Home Left

ସରୋଗେସି ରାସ୍ତା ଆପଣାଇଥିଲେ ଶିଳ୍ପା

ମୁମ୍ବାଇ: ଶିଳ୍ପା ସେଟ୍ଟୀ ଗତ ଫେବୃୟାରୀରେ ଏକ କନ୍ୟାସନ୍ତାନର ମା’ ହୋଇଛନ୍ତି। ତେବେ ସରୋଗେସି ରାସ୍ତା ଆପଣାଇବା ସମ୍ପର୍କରେ ସେ କହିଛନ୍ତି ଯେ, ମୁଁ ମୋ ପୁଅ ଭିଆନଙ୍କ ପରେ ଢେରଦିନ ଧରି ଦ୍ୱିତୀୟ ସନ୍ତାନ ପାଇଁ ଚେଷ୍ଟା କରୁଥିଲି। ମାତ୍ର…

କିମିଆ କଲା ମୟୂର

ନୂଆଦିଲ୍ଲୀ: ଲକ୍‌ଡାଉନ୍‌ ସମୟରେ ଏବେ ପ୍ରକୃତିର ବିଭିନ୍ନ ରୂପକୁ ଦେଖିବାକୁ ପାଉଛନ୍ତି ଲୋକେ। ରାସ୍ତାଘାଟରେ ଲୋକମାନଙ୍କ କୋଳାହଳ କମ୍‌ଥିବାରୁ ଜୀବଜନ୍ତୁମାନେ ବେଶ୍‌ ସ୍ବଚ୍ଛନ୍ଦରେ ବୁଲାବୁଲି କରିପାରୁଛନ୍ତି। ଏମିତି ଏକ ଦୃଶ୍ୟ ଏବେ ଲୋକଙ୍କୁ ଆଚମ୍ବିତ କରିଛି। ଦିଲ୍ଲୀର ଜଣେ ବ୍ୟକ୍ତିଙ୍କ ଘରକୁ…

ପିପିଇ କିଟ୍‌ ସିଲେଇ କରୁଛନ୍ତି ୯ ବର୍ଷର ଝିଅ

ସେରେମ୍ବାନ୍‌: କରୋନା ଯୁଦ୍ଧରେ କୋଭିଡ୍‌ ଯୋଦ୍ଧାଙ୍କୁ ଲୋକେ ସମ୍ମାନ ଜଣାଇବାକୁ ସବୁଆଡ଼େ କୁହାଯାଉଛି। ତେବେ ଏହି କୋଭିଡ୍‌ ଯୋଦ୍ଧାଙ୍କ ମଧ୍ୟରେ ଜଣେ ୯ ବର୍ଷର ଝିଅ ଏବେ ସୋସିଆଲ୍‌ ମିଡିଆରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଝିଅଟିର ନାଁ ହେଉଛି ନୁର୍‌…

ଆମେରିକାକୁ ସୁରକ୍ଷିତ ମଣିଲେ ସନି

ମୁମ୍ବାଇ: ସାରା ବିଶ୍ୱ ବର୍ତ୍ତମାନ କରୋନା ଭାଇରସ୍‌ କବଳିତ। ଏହି ମହାମାରୀକୁ ନେଇ ସଙ୍କଟରେ ମନୁଷ୍ୟ ଜାତି। ବିଶ୍ୱର ଅନେକ ବିକଶିତ ଦେଶ କରୋନା ଦାଉରେ ହଇରାଣ ହେଉଥିବା ବେଳେ ଆମେରିକାର ସ୍ଥିତି ଅତ୍ୟନ୍ତ ଗମ୍ଭୀର। ଏପଟେ ଭାରତରେ ମଧ୍ୟ କରୋନା…

ଜୁନ୍‌ ୩୦ ପର୍ଯ୍ୟନ୍ତ ବୁକ୍‌ କରାଯାଇଥିବା ସମସ୍ତ ଟିକେଟକୁ ବାତିଲ କଲା ଭାରତୀୟ ରେଲଓ୍ବେ

ନୂଆଦିଲ୍ଲୀ,୧୪।୫: ଜୁନ୍‌ ୩୦ ଅବା ଏହା ପୂର୍ବରୁ ଯେଉଁ ଯାତ୍ରୀମାନେ ଟ୍ରେନ୍‌ ଟିକେଟ ବୁକ୍‌ କରିଥିଲେ ସେମାନଙ୍କୁ ଲାଗିଛି ଝଟ୍‌କା। କାରଣ ଭାରତୀୟ ରେଲଓ୍ବେ ଜୁନ ୩୦ ପର୍ଯ୍ୟନ୍ତ ବୁକ୍‌ କରାଯାଇଥିବା ସମସ୍ତ ରିଜର୍ଭ ଟିକେଟକୁ ବାତିଲ କରିଦେବାକୁ ନିଷ୍ପତ୍ତି ନେଇଛି।…

ଧାନ ରୋଇଲେ ଏସ୍‌ପି

ଚିତ୍ତୋର(ଆନ୍ଧ୍ରପ୍ରଦେଶ): କରୋନା ସମୟରେ ଅନେକ ଘଟଣା ସାମ୍ନାକୁ ଆସୁଛି, ଯାହା ଅନେକଙ୍କୁ ପ୍ରେରିତ କରୁଛି। ଏହି ସଙ୍କଟ ସମୟରେ ରାଜନେତାଙ୍କଠାରୁ ଅଧିକ ପ୍ରଶାସନିକ ଓ ପୋଲିସ ଅଧିକାରୀମାନେ ଆଗଧାଡ଼ିର ଯୋଦ୍ଧାଭାବେ ସାଧାରଣ ଲୋକଙ୍କ ସହ ଯୋଡ଼ିହୋଇ ରିୟଲ ହିରୋର ପରିଚୟ ଦେଇଛନ୍ତି।…

ବରୀରୁ ପୁଣି ୨ଟି କରୋନା ପଜିଟିଭ ଚିହ୍ନଟ: ସମସ୍ତ ଆକ୍ରାନ୍ତ ପଶ୍ଚିମବଙ୍ଗ ଫେରନ୍ତା

ବରୀ,୧୪।୫(ସ୍ବ.ପ୍ର.): ଯାଜପୁର ଜିଲା ବରୀ ବ୍ଲକ ଅଞ୍ଚଳରୁ ଗୁରୁବାର ପୁଣି ୨ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବରୀରେ ମୋଟ ୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତ ବରୀ ବ୍ଲକ ଅଧିନ କିମ୍ଭିରିଆପାଳ ପଞ୍ଚାୟତର ଗୋବିନ୍ଦାବାଟି…

ରାଜଧାନୀର ରୋହିଣୀ ଜେଲରେ ପହଞ୍ଚିଲା କରୋନା

ନୂଆଦିଲ୍ଲୀ,୧୪।୫: କରୋନା ସଂକ୍ରମଣ ଏବେ ଦ୍ରୁତ ଗତିରେ ବଢିବାରେ ଲାଗିଛି। ରାଜଧାନୀ ଦିଲ୍ଲୀରେ ଥିବା ରୋହିଣୀ ଜେଲର ଜଣେ କଏଦୀ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି। ଉକ୍ତ କଏଦୀଙ୍କର ଆନ୍ତ୍ରିକ ସମସ୍ୟା ଥିବାରୁ ତାଙ୍କୁ ମେ’ ୧୦ରେ ଡିଡିୟୁ ହସ୍ପିଟାଲରେ ଭର୍ତ୍ତି…

କରୋନା ରିପୋର୍ଟକୁ ଅପେକ୍ଷା: ହସ୍ପିଟାଲରେ ଏପ୍ରିଲ୍‌ ୨୬ଠାରୁ ପଡ଼ି ରହିଛି ମୃତଦେହ

ନୂଆଦିଲ୍ଲୀ,୧୪।୫: କରୋନା ସଂକ୍ରମଣ ଯୋଗୁ ଭାରତରେ ଆତଙ୍କ ଦେଖାଦେଇଛି। ସଂକ୍ରମଣ ରୋକିବା ପାଇଁ ଏବେ ଯେକୌଣସି କାରଣରୁ ମୃତ୍ୟୁ ଘଟିଲେ ମଧ୍ୟ ହସ୍ପିଟାଲ ପକ୍ଷରୁ କରୋନା ପରୀକ୍ଷା କରିବାକୁ ପରାମର୍ଶ ଦିଆଯାଉଛି। କରୋନା ସଂକ୍ରମଣ ହୋଇଛି କି ନାହିଁ ତାହା ଜଣାପଡ଼ିଲା…

କୁଶଭଦ୍ରାରେ ଚାପ ଖେଳିଲେ ରାଧାମାଧବ

ବାଲିଅନ୍ତା,୧୪ା୫(ଡି.ଏନ୍‌.ଏ.): ଲକଡାଉନ ସତ୍ତ୍ୱେ ସାମାଜିକ ଦୂରତ୍ୱକୁ ମାନି ବାଲିଅନ୍ତାରେ ଚନ୍ଦନ ଯାତ୍ରା ଆରମ୍ଭ ହୋଇଛି। ବୁଧବାର ଦ୍ୱିତୀୟ ଦିବସ ଥିବାବେଳେ କରୋନା କଟକଣା ପାଇଁ ହଂସପାଳ ଗ୍ରାମର ଆରାଧ୍ୟ ଠାକୁର ରାଧାମାଧବଙ୍କ ଚଳନ୍ତି ପ୍ରତିମାକୁ ସ୍ଥାନୀୟ କୁଶଭଦ୍ରା ନଦୀଜଳରେ ଚାପ କ୍ରୀଡ଼ା…

ଖାଇବା କମାଇଦେଲେଣି ଗ୍ରାମାଞ୍ଚଳର ୫୦% ପରିବାର

ନୂଆଦିଲ୍ଲୀ,୧୪ା୫(ପି.ଟି.): କରୋନା ମହାମାରୀ ଜନିତ ଲକ୍‌ଡାଉନ ଯୋଗୁ ଗ୍ରାମାଞ୍ଚଳ ଜନସାଧାରଣ ଖାଇବା କମାଇଦେଇଥିବା ଏକ ସର୍ଭେରୁ ଜଣାପଡ଼ିଛି। ଲକ୍‌ଡାଉନ ସମୟରେ ୧୨ଟି ରାଜ୍ୟରୁ ୫୦୦୦ରୁ ଊର୍ଦ୍ଧ୍ୱ ଗ୍ରାମୀଣ ପରିବାର ଉପରେ ଏକ ସର୍ଭେ କରାଯାଇଥିଲା। ସେମାନଙ୍କ ମଧ୍ୟରୁ ଅଧା ପରିବାର ଲକ୍‌ଡାଉନ…

ଥାଣେ, କୋଏମ୍ବାଟୁରରୁ ଫେରିଲେ ୭୬୩ ପ୍ରବାସୀ

ଖୋର୍ଦ୍ଧା ଅଫିସ,୧୪ା୫: ମହାରାଷ୍ଟ୍ରର ଥାଣେ ଏବଂ ତାମିଲନାଡୁର କୋଏମ୍ବାଟୁରରୁ ୨ଟି ଟ୍ରେନରେ ବୁଧବାର ୭୬୩ଜଣ ପ୍ରବାସୀ ଓଡ଼ିଆ ଫେରିଛନ୍ତି। ଷ୍ଟେଶନ ପରିସରରେ ସେମାନଙ୍କ ସ୍କ୍ରିନିଂ ସହ ସ୍ବାସ୍ଥ୍ୟ ପରୀକ୍ଷା ଏବଂ ପଞ୍ଜୀକରଣ କରାଯିବା ପରେ ସ୍ବତନ୍ତ୍ର ବସ୍‌ ଯୋଗେ ନିଜ ଜିଲାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri