ଲକ୍ଡାଉନ୍ ବଦଳାଇଛି ପାଠକୀୟ ରୁଚି
ନୂଆଦିଲ୍ଲୀ, ୧୭।୫(ଆଇଏଏନ୍ଏସ୍): କରୋନା ସଂକ୍ରମଣ ରୋକିବା ଲାଗି ଭାରତରେ ଲାଗୁ ହୋଇଥିବା ଲକ୍ଡାଉନର ତୃତୀୟ ପର୍ଯ୍ୟାୟ ଶେଷ ସୋପାନରେ ଉପନୀତ। ସଦ୍ୟ ତଥ୍ୟ କହେ ଲୋକଙ୍କ ପାଠକୀୟ ଢାଞ୍ଚାକୁ ଲକ୍ଡାଉନ୍ କିଭଳି ପ୍ରଭାବିତ କରିଛି। ଘରେ ପ୍ରାୟ ଦୁଇ ମାସ ରହିବା…
ରାଜ୍ୟକୁ ଫେରିଲେଣି ୧, ୩୩,୨୪୫ ପ୍ରବାସୀ: ଗଞ୍ଜାମ ଜିଲାରେ ସର୍ବାଧିକ ୫୫, ୫୬୭
ଭୁବନେଶ୍ୱର, ୧୭।୫(ବ୍ୟୁରୋ): ଲକ୍ଡାଉନ୍ ପାଇଁ ଦେଶର ବିଭିନ୍ନ ରାଜ୍ୟରେ ଲକ୍ଷଲକ୍ଷ ଓଡ଼ିଆ ଫସି ରହିଛନ୍ତି। କଟକଣା କୋହଳ ହେବାପରଠାରୁ ପ୍ରବାସୀମାନେ ପ୍ରତିଦିନ ଓଡ଼ିଶା ଫେରୁଛନ୍ତି। ଶନିବାର ୧୭ହଜାର ୮୫୫ଜଣ ଓଡ଼ିଆ ଭଉଣୀ ଭାଇ ରାଜ୍ୟକୁ ଫେରି ଆସିଛନ୍ତି। ଏମାନଙ୍କୁ ମିଶାଇ ଇତିମଧ୍ୟରେ…
ରୋଗୀଙ୍କୁ ଫେରାଇଲେ ରଦ୍ଦ ହେବ ଘରୋଇ ହସ୍ପିଟାଲ ଲାଇସେନ୍ସ
ଭୁବନେଶ୍ୱର, ୧୭।୫(ବ୍ୟୁରୋ): ଲକ୍ଡାଉନ୍ରେ ଯେପରି ଲୋକେ ସ୍ବାସ୍ଥ୍ୟ ସେବା ପାଇପାରିବେ ସେଥିପାଇଁ ରାଜ୍ୟ ସରକାର ଗୁରୁତ୍ୱ ଦେଇ ଆସିଛନ୍ତି। ହେଲେ ବାରମ୍ବାର ନିର୍ଦ୍ଦେଶ ସତ୍ତ୍ୱେ କେତେକ ଘରୋଇ ହସ୍ପିଟାଲ ଓ ନର୍ସିଂହୋମ୍ ରୋଗୀଙ୍କୁ ଚିକିତ୍ସା ନ କରି ଫେରାଇ ଦେଉଥିବା ଅଭିଯୋଗ…
ଆସୁଛି ବାତ୍ୟା ଅମ୍ଫନ: ଅସ୍ଥାୟୀ କୋଭିଡ୍ ସ୍ବାସ୍ଥ୍ୟ କେନ୍ଦ୍ରଗୁଡ଼ିକୁ ସ୍ଥାନାନ୍ତର ନିର୍ଦ୍ଦେଶ
ଭୁବନେଶ୍ୱର,୧୭।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ୪ ଉପକୂଳବର୍ତ୍ତୀ ଜିଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତ୍ସିଂହପୁର ସର୍ବାଧିକ ପ୍ରଭାବିତ ହେବ। ଏହି ଜିଲାଗୁଡ଼ିକରେ…
କମର୍ସିଆଲ କୋଲ୍ ମାଇନିଂକୁ ଅନୁମତି
ନୂଆଦିଲ୍ଲୀ,୧୭।୫: ବର୍ତ୍ତମାନ ପର୍ଯ୍ୟନ୍ତ କୋଇଲା ଖଣି ଖନନ କ୍ଷେତ୍ରରେ ସରକାରଙ୍କ ଆଧିପତ୍ୟ ରହି ଆସିଥିଲା। ଘରୋଇ କ୍ଷେତ୍ରକୁ ଏହି ବର୍ଗରେ କାମ କରିବା ଲାଗି ଅନୁମତି ମିଳି ନ ଥିଲା। କମର୍ସିଆଲ କୋଲ୍ ମାଇନିଂ ସମ୍ପର୍କରେ ସରକାର ଶନିବାର ଘୋଷଣା କରିଛନ୍ତି।…
ଆଉ ୩୦ କରୋନା ଆକ୍ରାନ୍ତ ସୁସ୍ଥ, ସଂଖ୍ୟା ଛୁଇଁଲା ୧୯୬
ଭୁବନେଶ୍ୱର,୧୬ା୫(ବ୍ୟୁରୋ): ରାଜ୍ୟବାସୀଙ୍କ ପାଇଁ ପୁଣି ଖୁସି ଖବର ଆସିଛି। ଶନିବାର ଆଉ ୩୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଅଦ୍ୟାବଧି ୧୯୬ ଜଣ ସୁସ୍ଥ ହୋଇସାରିଲେଣି। ଏନେଇ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି…
ବିଶ୍ୱର ସବୁଠୁ ଉଚ୍ଚ ସୁନା ବୁଦ୍ଧ ମୂର୍ତ୍ତି
ବ୍ୟାଙ୍କକ୍: ବିଶ୍ୱର ଅନେକ ଦେଶରେ ଭଗବାନ ବୁଦ୍ଧଙ୍କର ମୂର୍ତ୍ତି ରହିଛି। ଏଥିମଧ୍ୟରୁ କେତେକ ବହୁ ପୁରାତନ। ତେବେ ବିଶ୍ୱର ସର୍ବବୃହତ ବୁଦ୍ଧ ମୂର୍ତ୍ତି ଚାଇନାର ଦକ୍ଷିଣ-ପଶ୍ଚିମ ସିଚୁଆନ ରାଜ୍ୟରେ ରହିଥିବା କୁହାଯାଉଛି। ଯାହା ନିର୍ମାଣ କରିବାକୁ ୯୦ ବର୍ଷରୁ ଅଧିକ ସମୟ…
ଶଙ୍କରପୁର ସାହି ରାସ୍ତା ସିଲ୍ କଲା ବିଏମ୍ସି: ହୋମ୍ କ୍ୱାରାଣ୍ଟାଇନ୍ରେ ରହିବାକୁ ୮୫ ପରିବାରକୁ ନିର୍ଦ୍ଦେଶ
ବ୍ରହ୍ମପୁର ଅଫିସ,୧୬ା୫: ବ୍ରହ୍ମପୁର ବଡ଼ବଜାର ଅଞ୍ଚଳର ଶଙ୍କରପୁର ସାହିକୁ ସଂଯୋଗ କରୁଥିବା ରାସ୍ତାଗୁଡିକୁ ଶୁକ୍ରବାର ବିଳମ୍ବିତ ରାତିରୁ ସିଲ୍ କରିଛି ବ୍ରହ୍ମପୁର ମହାନଗର ନିଗମ(ବିଏମସି)। ଶନିବାରଠାରୁ କଣ୍ଟ୍ରୋଲ ଜୋନ୍ ମଧ୍ୟରେ ରହିଥିବା ସମସ୍ତ ପରିବାରଙ୍କୁ ହୋମ୍ କ୍ୱାରାଣ୍ଟାଇନ୍ରେ ରହିବାକୁ ନିର୍ଦ୍ଦେଶ ଦିଆଯିବା…
କରୋନା ସମୟରେ ବାତ୍ୟା ମୁକାବିଲା ପାଇଁ ସ୍ବାସ୍ଥ୍ୟ ବିଭାଗ ପ୍ରସ୍ତୁତ: ଅତିରିକ୍ତ ମୁଖ୍ୟ ସଚିବ
ଭୁବନେଶ୍ୱର,୧୬ା୫(ବ୍ୟୁରୋ): କରୋନା ଭୂତାଣୁ ସମଗ୍ର ରାଜ୍ୟରେ କାୟା ବିସ୍ତାର କରି ଚାଲିଥିବା ବେଳେ ଉପକୂଳ ଓଡ଼ିଶା ପାଇଁ ଆଉ ଏକ ବିପଦ ଆଶଙ୍କା ସୃଷ୍ଟି କରିଛି ସମ୍ଭାବ୍ୟ ସାମୁଦ୍ରିକ ଝଡ଼ ‘ଅମ୍ଫନ’। ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ଆଣ୍ଡାମାନ ଉପକୂଳରେ ସୃଷ୍ଟି…
ସ୍ଲାମ ଟାଇଟଲ, ନଂ ୧ ରେକର୍ଡକୁ ଭାଙ୍ଗି ପାରିବି: ଜୋକୋଭିଚ୍
ପ୍ୟାରିସ୍,୧୬।୫ (ଏଏଫ୍ପି): ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ଟେନିସ ଖେଳାଳି ବିବେଚିତ ହେଉଥିବା ସର୍ବିୟାର ନୋଭାକ ଜୋକୋଭିଚ୍ ବିଶ୍ୱର ଦୁଇ ଦୁଇଟି ରେକର୍ଡ ଭାଙ୍ଗିପାରିବେ ବୋଳି ଦମ୍ଭୋକ୍ତି ପ୍ରକାଶ କରିଛନ୍ତି। କ୍ୟାରୟର ଶେଷ କରିବା ପୂର୍ବରୁ ଜଣେ ସର୍ବଶ୍ରେଷ୍ଠ ଗ୍ରଣ୍ଡସ୍ଲାଟ ଟାଇଟଲ ବିଜେତା…
ପୂର୍ବତନ ଇଂଲଣ୍ଡ ଡିଫେଣ୍ଡର ସାନ୍ସୋମ ହସ୍ପିଟାଲରେ ଭର୍ତ୍ତି
ଲଣ୍ଡନ,୧୬।୫(ଏଏଫ୍ପି): ଇଂଲଣ୍ଡର ପୂର୍ବତନ ଫୁଟବଲର କେନି ସାନସୋମ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ୧୯୮୬ରେ ‘ହ୍ୟାଣ୍ଡ ଅଫ୍ ଓ୍ବାଲର୍ଡ କପ୍ କ୍ୱାର୍ଟର ଫାଇନାଲ’ ଖେଳିଥିବା ଏହି ପୂର୍ବତନ ଡିଫେଣ୍ଡର ମୁଣ୍ଡରେ ସେ ଗୁରୁତର ଭାବେ ଆଘାତ ପାଇଛନ୍ତି ବୋଲି ବ୍ରିଟିଶ ଗଣମାଧ୍ୟମ ଉଲ୍ଲେଖ…
ବର୍ତ୍ତମାନ ସୁଦ୍ଧା ରାଜ୍ୟକୁ ଫେରିଲେଣି ୧ ଲକ୍ଷ ୩୩ ହଜାର ୨୪୫ ପ୍ରବାସୀ, ଗଞ୍ଜାମକୁ ସର୍ବାଧିକ ଫେରିଛନ୍ତି ୫୫,୫୬୭: ଅତିରିକ୍ତ ମୁଖ୍ୟ ସଚିବ
ଭୁବନେଶ୍ୱର,୧୬ା୫(ବ୍ୟୁରୋ): ବର୍ତ୍ତମାନ ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲାକୁ ୧ ଲକ୍ଷ ୩୩ ହଜାର ୨୪୫ ପ୍ରବାସୀ ଶ୍ରମିକ ଆସିଛନ୍ତି। ଏନେଇ ଶନିବାର ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି। ସେଥିମଧ୍ୟରୁ ଗଞ୍ଜାମ ଜିଲାକୁ ସର୍ବାଧିକ…
Archives


