Home Left

ସରୁନି ଦାଦନ ଦୁର୍ଦ୍ଦିନ

ନୂଆଦିଲ୍ଲୀ,୧୫।୫: ମାର୍ଚ୍ଚ ୨୫ରେ ଆରମ୍ଭ ହୋଇଥିବା ଲକ୍‌ଡାଉନ୍‌ର ଏବେ ତୃତୀୟ ପର୍ଯ୍ୟାୟ ଚାଲିଛି। ଏହି ତିନି ପଯର୍ର୍‌ୟାୟ ତାଲାବନ୍ଦ ମଧ୍ୟରେ ଉଜୁଡ଼ିଯାଇଛି ଅର୍ଥନୀତି ଓ ଏହା ସହ ଅନେକଙ୍କ ଜୀବନ ସାଙ୍ଗକୁ ଜୀବିକା। ବାଣିଜ୍ୟ ଶିଳ୍ପ ବନ୍ଦ ହେବା ପରେ ସର୍ବାଧିକ…

ବାଲେଶ୍ୱର ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ଟପିଲା

ବାଲେଶ୍ୱର ଅଫିସ,୧୫ା୫: ବାଲେଶ୍ୱର ଜିଲାରେ ଶୁକ୍ରବାର ଆଉ ୧୨ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୦୨ରେ ପହଞ୍ଚିଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ବାଲିଆପାଳ ବ୍ଲକର ୪ ଜଣ, ବାହାନଗା ବ୍ଲକର ୩, ସିମୁଳିଆ…

ପ୍ରବାସୀ ଶ୍ରମିକ, କୃଷକଙ୍କ ପାଇଁ ୩.୧୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୫।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୨୦ ଲକ୍ଷ କୋଟି ଟଙ୍କାର ପ୍ୟାକେଜ ଉପରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ପ୍ରାୟ ୩.୧୬ ଲକ୍ଷ କୋଟି ଟଙ୍କାର ଯୋଜନା ସମ୍ପର୍କରେ ଗୁରୁବାର ବିବୃତି ପ୍ରଦାନ କରିଛନ୍ତି। ଏହା ମଧ୍ୟରେ ପ୍ରବାସୀ ଶ୍ରମିକଙ୍କ ଲାଗି ମାଗଣା…

ଭଦ୍ରକରେ ଆକ୍ରାନ୍ତଙ୍କ ସଂଖ୍ୟା ୪୬ରେ ପହଞ୍ଚିଲା

ଭଦ୍ରକ ଅଫିସ,୧୫ା୫: ଶୁକ୍ରବାର ଭଦ୍ରକରେ ଆଉ ୬ ଜଣ କରୋନା ପଜିଟିଭ୍‌ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୬ ଛୁଇଁଛି। ଚି଼ହ୍ନଟ ହୋଇଥିବା ଆକ୍ରାନ୍ତମାନେ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିଲେ। ସମସ୍ତେ କୋଲକାତା ଫେରନ୍ତା ବୋଲି ଜଣାପଡ଼ିଛି।

ଅନ୍ତର୍ଜାତୀୟ ପରିବାର ଦିବସ: ବିଶ୍ୱକୁ ନିଜ ପରିବାର ଭାବିବା ଜରୁରୀ

ଜାତିସଂଘ: ପ୍ରତିବର୍ଷ ମେ ମାସ ୧୫ ତାରିଖରେ ଅନ୍ତର୍ଜାତୀୟ ପରିବାର ଦିବସ ପାଳନ କରାଯାଇଥାଏ। ୧୯୯୩ ମସିହାରେ ଜାତିସଂଘ ସାଧାରଣ ପରିଷଦ ଦ୍ୱାରା ଏହି ଦିବସ ପାଳନ କରିବା ଲାଗି ଘୋଷଣା କରାଯାଇଥିଲା। ‘ବସୁଧୈବ କୁଟୁମ୍ବକମ୍‌’କୁ ମାନି ଏକ ପରିବାର ସୂତ୍ରରେ…

ଆଜି ତିନି ରଥରରେ ଚକ ଡେରା

ପୁରୀ ଅଫିସ,୧୪ା୫: ଶୁକ୍ରବାର ଶ୍ରୀକ୍ଷେତ୍ର ଭଉଁରୀ। ଏହି ପବିତ୍ର ଦିନରେ ମହାପ୍ରଭୁଙ୍କ ତିନି ରଥର ୬ଟି ନାହାକା ଚକ ଡେରାଯିବାର ବିଧି ରହିଛି। ଏଥିଲାଗି ରଥଖଳାରେ ତିନିରଥର ୬ଟି ନାହାକା ଚକ ଏବଂ ୩ଟି ନାହାକା ଅଖ ନିର୍ମାଣ ସରିଛି। ଶୁକ୍ରବାର…

ଆଜି ଶ୍ରୀକ୍ଷେତ୍ର ଭଉଁରୀ: ଶ୍ରୀମନ୍ଦିର ଭିତରେ ହେବ ବିଧି ରକ୍ଷା

ପୁରୀ ଅଫିସ,୧୫।୫: ଶୁକ୍ରବାର ଶ୍ରୀକ୍ଷେତ୍ର ଭଉଁରୀ। ହେଲେ ଏଥର ଭଉଁରି ଯାତରେ ୨୧ ଘେରା ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳିବେନି ଠାକୁର। ଶ୍ରୀମନ୍ଦିର ଭିତରେ ହିଁ ଭଉଁରି ହେବ। ଲକ୍‌ଡାଉନ କଟକଣା ପାଇଁ କେବଳ ବିଧି ରକ୍ଷା କରାଯିବ। ଅକ୍ଷୟ ତୃତୀୟାଠାରୁ…

ଜୁନ୍‌ ୩୦ ପର୍ଯ୍ୟନ୍ତ ଟ୍ରେନ୍‌ ସେବା ବନ୍ଦ

ଭୁବନେଶ୍ୱର,୧୫।୫(ବ୍ୟୁରୋ):ଦେଶବ୍ୟାପୀ ଲକ୍‌ଡାଉନ ଯୋଗୁ ଦୀର୍ଘ ଦେଢ଼ମାସରୁୁ ଊର୍ଦ୍ଧ୍ୱ ହେବ ରେଳ ସେବା ବନ୍ଦ ରହିଛି। କେବଳ ବିଭିନ୍ନ ରାଜ୍ୟରେ ଫସି ରହିଥିବା ଲୋକଙ୍କୁ ନେବା ଆଣିବା କରିବା ପାଇଁ ଭାରତୀୟ ରେଳପଥ ପକ୍ଷରୁ ୧୫ ଯୋଡ଼ା ସ୍ବତନ୍ତ୍ର ଟ୍ରେନ୍‌ ଏବଂ ଶ୍ରମିକ…

ସିବିଏସ୍‌ଇ ୯ମ, ଏକାଦଶ ଛାତ୍ରୀଛାତ୍ରଙ୍କୁ ମିଳିଲା ସୁଯୋଗ: ବିଫଳ ଛାତ୍ରୀଛାତ୍ର ଦେଇପାରିବେ ପରୀକ୍ଷା

ଭୁବନେଶ୍ୱର,୧୫।୫(ବ୍ୟୁରୋ): ସେଣ୍ଟ୍ରାଲ୍‌ ବୋର୍ଡ ଅଫ୍‌ ସେକେଣ୍ଡାରି ଏଜୁକେଶନ (ସିବିଏସ୍‌ଇ) ନବମ ଓ ଏକାଦଶ ପରୀକ୍ଷାରେ ଫେଲ୍‌ କିମ୍ବା ବଞ୍ଚତ୍ତ ହୋଇଥିବା ଛାତ୍ରୀଛାତ୍ରମାନେ ଆଉଥରେ ପରୀକ୍ଷା ଦେବାର ସୁଯୋଗ ପାଇବେ। ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବାପାଇଁ ବୋର୍ଡ ପକ୍ଷରୁ ଶେଷଥର ଏହି ସୁଯୋଗ ଦିଆଯିବ…

ବଦଳିଲା ଆଇନଜୀବୀଙ୍କ ଡ୍ରେସ୍‌କୋଡ୍‌: କଳାକୋଟ୍‌, ଗାଉନ୍‌ ମନା

କଟକ ଅଫିସ୍‌,୧୫। ୫: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ବିଭିନ୍ନ ସ୍ତରରେ ଉଦ୍ୟମ କରାଯାଉଛି। ଏହି କ୍ରମରେ ରାଜ୍ୟରେ ଆଇନ୍‌ଜୀବୀଙ୍କ ଡ୍ରେସ୍‌କୋଡ଼୍‌ ବଦଳାଇବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଗୁରୁବାର ଏ ନେଇ ବିଧିବଦ୍ଧ ଭାବେ ସର୍କୁଲାର୍‌ ଜାରି କରାଯାଇଛି।…

ଶ୍ରମିକଙ୍କୁ ମାଗଣାରେ ଖାଇବାକୁ ଦେବେ ମନ୍ଦିର

ଭୁବନେଶ୍ୱର,୧୫।୫(ବ୍ୟୁରୋ): ଲକ୍‌ଡାଉନ୍‌ କଟକଣା କୋହଳ ହେବା ପରେ ବିଭିନ୍ନ ରାଜ୍ୟରେ କାମ କରୁଥିବା ଓଡ଼ିଆ ଶ୍ରମିକମାନେ ନିଜ ଘରକୁ ଫେରୁଛନ୍ତି। ଅଧିକାଂଶ ପ୍ରବାସୀ ବହୁ ଦୂରରୁ ଚାଲି ଚାଲି କିମ୍ବା ସାଇକେଲରେ ଓଡ଼ିଶା ଆସୁଛନ୍ତି। ସେହିଭଳି ଓଡ଼ିଶାରେ ଫସି ରହିଥିବା ଶ୍ରମିକମାନେ…

ଅର୍ଥନୀତିକୁ ଗତିଶୀଳ ପାଇଁ ୪କ୍ଷେତ୍ରକୁ ଅଗ୍ରାଧିକାର: ମୁଖ୍ୟମନ୍ତ୍ରୀଙ୍କୁ ଦିଆଯିବ ଚୂଡ଼ାନ୍ତ ରିପୋର୍ଟ

ଭୁବନେଶ୍ୱର,୧୫।୫(ବ୍ୟୁରୋ): କରୋନା ମହାମାରୀର ପରବର୍ତ୍ତୀ ସମୟରେ ଅର୍ଥନୀତି କିପରି ଅଧିକ ଗତିଶୀଳ ହୋଇପାରିବ ସେନେଇ ରାଜ୍ୟ ସରକାର ଗୁରୁତ୍ୱ ଦେଇଛନ୍ତି। ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମାଙ୍କ ଅଧ୍ୟକ୍ଷତାରେ ଗୁରୁବାର ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ମହାମାରୀର ମୁକାବିଲା ସହ ରାଜ୍ୟର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri