମିଳିଛି ବଡ ସଫଳତା । ଗୋଟିଏ ଦିନରେ ୮୬ଟି…

T20 ବିଶ୍ୱକପର ସୁପର-୮ ନିୟମକୁ ନେଇ ହେଲାଣି ହଙ୍ଗାମା, ସମାଲୋଚକଙ୍କୁ ଉପଯୁକ୍ତ ଜବାବ ଦେଲେ ସୁନୀଲ ଗାଭାସ୍କର

ନୂଆଦିଲ୍ଲୀ,୨୨।୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ‘ସୁପର ୮’ ଗ୍ରୁପ ପ୍ରକାଶ ପାଇବା ମାତ୍ରେ ସୋସିଆଲ ମିଡିଆରେ ଏକ ବିତର୍କ ଆରମ୍ଭ ହୋଇଛି। ଲୋକମାନେ ଆଇସିସିର ନିୟମ ଉପରେ ପ୍ରଶ୍ନ ଉଠାଇଛନ୍ତି, କିନ୍ତୁ କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇସିସିକୁ…

୫ ମିନିଟ୍ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ଟି ମିଲକୁ ଧାନଯିବା ଘଟଣା: ତଦନ୍ତ ସରିଲା, ଖସିଯିବେ ବଡ଼ବଡ଼ିଆ

ବରଗଡ଼,୨୨।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ କିଣାବିକାରେ ଫଲ୍ସ ଏଣ୍ଟ୍ରି ନୂଆଁ କଥା ନୁହେଁ। ପ୍ରତ୍ୟେକ ଧାନ ସଂଗ୍ରହ ପ୍ରକ୍ରିୟାରେ ଏହା ଚାଲି ଆସୁଥିବା ଅଭିଯୋଗ ହୋଇଛି। କିନ୍ତୁ ପ୍ରଶାସନ ଏହାକୁ ସବୁବେଳେ ହାଲୁକାଭାବେ ନେଉଥିଲା। ଏଭଳି ଫଲ୍ସ ଏଣ୍ଟ୍ରିର ପ୍ରମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?