Home Left

ଆଫ୍ରିଦି ମୋ କ୍ୟାରିୟର ନଷ୍ଟ କରିଛନ୍ତି: କାନେରିଆ

ନୂଆଦିଲ୍ଲୀ,୧୬।୫(ପି.ଟି.): ପାକିସ୍ତାନର ହିନ୍ଦୁ କ୍ରିକେଟର ଡାନିସ କାନେରିଆ ଶେଷରେ ମୁହଁ ଖୋଲିଛନ୍ତି। ପୂର୍ବତନ ଅଲରାଉଣ୍ଡର ତଥା ଅଧିନାୟକ ସହିଦ ଆଫ୍ରିଦିଙ୍କ ବିରୋଧରେ ସେ ମହା ଅଭିଯୋଗ ଆଣିଛନ୍ତି। ସାରା କ୍ୟାରିୟରରେ ଆଫ୍ରିଦି ମୋତେ ଖରାପ୍‌ ବ୍ୟବହାର କରିଛନ୍ତି ଓ ମୋ ଦିନିକିଆ…

ଜୁନ୍‌ରେ ଫିଫା ୨୦୨୩ ମହିଳା ବିଶ୍ୱକପ୍‌ ଆୟୋଜକ ବାଛିବ

ଜୁରିକ, ୧୬।୫ (ଏପି): ଆସନ୍ତା ମାସରେ ବିଶ୍ୱ ଫୁଟବଲର ସର୍ବୋଚ୍ଚ ପ୍ରଶାସନିକ ସଂସ୍ଥା ଫିଫା ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଯାଉଛି। ଜୁନ୍‌ ୨୫ରେ ଫିଫା ୨୦୨୩ ମହିଳା ବିଶ୍ୱକପ୍‌ର ଆୟୋଜକ ଚୟନ କରିବ। ଏହି ବିଶ୍ୱକପ୍‌ ଆୟୋଜନ ଅଧିକାର ଦୌଡ଼ରେ…

କୋଭିଡ୍‌-୧୯ ଲଢେଇ: ବହୁମୂଲ୍ୟ ଦେଇ ମୁସ୍‌ଫିକରଙ୍କ ବ୍ୟାଟ୍‌ କିଣିଲେ ଆଫ୍ରିଦି

ନୂଆଦିଲ୍ଲୀ,୧୬।୫(ପି.ଟି.): ପାକିସ୍ତାନ ପୂର୍ବତନ ଅଲରାଉଣ୍ଡର ତଥା ଅଧିନାୟକ ସହିଦ ଆଫ୍ରିଦି ଏକ ଦୃଷ୍ଟାନ୍ତମୂଳକ କାର୍ଯ୍ୟ କରିଛନ୍ତି। ବାଂଲାଦେଶ ଉଇକେଟକିପର ବ୍ୟାଟ୍ସମ୍ୟାନ ମୁସ୍‌ଫକର ରହିମ କୋଭିଡ-୧୯ ମହାମାରୀ ମୁକାବିଲା ପାଇଁ ତାଙ୍କ ବ୍ୟାଟ ନିଲାମ କରିବାକୁ ନିଷ୍ପତ୍ତି ନେଇଥିଲେ। ତେବେ ଆଫ୍ରିଦି ଏହି…

ଅତୀତକୁ ମନେ ପକାଇଲେ ଦୀପିକା

ମୁମ୍ବାଇ: ବଲିଉଡ୍‌ ନାୟିକା ଦୀପିକା ପାଦୁକୋନ ଏବେ ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ ଥିବା ଦେଖାଯାଇଛି। କିଛିଦିନ ହେବ ସେ କିଛି ପୁରୁଣା ଫଟୋ ଇନଷ୍ଟାଗ୍ରାମରେ ଶେୟାର କରି ଅତୀତର ସ୍ମୃତିକୁ ମନେପକାଉଥିବା କୁହାଯାଉଛି। ନିକଟରେ ସେ ଏମିତି ଏକ ଫଟୋ…

ତେଲେଙ୍ଗାନାରେ ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ: ମୃତଦେହ ଆଣିବାକୁ ଅନୁମତି ଦେଲାନି ପ୍ରଶାସନ

ମାଲକାନଗିରି,୧୬ା୫(ଡି.ଏନ୍‌.ଏ.): ମାଲକାନଗିରି ସଦର ବ୍ଲକ ଅନ୍ତର୍ଗତ ସେରପାଲ୍ଲୀ ପଞ୍ଚାୟତର ପଦରାଗୁଡ଼ା ଗ୍ରାମର ଜଣେ ବ୍ୟକ୍ତି କାମ କରିବା ପାଇଁ ତେଲେଙ୍ଗାନା ଯାଇଥିବା ବେଳେ କରୋନା ଯୋଗୁ ଚିକିତ୍ସା ସେବା ନ ପାଇ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ସଂପୃକ୍ତ ଗ୍ରାମର ବାସୁଦେବ…

ଚତୁର୍ଥ ପର୍ଯ୍ୟାୟ ଆର୍ଥିକ ପ୍ୟାକେଜ ଘୋଷଣା କଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୬।୫: କରୋନା ମହାମାରୀ ଯୋଗୁ ଭାଙ୍ଗିପଡିଥିବା ଅର୍ଥ ବ୍ୟବସ୍ଥାକୁ ସୁଧାରିବା ଲାଗି ଚତୁର୍ଥ ଥର ପାଇଁ ଶନିବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୨୦ ଲକ୍ଷ କୋଟି ଟଙ୍କା ଆର୍ଥିକ ପ୍ୟାକେଜର ଘୋଷଣା କରିଛନ୍ତି। ପ୍ରଥମେ ସେ କୋଇଲା,…

୨୦ ତାରିଖରେ ଲ୍ୟାଣ୍ଡଫଲ କରିବ ବାତ୍ୟା ‘ଅମ୍ପନ’: ୧୮ରୁ ଓଡ଼ିଶାରେ ବର୍ଷା, ପବନ

ଭୁବନେଶ୍ୱର, ୧୬।୫(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଅବପାତର ରୂପ ନେଇସାରିଛି। ଶନିବାର ସନ୍ଧ୍ୟା ସୁଦ୍ଧା ଏହା ସାମୁଦ୍ରିକ ଝଡ଼ର ରୂପ ନେବ। ତେବେ ସାମୁଦ୍ରିକ ଝଡ଼ର ରୂପ ନେବା ପରେ ଏହା ଓଡ଼ିଶା ଉପକୂଳ ଦେଇ ପଶ୍ଚିମବଙ୍ଗ ଓ…

ସତ୍ୟ ସ୍ବାଇଁଙ୍କୁ ଗୁଜରାଟ ପୋଲିସ ପିଟିପିଟି ହତ୍ୟା ଘଟଣା: ଅଭିଯୁକ୍ତଙ୍କ ଫାଶୀ ଦାବି

ଭଞ୍ଜନଗର,୧୬ା୫(ଡି.ଏନ୍‌.ଏ.): ଗୁଜରାଟ ପୋଲିସ ସତ୍ୟବାନ ସ୍ବାଇଁଙ୍କୁ ପିଟିପିଟି ହତ୍ୟା କରିବା ପରେ ସମସ୍ତ ପ୍ରମାଣ ନଷ୍ଟ ଲାଗି ଅପଚେଷ୍ଟା ଚଳାଇଛି। ମୋ’ ପୁଅ ଯେମିତି ବାପ ଛେଉଣ୍ଡ ହୋଇଗଲା ସେମିତି ଦୋଷୀମାନଙ୍କୁ ମଧ୍ୟ ଫାଶୀ ଦିଆଯାଉ ବୋଲି ମୃତ ସତ୍ୟଙ୍କ ସ୍ତ୍ରୀ…

ବଳ ଗୋଟାଉଛି ‘ଅମ୍ଫନ’: ୨୦୦ କି.ମି. ବେଗରେ ସ୍ଥଳଭାଗ ଛୁଇଁବ, ସବୁ ବନ୍ଦରରେ ୧ ନଂ. ବିପଦ ସଙ୍କେତ

ଭୁବନେଶ୍ୱର, ୧୬।୫(ବ୍ୟୁରୋ): ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ଅବପାତରେ ପରିଣତ ହୋଇଛି। ଏହା ପାରାଦୀପ ଠାରୁ ଦକ୍ଷିଣ ପୂର୍ବ ଦିଗରେ ୧୦୬୦ କିମି ଏବଂ ପଶ୍ଚିମବଙ୍ଗର ଦକ୍ଷିଣ, ଦକ୍ଷିଣ ପଶ୍ଚିମ ଦୀଘା ଠାରୁ…

ପୂର୍ଣ୍ଣ ଜେନାଙ୍କୁ ହତ୍ୟା ଉଦ୍ୟମ ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କ ଗିରଫ ଦାବିରେ ଏସ୍‌ପିଙ୍କୁ ଫେରାଦ

ବ୍ରହ୍ମପୁର ଅଫିସ,୧୬ା୫: ଏକ ହତ୍ୟା ମାମଲାର ସାକ୍ଷୀଙ୍କୁ ଆକ୍ରମଣ ଘଟଣାର ଫେରାର ଥିବା ମୁଖ୍ୟ ଅଭିଯୁକ୍ତଙ୍କ ଗିରଫ ଦାବିରେ ଶନିବାର ସଦର ଥାନା ରୋହିଗାଁର ଆକ୍ରମଣର ଶିକାର ହୋଇଥିବା ପରିବାରବର୍ଗ ଏସ୍‌ପିଙ୍କ ନିକଟରେ ଫେରାଦ ହୋଇଛନ୍ତି। ଗତ ୧୦ ତାରିଖରେ ଗଞ୍ଜାମ…

କରୋନା ସଙ୍କଟ: ମହାରାଷ୍ଟ୍ର,ଗୁଜରାଟ, ମଧ୍ୟପ୍ରଦେଶରେ ମୃତ୍ୟୁ ସଂଖ୍ୟା ଅଧିକ

ନୂଆଦିଲ୍ଲୀ,୧୬।୫: କରୋନା ସଂକ୍ରମଣ ଭାରତରେ ଥମିବାର ନାଁ ଧରୁନି। ଇତିମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୮୬ ହଜାର ପାଖାପାଖି ପହଞ୍ଚିଥିବାବେଳେ ମୃତ୍ୟୁ ସଂଖ୍ୟା ୨ ହଜାର ୭୫୨ ଛୁଇଁଛି। ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ଏବଂ ପଶ୍ଚିମବଙ୍ଗରେ କରୋନା ମୃତ୍ୟୁ ସଂଖ୍ୟା ଅଧିକ ରହିଛି।…

କିଏ କରିଛି ବାତ୍ୟା ‘ଅମ୍ଫନ’ର ନାମକରଣ

ନୂଆଦିଲ୍ଲୀ,୧୬।୫: ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ଆଣ୍ଡାମାନ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଅପପାତ(ଡିପ୍ରେଶନ)ର ରୂପ ନେଇସାରିଛି। ଶନିବାର ସନ୍ଧ୍ୟା ସୁଦ୍ଧା ଏହି ଅବପାତ ଭୟଙ୍କର ସାମୁଦ୍ରିକ ଝଡର ରୂପ ନେବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ। ଏହାର ପ୍ରଭାବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri