Home Left

‘ଭୂତାଣୁରୁ ରକ୍ଷା କରିବ ଅଶ୍ୱଗନ୍ଧା’

ନୂଆଦିଲ୍ଲୀ, ୧୬ା୫: ପ୍ରାଣଘାତୀ କରୋନା ଏବେ ବିଶ୍ୱରେ ଆତଙ୍କ ସୃଷ୍ଟିକରିଛି। ଏପର୍ଯ୍ୟନ୍ତ ଏନେଇ କୌଣସି ସଫଳ ଔଷଧ ମଧ୍ୟ ବାହାରି ନାହିଁ। ବିଭିନ୍ନ ଦେଶରେ ପ୍ରୟାସ ଜାରି ରହିଛି। ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌କୁ ଭରସା କରାଯାଉଛି। ହେଲେ ଆୟୁର୍ବେଦିକ ଔଷଧ ଅଶ୍ୱଗନ୍ଧା ଯେ, କରୋନା…

ବରୀ ବ୍ଲକରୁ ଆଉ ଜଣେ ନୂଆ କରୋନା ପଜିଟିଭ ଚିହ୍ନଟ

ବରୀ, ୧୬।୫(ସ୍ବ.ପ୍ର.): ଯାଜପୁର ଜିଲା ବରୀ ବ୍ଲକ ଅଞ୍ଚଳରେ ଦିନକୁ ଦିନ କରୋନା ପଜିଟିଭଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଶନିବାର ସକାଳୁ ପୁଣି ଜଣେ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂଆ ପଜିଟିଭ ଜଣଙ୍କ ପୁରୁଷ ହୋଇଥିବା ବେଳେ…

ବାହକ ହୋଇପାରେ ମୋବାଇଲ ଫୋନ୍‌

ନୂଆଦିଲ୍ଲୀ,୧୬ା୫(ପି.ଟି.): ମୋବାଇଲ ଫୋନ୍‌ କରୋନା ଭୂତାଣୁର ବାହକ ହେବାର ସମ୍ଭାବନା ରହୁଥିବା ରାୟପୁର ଏମ୍ସର ଡାକ୍ତରମାନେ ସତର୍କ କରାଇଦେଇଛନ୍ତି। ଏହା ସ୍ବାସ୍ଥ୍ୟ କର୍ମଚାରୀଙ୍କୁ ସକ୍ରମିତ କରିବା ଆଶଙ୍କା ଥିବାରୁ ହସ୍ପିଟାଲଗୁଡ଼ିକରେ ମୋବାଇଲ ଫୋନ୍‌ ବ୍ୟବହାର ଉପରେ କଟକଣା ଲଗାଇବାକୁ ସେମାନେ ସୁପାରିସ୍‌…

୨୦ରେ ବିଏମ୍‌ଏସ୍‌ର ଦେଶବ୍ୟାପୀ ଆନ୍ଦୋଳନ

ନୂଆଦିଲ୍ଲୀ,୧୬ା୫: କରୋନା ଭାଇରସ୍‌ ଯୋଗୁ ଜାରି ଲକ୍‌ଡାଉନ୍‌ ଫଳରେ ସୃଷ୍ଟି ହୋଇଥିବା ଅଚଳାବସ୍ଥା ପରିପ୍ରେକ୍ଷୀରେ ୯ ରାଜ୍ୟ ସେମାନଙ୍କ ଶ୍ରମ ଆଇନରେ ସଂଶୋଧନ ଆଣିଛନ୍ତି। ଭାଜପାର ବିଚାର ମାର୍ଗଦର୍ଶକ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ସମର୍ଥିତ ଭାରତୀୟ ମଜଦୁର ସଂଘ (ବିଏମ୍‌ଏସ୍‌)…

ମୁକାବିଲା ପାଇଁ ୧୦୦ କୋଟି ଡଲାର ଦେବ ବିଶ୍ୱବ୍ୟାଙ୍କ

ନୂଆଦିଲ୍ଲୀ,୧୬ା୫: ଭାରତର କୋଭିଡ୍‌-୧୯ ବିରୋଧୀ ଲଢ଼େଇକୁ ସହାୟତା ପାଇଁ ବିଶ୍ୱବ୍ୟାଙ୍କ ୧୦୦ କୋଟି (୧ ବିଲିୟନ) ଡଲାର ଯୋଗାଇଦେବ। କରୋନା ମହାମାରୀ ଯୋଗୁ ଅସୁବିଧାର ସମ୍ମୁଖୀନ ହୋଇଥିବା ଗରିବ ଓ ଅସହାୟ ପରିବାରଙ୍କୁ ସହାୟତା ଯୋଗାଇଦେବାରେ ଏହି ଅର୍ଥ ବିନିଯୋଗ କରାଯିବ…

ଚାଇନାକୁ ଟପିଲା ଭାରତ

ନୂଆଦିଲ୍ଲୀ, ୧୬ା୫: ମହାମାରୀ କରୋନା ଭୂତାଣୁ ବିଶ୍ୱର ୨୧୩ ଦେଶକୁ ନାକେଦମ୍‌ କରି ରଖିଥିବା ବେଳେ ଭାରତର ସ୍ଥିତି କ୍ରମଶଃ ଜଟିଳ ହେବାରେ ଲାଗିଛି। ସର୍ବାଧିକ ଭୂତାଣୁ ଆକ୍ରାନ୍ତ ଦେଶ ତାଲିକାର ଏକାଦଶ ସ୍ଥାନକୁ ଭାରତ ଉନ୍ନୀତ ହୋଇଥିବା ବେଳେ ଚାଇନାକୁ…

ମଦ ଫ୍ୟାକ୍ଟ୍ରି ଖୋଲିବାକୁ ୧୧ ଜିଲାପାଳଙ୍କୁ ଅନୁମତି

କଟକ ଅଫିସ,୧୬।୫: ଲକ୍‌ଡାଉନ ସରିବା ପରେ ମଦ ଦୋକାନ ଖୋଲିବ। କିନ୍ତୁ ବର୍ତ୍ତମାନ ଯେତିକି ମଦ ମହଜୁଦ ରହିଛି, ତାହା ଅଳ୍ପ ଦିନରେ ଶେଷ ହୋଇଯିବ। ଏଣୁ ମଦ ଫ୍ୟାକ୍ଟ୍ରିଗୁଡିକ ଖୋଲିବା ଦିଗରେ ପଦକ୍ଷେପ ନେବାକୁ ୧୧ ଜିଲାପାଳଙ୍କୁ ଚିଠି ଲେଖିଛନ୍ତି…

ମୋଦିଙ୍କ ଗଣିତ ବିଗାଡ଼ିଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୧୬ା୫: ଚାଇନାରୁ ସୃଷ୍ଟି ହୋଇଥିବା ଘାତକ କରୋନା ଭାଇରସ୍‌ ଜି ଜିନ୍‌ପିଙ୍ଗ୍‌ ସରକାରଙ୍କ ମୁଣ୍ଡବ୍ୟଥା ବଢ଼ାଇ ଦେଇଛି। ଏଥିଯୋଗୁ ଚାଇନାର ଅର୍ଥ ବ୍ୟବସ୍ଥା ବହୁଳ ଭାବେ ପ୍ରଭାବିତ ହୋଇଥିବାବେଳେ ବୈଶ୍ୱିକ ଯୋଗାଣ ଶୃଙ୍ଖଳ ମଧ୍ୟ ବାଧାପ୍ରାପ୍ତ ହୋଇଛି। ଏଭଳି ସମୟରେ ଆର୍ଥିକ…

ଘର ପାଲଟିଲା ସିନେମା ହଲ୍‌

ନୂଆଦିଲ୍ଲୀ: ଲକ୍‌ଡାଉନ୍‌ ପାଇଁ ଏବେ ସବୁ ସିନେମା ହଲ୍‌କୁ ବନ୍ଦ କରି ଦିଆଯାଇଛି। ସେଥିପାଇଁ ଘର ବାହାରେ ମନୋରଞ୍ଜନର କୌଣସି ସୁବିଧା ନାହିଁ। କିନ୍ତୁ ଏଭଳି ଏକ ସମୟରେ ନିଜ ଘରକୁ ବି ସିନେମା ହଲ୍‌ର ରୂପ ଦେଇହେବ। ଏଭଳି ଏକ…

ଗୋଇଠିରେ ଫୁଟ୍‌ବଲ

ନୂଆଦିଲ୍ଲୀ: ଫୁଟବଲ୍‌ ଖେଳର ବିଭିନ୍ନ କୌଶଳକୁ ଆପଣାଇ ବେଳେବେଳେ ଲୋକେ ଚର୍ଚ୍ଚିତ ହୋଇଥାନ୍ତି। ତେବେ ଫୁଟବଲକୁ ନିଜ ଗୋଇଠିରେ ଚଲାଇବାର ଏକ ସ୍ବତନ୍ତ୍ର ତଥା ଅଦ୍ଭୁତ କଳା ପ୍ରଦର୍ଶନ କରି ଇଣ୍ଟରନେଟ୍‌ରେ ଲୋକପ୍ରିୟ ହୋଇଛନ୍ତି ଜଣେ ମହିଳା ରକୁଲ୍‌ ବେନେଟି। ରକୁଲ୍‌…

କୁକୁରର ପୁସ୍‌ ଅପ୍‌ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ: ନିଜକୁ ଫିଟ୍‌ ରଖିବା ପାଇଁ ସମସ୍ତେ ଯୋଗ ଏବଂ ବ୍ୟାୟାମ କରିଥାନ୍ତି। ଏବେ ତ ବିଭିନ୍ନ ପ୍ରକାରର ବ୍ୟାୟାମକୁ ନେଇ ସୋସିଆଲ୍‌ ମିଡିଆରେ ବିଭିନ୍ନ ପ୍ରକାରର ଚ୍ୟାଲେଞ୍ଜ ବି ଦିଆଯାଉଛି। କିଛିଦିନ ତଳେ ସୋସିଆଲ୍‌ ମିଡିଆରେ ଲୋକେ ପୁସ୍‌ ଅପ୍‌…

ସର୍ବାଧିକ ସର୍ଚ୍ଚ ପ୍ରଶ୍ନ ‘ସେଲ୍ଫ କେୟାର’

ନୂଆଦିଲ୍ଲୀ: ବିଶ୍ୱ ମହାମାରୀ କରୋନା ଚିକିତ୍ସା ପାଇଁ ଔଷଧ ନ ଥିବାରୁ ଡାକ୍ତର, ବିଶେଷଜ୍ଞମାନେ ନିଜ ନିଜ ଶରୀରର ଯତ୍ନ ନେବା ଉପରେ ଗୁରୁତ୍ୱ ଦେଉଛନ୍ତି। ଉପଯୁକ୍ତ ସମୟରେ ଏବଂ ସନ୍ତୁଳିତ ଖାଦ୍ୟ ଖାଇବା, ଠିକ୍‌ ସମୟରେ ଶୋଇବାକୁ ଲୋକଙ୍କୁ ପରାମର୍ଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri