Home Left

କରୋନା ସଚେତନ ହେଲେ ଦଇତାପତି ସେବକ

ପୁରୀ ଅଫିସ,୧୫ା୫: ଆଗକୁ ସ୍ନାନ ପୂର୍ଣ୍ଣିମା ଏବଂ ରଥଯାତ୍ରା। ଏହାକୁ ଶୃଙ୍ଖଳିତ ଓ ସୁରକ୍ଷିତ ଭାବେ ସମ୍ପନ୍ନ କରିବାକୁ ହେଲେ ସମ୍ପୃକ୍ତ ସେବକମାନଙ୍କୁ ଏବେଠାରୁ କରୋନା ଭୂତାଣୁ ସଂକ୍ରମଣଠାରୁ ଦୂରେଇ ରହିବାକୁ ହେବ। ତେଣୁ ଆଗୁଆ ସତର୍କତା ଅବଲମ୍ବନ କରିଛି ଶ୍ରୀମନ୍ଦିର…

ଗାଡ଼ି ଖରାପ ହୋଇଗଲା, ବରଗଡ଼ରେ ଅଟକିଲେ ପ୍ରବାସୀ ଶ୍ରମିକ

ବରଗଡ଼ ଅଫିସ୍‌,୧୫।୫: ଅଧାବାଟରେ ଗାଡ଼ି ଅଚଳ ହୋଇଯିବାରୁ ପ୍ରବାସୀ ଶ୍ରମିକଙ୍କୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡିଛି। ବରଗଡ଼ ସହର ଉପକଣ୍ଠ ହଳଦୀପାଲି ଛକରେ ଶୁକ୍ରବାର ଏଭଳି ଏକ ଘଟଣା ଘଟିଛି । ମହାରାଷ୍ଟ୍ରର ବନ୍ଦରପୁରରେ କାମ କରୁଥିବା ପଶ୍ଚିମବଙ୍ଗ ମଲଦାର ୫୩ଜଣ…

ଘରକୁ ଫେରିବା ବେଳେ ବାଟରେ ଟଳିପଡିଲେ

ଜଳେଶ୍ୱର, ୧୫।୫(ସ୍ବ.ପ୍ର.): ପଶ୍ଚିମବଙ୍ଗରୁ ଓଡ଼ିଶା ଆସୁଥିବା ଜଣେ ପ୍ରବାସୀଙ୍କର ଶୁକ୍ରବାର ମଧ୍ୟାହ୍ନ ସମୟରେ ୬୦ନଂ. ଜାତୀୟ ରାଜପଥ ଲକ୍ଷ୍ମଣନାଥ ଉପାନ୍ତ ଚେକ୍‌ଗେଟ୍‌ ନିକଟରେ ମୃତ୍ୟୁ ଘଟିଛି। ତାଙ୍କ ନାମ ଧୁବେଇ ମହାନ୍ତି (୫୬) ଓ ଘର ପୁରୀ ଜିଲା କାକଟପୁର ଅଞ୍ଚଳ…

ଝାଡାବାନ୍ତିରେ ୧୫୧ ଆକ୍ରାନ୍ତ

ଦେଓଗାଁ,୧୫।୫(ଡି.ଏନ.ଏ.): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ବଡବନ୍ଧ ପଞ୍ଚାୟତ ଅନ୍ତର୍ଗତ କରୁଆଁଝର ଗାଁରେ ଗୁରୁବାର ସନ୍ଧ୍ୟାରୁ ଝାଡାବାନ୍ତି ବ୍ୟାପିବାରେ ଲାଗିଛି। ଗାଁର ଡଲି ମାହାକୁର (୨୧) ଓ ଜେମା ବଗର୍ତ୍ତି (୫୧)ଙ୍କୁ ବଲାଙ୍ଗୀର ସ୍ଥାନାନ୍ତର କରାଯାଇଛି। ଶୁକ୍ରବାର ଗାଁର ଛୋଟବଡ଼ ମିଶାଇ…

ପେଟ୍ରୋଲ ପମ୍ପରେ ଲାଗିଲା ମନି, ବାଇକ୍‌ ସାନିଟାଇଜର ମେଶିନ

କୋକସରା, ୧୫।୫ (ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ୍‌ ମୋଟେର ପେଟ୍ରୋଲ ପମ୍ପରେ ମନି ସାନିଟାଇଜର ଓ ବାଇକ୍‌ ସାନିଟାଇଜର ମେଶିନ ଲାଗିଛି। କରୋନା ସଂକ୍ରମଣ ରୋକିବାକୁ ନୂଆପଡା ଜିଲା ଖରିଆର ବ୍ଲକର ଲକ୍ଷ୍ମଣ ଦୁଣ୍ଡି ଏହାକୁ ତିଆରି କରିଛନ୍ତି। ମାତ୍ର…

୧୮୮ ସେବକଙ୍କ ସ୍ବାବ୍‌ ସଂଗ୍ରହ ଶେଷ

ପୁରୀ ଅଫିସ,୧୫ା୫: ମହାମାରୀ କରୋନା ପାଇଁ ମହାପ୍ରଭୁଙ୍କ ରଥ ନିର୍ମାଣରେ ଯେପରି କୌଣସି ଅସୁବିଧା ନ ହୁଏ ସେଥିପ୍ରତି ଗୁରୁତ୍ୱ ଦେଇଛି ଶ୍ରୀମନ୍ଦିର ପ୍ରଶାସନ। ସରକାରଙ୍କ କୋଭିଡ ନିର୍ଦ୍ଦେଶାବଳୀକୁ ଅନୁପାଳନ କରି ଯେପରି ଠିକ୍‌ ସମୟରେ ରଥ ପ୍ରସ୍ତୁତ ହୋଇପାରିବ ତାହାର…

ମିଛ ସୂଚନା ପୋଷ୍ଟ କରି ଅଡୁଆରେ ନାରୀନେତ୍ରୀ

ସମ୍ବଲପୁର,୧୫।୫ (ବ୍ୟୁରୋ): ସମ୍ବଲପୁରରେ କରୋନା ପଜିଟିଭି ଚିହ୍ନଟ ହୋଇଥିବା ମିଛ ସୂଚନା ଦେଇ ଏବେ ଜଣେ ମହିଳା ନେତ୍ରୀ ଅଡ଼ୁଆରେ ପଡ଼ିଛନ୍ତି। ସେ ହେଲେ ଭାରତୀ ପଣ୍ଡା। ସେ ଏକ ଜାତୀୟ ଦଳର ସଦସ୍ୟା ଅଛନ୍ତି। ନିଜର ଫେସ୍‌ବୁକ୍‌ ଆକାଉଣ୍ଟରେ ସେ…

ଚାଉଳ ଦେଲେ କ’ଣ ହେବ, ପାଣି ନାହିଁ

ସମ୍ବଲପୁର,୧୫।୫ (ବ୍ୟୁରୋ): ଚାଉଳ ଦେଲେ କ’ଣ ହେବ, ପାଣି ଦିଅ। ନ ହେଲେ କିଭଳି ଭାତ ରୋଷେଇ ହେବ । ପ୍ରଥମେ ପିଇବାକୁ ପାଣି ତା ପରେ ପେଟକୁ ଖାଇବାକୁ ଦିଅ। ବାରମ୍ବାର ସବୁ ଅଫିସକୁ ଯାଇ ଅଭିଯୋଗ କରିଛୁ। ଗୁହାରୀ…

ହ୍ବାଟ୍ସଆପ୍‌ରେ ଲୋକଙ୍କୁ ଉତ୍ତର ଦେଉଛନ୍ତି ଏସ୍‌ପି

ସମ୍ବଲପୁର,୧୫।୫ (ବ୍ୟୁରୋ): ସମ୍ବଲପୁର ପୋଲିସ ଲକ୍‌ଡାଉନ୍‌ ସମ୍ପର୍କରେ ଠିକ୍‌ ସୂଚନା ଦେବା ପାଇଁ ଏକ ହ୍ବାଟ୍ସଆପ ନମ୍ବର (୯୪୩୮୯୧୬୫୫୦) ସର୍ବସାଧାରଣ କରିଛି। ଏହା କେବଳ ଦିନ ୧୧ଟାରୁ ୧୨ ପର୍ଯ୍ୟନ୍ତ ଖୋଲା ରହୁଛି। ନିଜେ ଏସ୍‌ପି କନୱର ବିଶାଳ ସିଂ ଏହାକୁ…

ମୁଖ୍ୟମନ୍ତ୍ରୀଙ୍କୁ ବିରୋଧୀ ଦଳ ନେତାଙ୍କ ଚିଠି: ‘ପଞ୍ଚାୟତର ସବୁ କର୍ମଚାରୀଙ୍କ ଲାଗି ସ୍ବାସ୍ଥ୍ୟବୀମା କରାଯାଉ’

ଭୁବନେଶ୍ୱର, ୧୫।୫(ବ୍ୟୁରୋ): କେବଳ ସ୍ବାସ୍ଥ୍ୟକର୍ମୀ କିମ୍ବା ସରପଞ୍ଚ ନୁହନ୍ତି ବରଂ ପଞ୍ଚାୟତସ୍ତରରେ କାର୍ଯ୍ୟରତ ଥିବା ସମସ୍ତ କର୍ମଚାରୀମାନଙ୍କୁ ସ୍ବାସ୍ଥ୍ୟ ବୀମା ପ୍ରଦାନ କରାଯାଉ। ଏହାଦ୍ୱାରା ସ୍ଥାୟୀ ନିଯୁକ୍ତି ପାଇ ନ ଥିବା ଏବଂ ସ୍ବଳ୍ପ ଦରମାରେ ଏଭଳି ଘଡିସନ୍ଧି ମୁହୂର୍ତ୍ତରେ ଲୋକଙ୍କୁ…

ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଆଦେଶ ଉପରେ ରୋକୋ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୩।୫: କରୋନା ଯୋଗୁ ହୋଇଥିବା ଲକ୍‌ଡାଉନ ସମୟରେ ସମ୍ପୁର୍ଣ୍ଣ ବେତନ ଦେଇପାରୁ ନ ଥିବା କମ୍ପାନୀ ବିରୋଧରେ ହୋଇଥିବା ଆବେଦନ ଉପରେ ଶୁକ୍ରବାର ସୁପ୍ରିମକୋର୍ଟ ଶୁଣାଣି କରିଛନ୍ତି। ଏହି ଶୁଣାଣିରେ କୋର୍ଟ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଆଦେଶ ଉପରେ ରୋକୋ ଲଗାଇଛନ୍ତି। ଏଥିସହ…

ଆସନ୍ତା ସପ୍ତାହରେ ଇଂଲଣ୍ଡ ଖେଳାଳିଙ୍କ ଟ୍ରେନିଂ: ନିଜ ବଲ୍‌, ପାଣି ବୋତଲ ବ୍ୟବହାର କରିବାକୁ ପରାମର୍ଶ

ଲଣ୍ଡନ,୧୫।୫(ପି.ଟି.): କୋଭିଡ୍‌-୧୯ ମହାମାରୀର ଆତଙ୍କ ଜାରି ରହିଥିବା ବେଳେ ଆସନ୍ତା ସପ୍ତାହରେ ଇଂଲଣ୍ଡ କ୍ରିକେଟର ମାନେ ଟ୍ରେନିଂ ଆରମ୍ଭ କରିବାକୁ ଯାଉଛନ୍ତି। ଆଗକୁ ଓ୍ବେଷ୍ଟଇଣ୍ଡିଜ ଓ ପାକିସ୍ତାନ ବିପକ୍ଷ ସିରିଜ ଥିବାରୁ ଟ୍ରେନିଂ ଆରମ୍ଭ କରିବାକୁ ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri