ଘୂର୍ଣ୍ଣିବଳୟ ପୂର୍ବରୁ ଚାଷୀଙ୍କୁ ସତର୍କକଲା ନିର୍ଦ୍ଦେଶାଳୟ
ଭୁବନେଶ୍ୱର, ୧୫।୫(ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଆଣ୍ଡାମାନ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବଂ ତଜ୍ଜନିତ ଲଘୁଚାପ ଯୋଗୁ ଓଡ଼ିଶାର ଅଧିକାଂଶ ଜିଲାରେ ଗୁରୁବାରଠାରୁ ୧୮ତାରିଖ ମଧ୍ୟରେ ଘଡ଼ଘଡ଼ି ସହ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ଅଛି। ଏହା…
ବାତ୍ୟା: ୧୮ରୁ ଉପକୂଳରେ ବର୍ଷା, ପବନ
ଭୁବନେଶ୍ୱର, ୧୫।୫(ବ୍ୟୁରୋ): ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇଛି। ଏହା ଆହୁରି ଘନୀଭୂତ ହୋଇ ୧୬ ତାରିଖ ସନ୍ଧ୍ୟା ସୁଦ୍ଧା ସାମୁଦ୍ରିକ ଝଡ଼ରେ ପରିଣତ ହେବ । ସମୁଦ୍ର ମଧ୍ୟରେ ଅଧିକ…
ପରଲୋକରେ ସ୍ବାଧୀନତା ସଂଗ୍ରାମୀ ଭବାନୀ ଚରଣ ପଟ୍ଟନାୟକ: ରାଷ୍ଟ୍ରୀୟ ସମ୍ମାନ ସହ ଜନ୍ମସ୍ଥାନରେ ହେବ ଶେଷକୃତ୍ୟ
ଭୁବନେଶ୍ୱର (ବ୍ୟୁରୋ)/ ନିମାପଡ଼ା(ଡି.ଏନ୍.ଏ),୧୫।୫: ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ, ପୂର୍ବତନ ରାଜ୍ୟ ସଭା ସଦସ୍ୟ ତଥା ଗାନ୍ଧିବାଦୀ ନେତା ଭବାନୀ ଚରଣ ପଟ୍ଟନାୟକଙ୍କ ଗୁରୁବାର ରାତିରେ ପରଲୋକ ଘଟିଛି। ତାଙ୍କୁ ୯୯ବର୍ଷ ହୋଇଥିଲା। ଗତ ଦୁଇମାସ ତଳେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ…
ହାଇକୋର୍ଟରେ ପ୍ରବାସୀଙ୍କ ପଞ୍ଜୀକରଣ ମାମଲା: ଆଧାର କାର୍ଡ ଜରୁରୀ ନୁହେଁ
କଟକ ଅଫିସ୍,୧୫।୫: ଅନ୍ୟ ରାଜ୍ୟରୁ ଓଡ଼ିଶାକୁ ଫେରିବା ପାଇଁ ପ୍ରବାସୀଙ୍କୁ ସରକାରଙ୍କ ୱେବ୍ସାଇଟ୍ରେ ପଞ୍ଜୀକରଣ କରିବାକୁ ପଡ଼ୁଛି। ତେବେ ଏହି ପଞ୍ଜୀକରଣ ପାଇଁ ଆଧାର କାର୍ଡ ବାଧ୍ୟତାମୂଳକ ନୁହେଁ। ଅନ୍ୟ ପରିଚୟପତ୍ର ଜରିଆରେ ମଧ୍ୟ ପଞ୍ଜୀକରଣ କରାଯାଇପାରିବ ବୋଲି ରାଜ୍ୟ ସରକାରଙ୍କ…
ସ୍ପାର୍ଟାନ ସହ ମାମଲାର ସମାଧାନ କଲେ ସଚିନ
ନୂଆଦିଲ୍ଲୀ, ୧୫ା୫ (ପି.ଟି.)- ବ୍ୟାଟ୍ ପ୍ରସ୍ତୁତକାରୀ କମ୍ପାନୀ ସ୍ପାର୍ଟାନ ବିରୋଧରେ କ୍ରିକେଟ ଆଇକନ୍ ସଚିନ ତେନ୍ଦୁଲକର କରିଥିବା ମକଦ୍ଦମାର ଆପୋସ ସମାଧାନ କରିଛନ୍ତି। ଏହି ମାମଲା ଅଷ୍ଟ୍ରେଲିଆର ଫେଡେରାଲ କୋର୍ଟରେ ବିଚାର ଚାଲିଥିଲା। ଚୁକ୍ତି ଖିଲାପକାରୀ ସ୍ପାର୍ଟାନ କ୍ଷମା ପ୍ରାର୍ଥନା କରିବା…
ଟ୍ରେନିଂ ଆରମ୍ଭ ପାଇଁ ହକି ଖେଳାଳିଙ୍କ ନିବେଦନ
ନୂଆଦିଲ୍ଲୀ, ୧୫ା୫ (ପି.ଟି.)-ଭାରତୀୟ ହକି ଖେଳାଳିମାନେ ଗୁରୁବାର କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁଙ୍କ ସହ ଅନ୍ଲାଇନ୍ରେ କଥାବାର୍ତ୍ତା ହୋଇଛନ୍ତି। ଏହି ଅବସରରେ ଯଥାସମ୍ଭବ ଶୀଘ୍ର ଟ୍ରେନିଂ ଆରମ୍ଭର ବ୍ୟବସ୍ଥା କରିବା ଲାଗି ସେମାନେ ନିବେଦନ କରିଛନ୍ତି। ଏଦିଗରେ ଧ୍ୟାନ ଦିଆଯିବ ବୋଲି…
ମୁମ୍ବାଇରୁ ୩ ଟ୍ରକ୍ରେ ଗଜପତି ଫେରୁଛନ୍ତି ପ୍ରବାସୀ
ପାରଳାଖେମୁଣ୍ଡି, ୧୪ା୫ (ସ୍ବ.ପ୍ର.): ମହାରାଷ୍ଟ୍ରର ନଭି ମୁମ୍ବାଇରୁ ଗଜପତି ଜିଲାକୁ ଟ୍ରକ୍ ଯୋଗେ ୧୫୦ରୁ ଊର୍ଦ୍ଧ୍ୱ ପ୍ରବାସୀ ଓଡ଼ିଆ ଶ୍ରମିକ ଫେରୁଥିବା ଜଣାପଡିଛି। ଏମାନଙ୍କ ମଧ୍ୟରେ ଗଜପତି ଜିଲାର ଗୁମ୍ମା ଓ ରାୟଗଡ଼ା ଜିଲାର ଶ୍ରମିକ ଅଛନ୍ତି। ଗୁମ୍ମା ବ୍ଲକର ବାବୁଲୁ…
ପରପାରିରେ ସ୍ବାଧୀନତା ସଂଗ୍ରାମୀ ଭବାନୀ ଚରଣ ପଟ୍ଟନାୟକ
ଭୁବନେଶ୍ୱର, ୧୪।୫(ବ୍ୟୁରୋ): ସ୍ବାଧୀନତା ସଂଗ୍ରାମୀ, ପୂର୍ବତନ ସାଂସଦ, ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକଙ୍କର ଗୁରୁବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୯ ବର୍ଷ ହୋଇଥିଲା। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଏ ନେଇ ଗଣଶିକ୍ଷା…
‘ଫେରନ୍ତା ସତର୍କ ରହିଲେ ସଂକ୍ରମଣ ହେବ ନାହିଁ’ : ବିମାନ, ରେଳରେ ଫେରନ୍ତାଙ୍କ ପାଇଁ ନୂଆ ଗାଇଡ୍ଲାଇନ୍
ଭୁବନେଶ୍ୱର, ୧୩ା୫(ବ୍ୟୁରୋ): ବାହାର ରାଜ୍ୟ ବା ଦେଶରୁ ଫେରୁଥିବା ପ୍ରବାସୀମାନେ ସମସ୍ତେ କରୋନା ପଜିଟିଭ୍ ନୁହନ୍ତି। ଯଦି ସେମାନେ ସଙ୍ଗରୋଧରେ ରହିବେ ଓ ସମସ୍ତ ସତର୍କତା ଅବଲମ୍ବନ କରିବେ ତେବେ ସଂକ୍ରମିତ ହେବେ ନାହିଁ। ଠିକ୍ ଭାବେ ସରକାରଙ୍କ ନିୟମ ମାନି…
ବାତ୍ୟା: ୧୮ରୁ ଉପକୂଳରେ ବର୍ଷା,ପବନ; ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା
ଭୁବନେଶ୍ୱର, ୧୪ା୫(ବ୍ୟୁରୋ)- ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇଛି। ଏହା ଆହୁରି ଘନୀଭୂତ ହୋଇ ୧୬ ତାରିଖ ସନ୍ଧ୍ୟା ସୁଦ୍ଧା ସାମୁଦ୍ରିକ ଝଡ଼ରେ ପରିଣତ ହେବ । ସମୁଦ୍ର ମଧ୍ୟରେ ଅଧିକ…
ଡାଟାବେଶରେ ମିଳିବ କଳାକାରଙ୍କ ତଥ୍ୟ: ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ଜିଲାପାଳଙ୍କୁ ଚିଠି
ଯାଜପୁର ଅଫିସ,୧୪।୫: ରାଜ୍ୟ ସରକାର କଳାକାରମାନଙ୍କର ଏକ ଡାଟାବେଶ୍ ବା ତଥ୍ୟପୂର୍ଣ୍ଣ ତାଲିକା ପ୍ରସ୍ତୁତ କରିବାକୁ ଯାଉଛନ୍ତି। ପୂର୍ବରୁ ରାଜ୍ୟ ସରକାର ଜିଲା କଳା ସଂସ୍କୃତି ସଂଘ, ବ୍ଲକ କଳା ସଂସ୍କୃତି ସଂଘ ଗଠନ କରିଛନ୍ତି। ଯାହାଦ୍ୱାରା କଳାକାରମାନେ ସଂଗଠିତ ହେବା…
କିମ୍ଭିରିଆପାଳରେ ୨ କରୋନା ପଜିଟିଭ୍: ଗୋବିନ୍ଦାବାଟି, ମିଳିମିଳାପୁର, ମାଳଦା ଗ୍ରାମ ୨୪ ଘଣ୍ଟାଆ ସର୍ଟଡାଉନ
ବରୀ(ସ୍ବ.ପ୍ର.)/ରତ୍ନଗିରି, ୧୪।୫ (ଡି.ଏନ୍.ଏ): ବରୀ ବ୍ଲକ ଅଧୀନ କିମ୍ଭିରିଆପାଳ ପଞ୍ଚାୟତ ଗୋବିନ୍ଦାବାଟି ଗ୍ରାମରୁ ଗୁରୁବାର ୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଦ୍ୱୟ ଦୁଇ ଭାଇ ଓ ସେମାନଙ୍କ ବୟସ ଯଥାକ୍ରମେ ୬୦ ଓ ୩୫ ବର୍ଷ। କିଛି ଦିନ…
Archives


