ଅନ୍ଲାଇନରେ କାର୍ଯ୍ୟକ୍ରମ କରିବ ସଂସ୍କୃତି ବିଭାଗ
ଭୁବନେଶ୍ୱର,୧୬ା୫(ବ୍ୟୁରୋ): କରୋନା ଲକ୍ଡାଉନ୍ ପାଇଁ ରାଜ୍ୟର ବହୁ ଚିତ୍ରଶିଳ୍ପୀ ଓ ସ୍ଥାପତ୍ୟଶିଳ୍ପୀ ଘରେ ହାତବାନ୍ଧି ବସିଛନ୍ତି। ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟକ୍ରମ ବନ୍ଦ ରହିଥିବାରୁ ସମସ୍ତ ବର୍ଗର କଳାକାରମାନେ ରୋଜଗାର ହରାଇଛନ୍ତି। ଏଭଳିସ୍ଥଳେ ସେମାନଙ୍କ ମନରେ ଉତ୍ସାହ ଭରିଦେବାକୁ ଓଡ଼ିଶା…
ନିର୍ଗୁଣ୍ଡି ଷ୍ଟେଶନରେ ଓହ୍ଲାଇଲେ ୭୯୩ ପ୍ରବାସୀ
ଚୌଦ୍ୱାର,୧୬ା୫ (ଡି.ଏନ.ଏ): ହାଇଦ୍ରାବାଦ୍ରୁ ପ୍ରବାସୀଙ୍କୁ ନେଇ ଏକ ଶ୍ରମିକ ସ୍ପେଶାଲ୍ ଟ୍ରେନ ଆସି ଶୁକ୍ରବାର ରାତି ୯ଟାରେ ଟାଙ୍ଗୀ ନିର୍ଗୁଣ୍ଡି ଷ୍ଟେଶନରେ ପହଞ୍ଚିଛି। ଏହି ଟ୍ରେନଟି ଦିନ ୧ଟାରେ ନିର୍ଗୁଣ୍ଡିରେ ପହଞ୍ଚିବ ବୋଲି ପୂର୍ବରୁ ପ୍ରଶାସନ କହିଥିଲା। ମାତ୍ର କୌଣସି କାରଣରୁ…
ତାମିଲନାଡୁରୁ ଫେରିଲେ ୬୮୧ ପ୍ରବାସୀ
ଖୋର୍ଦ୍ଧା ଅଫିସ,୧୬ା୫: ତାମିଲନାଡୁ କୋଏମ୍ବାଟୁରରୁ ଭଦ୍ରକକୁ ଆସିଥିବା ସ୍ବତନ୍ତ୍ର ଶ୍ରମିକ ଟ୍ରେନ୍ ଶୁକ୍ରବାର ମଧ୍ୟାହ୍ନରେ ଖୋର୍ଦ୍ଧାରୋଡ୍ ଷ୍ଟେଶନରେ ପହଞ୍ଚିଥିଲା। ୨୦ ଜିଲାର ୬୮୧ ପ୍ରବାସୀ ଏହି ଷ୍ଟେଶନରେ ଓହ୍ଲାଇଥିଲେ। ଆସିଥିବା ସମସ୍ତ ପ୍ରବାସୀଙ୍କ ମଧ୍ୟରେ ଅନୁଗୋଳ ୮, ବଲାଙ୍ଗୀର ୪୯, ବୌଦ୍ଧ…
ଦିଲ୍ଲୀରୁ ଆସିଲେ ୪୯୬ ପ୍ରବାସୀ, ଗଲେ ୪୨୭
ଭୁବନେଶ୍ୱର,୧୬ା୫(ବ୍ୟୁରୋ): ଦିଲ୍ଲୀରୁ ପ୍ରବାସୀ ଓଡ଼ିଆଙ୍କୁ ଧରି ଆସିଥିବା ପ୍ରଥମ ସ୍ବତନ୍ତ୍ର ଟ୍ରେନ୍ ଶୁକ୍ରବାର ସନ୍ଧ୍ୟା ୭ଟା ୧୦ରେ ଭୁବନେଶ୍ୱର ରେଳ ଷ୍ଟେଶନରେ ପହଞ୍ଚିଥିଲା। ନୂଆଦିଲ୍ଲୀ-ଭୁବନେଶ୍ୱର ସ୍ପେଶାଲ ଏକ୍ସପ୍ରେକ୍ସ (୦୨୮୨୪)ର ୧୮ ବଗିରେ ଆସିବାକୁ ୧୫୦୩ଜଣ ପ୍ରବାସୀ ପଞ୍ଜୀକରଣ କରିଥିବାବେଳେ ଭୁବନେଶ୍ୱରରେ ୪୯୬ଜଣ…
ଶଙ୍କରପୁର ସାହିକୁ ଆକ୍ସେସ୍ କଣ୍ଟ୍ରୋଲ୍ ଜୋନ୍ ଘୋଷଣା
ବ୍ରହ୍ମପୁର ଅଫିସ,୧୬ା୫- ବ୍ରହ୍ମପୁର ବଡବଜାର ଅଞ୍ଚଳର ଶଙ୍କରପୁର ସାହିକୁ ଶୁକ୍ରବାର ରାତିରେ ବିଏମ୍ସି ଆକ୍ସେସ କଣ୍ଟ୍ରୋଲ୍ ଜୋନ୍ ଭାବେ ଘୋଷଣା କରିଛି। ଏହି ସାହରି କେତେଜଣ ଲୋକ ଜଣେ କରୋନା ପଜିଟିଭ୍ଙ୍କ ସଂସ୍ପର୍ଶରେ ଅସିଥିବାରୁ ସାହି ଲୋକଙ୍କ ସୁରକ୍ଷା ଓ ସଂକ୍ରମଣକୁ…
ଉଦାହରଣ ପାଲଟିଲେ ସରପଞ୍ଚ
ଖଇରା, ୧୫।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ନହଙ୍ଗ ପଞ୍ଚାୟତର ସରପଞ୍ଚ ରାଜଶ୍ରୀ ଦାସ ନିଜ ପଞ୍ଚାୟତବାସୀଙ୍କ ସୁରକ୍ଷା ପାଇଁ ନିଜେ ଅଣ୍ଟା ଭିଡି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି ା ନିଜ ପଞ୍ଚାୟତକୁ ସୁରଟ, କୋଲକାତା, ଦିଲ୍ଲୀ, ମୁମ୍ବାଇ ଫେରନ୍ତାଙ୍କ…
ବଜ୍ରପାତରେ ଯୁବକଙ୍କ ଜୀବନଗଲା
ସଜନାଗଡ, ୧୫ା୫(ଡି.ଏନ୍.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ହାତିଆଶିଳା ଗ୍ରାମର ଗୁରା ସିଂ ( ୨୧ )ନାମକ ଯୁବକଙ୍କ ବଜ୍ରପାତରେ ମୃତ୍ୟୁ ଘଟିିଛି। ଶୁକ୍ରବାର ସାରେ ବର୍ଷା ଓ ଘଡଘଡି ହେଉଥିବା ବେଳେ ଗୁରା ନିଜ ମା’ଙ୍କ ସହ ଘର ଭିତରେ…
ଜୁନ୍ ୫ରେ କେରଳ ଛୁଇଁବ ମୌସୁମୀ
ନୂଆଦିଲ୍ଲୀ,୧୫ା୫(ପି.ଟି.)-ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଚଳିତ ବର୍ଷ ୪ ଦିନ ବିଳମ୍ବରେ ଆସି ଜୁନ୍ ୫ରେ କେରଳ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ପୂର୍ବାନୁମାନ କରାଯାଇଛି। ଦେଶରେ ବର୍ଷାଋତୁ ଜୁନ୍ରୁ ସେପ୍ଟେମ୍ବର ୪ ମାସ ଲାଗି ରହିଥାଏ। ସାଧାରଣତଃ…
ସହାୟତା ପାଇଁ ଫରଓ୍ବାର୍ଡ ବ୍ଲକ ଦେଲା ଦାବିପତ୍ର
ଭଟଲି,୧୫ା୫(ଡି.ଏନ.ଏ.): କରୋନା (କୋଭିଡ-୧୯) ପାଇଁ କଟକଣା ସାମାନ୍ୟ କୋହଳ ହୋଇଥିବାବେଳେ ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । କରୋନା ଯୋଗୁ ଶ୍ରମିକମାନେ କାମଧନ୍ଦା କରିବା ପାଇଁ ମଧ୍ୟ ଭୟ କରୁଛନ୍ତି । ଏଭଳି ପରିସ୍ଥିତିରେ ଯଦି ସେମାନେ କାମ…
ଥାନାରୁ ଫେରାର ଅଭିଯୁକ୍ତ ୩ ଦିନ ପରେ ଜଙ୍ଗଲରୁ ଧରାପଡ଼ିଲେ
ବାରିପଦା ଅଫିସ,୧୫ା୫: ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନାରୁ ମଙ୍ଗଳବାର ରାତିରେ ଚମ୍ପଟ ମାରିଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ ୩ ଦିନ ପରେ ଶୁକ୍ରବାର ଭୁଡୁରୁବଣୀ ଜଙ୍ଗଲରୁ ଧରିଛି। ଏହି ଘଟଣା ଜିଲାରେ ଚର୍ଚ୍ଚାର ବିଷୟ ହୋଇଥିବା ବେଳେ ପୋଲିସର କାର୍ଯ୍ୟଦକ୍ଷତା…
୩ ସ୍ବତନ୍ତ୍ର ଟ୍ରେନରେ ପହଞ୍ଚିଲେ ୧୪୩୯ ପ୍ରବାସୀ
ବାଲେଶ୍ୱର ଅଫିସ, ୧୫।୫: ଆନ୍ଧ୍ରପ୍ରଦେଶ, ଗୁଜରାଟ ଓ ହାଇଦ୍ରାବାଦ୍ରୁ ୩ ସ୍ବତନ୍ତ୍ର ଟ୍ରେନ ଯୋଗେ ୧୪୩୯ ପ୍ରବାସୀ ଶୁକ୍ରବାର ବାଲେଶ୍ୱର ରେଳଷ୍ଟେଶନରେ ଓହ୍ଳାଇଛନ୍ତି। ସମସ୍ତେ ବାଲେଶ୍ୱର ଓ ମୟୂରଭଞ୍ଜ ଜିଲାର। ପ୍ରଶାସନ ପକ୍ଷରୁ ସମସ୍ତ ପ୍ରବାସୀଙ୍କ ଥର୍ମାଲ ଟେଷ୍ଟ କରାଯାଉଥିବା ବେଳେ…
ଖରିଫ୍ରେ ଚାଷୀଙ୍କୁ ଉନ୍ନତ ମାନର ବିହନ ଯୋଗାଇବାକୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର, ୧୫।୫(ବ୍ୟୁରୋ): କରୋନା ଓ ଲକ୍ଡାଉନ୍ ପାଇଁ କୃଷି କାର୍ଯ୍ୟ ପ୍ରଭାତିତ ହୋଇଛି। ତେଣୁ ଚଳିତ ଖରିଫ୍ରେ ଚାଷୀମାନଙ୍କୁ ସୁବିଧାରେ ଅଧିକ ଉତ୍ପାଦନକ୍ଷମ ଓ ଉନ୍ନତ ମାନର ବିହନ ଯୋଗାଇ ଦେବା ପାଇଁ ଓଡ଼ିଶା ରାଜ୍ୟ ବିହନ ନିଗମକୁ କୃଷି ମନ୍ତ୍ରୀ…
Archives


